• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

Bus Accident
BREAKING: ଓଲଟିଲା ବସ୍; ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

ଭୁବନେଶ୍ୱର ଜୟଦେବ ବିହାର ଓଭର ବ୍ରିଜ ତଳେ ବସ୍ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ଓଲଟିଲା ବସ୍ । 

Daily Horoscope 8 April 2022
Daily Horoscope 8 April 2022: ଜାଣନ୍ତୁ ଆଜିର ରାଶିଫଳ...

ଆଜି ୨୦୨୨ ମସିହା ଅପ୍ରେଲ, ୮ ତାରିଖ, ଶୁକ୍ରବାର, ମୀନ ୨୫ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ , ସପ୍ତମୀ ତିଥି,ଆଦ୍ରା ନକ୍ଷତ୍ର, ମିଥୁନ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

Yellow Warning For Several Districts
ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି; ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

Rukuna Rath Yatra Coordination Meeting In Bhubaneswar
ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ସୁରୁଖୁରୁରେ ଯାତ୍ରା ସମ୍ପାଦନ ପାଇଁ ୩ ନିଯୋଗ ପକ୍ଷରୁ ପ୍ରତିଶ୍ରୁତି

ରାଜଧାନୀରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନେଇ ବସିଥିବା ଚୁଡାନ୍ତ ସମନ୍ୱୟ ବୈଠକ ଶେଷ ହୋଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 08 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

Know At What Price Our ‘Neighbours’ Are Getting Fuel
ଭାରତରେ ବଢୁଛି ପାକିସ୍ତାନରେ କମୁଛି। ଆମର ୧୧୫ ତାଙ୍କର ମାତ୍ର ୬୩

ପଡ଼ୋଶୀ ପାକିସ୍ତାନରେ ବି ଆମ ଦେଶରୁ ବହୁତ କମ୍‌ ରହିଛି ତୈଳ ଦର। ଗୋଟିଏ ପଟେ ଅଶୌଧିତ ତଳେ ପୂର୍ବ ଅପେକ୍ଷା କମ୍‌ ରହିବା ପରେ ମଧ୍ୟ ଗତ ୧୪ ଦିନରେ ପାଖାପାଖି ୧୦ ଥର ବଢିଲାଣି ତୈଳ ଦର। ତେବେ ଆସନ୍ତୁ ଜାଣିବା କେଉଁ ଦେଶରେ କେତେ...

Ukraine-Returned Medical Students
କ୍ଲାସ୍‌ ଓ କ୍ୟାରିଅରକୁ ନେଇ ଚିନ୍ତାରେ ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ

ଦିନକୁ ଦିନ ଜଟିଳ ହେଉଛି ଋଷିଆ ୟୁକ୍ରେନ ଯୁଦ୍ଧ ସ୍ଥିତି । ଥମିବା ବଦଳରେ ଏହା ଆହୁରି ଭୟଙ୍କର ହେବାରେ ଲାଗିଛି । ଆଗକୁ ସ୍ଥିତି କଣ ହେବ, ତାହା ଆକଳନ କରିବା ବି ମୁସ୍‌କିଲ । ଏଭଳି ଅବସ୍ଥାରେ ନିଜର ଶିକ୍ଷା ଏବଂ କ୍ୟାରିୟରକୁ ନେଇ ଚିନ୍ତାରେ...

Rosa Ghara Issue
ଶ୍ରୀମନ୍ଦିର ସୁରକ୍ଷା ନାଁରେ ଖାଲି ମିଛ କହୁଛି କି ପ୍ରଶାସନ?

ସବୁ ଖୋଲାଥିଲା, କେହି ଅଟକେଇଲେନି । ରୋଷଶାଳାରେ ଜଗା ଚୁଲି ଭଙ୍ଗା ଅଭିଯୁକ୍ତ ଜଗନ୍‌ର ଏଭଳି ବୟାନ ଶ୍ରୀମନ୍ଦିର ସୁରକ୍ଷା ବଳୟରେ ଥିବା ଛିଦ୍ରକୁ ବଡ଼ ଘଳିଆରେ ବଦଳାଇ ଦେଇଛି । ଏହାପରେ ଚୋର ଗଲା ପରେ ବୁଦ୍ଧି ଦିଶିଲା । ଏବେ ସବୁ କଡ଼ାକଡ଼ି, ଗେଟ୍ ପାଖରେ...

