ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍ର ସୁନା ମୂଲ୍ୟ ୫୦ ହଜାର ୩୬୦ ଟଙ୍କାରେ ପହଞ୍ଚିଛି ।
ଟ୍ରେଲର-ବସ୍ ଧକ୍କା ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ଓ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି ।
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସରାଙ୍ଗ ଆଇଜିଆଇଟି (IGIT) କ୍ୟାମ୍ପସରେ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ର ଜଣଙ୍କ ତାଳଚେର ଥର୍ମାଲ ଡିଏଭି ସ୍କୁଲର ଯୁକ୍ତ ଦୁଇ ଛାତ୍ର ଅବିନାଶ ପ୍ରଧାନ ବୋଲି ଜଣାପଡିଛି ।
News Fuse-Watch Tara Bahinipati takes on lady officer OdishaTV is Odisha\'s no 1 News Channel. OTV being the first private satellite TV channel in Odisha
ଦିବ୍ୟାଙ୍ଗଙ୍କ ପାଇଁ ଭୁବନେଶ୍ୱରରେ ଖୋଲିଲା ପାଇଁ ସ୍ୱତନ୍ତ୍ର ପାର୍କ । ଭିନ୍ନକ୍ଷମ ଶସକ୍ତି କରଣ ମନ୍ତ୍ରୀ ଏହି ପାର୍କର ଉଦଘାଟନ କରିଛନ୍ତି ।
ସୁନା ଭଳି ଚକ୍ ଚକ୍ କରୁଥିବା ଏକ ବୌଦ୍ଧ ମନ୍ଦିରର ଚୁଡ଼ା ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ଜିଲ୍ଲାର ଏମ୍ ସୁନାପାଲୀ ସମୁଦ୍ର କୂଳରେ ଲାଗିଛି ।
ଆଜି ୨୦୨୨ ମସିହା, ମେ ମାସ, ୧୧ ତାରିଖ, ବୁଧବାର, ମେଷ, ୨୮ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ପୂର୍ବାଫାଲଗୁନି ନକ୍ଷତ୍ର, ସିଂହ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...
ବାତ୍ୟା ଅସାନି ପ୍ରଭାବରେ ହେବାକୁ ଥିବା ବର୍ଷା ଓ ପବନ ଯୋଗୁ ବାଲେଶ୍ୱର ଜିଲ୍ଲାର ଚାଷୀ ଏବେ ଚିନ୍ତାରେ ରହିଛନ୍ତି ।
ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୫୭ତମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଗୁଜୁରାଟ ଟାଇଟନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ । ୬୨ ରନ୍ରେ ଲକ୍ଷ୍ନୌକୁ ହରାଇ ପ୍ରଥମ ଟିମ୍ ଭାବେ ଗୁଜୁରାଟ ପ୍ଲେ ଅଫ୍ରେ ନିଜ ସ୍ଥାନ ପକ୍କା କରିଛି ।
ଆନ୍ଧ୍ରପ୍ରଦେଶ ମୁହାଁ ବାତ୍ୟା ଅସାନି । ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନୂତନ ବାମହାତୀ ସ୍ପିନ୍ ସେନ୍ସେସନ୍ ବା 'ମିଷ୍ଟ୍ରି ସ୍ପିନର୍' ହେଉଛନ୍ତି କାର୍ତ୍ତିକେୟ । ଅନେକ ଯୁବ ଖେଳାଳିଙ୍କ ଠାରୁ ସେ ଟିକେ ଭିନ୍ନ । କାରଣ ସେ ନିଜ ସ୍ୱପ୍ନ ପୂରଣ ପାଇଁ ଘର ଛାଡି ଦେଇଥିଲେ ଏବଂ ଏହାକୁ ହାସଲ କରିବା ପାଇଁ କଠିନ ପରିଶ୍ରମ ମଧ୍ୟ...
Khola Katha : Exclusive interview with Puri BJP MLA Jayanta Sarangi OdishaTV is Odisha\'s no 1 News Channel. OTV being the first private satellite TV
ସାବଧାନ୍, ମାତିଛନ୍ତି ମୂର୍ତ୍ତିଚୋର । ଟାର୍ଗେଟ୍ରେ ପୁରାତନ ମଠ ଓ ମନ୍ଦିର । ରାଜ୍ୟରେ ସାଂଘାତିକ ଭାବେ ବଢ଼ି ଚାଲିଛି ମୂଲ୍ୟବାନ ତଥା ପ୍ରାଚୀନ ଅଷ୍ଟଧାତୁ ମୂର୍ତ୍ତି ଚୋରି । ଗୋଟିଏ ପରେ ଗୋଟିଏ ମନ୍ଦିରରେ କଳାକନା ବୁଲାଉଛନ୍ତି ଦୁର୍ବୃତ୍ତ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ । ଏଏସ୍ଆଇ ଦେଇଥିବା ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । ରାଜ୍ୟ ସରକାରଙ୍କ କଳାପହାଡିଆ ମନବୃତ୍ତି ଥିବା ନେଇ...
ବିକ୍ଷୋଭ, ସଂଘର୍ଷ, ପୋଡ଼ାଜଳା, ଶ୍ରୀଲଙ୍କା ସରକାରଙ୍କ ବିରୋଧରେ ସିଂହଳୀଙ୍କ ରାଗ ଚରମ ସୀମାରେ ପହଞ୍ଚିବା ଥିବା ବେଳେ ସମ୍ପୂର୍ଣ୍ଣ ଅଣାୟତ୍ତ ହୋଉପଡିଛି ସ୍ଥିତି । ଗତକାଲି ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ, ନାରାବାଜି ଓ ହିଂସାକାଣ୍ଡ ଭିତରେ ମହିନ୍ଦା ରାଜପାକସେ ପଦରୁ ଇସ୍ତଫା ଦେଇଥିଲେ ।
ଜଳୁଛି ଶ୍ରୀଲଙ୍କା । ଉଗ୍ର ରୂପ ଧାରଣ କରିଛି ସରକାର ବିରୋଧୀ ଜନ ଆନ୍ଦୋଳନ । ଗତକାଲି ରାଜଧାନୀ କଲମ୍ବୋ ସମେତ ସାରା ଦେଶରେ ବ୍ୟାପକ ହିଂସା ଓ ପୋଡ଼ାଜଳା ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ମହିନ୍ଦା ରାଜପାକସେ ।
ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ, ହେଲେ ପରୀକ୍ଷା ଦେଲେନାହିଁ । ରାଜ୍ୟର ସର୍ବବୃହତ ଜିଲ୍ଲା ମୟୂରଭଞ୍ଜରେ ସବୁଠୁ ଅଧିକ ପିଲା ଅନୁପସ୍ଥିତ ପଛକୁ ଗଞ୍ଜାମ ଆଉ ବଲାଙ୍ଗୀର ରହିଛି ।
ମାଟ୍ରିକ ପରୀକ୍ଷା ଦେବା ଲାଗି ଫର୍ମ ପୂରଣ କରିଥିଲେ ବି କାହିଁକି ପରୀକ୍ଷା କେନ୍ଦ୍ରକୁ ଆସିଲେନି ହଜାର ହଜାର ପରୀକ୍ଷାର୍ଥୀ? ପରୀକ୍ଷାରେ ଏତେ ସଂଖ୍ୟକ ପିଲାଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠିବା ପରେ ଗତକାଲି ସ୍କୁଲ୍ ଓ ଗଣଶିକ୍ଷା ସଚିବ ସ୍କୁଲୱାରୀ ତନଖି କରିବାକୁ ନିର୍ଦ୍ଦେଶ ଦେଇଥିଲେ ।