ସବୁଦିନ ପରି ଷ୍ଟେଜ୍ରେ ଗୀତ ଗାଉଥିଲେ କିନ୍ତୁ ଏଇ ଗୀତ ଯେ, ତାଙ୍କର ଶେଷ ଗୀତ ହେବ କେହି ବି ଜାଣିନଥିଲେ। ଗୀତ ଗାଉ ଗାଉ ହଠାତ୍ ଆଖି ବୁଜିଲେ କେକେ....ଆପଣ ବି ଶୁଣିନିଅନ୍ତୁ ତାଙ୍କର ଶେଷ ଗୀତକୁ
କେକେଙ୍କ ଗୀତକୁ ନେଇ ଥମୁନି ଚର୍ଚ୍ଚା। ଥରେ ତାଙ୍କ ଗୀତ ଯିଏ ଶୁଣିଛି ସିଏ ଅଲଗା ଦୁନିଆରେ ହିଁ ହଜିଯାଇଛି....ଲଭ ଆଉ ରୋମାନ୍ସର ଥିଲେ ମାଷ୍ଟର
ସଂପୂର୍ଣ୍ଣ ଫିଟ୍ ଥିଲେ...କିନ୍ତୁ ହଠାତ୍ ଗୀତ ଗାଉ ଗାଉ କାହିଁକି ଟଳିପଡ଼ିଲେ କେକେ? କ’ଣ ଥିଲା କେକେଙ୍କ ମୃତ୍ୟୁର କାରଣ?
ଅଧା ରାସ୍ତାରେ ଏମିତି ଅଟକି ଗଲେ କଣ ଚଳିବ? ରାଜନୀତି କଲେ ଗାଡ଼ିରେ କମ୍ ଚାଲିକି ଯିବା ଅଧିକ ଦରକାର। ଆଉ ତୁମେ ଏମିତି ହେଲେ ଲୋକେ କଣ ଭାବିବେ କହିଲ...ତୁ ଯାହା କହୁଛୁ କହ....ମୁଁ ଆଉ ଚାଲିପାରିବିନି....
ଅଜଣାରେ ରୋଗର ଯନ୍ତ୍ରଣା, ପୁଣି ପେଟରେ ଥିବା ଭୋକର ଚିନ୍ତା। ଦିବ୍ୟାଙ୍ଗ ହେଲେ ବି ବାପା-ମାଆଙ୍କ ସେବା କରିବାରେ କେବେ ବି ଦେଇନାହାନ୍ତି ଖିଲାପ୍। ଦିନରେ ଦୋକାନ କରୁଛନ୍ତି ଆଉ ଅଟୋ ଚଲାଇ ରୋଜଗାର ବି କରୁଛନ୍ତି। ସେତିକିରେ ଚଳୁଛି ପୂରା ପରିବାର....
ଭଲ ପାଉଥିଲା, ଟଙ୍କା ବି ନେଉଥିଲା। ବାହା ହେବା ପାଇଁ ଝିଅ ଘର ପକ୍ଷରୁ ପ୍ରତିଶ୍ରୁତି ବି ଦିଆଯାଇଥିଲା। କିନ୍ତୁ ସବୁ ଓଲଟପାଲଟ ହୋଇଗଲା। ଝିଅକୁ ଅନ୍ୟତ୍ର ବାହାଘର କରିଦେଲେ ପରିବାର ଲୋକ। ଆଉ ଖବର ପାଇବା ପରେ ବର ଗାଡ଼ି ସାମ୍ନାରେ ପହଞ୍ଚି ହାଇଡ୍ରାମା କଲା ପ୍ରେମିକ....ପରେ...
ଭଉଣୀ ବାହାଘର ଦିନ ବର ହେଲା ଭାଇ। ପ୍ରଥମ ସ୍ତ୍ରୀକୁ ଧୋକା ଦେଇ ଭଉଣୀ ବାହାଘରରେ ସାଜିଥିଲା ବର। ଖବର ପାଇବା ପରେ ଶ୍ୱଶୁର ଘରେ ପହଞ୍ଚିଗଲେ ପ୍ରଥମ ସ୍ତ୍ରୀ-ପୁଅ। ଆଉ ତା’ପରେ ହେଲା କ’ଣ...ଦେଖନ୍ତୁ ଏଇ ଭିଡ଼ିଓ....
