ଚଳିତ ଆଇପିଏଲରେ ବିଜୟ ପାଇଁ ସଂଘର୍ଷ କରୁଥିବା ଚେନ୍ନାଇ ସୁପର କିଙ୍ଗସକୁ ବଡ଼ ଝଟକା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏବେ ଆହତ ସମସ୍ୟା ଯୋଗୁ ପୂରା ଆଇପିଏଲରୁ ବାଦ ପଡ଼ିଛନ୍ତି। ଆସନ୍ତାକାଲି ଦଳ ଚୀର ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଏହା ପୂର୍ବରୁ ହିଁ...
ବାତ୍ୟା ଅସାନି ସିନା ସ୍ଥଳଭାଗ ଆସିଲାନି । କିନ୍ତୁ ଅନୁଭୂତ ହେଉଛି ଓଡ଼ିଶା ଉପକୂଳରେ । ଦକ୍ଷିଣ ଓଡ଼ିଶାଠୁ ପୂର୍ବ ଓଡ଼ିଶା ଉପକୂଳ ଯାଏଁ ଅଶାନ୍ତ ହୋଇଛି ସମୁଦ୍ର । ପବନ ବହୁଛି ତୁହାକୁ ତୁହା, ଲାଗିରହିଛି ଝିପି ଝିପି ବର୍ଷା ।
ବିଶାଖାପାଟଣାରେ ଅବିଶ୍ରାନ୍ତ ବର୍ଷା । ଗୋଦାବରୀ ଜିଲ୍ଲାରେ ଅଣଚାଷ ପବନର ତାଣ୍ଡବ । ସାମୁଦ୍ରିକ ଝଡ଼ ମାଡ଼ରେ ଘାଇଲା ମାନ୍ୟମ ଜିଲ୍ଲା । ଝଡ଼ର ଅଧିକ ଉଗ୍ର ରୂପ ଦେଖିବାକୁ ମିଳିଛି କାକିନାଡ଼ାରେ । କୂଳଲଂଘି ଗାଁ ଛାରଖାର କରିଛି ସମୁଦ୍ର ।
ରାଜ୍ୟରେ ବନ୍ଦ ହେଉନି ପାୱାର କଟ୍ । ପ୍ରଶ୍ନ ଉଠୁଛି ଯେ, ବିଦ୍ୟୁତ୍ ବଳକା ରାଜ୍ୟ ଓଡ଼ିଶାରେ କାହିଁକି କଟୁଛି ବିଜୁଳି? କାହିଁକି ରାଜ୍ୟବାସୀଙ୍କୁ ମିଳିପାରୁନି ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା? ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ପରେ ବି କେମିତି ପାୱାର କଟ୍ ହେଉଛି ?
ତାତି ଟିକେ କମିଛି ସତ, ହେଲେ ଏବେ ବି ଗ୍ରାମାଞ୍ଚଳରେ ଲୋକଙ୍କୁ କଷ୍ଟ ଦେଉଛି ପାୱାର କଟ୍ । ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ୍ ଯୋଗୁଁ ନାହିଁ ନଥିବା ହଇରାଣ ହେଉଛନ୍ତି ଲୋକେ ।
ଦେଶଦ୍ରୋହ ଆଇନ୍କୁ ନେଇ ବାଦ ବିବାଦ ଭିତରେ ସୁପ୍ରିମ୍କୋର୍ଟଙ୍କ ଐତିହାସିକ ପଦକ୍ଷେପ । ଏହାର ବୈଧତା ନେଇ ପୁନର୍ବିଚାର ନସରିବା ପର୍ଯ୍ୟନ୍ତ ସେଡିସନ୍ ଆଇନ୍ର ବ୍ୟବହାର ଉପରେ ସ୍ଥଗିତାଦେଶ ଲଗେଇଛନ୍ତି ସର୍ବୋଚ୍ଚ ଅଦାଲତ । ଏଥିସହ ପୂର୍ବରୁ ଯେଉଁମାନେ ଦେଶଦ୍ରୋହ ଅଭିଯୋଗରେ ଜେଲ୍ରେ ଅଛନ୍ତି, ସେମାନେ ଜାମିନ୍ ପାଇଁ...
ସେଡିସନ୍ ଆଇନ୍ରେ ସୁପ୍ରିମ୍କୋର୍ଟଙ୍କ ରୋକ୍ । ପୁନର୍ବିଚାର ପର୍ଯ୍ୟନ୍ତ ରୁଜୁ ହୋଇପାରିବନି ନୂଆ ଦେଶଦ୍ରୋହ ମାମଲା । ଦେଶଦ୍ରୋହ ଆଇନ୍ର ବୈଧତାକୁ ଚ୍ୟାଲେଞ୍ଜ କରି ହୋଇଥିବା ମାମଲାର ଶୁଣାଣି କରି ବଡ଼ ଫୈସଲା ଶୁଣାଇଛନ୍ତି ସର୍ବୋଚ୍ଚ ଅଦାଲତ ।
ଏଏସ୍ଆଇ ମନା କରିବା ସତ୍ତ୍ୱେ, ରାଜ୍ୟ ସରକାର ବେଆଇନ କାର୍ଯ୍ୟ କରିଥିବା ଅଭିଯୋଗ କରିଛନ୍ତି ସମ୍ବିତ୍ । ବିଜେଡି ଏହାକୁ ଡ୍ରାମା ବୋଲି କହିଥିବାବେଳେ କଂଗ୍ରେସ ଏହାକୁ ନିନ୍ଦା କରିଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ତୀବ୍ର ହେଉଛି ବିବାଦ ଏବଂ ତେଜୁଛି ରାଜନୀତି । ଆଜି ବିଜେପି ରାଷ୍ଟ୍ରୀୟ ମୁଖାପତ୍ର ସମ୍ବିତ ପାତ୍ର ପୁରୀରେ ମହାପ୍ରଭୁଙ୍କ ମୂର୍ତ୍ତି ହାତରେ ଧରି ନିର୍ମାଣଧୀନ କାର୍ଯ୍ୟସ୍ଥଳ ଅନୁଧ୍ୟାନ କରିବା ସହ ରାଜ୍ୟ ସରକାର ଓ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଟାର୍ଗେଟ...
