• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

Today Panchang
Today Panchang 27th April 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଗୁରୁବାରରେ ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ପୂଜା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

2 missing
ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡ଼ି ୨ ନିଖୋଜ

ଆଳି: ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡ଼ି ୨ ନିଖୋଜ । ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼ ଯାଉଥିବା ବେଳେ ଅଘଟଣ ।

Anganwadi running at veranda
୧୩ ବର୍ଷ ହେଲା ସରୁନି ଅଙ୍ଗନବାଡ଼ି ଘର

ଖୋଦ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଏଇ ଅବସ୍ଥା.. ବାରଣ୍ଡାରେ ଚାଲିଛି ଦେଶର ଭବିଷ୍ୟତ ଗଢା.. ହାୟ କହିବା ନା ସମଲୋଚନା କରିବା ନା ବ୍ୟବସ୍ଥାକୁ ନେଇ ଦୁଃଖପ୍ରକାଶ କରିବା !

cultivate apple
ଓଡ଼ିଶାର ଏଇଠି ଫଳୁଛି କାଶ୍ନିରୀ ଆପୁଲ୍

ଓଡ଼ିଶାର 45 ଡିଗ୍ରୀ ତାପମାତ୍ରାରେ ବି ଜମ୍ମୁକାଶ୍ମୀର ଭଳି ଆପୁଲ୍ ଫଳେଇ ପାରିଛନ୍ତି କାଳେଶ୍ୱର କାଣ୍ଡ.. କେମିତି ? ଆସନ୍ତୁ ଜାଣିବା..

Gold Price Today
Gold Price Today 26th April 2023: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ କେତେ ‌ଅଛି ଦାମ୍

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୦୪୦ ଟଙ୍କା ହୋଇଛି।

Ratha Kattha
ଏଠି ନିଆରା ରଥଯାତ୍ରା, ରଥ ନିର୍ମାଣ ପାଇଁ ଆଜ୍ଞା ଦିଅନ୍ତି ଶ୍ରୀବଳଦେବଜୀଉ

ଅନ୍ୟସବୁ ସ୍ଥାନରେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିଲେ ଆରମ୍ଭ ହୋଇଥାଏ ରଥ ନିର୍ମାଣ କାର୍ଯ୍ୟ.. ହେଲେ କେନ୍ଦୁଝରରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭରୁ ନିଜେ ପ୍ରଭୁ ଶ୍ରୀ ବଳଦେବଜୀଉ ରଥ ନିକଟକୁ ଯାଇ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଆଜ୍ଞା ପ୍ରଦାନ କରିଥାନ୍ତି..

News Fuse
ଏମିତି ଟିଚର୍ ମୋଟରୁ ନେବେନି.. ଦରକାର ପଡ଼ିଲେ କିଛି ଦେବେ

ଅପରାଜିତା ମ୍ୟାଡାମ୍ ଏମିତି ପାଠ ପଢେଇଲେ ଯେ, ପିଲା ପୂରା ଚୁପ୍..

Panchang
Today Panchang 26th April 2023: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ କେଉଁ ଶୁଭ ମୁହୂର୍ତ୍ତରେ ଗୃହଶାନ୍ତି ପୂଜା କରିବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Gold Price Today
Gold Price Today 25th April 2023: ବଢିଲା ସୁନା ଦର, ଜାଣନ୍ତୁ ଦଶ ଗ୍ରାମ ପ୍ରତି କେତେ ରହିଛି ଦାମ୍

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୯୩୦ ଟଙ୍କା ହୋଇଛି।

Khariar
ବଜାରରେ ମହାଙ୍ଗା କାଜୁ, ହେଲେ ଚାଷୀଙ୍କ ପକେଟ୍ ଖାଲି

ପ୍ରାୟ ହଜାର ଟଙ୍କା ଦେଇ ଆମେ କାଜୁରେ ତିଆରି ମିଷ୍ଟାନ ଘରକୁ କିଣିକି ଆଣୁ..ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ.. କାଜୁ ଚାଷୀଙ୍କୁ ଏହାର ଉଚିତ୍ ମୂଲ୍ୟ ମିଳେନି.. କଠିନ ପରିଶ୍ରମ ପରେ ଶାଗ ମାଛ ଦରରେ କାଜୁ ବିକ୍ରି କରି ହତାଶ ହୋଇପଡ଼ିଛନ୍ତି କାଜୁ ଚାଷୀ