ଏ ଡ୍ରାଇଭର ତଳକୁ ଓହ୍ଲା। ତୁମେ ଗାଡ଼ି ଭିତରକୁ ଆଣିଲ କାହିଁକି? ଏଇଟା କଣ ଗ୍ୟାରେଜ୍? ଗାଡ଼ି ଖରାପ ହେଲା ବୋଲି ଏଠିକି ନେଇ ଆଇଲ? ନାରଣ ଆଜି ନାରଣର ଅବସ୍ଥା ଏମାନେ ଘାଇଲା କରିଦେବେ ଲାଗୁଛି....
ଆମ ନେତା ଯାହା କହିବେ ଆମେ ସେଇଆ କରିବୁ। ବିଜେଡ଼ି ପରି ଆମ ନେତା ଏକଛତ୍ରବାଦୀ ନୁହେଁ। ପୂର୍ବ ଭୁଲ ଆମେ ଦୋହରାଇବୁ ନାହିଁ। ଉଦୟପୁରରେ ଯାହା ହେଲା ଆମ ରାଜ୍ୟରେ ତାହା ହେବ....୧୯୯୦ରେ ହାରିଥିଲୁ କିନ୍ତୁ ୯୫ରେ ପୁଣି ଫେରିଲୁ....
ପ୍ରେମକୁ ସ୍ୱୀକାର କଲାନି ପରିବାର। ପ୍ରେମୀଯୁଗଳଙ୍କ ସାଥ୍ ଦେଲା ପୋଲିସ୍। ଏୟାରପୋର୍ଟରେ ପହଞ୍ଚି ପୋଲିସ୍ର ସୁରକ୍ଷା ମାଗିବା ପରେ ଏସ୍କର୍ଟରେ ଗଲେ ଏଇ ପ୍ରେମୀଯୁଗଳ। ପୁଅ ଘର ଲୋକ ସମର୍ଥନ ଦେଉଥିବା ବେଳେ ସମ୍ପର୍କକୁ ବିରୋଧ କରୁଛନ୍ତି ଝିଅ ଘର ଲୋକ। ଏବେ ହେବ କ’ଣ?
ଅମାବାସ୍ୟା ତ ମାସକରେ ଗୋଟିଏ ଦିନ ଆସେ କିନ୍ତୁ ବସନ୍ତଙ୍କ ଜୀବନରେ ନିଇତି ଆସୁଛି ଅମାବାସ୍ୟା। ଅଭାବ ପାଇଁ ୧୮ ବର୍ଷ ହେଲାଣି ରୋଗରୁ ଉଠୁନାହାନ୍ତି ସ୍ୱାମୀ। କଇଁ କଇଁ ହୋଇ କାନ୍ଦୁଛି ସ୍ତ୍ରୀ...ସାହାଯ୍ୟ ଅପେକ୍ଷାରେ ପରିବାର
ଆମେ ହାରିଲା ଘରର ପୁଅ ନୁହେଁ। ଥରେ ଖାଦ୍ୟ ପାଇଲେ ଜମାରୁ ଛାଡ଼ିବୁନି। ତୁମର ମେଞ୍ଚାଏ ନ୍ୟୁଡ୍ ଫଟୋ ଆମ ପାଖରେ ରହିଛି...ଟଙ୍କା ନଦେଲେ ସବୁ ଯାକ ଏକାବେଳେ ଭାଇରାଲ କରିଦେବୁ....ବାସ୍ ଏହା ପରେ ଦେଖନ୍ତୁ ହେଲା କ’ଣ?
ଅସୁସ୍ଥ ଥିଲା ସାନ ଭାଇ। ଧାର୍ମିକ କାର୍ଯ୍ୟକ୍ରମରେ ଭାଇକୁ ଭଲ କରିବାକୁ ନେଇଥିଲେ ପରିବାର....କିନ୍ତୁ ସେଇଠି ହଜିଗଲା ଅସୁସ୍ଥ ସାନଭାଇ। ପାଗଳଙ୍କ ପରି ସାନଭାଇକୁ ଖୋଜୁଛି ବଡ଼ଭାଇ, ହେଲେ ମିଳୁନି। ଏବେ ଲଜ୍ରେ ଭଡ଼ା ନେଇ ଭାଇକୁ ଖୋଜୁଛି...ଆଉ ହାତ ଯୋଡ଼ି କହୁଛି ସନ୍ଧାନ ପାଇଲେ ଆମକୁ ଖବର...
