ଛେଳି ଚୋରିକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ । ଆନ୍ଧ୍ରର ଘଟଣା ଓ ଆନ୍ଧ୍ରର ଚୋରକୁ ଓଡ଼ିଶା ପୋଲିସ ବାନ୍ଧି ପାରିବ ନାହିଁ ବୋଲି କହି ଆନ୍ଧ୍ର ପୋଲିସର ଅତିକ୍ରମଣକୁ ଓଡ଼ିଶା ପୋଲିସ ବିରୋଧ କରିଛି ।
ମହିଳା କ୍ରିକେଟ ବିଶ୍ୱକପ୍ରେ ପାକିସ୍ତାନକୁ ପରାସ୍ତ କଲା ଭାରତ । ୧୦୭ ରନ୍ର ବିରାଟ ବ୍ୟବଧାନରେ ଭାରତ ବିଜୟୀ ହୋଇଛି ।
କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଟ୍ୱିଟ୍ କରି ଲେଖିଛନ୍ତି ଯେ, “ପେଟ୍ରୋଲ ଟାଙ୍କି ତୁରନ୍ତ ପୂର୍ଣ୍ଣ କରିଦିଅନ୍ତୁ, ମୋଦି ସରକାରଙ୍କ ନିର୍ବାଚନ ଅଫର ଶେଷ ହେବାକୁ ଯାଉଛି”।
OTV News Fuse - Rules For Commom Man, Not For Cops OdishaTV is Odisha\'s no 1 News Channel. OTV being the first private satellite TV channel in Odisha
ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ମୋହାଲି ଟେଷ୍ଟର ଆଜି ତୃତୀୟ ଦିନ । ଏହି ଟେଷ୍ଟରେ ଦମଦାର ସ୍ଥିତିରେ ରହିଛି ଟିମ୍ ଇଣ୍ତିଆ ।
୨୦୧୭ ନିର୍ବାଚନରେ ବାରାଣସୀ ଲୋକସଭା ଆସନ ଅଧିନରେ ଥିବା ସମସ୍ତ ୮ଟି ଯାକ ବିଧାନସଭା ଆସନରେ ବିଜେପି ବିଜୟ ଲାଭ କରିଥିଲା । ଏଥର ମଧ୍ୟ ସେହିଭଳି ପ୍ରଦର୍ଶନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନ ହେଲା ଆସି ବାରାଣସୀରେ ଡେରା ପକାଇଥିଲେ ।
ଆସନ୍ତାକାଲି ଶେଷ ଦିନ ଥିବାରୁ ଅନ୍ୟ ପୌରାଞ୍ଚଳରେ ମଧ୍ୟ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ରହିଛି । କଟକରେ ବିଭିନ୍ନ ୱାର୍ଡ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ । ପାଟ ପଟୁଆରରେ ଆସି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏହା ବ୍ୟତିତ ରାଜ୍ୟର ଅନ୍ୟ...
ଆଜି ୨୦୨୨ ମସିହା ମାର୍ଚ୍ଚ ତା ୬ ରିଖ ରବିବାର, କୁମ୍ଭ ୨୨ ଦିନ ଫାଲଗୁନ ମାସ ଶୁକ୍ଳପକ୍ଷ, ଚତୁର୍ଥୀ ତିଥି ଅଶ୍ୱିନୀ ନକ୍ଷତ୍ର, ମେଷ ଚନ୍ଦ୍ର
ଶ୍ରୀଲଙ୍କା ଭାରତଠାରୁ ୪୬୬ ରନ୍ ପଛୁଆ ରହିଛି । ଆର୍.ଅଶ୍ୱିନ୍ଙ୍କ ସ୍ପିନ୍ ଯାଦୁ ପୁଣି ଥରେ ମୋହଲିରେ ଚାଲିଛି । ଅଶ୍ୱିନ୍ଙ୍କୁ ଦୁଇଟି ୱିକେଟ୍ ମିଳିଥିବା ବେଳେ ଜାଡେଜା ଓ ଜସପ୍ରିତ ବୁମରାଙ୍କୁ ଗୋଟିଏ ଲେଖାଏଁ ୱିକେଟ୍ ମିଳିଛି ।
ସହରବାସୀଙ୍କ ଅସନ୍ତୋଷ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ଚଳିତବର୍ଷର ଖୋର୍ଦ୍ଧା ପୌର ପରିଷଦ ନିର୍ବାଚନ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ ଜୀବନ ଅନିଶ୍ଚିତତାକୁ ଠେଲି ହୋଇଯାଇଛି। ଦେଶର ବିଭିନ୍ନ ମେଡିକାଲ୍ କଲେଜରେ କୋର୍ସ ଶେଷ ଲାଗି ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍-ଆଇଏମ୍ଏ।
ଘର ଗଲା, ବ୍ୟବସାୟ ଗଲା। ଜୀବନ ସାରା ଯାହା ଅର୍ଜି ଥିଲେ ତାହା ବି ଗଲା। ପରିସ୍ଥିତି ଏପରି ହୋଇଛି କି, ପରିଚୟ ବି ବଦଳି ଯାଇଛି ୟୁକ୍ରେନ୍। ନାଗରିକରୁ ପାଲଟି ଯାଇଛନ୍ତି ଶରଣାର୍ଥୀ। ଜନବସତିପୂର୍ଣ୍ଣ ଅଞ୍ଚଳରେ ଋଷର ଆକ୍ରମଣ ବଢୁଥିବାରୁ ପ୍ରାଣ ବିକଳରେ ଦେଶ ଛାଡି ପଳାଇ...
