ଜ୍ଞାନବାପି ମସ୍ଜିଦ୍ ପରିସରରୁ ଶିବଲିଙ୍ଗ ମିଳିବା ଘଟଣାକୁ ନେଇ ପରିହାସ କରିବା ଅଭିଯୋଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର୍ ରତନ ଲାଲ ଗିରଫ ହୋଇଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀ । ଏନେଇ କଂଗ୍ରେସ ଦଳ ଓ ତାଙ୍କ ସମର୍ଥକ ମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବାର ଦେଖିବାକୁ ମିଳିଛି । ରାଜୀବ ଗାନ୍ଧି ଥିଲେ ଭାରତର ଷଷ୍ଠ ପ୍ରଧାନମନ୍ତ୍ରୀ ।
ମାରିଉପୋଲ୍କୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନେଇଥିବା ନେଇ ରୁଷିଆର ଦାବି । ଏନେଇ ରାଷ୍ଟ୍ରପତି ପୁଟିନ୍ଙ୍କୁ ରିପୋର୍ଟ କଲେ ଦେଶର ବୈଦେଶିକ ମନ୍ତ୍ରୀ । ମାତ୍ର ମାରିଉପୋଲର ସ୍ଥିତାବସ୍ଥା ନେଇ ୟୁକ୍ରେନ୍ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।
ବାରଣାସୀ ଜିଲ୍ଲା ଜଜ୍ଙ୍କ କୋର୍ଟରେ ହେବ ଉତ୍ତରପ୍ରଦେଶ ବାରଣାସୀ ଜ୍ଞାନବାପି ମସଜିଦ ବିବାଦ ମାମଲାର ଶୁଣାଣି ।
ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ହେବ । ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲିବ ।
ବହୁଚର୍ଚ୍ଚିତ ସିନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମା’ ଇନ୍ଦ୍ରାଣୀ ମୁଖାର୍ଜୀଆ ଆଜି ଜେଲରୁ ଜାମିନରେ ମୁକୁଳିଛନ୍ତି। ମୁମ୍ବାଇର ବାଇକୁଲା ଜେଲରୁ ୬ ବର୍ଷ ପରେ ଇନ୍ଦ୍ରାଣୀ ମୁଖାର୍ଜୀଆ ମୁକ୍ତ ହୋଇଛନ୍ତି। ବୁଧବାର ଇନ୍ଦ୍ରାଣୀଙ୍କ ଜାମିନ ମଞ୍ଜୁର କରିଥିଲେ ସୁପ୍ରିମକୋର୍ଟ।
ଡିଫେଣ୍ତିଙ୍ଗ ଚାମ୍ପିୟନ୍ ଚେନ୍ନାଇ ସୁପରକିଙ୍ଗ୍ସକୁ ହରାଇ ରାଜସ୍ଥାନ ରୟାଲ୍ସ କ୍ୱାଲିଫାୟର୍-୧ ରେ ନିଜ ସ୍ଥାନ ପକ୍କା କରିଛି । ଅଶ୍ୱିନୀଙ୍କ ଧୁଆଁଧାର ବ୍ୟାଟିଂ ବଳରେ ଧରାସାୟୀ ହୋଇପଡ଼ିଥିଲା ଚେନ୍ନାଇ ସୁପରକିଙ୍ଗ୍ସ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
Khola Katha EP 753 MAY 19 2022 | ଆଇନି ବନାଇବା ଲୋକ ନିଜେ ଆଇନି ଭାଙ୍ଗୁଛନ୍ତି OdishaTV is Odisha\'s
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଭାରତୀୟ ଉପଭୋକ୍ତା ଖୁବଶୀଘ୍ର ପାଇବାକୁ ଯାଉଛନ୍ତି ବହୁ ପ୍ରତୀକ୍ଷିତ 5G ସେବା । ଗତକାଲି ପ୍ରଥମ ଥର ପାଇଁ ଭାରତରେ ଫାଇଭ୍ ଜି ଟେକନୋଲଜିର ସଫଳ ପରୀକ୍ଷଣ ହୋଇଛି । କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜେ କଲ କରି ଏହାର ଟ୍ରାଏଲ କରିଛନ୍ତି...