Ganda baja artists
ଛାତି ଦୁଲୁକାଇ ଦିଏ ଗଣ୍ଡାବାଜା

ଏ ବାଦ୍ୟ ବାଜିଲେ ଛୋଟରୁ ବଡ ସମସ୍ତଙ୍କ ଛାତି ଦୁଲିକି ପଡେ..ବାହାଘର ହେଉ କି ଦେବଦେବୀ ପୂଜା ସବୁଠି ରହିଛି ଏହି ବଜାର ମହତ୍ୱ.. ଏ ହେଉଛି ଗଣ୍ଡାବଜା..ହଜାର ହଜାର ବର୍ଷ ପୁରୁଣା ଲୋକବାଦ୍ୟ

Samiti member appeals BDO
ବିଡିଓ ସାର୍, ଅନୁମତି ଦିଅ.. ମୁଁ ଦାଦନ ଖଟିବାକୁ ଯିବି

ଦର୍ଶକବନ୍ଧୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ ହେଉଛି ଜଣେ ନାଚାର ଜନପ୍ରତିନିଧିଙ୍କ କଥା.. ପଦବୀ ଅଛି, କାମ କରିବାକୁ ଇଚ୍ଛାଶକ୍ତି ଅଛି ଆଉ କ୍ଷମତା ବି ଅଛି କିନ୍ତୁ ସେ ଅସହାୟ..

Panchang
Today Panchang 25th April 2023: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ କେଉଁ ମୁହୂର୍ତ୍ତ ହେବ ଶୁଭ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

fishermen
ଟ୍ରଲର ଚଳାଚଳ ଉପରେ ଲାଗିଛି ରୋକ୍, ଚିନ୍ତାରେ ମତ୍ସ୍ୟଜୀବୀ

ଅଲିଭ ରିଡଲେ କଇଁଛଙ୍କ ପାଇଁ ଟ୍ରଲର ଚଳାଚଳ ଉପରେ ଲାଗିଛି ରୋକ୍, ଚିନ୍ତାରେ ମତ୍ସ୍ୟଜୀବୀ

Gold Price Today
Gold Price Today 24th April 2023: ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ଅଛି ଦାମ୍

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୧୦ ଟଙ୍କା ହୋଇଛି।

Man on rickshaw spreads awareness
ରିକ୍ସାରେ ଭାରତ ଭ୍ରମଣ

ନିଶାମୁକ୍ତ ସମାଜର ବାର୍ତ୍ତା ନେଇ ରିକ୍ସାରେ ଭାରତ ଭ୍ରମଣ କରୁଛନ୍ତି ବୃଦ୍ଧ

farmer temple
ନିଆରା ମନ୍ଦିର, ପୂଜା ପାଆନ୍ତି କୃଷକ ଦେବତା

ଏଇଠି ପୂଜା ପାଆନ୍ତି କୃଷକ ଦେବତା, ଭକ୍ତ ବି କୃଷକ ଭଗବାନ ବି କୃଷକ...ରାଜ୍ୟର ପ୍ରଥମ କୃଷକ ମନ୍ଦିରରେ ପୂଜା ପାଉଛନ୍ତି କୃଷକ ଦେବତା...

Shiva and Parvati
କୁନି ଭାଇଭଉଣୀଙ୍କ ଦେହରେ ଶିବ ପାର୍ବତୀସ ଦେଖିବାକୁ ଲାଗୁଛି ଦର୍ଶକଙ୍କ ଭିଡ଼

ବାଜା ବାଜୁଛି, ବିରାଟ ପଟୁଆର ଯାଉଛି..ପାଖରେ ପୁଣି ବାଘ ବୁଲୁଛି ଆଉ ନାଚୁଛନ୍ତି ଶିବ-ପାର୍ବତୀ

News Fuse
ବନ୍ଧାପଡ଼ିଛି ବିବେକ ପ୍ରବଳ ଖରାରେ ଚାଲିଛି ଗଛକଟା

ବନ୍ଧାପଡ଼ିଛି ବିବେକ, ପ୍ରବଳ ଖରାରେ ଚାଲିଛି ଗଛକଟା..କାଳେ ପଞ୍ଚତାରକା ହୋଟେଲ ପାଇଁ ଅଡୁଆ ହୋଇଛି ଏହି ଗଛ ।

Today Panchang
Today Panchang 24th April 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ,ଶୁଭ ମୁହୂର୍ତ୍ତ ଦେଖି ଗୃହ ପ୍ରବେଶ କରନ୍ତୁ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।