Ulb Polls
ଅଧ୍ୟକ୍ଷ ଶାସକ ନେଲା ସତ ହେଲେ ଉପାଧ୍ୟକ୍ଷରେ ଚକମା ଦେଖାଇଲେ ବିରୋଧୀ

ଶେଷ ହେଲା କଟକ ଡେପୁଟି ମେୟର ଏବଂ ରାଜ୍ୟର ୧୦୫ ପୌର ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ । ଅଧାରୁ ଅଧିକ ସ୍ଥାନରେ ପୌର ଉପାଧ୍ୟକ୍ଷ ପଦବୀ ବିଜେଡି ଖାତାକୁ ଯାଇଛି ସତ, କିନ୍ତୁ କେଉଁଠି ସଂଖ୍ୟା ଖେଳରେ ସଂକଟରେ ପଡ଼ି ବିଜେଡି ମାଟି କାମୁଡ଼ିଛି ତ ଆଉ କେଉଁଠି...

Paddy Procurement Woes
ଏ ସରକାର ଚାଷୀଙ୍କ ସାଙ୍ଗରେ ନାହିଁ...

ମଣ୍ଡି ବନ୍ଦ, ଟୋକନ ଲାପ୍ସ ଧାନ ବିକି ନପାରି ନାହିଁନଥିବା ହୀନସ୍ତା ହେଉଛନ୍ତି ରାଜ୍ୟର ଲକ୍ଷ ଲକ୍ଷ ଚାଷୀ । ଏବେ ବି ରାସ୍ତାକୁ ଆସି ଆନ୍ଦୋଳନ କରୁଛନ୍ତି । ତଥ୍ୟ କହୁଛି ଏବର୍ଷ ଏଭଳି ଚାଷୀଙ୍କ ସଂଖ୍ୟା ପ୍ରାୟ ଅଢ଼େଇ ଲକ୍ଷ । ସ୍ଥିତି ଏଭଳି ଯେ...

Narendra Modi
ପୌର ଓ ପଂଚାୟତ ଝଟକା ପରେ ୨୦୨୪ ପାଇଁ ଚାଲିଛି ମାଷ୍ଟର ପ୍ଲାନ୍‌

ଦିଲ୍ଲୀରେ ବିଜେପିର ମାନସ ମନ୍ଥନ । ପଞ୍ଚାୟତ ଓ ପୌରରେ ଡବଲ୍ ଝଟ୍‌କା ପରେ ବିଜେପିକୁ ଘାରିଛି ସଂଗଠନ ଚିନ୍ତା । ଉଭୟ ନିର୍ବାଚନରେ ଦଳ ପାଖାପାଖି ୩୦ ପ୍ରତିଶତ ଭୋଟ୍ ପାଇଥିଲେ ବି ତାହା ସିଟ୍‌ରେ କନଭର୍ଟ ହୋଇପାରି ନଥିଲା । ତେଣୁ ୨୪ ନିର୍ବାଚନ ପୂର୍ବରୁ ତୃଣମୂଳ...

Ukraine-Returned Medical Students
ୟୁକ୍ରେନ ଫେରନ୍ତା ପିଲାମାନଙ୍କ ଭବିଷ୍ୟତ ଅନ୍ଧାର ଭିତରକୁ ଠେଲି ହୋଇଯାଉନି ତ?

ଯୁଦ୍ଧର ବିଭୀଷିକାରୁ ତ ରକ୍ଷା ମିଳିଲା । ନିରାପଦରେ ଭାରତରେ ବି ପହଞ୍ଚିଲେ, ହେଲେ ଏବେ କ୍ଲାସ୍, କୋର୍ସ ଓ କ୍ୟାରିୟରକୁ ନେଇ ଦୋଛକିରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିବା ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ ।

Paddy Procurement Woes
'ଟଙ୍କା ଅଭାବରୁ ଅଟକିଛି କାହାର ଅପରେସନ ତ କାହାର ଝିଅ ବାହାଘର'

ଟୋକନ ପାଇ ବି ଚାଷୀ ଧାନ ବିକ୍ରି କରିନପାରି ହୀନସ୍ତା ହେଉଥିବାର ମାଳ ମାଳ ଚିତ୍ର ସାମ୍ନାକୁ ଆସୁଛି । ଏମିତିକି ଯୋଗାଣ ବିଭାଗର ତଥ୍ୟ ଅନୁସାରେ- ଏବର୍ଷ ୧୫ଲକ୍ଷ ୪୩ହଜାରରୁ ଅଧିକ ଚାଷୀ ଧାନ ବିକିବାକୁ ଟୋକନ ପାଇଥିଲେ ବି ୨ଲକ୍ଷ ୪୯ ହଜାରରୁ ଅଧିକ ଚାଷୀ...

