ଦେଖିବାକୁ କିନି ପିଲା ହୋଇଥିଲେ ବି ଲୋକକଳାକୁ ବଂଚାଇ ରଖିବାକୁ କରିଛନ୍ତି ପ୍ରୟାସ। ଗଂଜାମର ଅନନ୍ୟ ଲୋକକଳା ରଣପା ନୃତ୍ୟ ପରିବେଷଣ କରି ରାଜ୍ୟ ପାଇଁ ଆଣିଛନ୍ତି ଗୌରବ। ଦୁଇ ଖଣ୍ଡ ବାଉଁଶ ବାଡ଼ି ଉପରେ ନାଚି କରିଛନ୍ତି ରେକର୍ଡ। ଜାଣନ୍ତୁ, ବିଭୂଦତ୍ତ ସାହୁ ଓ ବିଭାସ ସାହୁଙ୍କ...
ପରିବହନ ନିଗମର ଲାଭ କମିବାର କାରଣ କଣ? କାହିଁକି ଏମିତି ଦେବାଳିଆ ସ୍ଥିତିରେ ନିଗମ? ଘରୋଇ ବସ ଗୁଡିକ ଲାଭରେ ଚାଲୁଥିବା ବେଳେ କାହିଁକି କ୍ଷତି ସହୁଛି ପରିବହନ ନିଗମ ? ଭିତ୍ତିଭୂମିର ଅଭାବ ନା ରହୁଛି ସରକାରଙ୍କ ଆନ୍ତରିକତା ଅଭାବ ?
ଇଏ ଏମିତି ଜଣେ ଯବାନ ଯାହାଙ୍କ କାମକୁ ନେଇ ପୂରା ଦେଶରେ ଚର୍ଚ୍ଚା। ଦିଲ୍ଲୀରେ ଅର୍ଦ୍ଧସାମରୀକ ବାହିନୀରେ କାମ କରୁଛନ୍ତି..ହେଲେ ଛୁଟିରେ ଯେତେବେଳେ ଆସନ୍ତି, ଗାଁ ଟୋକାଙ୍କୁ ସ୍କୁଲ ପଡ଼ିଆରେ ଏମିତି ଟ୍ରେନିଂ ଦିଅନ୍ତି। ଟ୍ରେନିଂ ପାଇବା ପରେ ଅନେକ ପିଲା ସେନାରେ ଚାକିରି ମଧ୍ୟ କରିଛନ୍ତି.
ଆଉ ଅଭାବୀ ବିକ୍ରିର ଶିକାର ହେବେନି ତେନ୍ତୁଳି ତୋଳାଳି। ଏଣିକି ଆମାଜନ୍ରେ ଅନଲାଇନ୍ ଅର୍ଡ଼ର କଲେ ଆପଣଙ୍କ ଘର ପାଖରେ ପହଞ୍ଚିଯିବ ତେନ୍ତୁଳି। ଦାମ୍ ରହିଛି ମାତ୍ର ଏତିକି.
କରୋନା କାଳରେ ଲୋକଙ୍କୁ ସାହାଯ୍ୟ ସୋନୁଙ୍କୁ ପଡ଼ିଲା ମହଙ୍ଗା। ବଲିଉଡ୍ରେ ସୋନୁଙ୍କୁ ମିଳୁନି ନେଗେଟିଭ୍ ରୋଲ। ସ୍ଥିତି ଏମିତି ହେଲାଣି କି ନିର୍ଦ୍ଦେଶକ ସୋନୁଙ୍କ ପାଇଁ ବଦଳାଉଛନ୍ତି ସ୍କ୍ରିପ୍ଟ। ଫ୍ୟାନ କହିଲେ..
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏସସିବି ମେଡିକାଲ ମେଡିସିନ ୱାର୍ଡରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ମୁହାଁମୁହିଁ ହୋଇଥିଲେ ରୋଗୀ ସଂପର୍କୀୟ ଓ ଡାକ୍ତର । ଚିକିତ୍ସା ଅବହେଳା ଯୋଗୁଁ ମୃତ୍ୟୁ ଅଭିଯୋଗ କରିବାରୁ ରୋଗୀଙ୍କ ସଂପର୍କୀୟଙ୍କୁ ଗୋଟିଏ ଘରେ ପୁରାଇ କବାଟ ବନ୍ଦ...
ବିଜେପିର ମିଶନ୍ ୨୦୨୪ । ଟାର୍ଗେଟ୍ ୧୯ ନିର୍ବାଚନ ଅପେକ୍ଷା ଅଧିକ ସିଟ୍ । ଉତ୍ତରପ୍ରଦେଶ ସମେତ ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ନିର୍ବାଚନରେ ଦଳ ବେଶ୍ ଭଲ ପ୍ରଦର୍ଶନ କରିବା ପରେ ନଜର ଆଗାମୀ ସାଧାରଣ ନିର୍ବାଚନ ଉପରେ । କାରଣ ୨୪ ନିର୍ବାଚନ ଲାଗି...
ସାରା ରାଜ୍ୟରେ ଗ୍ରୀଷ୍ମ ଲହର ଲାଗି ରହିଛି । ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ଲୋକେ । ଆଜି ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ । ୪୨ ଡିଗ୍ରୀ ଉପରେ ୧୪ଟି ସହର ଥିବା ବେଳେ ୪୩ ଡିଗ୍ରୀ ଉପରେ ରହିଛି ୯ଟି ସହର ।...