ନିଜ ରାଜନୈତିକ କ୍ୟାରିୟର ପାଇଁ କାଳ ହେବାକୁ ଯାଉଛି କି ପତ୍ନୀ ବର୍ଷାଙ୍କ ସହ କେନ୍ଦ୍ରାପଡ଼ା ସାଂସଦ ଅନୁଭବଙ୍କ ବିବାଦ ? ଗତକାଲି ସୋସିଆଲ୍ ମିଡିଆ ପୋଷ୍ଟରେ ଖୋଦ୍ ଅନୁଭବଙ୍କ ଶଙ୍କାଭରା ଭିଡିଓ ପରେ ଆଜି ପ୍ରତିକ୍ରିୟା ରଖିଛି ବିଜେଡି ।
ଦିନରେ ଉପଭୋକ୍ତାଙ୍କୁ ଲଣ୍ଠନ ଦେଖାଉଛି ଟାଟା ପାୱାର । କାରସାଦି କରି ବିଦ୍ୟୁତ୍ ବିଲ ଆଦାୟ କରାଯାଉଛି ଅଧିକ ଅର୍ଥ । ବାସ୍ତବ ଦେୟ ବାଦ୍ ବିଭିନ୍ନ ହେଡରେ ଏହି ଅର୍ଥ ନେଉଛି କଂପାନି । ତେବେ ଏସବୁ ଦେୟ କଣ ପାଇଁ କଂପାନି କର୍ତ୍ତପକ୍ଷ ବି ତାହା...
କେମିତି ହେଲା ବାଲେଶ୍ୱର ପ୍ରିନ୍ସ ରେସିଡେନ୍ସିଆଲ୍ କଲେଜ ଛାତ୍ରୀ ସାବିତ୍ରୀ ବେହେରାଙ୍କ ମୃତ୍ୟୁ ? ସତରେ କଣ ଦୁଇ ଶହ ଟଙ୍କା ଚୋରି ବିବାଦରୁ ଚାଲିଗଲା କି ମୟୁରଭଞ୍ଜ ଲୁହାକାନିର ପ୍ଲସଟୁ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଜୀବନ ? ଗୁରୁ ଯାଇ ଶୁକ୍ର ସରିଗଲା ସିନା ମୃତ୍ୟୁ ପଛର...
ଟ୍ରେନ୍ ଧକ୍କାରେ ପୁଣି ଗଲା ୩ ହାତୀଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ବାଂଶପାଣୀ-ଜୁରୁଡ଼ି ରେଳ ଲାଇନରେ ଗତକାଲି ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାର କାରଣ ଖୋଜା ଆରମ୍ଭ ହୋଇଥିଲେ ବି ବନ ବିଭାଗ ଓ ରେଳ ମନ୍ତ୍ରଣାଳୟ ପରସ୍ପରକୁ ଦୋଷ ଲଦିବାରେ ବ୍ୟସ୍ତ ।
ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ ହେବ। ଓସିଏ ସଂପାଦକ ସଞ୍ଜୟ ବେହେରା ଏହି ସୂଚନା ଦେଇଛନ୍ତି।
ସୁପ୍ରିମକୋର୍ଟ ମଧ୍ୟପ୍ରଦେଶର ଓବିସିଙ୍କୁ ସଂରକ୍ଷଣ ଅନୁମତି ଦେବା ପରେ ଓଡ଼ିଶା ସରକାର କୋର୍ଟକୁ ଯିବେ କି ନାହିଁ ସ୍ପଷ୍ଟ କରନ୍ତୁ ବୋଲି ବିଜେପି ଦାବି କରିଛି । କେବଳ ବିଜେପି ନୁହେଁ, କଂଗ୍ରେସ ମଧ୍ୟ ଓଡ଼ିଶା ସରକାରଙ୍କ ଆଭିମୁଖ୍ୟକୁ ସମାଲୋଚନା କରିଛି ।
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଭାରତରେ ସତ ହେବାକୁ ଯାଉଛି ଫାଇଭ୍-ଜି ଟେକ୍ନୋଲଜି । ଗତକାଲି କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଶରେ ପ୍ରଥମ ଫାଇଭ୍-ଜି କଲ୍ର ଟ୍ରାଏଲ କରିଛନ୍ତି । ଆଇଆଇଟି ମାଡ୍ରାସ ସ୍ଥିତ ଫାଇଭ୍ ଜି ଟେଷ୍ଟ ବେଡ୍ରେ ଏହାର...
ବାଲେଶ୍ୱରରେ ପ୍ରିନ୍ସ ରେସିଡେନ୍ସିଆଲ କଲେଜର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀ ଛାତରୁ ପଡ଼ି ପ୍ରାଣ ହରାଇବା ପଛରେ ସାମ୍ନାକୁ ଆସିଛି ସାଂଘାତିକ ଅଭିଯୋଗ ।