ବାଃ ବାଃରେ ଆମ ସ୍ୱାସ୍ଥ୍ୟ ସେବା। ଏଇ ମେଡ଼ିକାଲରେ ଡାକ୍ତର ନାହାନ୍ତି କି ମେଡ଼ିକାଲ ଷ୍ଟାଫ୍ ନାହାନ୍ତି। ହାଡ଼ଭଙ୍ଗା ରୋଗୀଙ୍କ ଚିକିତ୍ସା କରୁଛନ୍ତି ମେଡ଼ିକାଲ ସୁଇପର। ପଚାରିଲେ କହୁଛନ୍ତି...ମତେ ବଡ଼ବାବୁ କହିଛନ୍ତି ଚିକିତ୍ସା କରିବାକୁ। ପୁଣି ଜଣକ ପିଛା ନିଆଯାଉଛି ୫୦୦ ଶହ ଟଙ୍କା
ଆଜି ଆଇପିଏଲ୍ରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ । ଦିଲ୍ଲୀ ପାଇଁ ପ୍ଲେ ଅଫ ଦୃଷ୍ଟିରୁ ଆଜିର ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ। ଆଜି ମ୍ୟାଚ୍ ଜିତିଲେ ଦଳ ପ୍ଲେ ଅଫ ଦୌଡ଼ରେ ନିଜକୁ ବଜାୟୀ ରଖି ପାରିବ। ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି...
ତ୍ରିଶୁଳିଆ-କଟକ ନେତାଜୀ ସୁଭାଷ ସେତୁ ଉପରେ ଦୁର୍ଘଟଣା ଘଟି ଜଣେ ମୃତ । ଯୁବକ ଜଣକ ବାଇକ୍ରେ ଯାଉଥିବା ବେଳେ ଗୋଟିଏ ଅଜଣା ଗାଡି ଦୁର୍ଘଟଣା ଘଟାଇ ପାର୍ ହୋଇଯାଇଥିବା ସନ୍ଦେହ କରାଯାଉଛି ।
ଆଜି ପୁରୀ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଆସିଥିଲେ ସମ୍ବିତ । ସକାଳେ ବଡ଼ଦାଣ୍ଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଥିଲେ । ଶ୍ରୀଜିଉଙ୍କ ଦର୍ଶନ କରି ଫେରୁଥିବା ବେଳେ ପୁରୀ ଝାଡ଼େଶ୍ୱରୀ କ୍ଲବ ଛକରେ ତାଙ୍କ ଗାଡ଼ି ଉପରକୁ...
ବେଦୀ ଉପରେ ବୈଦିକ ରୀତିନୀତି ଅନୁସାରେ ଚାଲିଥିଲା ବାହାଘର। ହେଲେ ହଠାତ୍ ପହଞ୍ଚିଗଲା ପୋଲିସ୍। ବର ହାତରେ ହାତକଡ଼ି ପିନ୍ଧାଇ ନେଇଗଲା ଥାନାକୁ। ପରକୀୟା ପ୍ରୀତି ପାଇଁ ଶିଶୁପାଳ ହୋଇ ରହିଲା ବର, ବାହାଘର ନହେବାରୁ ଚିନ୍ତାରେ ମଙ୍ଗୁଳା କନ୍ୟା ପରିବାର।
ପଙ୍କ କାଦୁଅରେ ଫସିଲା ଆମ୍ବୁଲାନ୍ସ । ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।
ବାତ୍ୟା ଅସାନି ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରବଳ ବର୍ଷା ଜାରି ରହିଛି ।
ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍ର ସୁନା ମୂଲ୍ୟ ୫୦ ହଜାର ୩୬୦ ଟଙ୍କାରେ ପହଞ୍ଚିଛି ।
ଟ୍ରେଲର-ବସ୍ ଧକ୍କା ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ଓ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି ।
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସରାଙ୍ଗ ଆଇଜିଆଇଟି (IGIT) କ୍ୟାମ୍ପସରେ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ର ଜଣଙ୍କ ତାଳଚେର ଥର୍ମାଲ ଡିଏଭି ସ୍କୁଲର ଯୁକ୍ତ ଦୁଇ ଛାତ୍ର ଅବିନାଶ ପ୍ରଧାନ ବୋଲି ଜଣାପଡିଛି ।
News Fuse-Watch Tara Bahinipati takes on lady officer OdishaTV is Odisha\'s no 1 News Channel. OTV being the first private satellite TV channel in Odisha