ମୁହଁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲା ନାବାଳିକା ।
ବିଲେଇ ଛୁଆ ଭାବି ଘରକୁ ଚିତା ବାଘ ଆଣିଲା କୁନିଝିଅ । ମହାରାଷ୍ଟ୍ରରୁ ଏହି ନିଆରା ଘଟଣା ସାମ୍ନାକୁ ଆସିଛି ।
ପୁରୀରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ । ଏହି ଅବସରରେ ଜୁମ୍ବା ନୃତ୍ୟ, ଲେମ୍ବୁ ରେସ, ଯୋଗ, ମ୍ୟୁଜିକ ଚେୟାର, ସ୍ୱାସ୍ଥ୍ୟ ପରୀକ୍ଷା, କୁଇଜ ପ୍ରତିଯୋଗିତା, ଲାଇଭ ପେଣ୍ଟିଂ, ପିଲାମାନଙ୍କ ପାଇଁ ବକେଟବଲ, ଆର୍ଚେରୀ, ପିରାମିଡ, ରିଙ୍ଗ ଥ୍ରୋ ଫନ୍ ଗେମ୍, ଟଗ୍ ଅଫ୍ ୱାର...
ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପୁରୀରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ...
ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଦମୟନ୍ତୀ ଆପାର୍ଟମେଣ୍ଟରେ ରହୁଥିବା ବାୟୁସେନା ଅଧିକାରୀ ଅଜିତ କୁମାର ଖୁଣ୍ଟିଆ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
କାର୍ ଦୁର୍ଘଟଣାରେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ଙ୍କ ବିୟୋଗ ହୋଇଛି । ହେଲେ ମୃତ୍ୟୁ ପୂର୍ବରୁ ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ନିଜ ଏବଂ ନିଜ ବନ୍ଧୁଙ୍କୁ ନେଇ କିଛି ଏମିତି କହିଥିଲେ...
ଆଜି ୨୦୨୨ ମସିହା, ମେ ମାସ, ୧୫ ତାରିଖ, ରବିବାର, ବୃଷ, ୧ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ,ଚତୁର୍ଦ୍ଦଶୀ ତିଥି ସ୍ବାତୀ ନକ୍ଷତ୍ର, ତୁଳା ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ....
ନାହିଁ ନାହିଁରେ ଚାଲିଛି ବ୍ରହ୍ମପୁରର ପୁରାତନ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ । ଅଧ୍ୟାପକ ମରୁଡ଼ି ପଡିଥିବାବେଳେ ୧୮ଟି ବିଭାଗରେ ୮୮ଟି ପୋଷ୍ଟରୁ ମାତ୍ର ୨୨ ଜଣ ସ୍ଥାୟୀ ଅଧ୍ୟାପକ ଏବଂ ବଳକା ଗେଷ୍ଟ ଫ୍ୟାକଲ୍ଟିରେ ଚାଲୁଛି କଲେଜ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ସିଂହଦ୍ୱାର ସମ୍ମୁଖରେ ଅଭ୍ୟର୍ଥନା ପ୍ରକୋଷ୍ଠ ନିର୍ମାଣକୁ ଏଏସଆଇ ଡିଜି ୧୦୦ ମିଟର ବାହାରେ କରିବା ପାଇଁ ପରାମର୍ଶ ଦେଇଛନ୍ତି ।
ସୁବ୍ରତଙ୍କ ସୂକ୍ଷ୍ମ କାମକୁ ନେଇ ଏବେ ସବୁଠି ଚର୍ଚ୍ଚା। ମାତ୍ର ୧୭ ଦିନରେ ୧୬ଶହ ଆଇସକ୍ରିମ କାଠିରେ ତିଆରି କରିଛନ୍ତି ରାମ ମନ୍ଦିର। ପୁଣି ମହମରେ ତିଆରି କରିଛନ୍ତି ଯୋରନ୍ଦା ମନ୍ଦିର। କାରୁକାର୍ଯ୍ୟ ଏମିତି ହୋଇଛି ଯେ, ଦେଖିଲେ ଘଣ୍ଟାଏ କାଳ ପର୍ଯ୍ୟନ୍ତ ଚାହିଁ ରହିବେ ।
ଦୁର୍ନୀତିର ଚେର ଉପାଡ଼ିବାକୁ ପଣ କରିଛି ଭିଜିଲାନ୍ସ। ହେଲେ ସେହି ଭିଜିଲାନ୍ସ ବିଭାଗର ଅଧିକାରୀ ଏବେ ନିଜେ ପଡ଼ିଛନ୍ତି ଭିଜିଲାନ୍ସ ହାତରେ। ଏ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା। ହଜାରେ କି ଲକ୍ଷେ ନୁହେଁ, ଲାଞ୍ଚ ନେଉଥିଲେ ୧୦ ଲକ୍ଷ ଟଙ୍କା।
ଫର୍ମଫିଲପ୍ ହୋଇଥିବା ୪୩ ହଜାରରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଉନଥିବା ନେଇ ରାଜ୍ୟବ୍ୟାପୀ ସୃଷ୍ଟି ହୋଇଥିଲା ହଇଚଇ । ଏବେ ପଦାକୁ ଆସିଛି ତାଠୁ ବି ସାଂଘାତିକ ତଥ୍ୟ । ସ୍କୁଲ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ । ରାଜ୍ୟରେ ଡ୍ରପ୍ ଆଉଟ ସମସ୍ୟା କିଭଳି ଉତ୍କଟ...
ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାମ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅପିଲ୍ କଲା INTACH । ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ...
ଜାତୀୟ ରାଜଧାନୀ ଦିଲ୍ଲୀରେ ପୁଣି ବଡ଼ ଧରଣର ଅଗ୍ନିକାଣ୍ଡ। ଅକାଳରେ ଚାଲିଗଲା ୩୦ରୁ ଅଧିକ ଜୀବନ। ପଶ୍ଚିମ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଧ୍ୱସଂସ୍ତୁପ ପାଲଟିଗଲା ତିନି ମହଲା କୋଠା।
ଭୁବନେଶ୍ୱର ମୁଖ୍ୟାଳୟରେ ରାଜ୍ୟ ବିଜେପିର ମାନସମନ୍ଥନ । ୨୦୨୪ ପାଇଁ ପ୍ରସ୍ତୁତ ହେଉଛି ରୋଡ୍ମ୍ୟାପ୍ । ଏନେଇ ଦଳୀୟ ନେତାଙ୍କ ସହ ବିଚାରବିମର୍ଶ କରିଛନ୍ତି ରାଜ୍ୟ ପ୍ରଭାରୀ ଡି. ପୁରେନ୍ଦ୍ରଶ୍ୱରୀ ।
ସ୍କୁଲ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ । ରାଜ୍ୟରେ ଡ୍ରପ୍ ଆଉଟ ସମସ୍ୟା କିଭଳି ଉତ୍କଟ ରୂପ ଧାରଣ କରିଛି, ତାହା ଏଥିରୁ ସ୍ପଷ୍ଟ ହେଉଛି ।