OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଲେମ୍ବୁ ଗୋଟା ଦଶ, ୩ ଟାକୁ କୋଡ଼ିଏ। ଲେମ୍ବୁ ଦର ଶୁଣି ଖାଉଟିଙ୍କ କାନ ଝାଏଁ ଝାଏଁ। ଖରାଦିନିଆ ପାନୀୟ ଓ ପଖାଳ କଂସା ପାଇଁ ନିହାତି ଦରକାର ଲେମ୍ବୁ। ହେଲେ ରାସ୍ତାକଡ଼ ପରିବା ଦୋକାନୀ ହେଉ କି ଭୁବନେଶ୍ୱରର ଏକ ନମ୍ବର ହାଟ ଭଳି ବଡ଼...
ଭିଜିଲାନ୍ସ ଜାଲରେ ବଡ଼ ମାଛ । ତାପୁଣି କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ ପଡ଼ିଛନ୍ତି ହାବୁଡ଼ରେ । ବିଡ଼ା ବିଡ଼ା ଟଙ୍କା, ମାଳ ମାଳ କୋଠାବାଡ଼ି । ଗଞ୍ଜାମ ଭଂଜନଗରର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି ଦେଖି ସମସ୍ତଙ୍କ ଆଖି ଖୋସି ହୋଇଯାଉଛି...
କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର? ଆସନ୍ତାକାଲି ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୋର୍ ଧରିଛି ଚର୍ଚ୍ଚା। ତେବେ ଏହି ପଦଲାଗି ଜୋରଦାର୍ ଲବି ଚାଲିଛି। ଭୁବନେଶ୍ୱରର ତିନି ନିର୍ବାଚନ ମଣ୍ଡଳୀରୁ କେଉଁଠୁ ଆସିବ ଡେପୁଟି ମେୟରଙ୍କ ନାଁ, କେଉଁ ବିଧାୟକଙ୍କର ରହିଛି କେତେ ଦବ୍ଦବା, ତାକୁ ନେଇ...
ଗତକାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ଏହାକୁ ଜୋରଦାର ବିରୋଧ କରିଛନ୍ତି ବ୍ୟବସାୟୀ । ସ୍ଥାନୀୟ ଅଞ୍ଚଳରେ ବିଜେପି କର୍ପୋରେଟର ଜିତିବାରୁ ଆକ୍ରୋଶରୁ ଏଭଳି କରାଯାଉଥିବା ଅଭିଯୋଗ ହୋଇଛି ।
ଶ୍ରୀମନ୍ଦିର କରିଡର ପ୍ରକଳ୍ପରେ କଣ କଣ ସବୁ ନିର୍ମାଣ ହେଉଛି, ଏହି ପ୍ରଶ୍ନ ଉଠିବା ପରେ ବାଲି ପକାଇ ବଡ଼ ବଡ଼ ଗାତକୁ ପୋତା ଯାଉଛି।ଯଦି କେବଳ ପାଇଖାନା ନିର୍ମାଣ କରାଯାଉଥିଲା, ତେବେ ଏତେ ବଡ଼ ବଡ଼ ଗାତ କଣ ପାଇଁ ଖୋଳା ଯାଇଥିଲା ବୋଲି ପ୍ରଶ୍ନ ଉଠିଥିଲା।...
ଏମିତି ନିଜ ସାଥୀର ଦେହ ଖରାପ ହୋଇଗଲେ ସେମାନଙ୍କ ପାଖ ଛାଡ଼ି ଯିବାକୁ ଟିକିଏ ବି ଇଚ୍ଛା କରନ୍ତିନି ପଶୁ । ଯାହାର ଜ୍ୱଳନ୍ତ ଉଦାହରଣ ଏହି ଭିଡ଼ିଓ ।
ବେଦୀ ଉପରେ ପୁଅର ବ୍ରତଘର ଚାଲିଛି, ପର ଦୁଆରେ ଭୋ ଭୋ ହୋଇ ମାଆ କାନ୍ଦୁଛି। ବ୍ରତଘର କାର୍ଯ୍ୟକ୍ରମରେ ସାମିଲ ହେବାକୁ ମାଆକୁ ମନା କଲେ ଶାଶୂଘର ଲୋକ..ବିକଳରେ ପରପିଣ୍ଡାରେ ଭୋ ଭୋ ହୋଇ କାନ୍ଦୁଛି ମାଆ..ଦେଖନ୍ତୁ ଏହି ଛାତିଫଟା ଦୃଶ୍ୟ..
ଗତକାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ଏହାକୁ ଜୋରଦାର ବିରୋଧ କରିଛନ୍ତି ବ୍ୟବସାୟୀ । ସ୍ଥାନୀୟ ଅଞ୍ଚଳରେ ବିଜେପି କର୍ପୋରେଟର ଜିତିବାରୁ ଆକ୍ରୋଶରୁ ଏଭଳି କରାଯାଉଥିବା ଅଭିଯୋଗ ହୋଇଛି ।
ଇମ୍ରାନଙ୍କ ନିଜ ଦଳର ଦୁଇ ଡର୍ଜନ୍ରୁ ଅଧିକ ସାଂସଦ ମଧ୍ୟ ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେବା ଆଶଙ୍କା କରାଯାଉଛି । ତେବେ ନିଶ୍ଚିତ ପରାଜୟ ଜାଣିବା ସତ୍ତ୍ୱେ ଇମ୍ରାନ୍ ଯଦି ଇସ୍ତଫା ନଦିଅନ୍ତି, ତେବେ ସେ ଅନାସ୍ଥା ପ୍ରସ୍ତାବକୁ ସାମ୍ନା କରିବାରେ ପ୍ରଥମ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ...