ସସପେନ୍ସର ଅନ୍ତ ଘଟିଲା । ଭୁବନେଶ୍ୱର ମହାନଗର ପାଇଁ ମେୟର ପ୍ରାର୍ଥୀନୀ ଘୋଷଣା କଲେ ବିଜେପି, ବିଜେଡି, କଂଗ୍ରେସ୍। ସାହିତ୍ୟିକା ଡଃ ସୁନୀତି ମୁଣ୍ଡଙ୍କୁ ଯୋଦ୍ଧା ଭାବେ ମଇଦାନକୁ ଓହ୍ଲାଇଛି ବିଜେପି ।
ଆଜି ପ୍ରେସ୍ ମିଟ୍ କରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ସୁନୀତଙ୍କ ନାଁରେ ଦଳ ମୋହର ମାରିଥିବା ଘୋଷଣା କରିଛନ୍ତି । ତାସହ କହିଛନ୍ତି- ସୁନୀତି ରାଜନୀତିରେ ନୂଆ ହୋଇଥିଲେ ବି ଜଣେ ଉଚ୍ଚ ଶିକ୍ଷିତା । ଭୁବନେଶ୍ୱରବାସୀଙ୍କ ପାଇଁ ଏଭଳି ଜଣେ ପ୍ରାର୍ଥୀନୀଙ୍କ ଆବଶ୍ୟକତା ରହିଛି ।
ସୁମି ଷ୍ଟେଟ ୟୁନିଭର୍ସିଟି କ୍ୟାମ୍ପସରୁ ଆସିଥିବା ଏହି ଭିଡିଓରେ, ଛାତ୍ରମାନେ ବରଫରେ ଛିଡ଼ା ହୋଇ ଋଷିଆ ସୀମା ଆଡକୁ ଯିବାକୁ ପ୍ରସ୍ତୁତ ଥିବା ଦେଖିବାକୁ ମିଳିଥିଲା । ସେମାନଙ୍କ ମଧ୍ୟରୁ ଅନେକ ଭାରତୀୟ ପତାକା ଧରିଛନ୍ତି ।
କ୍ରୟ ମୂଲ୍ୟ ବୃଦ୍ଧି (ଚାଷୀଙ୍କୁ ଦିଆଯାଉଥିବା ପରିମାଣ), ଇନ୍ଧନ ମୂଲ୍ୟ ଏବଂ ପ୍ୟାକେଜିଂ ସାମଗ୍ରୀର ମୂଲ୍ୟକୁ ଦୃଷ୍ଟିରେ ରଖି ମଦର୍ ଡାଏରୀ କ୍ଷୀର ଲିଟର୍ ମୂଲ୍ୟ ୨ ଟଙ୍କା ବୃଦ୍ଧି କରିବାକୁ ବାଧ୍ୟ ହୋଇଛି ବୋଲି କମ୍ପାନୀ ପକ୍ଷରୁ ଶନିବାର କୁହାଯାଇଛି ।
ମହାନଗର ନିର୍ବାଚନକୁ ନେଇ ବଢୁଛି ଟ୍ୱିନ୍ସିଟିରେ ରାଜନୀତିର ପାରା। ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ଯେତିକି ପାଖୋଉଛି ପ୍ରାର୍ଥୀ ଚୟନ ନେଇ ପଲିଟିକାଲ ପାର୍ଟିଙ୍କ ଅଙ୍କକଷା ସେତେ ବଢୁଛି। ସେପଟେ କଟକ ଦଖଲ ପାଇଁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଏବେଠୁ ଦେଖାଇଲେଣି ଦମ୍ଭୋକ୍ତି।
ଜହ୍ନରେ ଜମି କିଣି ନିଜ ଝିଅକୁ ଜନ୍ମଦିନ ଉପହାର ଦେଇଛନ୍ତି ଦମ୍ପତ୍ତି । ନିଜ ଝିଅର ଜନ୍ମ ଦିନକୁ ସ୍ମରଣୀୟ ତଥା ଝିଅଙ୍କ ପ୍ରତି ସମାଜକୁ ସକରାତ୍ମକ ବାର୍ତ୍ତା ଦେବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି ।
ବିଗତ ୯ ଦିନ ହେଲାଣି ଋଷିଆ-ୟୁକ୍ରେନ ମଧ୍ୟରେ ଘମାଘୋଟ ଯୁଦ୍ଧ ଚାଲିଛି । ଆଜିକୁ ଦଶମ ଦିନରେ ପହଞ୍ଚିଛି ଏହି ଯୁଦ୍ଧ ହେଲେ ସ୍ଥିତି ସୁଧୁରିବାର ନାଁ ଧରୁନି । ଫଳରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧରେ ବିଚାରା ପେଷି ହେଉଛନ୍ତି ସାଧାରଣ ଜନତା । ଦେଖନ୍ତୁ...