କିଶୋରଙ୍କ ପରେ ଏବେ ପିଲାଙ୍କୁ ମିଳିବ କରୋନା କବଚ । ୫ରୁ ୧୨ ବର୍ଷ ବୟସ ବର୍ଗଙ୍କ ଲାଗି ଦୁଇଟି କୋଭିଡ୍ ଟିକାକୁ ଅନୁମୋଦନ କରିଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ- DCGI । ୬ରୁ ୧୨ ବର୍ଷ ବୟସର ପିଲାଙ୍କ ଲାଗି ଭାରତ ବାୟୋଟେକ୍ର କୋଭିଡ୍...
ଖୁବ ଶୀଘ୍ର ରାଜ୍ୟ କଂଗ୍ରେସକୁ ମିଳିବ ନୂଆ ମୁଖିଆ । ଏଥିପାଇଁ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ପ୍ରଭାରୀ ଚେଲା କୁମାର । ତିନୋଟି ନାଁ କୁ ନେଇ ହେଉଛି ଜୋରଦାର ଚର୍ଚ୍ଚା ।
ଖୁବ ଶୀଘ୍ର ରାଜ୍ୟ କଂଗ୍ରେସକୁ ମିଳିବ ନୂଆ ମୁଖିଆ । ଏଥିପାଇଁ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ପ୍ରଭାରୀ ଚେଲା କୁମାର । ଘଣ୍ଟା ଘଣ୍ଟା ଧରି କଂଗ୍ରେସ ଭବନରେ ଚାଲିଛି ମାନସ ମନ୍ଥନ ।
ଐତିହ୍ୟ କରିଡର ନାଁରେ ଶ୍ରୀମନ୍ଦିର ଚାରିପାଖେ ବେଆଇନ୍ ଖନନକୁ ବିରୋଧ କରି ଶରଧାବାଲିରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯିବାକୁ ସଜବାଜ ହୋଇଥିବା ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ଆଇନଶୃଙ୍ଖଳାକୁ ସମ୍ମାନ ଜଣାଇ ଆସନ୍ତାକାଲିର ଶୋଭାଯାତ୍ରାକୁ ସ୍ଥଗିତ ରଖିଛି ।
ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ଥମୁନି ଛକାପଞ୍ଛା । ଆଇନଶୃଙ୍ଖଳା ଦୃଷ୍ଟିରୁ ଆସନ୍ତାକାଲି ପୁରୀରେ ହେବାକୁ ଥିବା ଉଭୟ ସପକ୍ଷ ଓ ବିପକ୍ଷବାଦୀଙ୍କ ଶୋଭାଯାତ୍ରା ଓ ଦୀପଦାନ କାର୍ଯ୍ୟରେ ପ୍ରଶାସନ ରୋକ୍ ଲଗାଇଥିଲେ ବି ଭିତରେ ଭିତରେ ଜାରି ରହିଛି ବାଦବିବାଦ ସ୍ଥିତି ।
ଟ୍ୱିଟର କିଣିବା ପରେ ଏହାର କାୟା ପରିବର୍ତ୍ତନ କରିବାକୁ ଚାହୁଛନ୍ତି ନୂଆ ମାଲିକ ଏଲନ ମସ୍କ। ଏବେ ଟ୍ୱିଟରରେ ଆରମ୍ଭ ହେବାକୁ ଯାଉଛି ମସ୍କ ଯୁଗ । ଟ୍ୱିଟରର ମାଲିକାନା ହାତେଇବା ପରେ ୟୁଜର୍ସଙ୍କ ଡିମାଣ୍ଡ ଗୋଟିଏ ପରେ ଗୋଟିଏ ପୂରଣ କରିବାକୁ ଆରମ୍ଭ କରିଛନ୍ତି ମସ୍କ...
ସାମ୍ନାକୁ ଆସିଲା ସୁମନଙ୍କ ସାଙ୍ଘାତିକ ସତ। ନିଜର ସୁନ୍ଦର ଚେହେରା, ଆଉ ମିଠା କଥା ପାଇଁ ସୁନ୍ଦର ଯୁବତୀଙ୍କ ସହ ରଖୁଥିଲେ ଲିଭ୍ ଇନ୍ଜ ରିଲେସନସିପ୍। ପ୍ରେମର ମାୟାଜାଲରେ ଏମିତି ଛନ୍ଦି ଦେଉଥିଲେ ଯେ, ସୁମନଙ୍କ ପଛରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଥିଲେ ତରୁଣୀ ଯୁବତୀ ।
ପାକିସ୍ତାନର କରାଚୀ ବିଶ୍ୱବିଦ୍ୟାଳୟ ପରିସରରେ ବିସ୍ଫୋରଣ । ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଥିବାର ସୂଚନା ମିଳିଛି ।
ପ୍ରଚଣ୍ଡ ଖରାରେ ସିଝୁଛି ସାରା ରାଜ୍ୟ । ଆସନ୍ତା ୨୯ ଯାଏ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଦୋକାନ ସାମ୍ନାରୁ ଲୁଟି ନେଲେ ୩ କେଜି ସୁନା ଗହଣା । ଗୁଣପୁର ହଳଦିଆ ନାଳ ନିକଟ ଗହଣା ଦୋକାନ ସାମ୍ନାରୁ ଏହି ଲୁଟ୍ ହୋଇଛି ।
ପିଲାଙ୍କୁ ମିଳିବ ୩ ଟି ଟିକା । ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ DCGI ଅନୁମତି ଦେଇଛି ।