• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by

Special Story
ପିଲା ନାହାନ୍ତି... ଖୋଲୁଛି ସ୍କୁଲ, ପଢ଼ୁଛି କିଏ ?

ସବୁ ବଦଳିଲା... ହେଲେ ବଦଳିଲାନି ଶିକ୍ଷା ବ୍ୟବସ୍ଥା । ସ୍କୁଲ ଅଛି ହେଲେ ଏଠାରେ ନାହାନ୍ତି ପିଲା । ଏ ଦୃଶ୍ୟ ହେଉଛି ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକରେ ଥିବା ମରମା ପଂଚାୟତର । ଏଠାରେ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ବିଦ୍ୟାଳୟକୁ ମିଶାଇ ମୋଟ୍୯ଟି ସ୍କୁଲ ରହିଛି...

Divyang Man Flies High
ଆଖି ନାହିଁ ଆକାଶରେ ଉଡୁଛନ୍ତି

ଦୃଷ୍ଟିବାଧିତ ହୋଇ ବି ଆକାଶରେ ଉଡୁଛନ୍ତି... ପାହାଡ଼ରେ ଚଢୁଛନ୍ତି l ଆତ୍ମବିଶ୍ୱାସ ଓ ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଆଜି ସେ ସବୁ ସମ୍ଭବ କରିପାରିଛନ୍ତି ।

Special Story: Devotee Seeks Solace from Lord Jagannath
କାଳିଆରେ ଦୁଃଖ ତ ଦେଇଛୁ, ଲୁହ ପୋଛି ଦେ...

ଭକ୍ତ ଯେମିତି କହୁଛି, ତୋର ପାଦ ନାହିଁ... ମୋର ବି ପାଦ ନାହିଁ । ତୁ ବରଷକରେ ଥରେ ଏମିତି ଗୁରୁଣ୍ଡି ଗୁରୁଣ୍ଡି ଝୁଲି ଝୁଲି ବଡ଼ ଦାଣ୍ଡକୁ ଆସୁ... ଭକ୍ତଙ୍କ ଗହଣରେ ଟାହିଆ ହଲାଇ ନାଚି ସବୁ ଦୁଃଖକୁ ଭୁଲେଇ ଦେଉ । ମୁଁ ବି ଠିକ୍...

Panchang
Panchang Today 17th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Ashara Aloka
ଭଲପାଇ ଆମେ କଣ ଭୁଲ କରିଛୁ ?

ଭଲପାଇବାକୁ ସ୍ୱୀକୃତି ଦେଲାନି ସମାଜ । ଗ୍ରହଣ ବି କଲାନି । କେମିତି ରହିବେ ଏମାନେ ?

Tearful Farewell
ମୁଣ୍ଡ ପିଟି କାନ୍ଦିଲେ ପୂଜକ

କାନ୍ଦୁଛନ୍ତି ପୂଜକ... ରାହା ଛାଡ଼ି ମା’ଙ୍କ ପାଦତଳେ ମୁଣ୍ଡ ବାଡାଇ ପକାଇଛନ୍ତି । ଏ କୌଣସି ଦୁଃଖର ଲୁହ ନୁହେଁ, ଏ ଲୁହ ହେଉଛି ମା’ଙ୍କୁ ବିଦାୟୀ ଦେବାର ଲୁହ । ସେଇଥି ପାଇଁ ତ କୋରି ହୋଇଯାଉଛି ଏ ପୂଜକଙ୍କ ଛାତି । ମା’ଙ୍କୁ ଏ ବର୍ଷ...

Kumar Purnima
ଆଜି କୁଆଁରୀଙ୍କ ପର୍ବ କୁମାର ପୂର୍ଣ୍ଣିମା

“କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ”। ଶୁଣନ୍ତୁ କୁମାର ପୂର୍ଣ୍ଣିମାକୁ ନେଇ କ'ଣ କହୁଛନ୍ତି କୁମାରୀ ମାନେ...

Panchang
Panchang Today 16th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଭୂମି କ୍ରୟ କରନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

artwork
ଧାନରେ ଆଙ୍କୁଛନ୍ତି ମା'ଙ୍କ ଅବିକଳ ଚିତ୍ର..ଚର୍ଚ୍ଚାରେ ଯୁବତୀଙ୍କ କଳାକୃତୀ

ଚର୍ଚ୍ଚାରେ ଏହି ଯୁବତୀଙ୍କ କଳାକୃତୀ.. ଧାନରେ ଆଙ୍କୁଛନ୍ତି ମା'ଙ୍କ ଅବିକଳ ଚିତ୍ର । ୩ ହଜାର ରୁ ଉର୍ଦ୍ଧ ଧାନରେ ମା ଦୁର୍ଗାଙ୍କ ଫଟୋ ଚିତ୍ର ଆଙ୍କି ଚର୍ଚ୍ଚାକୁ ଆସିଛନ୍ତି ଜଗତସିଂହପୁର ଜିଲ୍ଲା ଯଶୋବନ୍ତପୁର ଗାଁର ଶିକ୍ଷୟତ୍ରୀ ସ୍ନିଗ୍ଧା ସ୍ୱୟଂପ୍ରଭା ଦାଶ ।

Special Story
ଏମିତି ବି ଆସେ ମୃତ୍ୟୁ, ଖେଳୁ ଖେଳୁ ନେଇଗଲା ଯମ

ଜୀବନ କି ମୃତ୍ୟୁ କେବେ ହେଲେ ଖେଳଘର କଥା ନୁହେଁ । କିନ୍ତୁ ଖେଳରେ ଖେଳରେ ମରଣ ଯେ ଏମିତି ଆସିବ, କିଏ ଜାଣିଥିଲା କହିଲେ ।

Vastu Bichara
ଠାକୁର ଘରେ ପିଣ୍ଡି ରହିଛି କି ?