ଘରୋଇ ଟିକାକରଣ କେନ୍ଦ୍ରରେ ଏହି ପ୍ରିକସନାରୀ ଡୋଜ୍ ଟିକା ମାଗଣାରେ ଉପଲବ୍ଧ ହେବ ନାହିଁ । ଏଥିପାଇଁ ଦେୟ ପୈଠ କରିବାକୁ ପଡ଼ିବ । ବିଶ୍ୱସ୍ତରରେ କରୋନାର ନୂଆ XE ଭ୍ୟାରିଆଣ୍ଟ୍ ପ୍ରକୋପ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି ।
ସ୍ୱାମୀ ଚାଲିଗଲେ, ପୁଅ ବି ଚାଲିଗଲା । ଆଉ ଏ ବୃଦ୍ଧ ସମୟରେ କାହା ମୁହଁକୁ ଚାହୁଁ ବଞ୍ଚିଥାଆନ୍ତି ? ଗାୟତ୍ରୀ ପରିବାରରେ ମିଶି ଲୋକଙ୍କ ସେବା କରିବା ସହ କେମିତି ମନ୍ଦିରର ଉନ୍ନତି ହେବ, ସେନେଇ ସବୁବେଳେ ଚିନ୍ତାରେ ଥାଆନ୍ତି କନକଲତା।
ଆପଣ ପୁଣି ଥରେ ଏହି ଦୃଶ୍ୟକୁ ଭଲରେ ଦେଖନ୍ତୁ। କେମିତି ଘର ଉପରକୁ ଉଠୁଛି ବାଲି, ଚିପ୍ସ ଓ ଇଟା। ବୌଦ୍ଧ ଶୁଣ୍ଢିପଦରର ପୂର୍ଣ୍ଣଚନ୍ଦ୍ର ସେଠୀ ଏବେ ଏଭଳି କିଛି କରି ଚର୍ଚ୍ଚାକୁ ଆସିଛନ୍ତି ।
ଗତକାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ଏହାକୁ ଜୋରଦାର ବିରୋଧ କରିଛନ୍ତି ବ୍ୟବସାୟୀ । ସ୍ଥାନୀୟ ଅଞ୍ଚଳରେ ବିଜେପି କର୍ପୋରେଟର ଜିତିବାରୁ ଆକ୍ରୋଶରୁ ଏଭଳି କରାଯାଉଥିବା ଅଭିଯୋଗ ହୋଇଛି ।
News Fuse- Staff Playing Cards Inside Office Of Asst Engineer Of Lift Irrigation In Malkangiri OdishaTV is Odisha\'s no 1 News Channel. OTV being the
ଦୁଇ ବର୍ଷ ହେଲା ସ୍କୁଲ ବନ୍ଦ ଥିଲା। ଏବେ ସ୍କୁଲ ଖୋଲିଥିଲେ ମଧ୍ୟ ସ୍କୁଲ ମାଟି ମାଡିବାକୁ ଚାହୁଁନାହାଁନ୍ତି ପିଲା। ଏଥି ପାଇଁ ଗାଁ ଗାଁ ବୁଲୁଛି ଶିକ୍ଷା ରଥ। ଘର ଓ ସ୍କୁଲ ଆଗରେ ନାଚଗୀତ କରି ପିଲାଙ୍କୁ ସ୍କୁଲ ଯିବାକୁ ମନାଉଛନ୍ତି...
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଏସିଡ ମାଡ଼ ଅଭିଯୋଗ । ଭଦ୍ରକ ବନ୍ତ ଥାନା ସିଲନ୍ଦୀ ଗାଁରୁ ଏଭଳି ଅଭିଯୋଗ ଆସିଛି ।
OLA ରେ ଆଉ ମିଳିବନି ଏସି ସୁବିଧା। ଖରା ଗରମରେ ସିଝିସିଝି ଯାତ୍ରା କରିବେ ଆପଣ...ଜାଣନ୍ତୁ କାରଣ କ’ଣ?
ଘୋଡ଼ା ଭାଇଭଉଣୀଙ୍କର ଅନାବିଳ ପ୍ରେମ। ଉଭଣୀର ଦେହ ଖରାପ ହେବା ପରେ ଆମ୍ବୁଲାନ୍ସରେ ମେଡ଼ିକାଲ ଯାଉଥିଲା ଉଭଣୀ। ଆଉ ଆମ୍ବୁଲାନ୍ସ ପଛେ ପଛେ ପ୍ରାୟ ୫ କିମି ଦଉଡ଼ି ଦଉଡ଼ି ମେଡ଼ିକାଲରେ ପହଞ୍ଚିଲା ଭାଈ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ। ଦେଖନ୍ତୁ ଭାଇ-ଭଉଣୀଙ୍କ ମଧ୍ୟରେ କେମିତି ରହିଛି...
ପ୍ରଥମ ଶ୍ରେଣୀ ଛାତ୍ରୀ ତରକାରୀ କଡ଼େଇରେ ପଡି ଗୁରୁତର । ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା ବ୍ଲକ ବାଘଡା ପ୍ରାଥମିକ ବିଦ୍ୟାଳୟରେ ଏପରି ଘଟଣା ଦେଖିବାକୁ ମିଳିଛି ।