କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦ କୋଟା ସ୍ଥଗିତ । କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏଭଳି ବଡ଼ ନିଷ୍ପତ୍ତି ନେଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
This show brings Odia food and cuisine to the limelight. The anchor travels to different households to get a taste of authentic, homemade food and sometimes
ଆଜି ନିଜର ଦ୍ୱାଦଶ ସ୍ୱନକ୍ଷତ୍ର ପାଳନ କରୁଛି ଆଧ୍ୟାତ୍ମିକ ଟିଭି ଚ୍ୟାନେଲ ପ୍ରାର୍ଥନା । ଆଜି ମଧ୍ୟ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ହୋଇଥିବାରୁ ନିଜର ସ୍ୱନକ୍ଷତ୍ର ଦିବସ ଅବସରରେ ଚ୍ୟାନେଲ ପକ୍ଷରୁ ପ୍ରାର୍ଥନା ହନୁମାନ ଉତ୍ସବର ଆୟୋଜନ କରାଯାଇଛି ।
କେଉଁଠି ପୂଜାପାଠ, ହୋମଯଜ୍ଞ ତ ଆଉ କେଉଁଠି ଛତୁଆ ସାଙ୍ଗକୁ ପଣାର ମହକ । ପୁଣି କେଉଁଠି କୁସ୍ତିକସରତ ସହ ବନାଟି, ମାଲ ଖମ୍ବ, ମେଢ଼ ନାଚର ମଉଜ । ମହାମାରୀ ପାଇଁ ଦୁଇବର୍ଷ ଧରି ଫିକା ଥିବା ଓଡ଼ିଆ ନୂଆବର୍ଷକୁ ଆଜି ଖୋଲି କି ମନେଇଛି ସାରା...
ଭୁବନେଶ୍ୱରରୁ ୫୦ ଲକ୍ଷ ଟଙ୍କାର କୋକେନ ଜବତ ପରେ ବଢିଛି ଏସ୍ଟିଏଫ୍ର ଚିନ୍ତା । ଓଡ଼ିଶାରେ କେତେ ଦିନ ହେଲା ଚାଲିଛି ଏହି ନିଶା କାରବାର? ଏହା ପଛରେ ସଂପୃକ୍ତ ଅଛନ୍ତି ଆଉ କେଉଁ ବ୍ୟକ୍ତି?
ଦେଢ଼ ମାସ ନୁହେଁ ଏଥର ମାତ୍ର ୧୦ ଦିନ ହୋଇପାରେ ଗ୍ରୀଷ୍ମ ଛୁଟି । କାରଣ ପିଲାଙ୍କୁ ବ୍ରିଜ୍ କୋର୍ସ ବା ଦୁଇ ବର୍ଷର ପୁରୁଣା ପାଠ ପଢାଇବା ଲାଗି ଅଧିକ ଦିନ ଆବଶ୍ୟକ । ସେଥିପାଇଁ ଖରାଛୁଟିକୁ କାଣ୍ଟଛାଣ୍ଟ କରାଯାଇଛି ।
ଆଜି ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନୂଆବର୍ଷ, ତା ସାଙ୍ଗକୁ ହନୁମାନ ଜୟନ୍ତୀ । ଘରେ ଘରେ ପବିତ୍ର ପରିବେଶ । ସବୁଠି ପଣାର ମହକ । ଆଜିଠାରୁ ନୂଆ ପାଞ୍ଜି ମଧ୍ୟ ପ୍ରଚଳନ ହୋଇଛି ।
ବ୍ରାଉନସୁଗାର ଓ ଗଞ୍ଜେଇ ଭଳି ନିଶା ଦ୍ରବ୍ୟର ହବ୍ ପାଲଟିଥିବା ରାଜଧାନୀ ଭୁବନେଶ୍ୱରରେ କାୟା ବିସ୍ତାର କରୁଛି କି କୋକେନ୍ ନେଟଓ୍ୱର୍କ । ଜାଭିୟର ଛକରୁ ଏକକାଳୀନ ୨ଶହ ଗ୍ରାମ କୋକେନ ଜବତ ପରେ ବଢିଛି ଚିନ୍ତା ।
ମହାନଦୀରେ ପୁଣି ଯାଇଛି ୨ ଜଣଙ୍କ ଜୀବନ । ପାରାଦୀପ ପଥୁରିଆର ୨ ଛାତ୍ର ନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଅକାଳରେ ପ୍ରାଣ ହରାଇଛନ୍ତି । କିଛି ଦିନ ତଳେ କଟକ ଯୋବ୍ରାରେ ୩ ଜଣ ଛାତ୍ର ମହାନଦୀରେ ବୁଡି ପ୍ରାଣ ହରାଇଥିଲେ ।
ପୈତୃକ ସମ୍ପତ୍ତି ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ଏହି ଗଣହତ୍ୟା ପଛରେ ଯେଉଁ ଜାଗାବାଡ଼ି ବିବାଦ କଥା ଉଠୁଛି, ଏବେ ବି ସମସ୍ତଙ୍କ ମୁହଁରୁ ସେହି ସମାନ କଥା ଶୁଣିବାକୁ ମିଳିଛି । ହେଲେ ପାଞ୍ଚ ପାଞ୍ଚ ଜଣ ବ୍ୟକ୍ତିଙ୍କୁ ବନ୍ଦ ଘରେ କେମିତି ଏକୁଟିଆ...