Imran Khan
ଇମ୍ରାନ୍‌ଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା ! ଏପ୍ରିଲ ୯ ରେ ହେବ ଅନାସ୍ଥା ଭୋଟିଂ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା । ଅନାସ୍ଥା ପ୍ରସ୍ତାବ ଖାରଜକୁ ଅସାମ୍ବିଧାନିକ କହିଛନ୍ତି ସୁପ୍ରିମକୋର୍ଟ । 

Vigilance
ଭିଜିଲାନ୍ସ ଇତିହାସରେ ନୂଆ ରେକର୍ଡ; ଏକାଥରେ ୨ କୋଟି ନଗଦ ଜବତ, ଦେଖନ୍ତୁ

ସହକାରୀ ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ପ୍ରାୟ ୨ କୋଟି ଟଙ୍କା।

Paradeep Election- Cross-Voting
ପାରାଦୀପରେ ବିଜେଡିର କ୍ରସ୍ ଭୋଟିଂ ଯୋଗୁଁ ଉପାଧ୍ୟକ୍ଷ ପଦ ହାତେଇଲେ ସ୍ୱାଧୀନ ପ୍ରାର୍ଥୀ

ପାରାଦୀପ ପୌର ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡିର କ୍ରସ୍ ଭୋଟିଂ ସୂଚନା ମିଳିଛି । ବିଜେଡିର କ୍ରସ୍ ଭୋଟିଂ ଯୋଗୁଁ ଉପାଧ୍ୟକ୍ଷ ପଦ ହାତେଇଲେ ବରିଷ୍ଠ ରାଜନେତା ବାପି ସର୍ଖେଲଙ୍କ ଗୋଷ୍ଠୀର ସ୍ୱାଧୀନ ସଦସ୍ୟା ଛବିଲତା ରାଉତ ।

Damayanti Majhi
ମୁଁ ରାଜନୀତିରେ ନୂଆ; ପାଠ ପଢ଼ିବି ଆଉ କଟକ କଥା ବି ବୁଝିବି

କଟକ ମହାନଗର ନିଗମର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ୪୯ ନମ୍ବର ଓ୍ୱାର୍ଡର କର୍ପୋରେଟର ଦମୟନ୍ତୀ ମାଝି । ଏକମାତ୍ର ପ୍ରାର୍ଥୀ ଥିବାରୁ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେଲେ ଦମୟନ୍ତୀ ।

Strange woman living with bullet in back for 15 years know detail
୧୫ ବର୍ଷ ହେଲାଣି ପିଠିରେ ଅଟକି ରହିଥିଲା ଗୁଳି, ଆଉ ତା ପରେ...

ଗତ ୧୫ ବର୍ଷ ହେବ ମହିଳାଙ୍କ ପିଠିରେ ଏକ ଗୁଳି ଅଟକି ରହିଥିଲା । ଆମେରିକାରେ ରହୁଥିବା ଜଣେ ମହିଳା ନର୍ସିଂ ଆସିଷ୍ଟାଣ୍ଟ ଏରିକା ମାଇଲସ୍‌ଙ୍କ ସହ ଏହି ଅବିଶ୍ୱସନୀୟ ଘଟଣା ଘଟିଛି ।

Imran khan getting stuck in his own trick supreme court sought evidence of foreign conspiracy agains
ନିଜ ଜାଲରେ ନିଜେ ଛନ୍ଦି ହେଉଛନ୍ତି ଇମ୍ରାନ ! ବିଦେଶୀ ଷଡ଼ଯନ୍ତ୍ରର ପ୍ରମାଣ ମାଗିଲେ ସୁପ୍ରିମ୍‌କୋର୍ଟ

ନିଜ ଜାଲରେ ଛନ୍ଦି ହେଉଛନ୍ତି ଇମ୍ରାନ୍‌ ଖାନ୍‌ । ଏମିତିକି ଇମ୍ରାନ ପାକିସ୍ତାନର ସୁପ୍ରିମ୍‌ କୋର୍ଟକୁ ମଧ୍ୟ ପ୍ରତିଉତ୍ତର ଦେଇପାରୁନାହାଁନ୍ତି ।

10 persons including 8 children and Anganwadi worker and helper critical in honey bee attack
BREAKING ! ଅଙ୍ଗନବାଡ଼ିରେ ଦଂଶିଲେ ମହୁମାଛି; ୧୦ ଗୁରୁତର

ମହୁମାଛି ଆକ୍ରମଣରେ ଅଙ୍ଗନବାଡ଼ି କେନ୍ଦ୍ରରେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।