ଠାକୁର ଘରେ ରହିଛି କୌଣସି ସମସ୍ୟା ? ବାରମ୍ବାର ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଉଛି କି ? ଜାଣନ୍ତୁ କ’ଣ କହୁଛି ବାସ୍ତୁ ଦୋଷ ।

Panchang
Panchang Today 15th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଗୃହ ଶାନ୍ତି ପୂଜା

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Explore the Extraordinary Lathi Yatra
ଆଦିବାସୀଙ୍କ ନିଆରା ପରମ୍ପରା...ଲାଠି ଯାତ୍ରା

ବଡ଼ ନିଆରା ଏ ପରମ୍ପରା... ଅଦ୍ଭୂତ ଏମାନଙ୍କ ନୀତିକାନ୍ତି । ମହିଳାଙ୍କ... ଦେହରେ ଆସନ୍ତି ଠାକୁରାଣୀ । ଚାଲନ୍ତୁ ଜାଣିବା ଏହି ଲାଠିଯାତ୍ରାକୁ ବିଷୟରେ, କଣ ରହିଛି ଏହାର ମାହତ୍ମ୍ୟ...

salman khan
ଅସହାୟ ହୋଇପଡ଼ିଛନ୍ତି ଭାଇଜାନ୍ ... କାହାସହ କଥା ହେଉନାହାନ୍ତି କି କାହାକୁ ଭେଟୁ ନାହାନ୍ତି

ବାବାଙ୍କୁ ହତ୍ୟା: ଉଡ଼ିଗଲା ସଲମାନଙ୍କ ନିଦ । ସବୁ ଫିଲ୍ମ, ଟେଲିଭିଜନ୍ ସୁଟିଂ ବାତିଲ କଲେ ସଲମାନ୍ ଖାନ୍। ମିଟିଂ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ବି ବାତିଲ କଲେ ।

Special Story
ରାମଲୀଳାରେ କଏଦୀ କରୁଥିଲା ଅଭିନୟ, ସୀତାଙ୍କୁ ଖୋଜିବାକୁ ଯାଇ ମାରିଲା ଛୁ

ଜେଲରେ ଚାଲିଥିଲା ରାମଲୀଳା... ବାନର ଭୂମିକାରେ ଅଭିନୟ କରୁଥିଲେ କଏଦୀ । ନାଟକରେ ସୀତା ମାତାଙ୍କ ହରଣ ହେବା ପରେ ବାନର ସୀତା ମାତାଙ୍କୁ ଖୋଜିବାକୁ ଗଲେ ଯେ ଆଉ ଫେରିଲେନି । ପାଚେରି ଡେଇଁ ମାରିଲେ ଚମ୍ପଟ ।

Gold Price Today
Gold Price Today 14th October 2024: ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

Bomb Scare
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ । ଦିଲ୍ଲୀ ବିମାନ ବନ୍ଦରରେ ବଢ଼ିଲା କଡ଼ା ସୁରକ୍ଷା ବ୍ୟବସ୍ଥା । ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ସୂଚନା ।

ignoring nature
ପର୍ଯ୍ୟଟନର ବିକାଶ ପାଇଁ ଅନେକ ଯୋଜନା, ହେଲେ ପ୍ରକୃତିକୁ ଅଣଦେଖା

ପର୍ଯ୍ୟଟନର ବିକାଶ ପାଇଁ ଅନେକ ଯୋଜନା ହେଲେ ଗ୍ରାଉଣ୍ଡରେ ତାହା କେତେ କାମରେ ଲାଗେ? ରାଜ୍ୟର ସବୁଠୁ ଉଚ୍ଚ ପାହାଡ଼ ଶୃଙ୍ଖ ଦେଓମାଳିଠୁ ଆରମ୍ଭ କରି ବାଲେଶ୍ବରର ସମୁଦ୍ରକୂଳ ସମେତ ଯେମତି ପାଲଟି ଯାଇଛି ଅଣଦେଖା ଅଞ୍ଚଳ। ପ୍ରକୃତିର କୋଳରେ ଥିବା ଏହି ସବୁ ଅଞ୍ଚଳ ଏବେ ଅବହେଳାର...

Bhasani
ଆଜି ମେଲାଣି ନେବେ ଜଗତଜନନୀ ମାଆ, ଭସାଣୀ ପାଇଁ ବ୍ୟାପକ ବନ୍ଦୋବସ୍ତ

ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା । ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ଭୁବନେଶ୍ବର ଓ କଟକରେ ଭସାଣୀ ପାଇଁ କଟକଣା ଜାରି ହୋଇଛି।

Mystical Mashani Chandi
ଏଠି ଶବ ପୋଡା ହୁଏନି, କୁକୁର ହୁଳହୁଳି ପକାନ୍ତି

ଏହି ମଶାଣିରେ ପୂଜା ପାଆନ୍ତି ମା’ ଚଣ୍ଡି । ହେଲେ ଏ ମଶାଣିରେ ଜୁଇ ଜଳେନି । କାରଣ ଜାଣିଲେ, ଆପଣଙ୍କର ବି ଉତ୍ସୁଖତା ବଢିଯିବ, ମା’ଙ୍କ ସମ୍ପର୍କରେ ଅଧିକ ଜାଣିବା ଲାଗି। କାରଣ ଏହା ହେଉଛି ଶ୍ରୀକ୍ଷେତ୍ରରୁ ସବୁଠାରୁ ରହସ୍ୟମୟ ସ୍ଥାନ।

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।