ଆମର ବଡ଼ ନେଟୱାର୍କ। ଥରେ ଖାଲି ପି.ପି ନେଟୱାର୍କରେ ଜଏନ କରନ୍ତୁ...ନିଇତି ପାଇବେ ୮ ହଜାର ଟଙ୍କା। ଥରେ ଇନଭେଷ୍ଟମେଣ୍ଟ କଲେ, ଜୀବନସାରା ଚିନ୍ତା ଶୂନ୍ୟ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –...
ଏ ଘୋଡାର ଦୋଷ କଣ? ମାଲିକକୁ ପିଠିରେ ବସାଇ ଦଉଡି ଦଉଡି ଥକି ପଡ଼ିଥିଲା ଏଇ ଘୋଡା...ରାସ୍ତା କଡରେ ମାଲିକ ନିଜେ ପାଣି ପିଇ ଦେଲା କିନ୍ତୁ ଘୋଡାକୁ ପାଣି ଦେଲାନି। ଶୋଷରେ ପାଣି ଖୋଜି ଖୋଜି ଏମିତି କ୍ଷୀପ୍ର ଗତିରେ ଦଉଡିଲା ଯେ...ଗଛରେ ପିଟି ହୋଇ ପ୍ରାଣ...
ଆଜି ସନିଆ ଦୋକାନରେ ମାଉଁସ ଭୋଜି କରିବେ ଚୋର ଭାଇ। ଦେଖୁନୁରେ ନାରଣ କେମିତି କାଦୁଅ ଭିତରେ ଫସିଛି ପିସିଆର ଗାଡି। ଏମିତି ହାମୁଡେଇ ପଡ଼ିଛି ଯେ, ବାହାରିବାର ନାଁ ଧରୁନି...ସେପଟେ ପୋଲିସ ଗାଡି ଫସିବାରୁ ସନିଆ ଦୋକାନରେ ମାଉଁସ ଭୋଜି କଲେଣି ଚୋର
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୪୫୦ ରହିଛି ।
ଉଚ୍ଚଶିକ୍ଷା ପାଇଁ ଜାତୀୟ ରାଜପଥ କଡରେ ମୂର୍ତ୍ତି ଗଢୁଛନ୍ତି ଉଚ୍ଚ ଶିକ୍ଷିତା ଝିଅ ଉଷାକିରଣ । ବିଜ୍ଞାନରେ ସ୍ନାତକ ଉତ୍ତୀର୍ଣ୍ଣ ହେବା ପରେ ଉଚ୍ଚ ଶିକ୍ଷା ପାଇଁ ଅର୍ଥର ଅଭାବ ଯୋଗୁଁ ପାଠ ପଢିପାରିଲେ ନାହିଁ । ଉଷାଙ୍କ ଘର ଆର୍ଥିକ ଅନାଟନ ଭିତରେ ଗତି କରୁଥିବା ବେଳେ...
ଗଣେଶ ପୂଜା ଅବସରରେ ସବୁଠି ରହିଛି ଉତ୍ସବମୁଖର ପରିବେଶ । ଦୁଇ ବର୍ଷ ପରେ ବିନା କୋଭିଡ୍ କଟକଣାରେ ପୂଜା ପାଉଛନ୍ତି ବିଘ୍ନ ବିନାଶକ । ଏଣୁ ଜାକଜମକରେ ଅଗ୍ରପୂଜ୍ୟଙ୍କ ଆରାଧନା ଲାଗି ଚଳଚଞ୍ଚଳ ପୂଜା ମଣ୍ଡପ ।
ଇଶ୍ୱର ସବୁଠି,ସର୍ବତ୍ର,ସବୁ ଯାଗାରେ । ଭୁବନେଶ୍ୱର ବକୁଳବନ ଫାଉଣ୍ଡେସନ୍ ପକ୍ଷରୁ ଏକ ନିଆରା ଗଣେଶ ପୂଜା କରାଯାଇଛି । ଗଛକୁ ଗଜାନନଙ୍କ ରୂପ ଦିଆଯାଇଛି ।
ଆରେ ଆରେ ତୁମ ମାନଙ୍କର ରିଲେସନ୍ କଣ? ତୁମକୁ ଏତେ ଗାଳି ଦେଉଛି, ହେଲେ ବି ମତେ ଫୋନ୍ କରୁଛ ! ତୁମେ ଏତେ ବାତରା ବୋଲି ମୁଁ ଜାଣିନଥିଲି...ନହେଲେ ତୁମକୁ ଜମାରୁ ନମ୍ବର ଦେଇ ନଥାନ୍ତି
ବନ୍ୟା ପରେ ସଙ୍ଗୀନ ସ୍ଥିତିରେ ପାକିସ୍ତାନ। ଟମାଟୋ କିଲୋ ୫୦୦ ବେଳେ ପିଆଜ କିଲୋ ୪୦୦...କଣ ଖାଇବେ? କେମିତି ଖାଇବେ? ଚିନ୍ତାରେ ପାକ୍ବାସୀ...