ସ୍କୁଲ ଛାତରୁ ଖସୁଛି ପ୍ଲାଷ୍ଟର। କେତେବେଳେ ଏଇ କୁନି କୁନି ପିଲାଙ୍କ ଉପରେ ଭାଙ୍ଗିପଡ଼ିବ ଛାତ....ତା’ର କୌଣସି ଠିକ୍ଠିକଣା ନାହିଁ। ସୁରକ୍ଷିତ ପାଠ ପଢିବା ପାଇଁ ଇଚ୍ଛା ନଥିଲେ ବି ବାହାର ଗଛ ମୂଳେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଶିକ୍ଷକ। ସବୁ ଜାଣିବା ପରେ ବି ଚୁପ୍...
ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ଖାସ୍ ଲୋକ କୁହାଯାଉଥିବା ବିକାଶ ମେଡଭେଡଚୁକଙ୍କୁ ଗିରଫ କରିଥିବା ଦାବି କରିଛି ୟୁକ୍ରେନ। ୟୁକ୍ରେନର ଗୁଇନ୍ଦା ଏଜେନ୍ସି ଏସବିୟୁ କିଛି ଫଟୋ ସେୟାର କରିଛି ଯେଉଁଥିରେ ମେଡଭେଡଚୁକଙ୍କ ହାତରେ ହ୍ୟାଣ୍ଡକଫ୍ ଲାଗିଥିବା ଦେଖିବାକୁ ମିଳିଛି ।
ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାର ସଭାପତି ବିଭୁ ପ୍ରସାଦ ତରାଇ । ସେ କହିଛନ୍ତି ଯେ, ଦଳିତଙ୍କ ସ୍ୱାର୍ଥ ରକ୍ଷା କରିବାରେ ବିଫଳ ହୋଇଛନ୍ତି ରାଜ୍ୟ ସରକାର ।
ଯାଜପୁରର ଘରୋଇ ମେଡିକାଲରେ ଶିଶୁ ଜନ୍ମ ନେଇ ବିବାଦ ଘଟଣା । ଲିଙ୍ଗ ନିରୂପଣ ପାଇଁ ନବଜାତକଙ୍କୁ ଅଣାଯିବ ଶିଶୁଭବନ । ଏନେଇ ଯାଜପୁର ସିଡିଏମଓ ସ୍ୱାସ୍ଥ୍ୟ ବିଭାଗକୁ ଚିଠି କରିଥିବା ସୂଚନା ଦେଇଛନ୍ତି ।
ଭିନ୍ନକ୍ଷମ ହୋଇ ବି ସକ୍ଷମ । ହାତ ନଥାଇ ମଧ୍ୟ ପେଟ ପାଇଁ ଖଟିବାରେ ପଛାଇନାହାଁନ୍ତି । ନିଜ କଳ, ବଳ ଓ କୌଶଳ ମାଧ୍ୟମରେ ଅସମ୍ଭବକୁ ବି ସମ୍ଭବ କରିଦେଖାଇଛନ୍ତି ଏହି ଯୁବକ ।
ବାପା ରଙ୍ଗ ମଞ୍ଚରେ କାମ କରୁଛନ୍ତି। ଯେତିକି ଟଙ୍କା ରୋଜଗାର ହେଉଛି ସେତିକିରେ ପରିବାର ଚଳିବା କଷ୍ଟ। ପୁଅର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ। ସେପଟେ ବଞ୍ଚିବାକୁ ଚାହୁଁଛନ୍ତି ବିନୋଦ। ବାସ୍ ସରକାରଙ୍କ ସାହାଯ୍ୟ ମିଳିଲେ ବିନୋଦଙ୍କ ଚିକିତ୍ସା ହେବ...ପୁଣି ଥରେ ପରିବାର ହସିବ
ବାପା ରଙ୍ଗ ମଞ୍ଚରେ କାମ କରୁଛନ୍ତି। ଯେତିକି ଟଙ୍କା ରୋଜଗାର ହେଉଛି ସେତିକିରେ ପରିବାର ଚଳିବା କଷ୍ଟ। ପୁଅର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ। ସେପଟେ ବଞ୍ଚିବାକୁ ଚାହୁଁଛନ୍ତି ବିନୋଦ। ବାସ୍ ସରକାରଙ୍କ ସାହାଯ୍ୟ ମିଳିଲେ ବିନୋଦଙ୍କ ଚିକିତ୍ସା ହେବ...ପୁଣି ଥରେ ପରିବାର ହସିବ
୩ ବର୍ଷର ପୁଅର ମୁଣ୍ଡ କାଟି ହତ୍ୟା କଲା ମାଆ । କୋରାପୁଟ ସଦର ଥାନା ଲୁକୁମାରୀ ଗାଁରୁ ସାମ୍ନାକୁ ଆସିଛି ଏହି ବର୍ବର କାଣ୍ଡ ।
The Great Odisha Political Circus- AICC President\'s \'Blind Love\' For Son OdishaTV is Odisha\'s no 1 News Channel. OTV being the first private satellite