ବେଦୀ ଉପରେ ପୁଅର ବ୍ରତଘର ଚାଲିଛି, ପର ଦୁଆରେ ଭୋ ଭୋ ହୋଇ ମାଆ କାନ୍ଦୁଛି। ବ୍ରତଘର କାର୍ଯ୍ୟକ୍ରମରେ ସାମିଲ ହେବାକୁ ମାଆକୁ ମନା କଲେ ଶାଶୂଘର ଲୋକ...ବିକଳରେ ପରପିଣ୍ଡାରେ ଭୋ ଭୋ ହୋଇ କାନ୍ଦୁଛି ମାଆ...ଦେଖନ୍ତୁ ଏହି ଛାତିଫଟା ଦୃଶ୍ୟ...
ଓଃ କି ଷ୍ଟାଇଲ୍ ମ !! ଆଗରୁ କବାଟ ଦେଇ ଭିତରେ ଜବରଦସ୍ତ ଚାଲିଛି ତାସ୍ ମାଡ଼। ଇଏ ତ ଲାଲପାନ ବିବି...କିଏ ହେବରେ ଚିଡିଆଖାନା। କି କଥା, ଆମେ ସରକାରୀ ଚାକିରିଆ...ଆମ ଇଚ୍ଛା ହେଲେ କାମ କରିବୁ ନହେଲେ ଖେଳିବୁ...
ଭୁବନେଶ୍ୱର ଜୟଦେବ ବିହାର ଓଭର ବ୍ରିଜ ତଳେ ବସ୍ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ଓଲଟିଲା ବସ୍ ।
ଆଜି ୨୦୨୨ ମସିହା ଅପ୍ରେଲ, ୮ ତାରିଖ, ଶୁକ୍ରବାର, ମୀନ ୨୫ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ , ସପ୍ତମୀ ତିଥି,ଆଦ୍ରା ନକ୍ଷତ୍ର, ମିଥୁନ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...
ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜଧାନୀରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନେଇ ବସିଥିବା ଚୁଡାନ୍ତ ସମନ୍ୱୟ ବୈଠକ ଶେଷ ହୋଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପଡ଼ୋଶୀ ପାକିସ୍ତାନରେ ବି ଆମ ଦେଶରୁ ବହୁତ କମ୍ ରହିଛି ତୈଳ ଦର। ଗୋଟିଏ ପଟେ ଅଶୌଧିତ ତଳେ ପୂର୍ବ ଅପେକ୍ଷା କମ୍ ରହିବା ପରେ ମଧ୍ୟ ଗତ ୧୪ ଦିନରେ ପାଖାପାଖି ୧୦ ଥର ବଢିଲାଣି ତୈଳ ଦର। ତେବେ ଆସନ୍ତୁ ଜାଣିବା କେଉଁ ଦେଶରେ କେତେ...
ଦିନକୁ ଦିନ ଜଟିଳ ହେଉଛି ଋଷିଆ ୟୁକ୍ରେନ ଯୁଦ୍ଧ ସ୍ଥିତି । ଥମିବା ବଦଳରେ ଏହା ଆହୁରି ଭୟଙ୍କର ହେବାରେ ଲାଗିଛି । ଆଗକୁ ସ୍ଥିତି କଣ ହେବ, ତାହା ଆକଳନ କରିବା ବି ମୁସ୍କିଲ । ଏଭଳି ଅବସ୍ଥାରେ ନିଜର ଶିକ୍ଷା ଏବଂ କ୍ୟାରିୟରକୁ ନେଇ ଚିନ୍ତାରେ...
ସବୁ ଖୋଲାଥିଲା, କେହି ଅଟକେଇଲେନି । ରୋଷଶାଳାରେ ଜଗା ଚୁଲି ଭଙ୍ଗା ଅଭିଯୁକ୍ତ ଜଗନ୍ର ଏଭଳି ବୟାନ ଶ୍ରୀମନ୍ଦିର ସୁରକ୍ଷା ବଳୟରେ ଥିବା ଛିଦ୍ରକୁ ବଡ଼ ଘଳିଆରେ ବଦଳାଇ ଦେଇଛି । ଏହାପରେ ଚୋର ଗଲା ପରେ ବୁଦ୍ଧି ଦିଶିଲା । ଏବେ ସବୁ କଡ଼ାକଡ଼ି, ଗେଟ୍ ପାଖରେ...
ଶେଷ ହେଲା କଟକ ଡେପୁଟି ମେୟର ଏବଂ ରାଜ୍ୟର ୧୦୫ ପୌର ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ । ଅଧାରୁ ଅଧିକ ସ୍ଥାନରେ ପୌର ଉପାଧ୍ୟକ୍ଷ ପଦବୀ ବିଜେଡି ଖାତାକୁ ଯାଇଛି ସତ, କିନ୍ତୁ କେଉଁଠି ସଂଖ୍ୟା ଖେଳରେ ସଂକଟରେ ପଡ଼ି ବିଜେଡି ମାଟି କାମୁଡ଼ିଛି ତ ଆଉ କେଉଁଠି...
