The Great Odisha Political Circus- Special Episode On Poll Violence OdishaTV is Odisha\'s no 1 News Channel. OTV being the first private satellite TV
Kidney Stones, Its Diagnosis And Treatment OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries
News Fuse - BJD\'s Pramila Mallick Enjoys Swing OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries
ୟୁକ୍ରେନ ଗସ୍ତରେ ଯିବେନି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ବାଇଡେନଙ୍କ ୟୁକ୍ରେନ୍ ଗସ୍ତ ନଥିବା ନେଇ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ମିଳିଛି ।
ଦିଲ୍ଲୀ ଜାହାଙ୍ଗୀରପୁରୀ ଅଞ୍ଚଳର ସାମ୍ପ୍ରଦାୟିକ ହିଂସା ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମେଡିକାଲ୍ରେ ଅବ୍ୟବସ୍ଥାର ଚିତ୍ର । ଜନନୀ ଯନ୍ତ୍ରଣା ସମୟରେ ବତି ଗୁଲ୍ । ଶେଷରେ ମୋବାଇଲ୍ ଲାଇଟ୍ ଓ ମହମବତୀ ଆଲୁଅରେ ହେଲା ପ୍ରସବ ।
ଏସ୍ବିଆଇରୁ ଗାୟବ ହେଲା ୧୧ କୋଟି ଟଙ୍କାର କଏନ୍ । ରାଜସ୍ଥାନର ମେହେନ୍ଦୀପୁର ବାଲାଜୀରେ ଥିବା ଏକ ଷ୍ଟେଟ ବ୍ୟାଙ୍କରୁ ୧୧ କୋଟି ଟଙ୍କା ଗାୟବ ହୋଇଛି ।
ବାହାଘର ପାଇଁ ଗରୀବ ଝିଅଙ୍କୁ ମିଳିବ ୧ ଲକ୍ଷ ଟଙ୍କା । ଗରିବ ଝିଅଙ୍କ ବିବାହ ପାଇଁ ସହାୟତା ରାଶିକୁ ୫୧ ହଜାରରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ସିଏମ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ୨୦୨୨ ମସିହା, ଏପ୍ରିଲ ମାସ, ୧୯ ତାରିଖ, ମଙ୍ଗଳବାର, ମେଷ ୬ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଅନୁରାଧା ନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...
ବଢିବ ଓମଫେଡ୍ କ୍ଷୀର ଦର । ଏପ୍ରିଲ ୨୧ ରୁ ଓମଫେଡ କ୍ଷୀର ଲିଟର ଫିଛା ୨ ଟଙ୍କା ବୃଦ୍ଧି ପାଇବ ।
ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ୍ କାର୍ଡ ।
ମେଗା ଇଭେଣ୍ଟକୁ ଟାର୍ଗେଟ କରି ରାଜଧାନୀରେ ମହଙ୍ଗା ନିଶା । କୋକେନ୍ ବିକ୍ରି ଯୋଜନା କରି ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ରବି କୁମାର-ଶନି କୁମାରକୁ ରିମାଣ୍ଡରେ ନେଲା ଏସଟିଏଫ୍ ।
ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ । ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ । ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ନ ହେବାରୁ ଏହି ଜାମିନ ମିଳିଛି । ଫେବୃଆରୀ ୧୬ରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ...
ରାଜଧାନୀ ଦିଲ୍ଲୀ ଜାହାଙ୍ଗିରପୁରୀରେ ସୋମବାର ପୁଣି ହିଂସା ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ପୁଣି ପୋଲିସ ଉପରେ ପଥର ମାଡ଼ ହୋଇଛି। ଗତ ଶନିବାର ହନୁମାନ ଜୟନ୍ତୀ ପାଇଁ ଶୋଭାଯାତ୍ରା ବେଳେ ଧାର୍ମିକ ହିଂସା ଦେଖାଯାଇଥିଲା ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବଢୁଛି ବିବାଦ ସବୁଦିନ ସାମ୍ନାକୁ ଆସୁଛି ଭିନ୍ନ ଭିନ୍ନ ତଥ୍ୟ । ଏବେ ପୁଣି ଏକ ନୂଆ ଚିତ୍ର ଦେଖିବାକୁ ମିଳିଛି ନିର୍ମାଣଧୀନ ପ୍ରକଳ୍ପ ସ୍ଥଳରେ । ପଶ୍ଚିମ ଦ୍ୱାରରୁ ହଟିଛି ପ୍ରକଳ୍ପର ପୁରୁଣା ଫଳକ, ଲାଗିଛି ନୂଆ ଫଳକ ।
ଏପ୍ରିଲ ୧୮, ୧୯୯୭ ଆଜିର ଦିନରେ ଓଡିଶା ମାଟିରେ ଆରମ୍ଭ ହୋଇଥିଲା ଖବର ପ୍ରସାରଣର ଏକ ନୂଆ ଅଧ୍ୟାୟ । ଜନ୍ମ ନେଇଥିଲା ଓଡ଼ିଶା ଟେଲିଭିଜନ୍-ଓଟିଭି । ସ୍ୱଳ୍ପ ଭିତ୍ତିଭୂମି, ସୀମିତ ସମ୍ବଳ ଆଉ ସମସ୍ୟାର ସୁଅ ଭିତରେ ବାଟ କାଟି ଧିରେ ଧିରେ ଆଗକୁ ଯାଇଥିଲା ।...
ସେ ଗୀତରେ ଅମର । ସଂଗୀତରେ ମଧ୍ୟ ଅମର । ସ୍ୱରରେ ବି ଅମର । ସିଏ ହେଉଛନ୍ତି ପ୍ରଫୁଲ୍ଲ କର । କମଳ ଦେଶର ରାଜକୁମାର ଗତକାଲି ୮୩ବର୍ଷ ବୟସରେ ପରପାରିକୁ ବାହୁଡ଼ିବା ପରେ ଆଜି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।