ଆଶ୍ଚର୍ଯ୍ୟ ଲାଗିଲେ ବି ସତ...ସିନେମାରେ ହିରୋଙ୍କ ସହ ଆକ୍ଟିଂ କରିବେ ବିଛା...କିନ୍ତୁ ଯଦି କାମୁଡି ଦିଏ...ଦେଖନ୍ତୁ କେମିତି ଚାଲିଛି ସୁଟିଂ ସେଟ୍....
ବଢିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୯୦୦ ରହିଛି ।
ହନୁ ଯାହାକୁ ଦେଖୁଛି ତାକୁ କାମୁଡୁଛି । ମାଙ୍କଡ ଭୟରେ ଲୋକେ ଘରୁ ପଦାକୁ ବାହାରୁ ନାହାନ୍ତି। ବନବିଭାଗକୁ ନାକେଦମ କଲା ପରେ ଶେଷରେ କାବୁ ହେଲା ମାଙ୍କଡ। ଦେଖନ୍ତୁ ସେ ମାଙ୍କଡ କି କାଣ୍ଡ କରିଛି...
ଏ ଦୃଶ୍ୟ ଦେଖିଲେ ଛାତି ଫାଟିଯିବ। ଏକା ସାଙ୍ଗରେ ୫ ଜଣଙ୍କ ପାଇଁ କୋକେଇ ବନ୍ଧା ହେଲା, ଗାଁ ଶ୍ମଶାନରେ ଜୁଇ ବି ଜଳିଲା। ମହୁଲ ତେଲ ପେଡିବା ହେଲା କାଳ...ରାସ୍ତା ଉପରେ ଚାଲି ଗଲା ୫ ଜଣଙ୍କ ପ୍ରାଣ। ଦେଖନ୍ତୁ ଆତ୍ମୀୟ ସୋଜନଙ୍କୁ ହରାଇ କେମିତି କାନ୍ଦୁଛି...
ରାତି ପାହିଲେ ଗଣେଷ ପୂଜା। କିନ୍ତୁ ଏଠିକାର ପରମ୍ପରା ବହୁ ପୁରୁଣା...ସେଇଥି ପାଇଁ ତ ଦିନେ ନୁହେଁ କି ଦୁଇ ନୁହେଁ ବରଂ ପୂରା ମାସେ କାଳ ପୂଜା ପାଇବା ପରେ ବିସର୍ଜନ ହୁଅନ୍ତି ଶ୍ରୀଗଣେଷ। ମାନସିକ କଲେ ପୂର୍ଣ୍ଣ ହୁଏ ମନସ୍କାମନା...
ଆଲୋ ଆଲୋ ଇଏ କଣ? ମନ୍ତ୍ରୀ ପଦ ଯିବା ପରେ ବିଲରେ କଣ ରୁଆ ପୋତା କରୁଛନ୍ତି ପୂର୍ବତନ ମନ୍ତ୍ରୀ? ନାରଣ, ମନ୍ତ୍ରୀ ଚୌକିଟା ଯିବା ପରେ ନେତାଙ୍କ ମନର ଅବସ୍ଥା ତୁ କଣ ବୁଝିପାରୁନୁ? ଦେଖୁନୁ ଏ ଭିଡ଼ିଓକୁ...
ମାତ୍ର ୯ ସେକେଣ୍ଡରେ ମାଟିରେ ମିଶିଲା ଟ୍ୱିନ ଟାୱାର। ଏତେ ମାତ୍ରାରେ ଅଳିଆ ବାହାରିଛି ଯେ ସଫା କରିବାକୁ ଲାଗିବ ପୂରା ୩ ମାସର ସମୟ....
ପାର୍ଟି ଆମ ସାର୍ଟ ତଳ ହାର୍ଟ ପୂରା ନିଆରା। ଥରେ ମନ ଦେଇକି ଦେଖ? ଏବେ ସହରରେ ସବୁ ଆଡେ ମାତିଛନ୍ତି ବିଛା ଗ୍ୟାଙ୍ଗ...ଦେଖନ୍ତୁ ଏମାନେ କଣ କରୁଛନ୍ତି ଅଧ ରାତିରେ?
ସାମାନ୍ୟ କମିଲା ସୁନା ଦର। ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୭୦୦ ରହିଛି ।
ରେକର୍ଡ ପରେ ରେକର୍ଡ କରୁଛନ୍ତି ମୋଦି। ବିଶ୍ୱର ୨୨ ନେତାଙ୍କୁ ପଛରେ ପକାଇ ନମ୍ବର ୱାନ ନେତା ହେଲେ ନରେନ୍ଦ୍ର ମୋଦି। ଜାଣନ୍ତୁ ମୋଦିଙ୍କ ପଛରେ ଅଛନ୍ତି କେଉଁ କେଉଁ ନେତା?