ମଣ୍ଡି ବନ୍ଦ, ଟୋକନ ଲାପ୍ସ ଧାନ ବିକି ନପାରି ନାହିଁନଥିବା ହୀନସ୍ତା ହେଉଛନ୍ତି ରାଜ୍ୟର ଲକ୍ଷ ଲକ୍ଷ ଚାଷୀ । ଏବେ ବି ରାସ୍ତାକୁ ଆସି ଆନ୍ଦୋଳନ କରୁଛନ୍ତି । ତଥ୍ୟ କହୁଛି ଏବର୍ଷ ଏଭଳି ଚାଷୀଙ୍କ ସଂଖ୍ୟା ପ୍ରାୟ ଅଢ଼େଇ ଲକ୍ଷ । ସ୍ଥିତି ଏଭଳି ଯେ...
ଦିଲ୍ଲୀରେ ବିଜେପିର ମାନସ ମନ୍ଥନ । ପଞ୍ଚାୟତ ଓ ପୌରରେ ଡବଲ୍ ଝଟ୍କା ପରେ ବିଜେପିକୁ ଘାରିଛି ସଂଗଠନ ଚିନ୍ତା । ଉଭୟ ନିର୍ବାଚନରେ ଦଳ ପାଖାପାଖି ୩୦ ପ୍ରତିଶତ ଭୋଟ୍ ପାଇଥିଲେ ବି ତାହା ସିଟ୍ରେ କନଭର୍ଟ ହୋଇପାରି ନଥିଲା । ତେଣୁ ୨୪ ନିର୍ବାଚନ ପୂର୍ବରୁ ତୃଣମୂଳ...
ଯୁଦ୍ଧର ବିଭୀଷିକାରୁ ତ ରକ୍ଷା ମିଳିଲା । ନିରାପଦରେ ଭାରତରେ ବି ପହଞ୍ଚିଲେ, ହେଲେ ଏବେ କ୍ଲାସ୍, କୋର୍ସ ଓ କ୍ୟାରିୟରକୁ ନେଇ ଦୋଛକିରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିବା ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ ।
ଟୋକନ ପାଇ ବି ଚାଷୀ ଧାନ ବିକ୍ରି କରିନପାରି ହୀନସ୍ତା ହେଉଥିବାର ମାଳ ମାଳ ଚିତ୍ର ସାମ୍ନାକୁ ଆସୁଛି । ଏମିତିକି ଯୋଗାଣ ବିଭାଗର ତଥ୍ୟ ଅନୁସାରେ- ଏବର୍ଷ ୧୫ଲକ୍ଷ ୪୩ହଜାରରୁ ଅଧିକ ଚାଷୀ ଧାନ ବିକିବାକୁ ଟୋକନ ପାଇଥିଲେ ବି ୨ଲକ୍ଷ ୪୯ ହଜାରରୁ ଅଧିକ ଚାଷୀ...
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା । ଅନାସ୍ଥା ପ୍ରସ୍ତାବ ଖାରଜକୁ ଅସାମ୍ବିଧାନିକ କହିଛନ୍ତି ସୁପ୍ରିମକୋର୍ଟ ।
ସହକାରୀ ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ପ୍ରାୟ ୨ କୋଟି ଟଙ୍କା।
ପାରାଦୀପ ପୌର ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡିର କ୍ରସ୍ ଭୋଟିଂ ସୂଚନା ମିଳିଛି । ବିଜେଡିର କ୍ରସ୍ ଭୋଟିଂ ଯୋଗୁଁ ଉପାଧ୍ୟକ୍ଷ ପଦ ହାତେଇଲେ ବରିଷ୍ଠ ରାଜନେତା ବାପି ସର୍ଖେଲଙ୍କ ଗୋଷ୍ଠୀର ସ୍ୱାଧୀନ ସଦସ୍ୟା ଛବିଲତା ରାଉତ ।
କଟକ ମହାନଗର ନିଗମର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ୪୯ ନମ୍ବର ଓ୍ୱାର୍ଡର କର୍ପୋରେଟର ଦମୟନ୍ତୀ ମାଝି । ଏକମାତ୍ର ପ୍ରାର୍ଥୀ ଥିବାରୁ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେଲେ ଦମୟନ୍ତୀ ।
ଗତ ୧୫ ବର୍ଷ ହେବ ମହିଳାଙ୍କ ପିଠିରେ ଏକ ଗୁଳି ଅଟକି ରହିଥିଲା । ଆମେରିକାରେ ରହୁଥିବା ଜଣେ ମହିଳା ନର୍ସିଂ ଆସିଷ୍ଟାଣ୍ଟ ଏରିକା ମାଇଲସ୍ଙ୍କ ସହ ଏହି ଅବିଶ୍ୱସନୀୟ ଘଟଣା ଘଟିଛି ।