ଏମାନଙ୍କୁ ପାଗଳ କରିଛି ଦେଶପ୍ରେମ। ସେନାରୁ ଅବସର ନେଇ ଫେରିବା ପରେ...ଯବାନଙ୍କୁ ଭବ୍ୟ ସ୍ୱାଗତ କଲେ ଆଦିବାସୀ ଭାଇଭଉଣୀ। କଂସା ଥାଳିରେ ପାଦ ଧୋଇ ଦେଲେ....କାନ୍ଧରେ ଉତ୍ତରୀୟ, ହାତରେ ଫୁଲତୋଡ଼ା ଦେଇ ସ୍ୱାଗତ ପରେ....ଦୁଲୁଦୁଲି ବଜାଇ କାନ୍ଧରେ ବସାଇ ଖୁବ୍ ନାଚିଲେ। ଆପଣ ବି ଦେଖନ୍ତୁ ସ୍ୱାଗତ ସମ୍ବର୍ଦ୍ଧନାର...
ଏଇଠି ମିଳୁଛି ମାଗଣା ଆମ୍ବ...ବାଇଗଣ ପଲେଇକୁ ଆମ୍ରପଲ୍ଲୀ। ଡାକ୍ତର ଦମ୍ପତି ବାଣ୍ଟୁଛନ୍ତି ମାଗଣା ଆମ୍ବ....ଯିଏ ଯିବ ସିଏ ପେଟ ପୂରେଇ ଖାଇବ
ଆଲୋ ଆଲୋ ଆ.. ଖାଇବା ଆମେ ଗୁପ୍ଚୁପ୍। ଇଲୋ ଦେଈ....ତୁ ଗୁପ୍ଚୁପ୍ ଖାଇବୁ କି? ଆସୁନି...ଏଇନା ତତେ ଯୋଉ ପୁଚୁକା ଖୁଆଇବି ତୁ ଖାଇବା ପରେ ତୋର ଯାହା ହେବ...ସେ କଥା କଣ ମୁଁ କହିପାରିବି? ନାନିଲୋ...ଜମା ଖାଆନା....
କେତେ ଗୁଳି ଫୁଟାଉଛୁ ଆଖିରେ, ଶୋଇ ଦେଉନୁ ମତେ ରାତିରେ...ମତେ ଲାଇକ୍ ନକଲେ ତତେ କରିଦେବି ସର୍ଜିକାଲ ଷ୍ଟ୍ରାଇକ୍। ପାଖରେ ଏଇ ଅଭିନେତ୍ରୀଙ୍କୁ ପାଇଁ ଝାଳରେ ଗାଧୋଇଲେ ଗୁଡ୍ଡୁ...ଦେଖନ୍ତୁ କଣ ଥିଲା କାରଣ...
ସଙ୍ଗୀନ ଜଗତକୁ ଶକ୍ତ ଝଟ୍କା। ମାତ୍ର ୭ ଦିନରେ ଚାଲିଗଲେ ୩ ସେଲିବ୍ରିଟି...ଜାଣନ୍ତୁ କେବେ କିଏ ବୁଜିଛନ୍ତି ଆଖି....
କ’ଣ ହେଉନି ହେଉନି ବୋଲି କହୁଛ? ମତେ ସାର୍ ଡାକ, ମଉସା ଡାକିଲେ ଭଲ ଲାଗୁନି। ନହେଲେ ଷ୍ଟେଜ୍ ଉପରେ ଦେଖେଇବି...
ତୋ ମାଷ୍ଟର କାହିଁକି ଏମିତି କହିଲା? ମାଲକାନଗିରି କଣ କଳାପାଣି କି? କଥା କଥାରେ ସେଠିକି ବଦଳିଯିବା ପାଇଁ କଣ ଧମକ ଦେଉଛ? ଆରେ ଆରେ...ମୋ ଦୁଆରେ ପାଟି କିଏ କରୁଛି? ଦେଖନ୍ତୁ ସୁବାସ କଣ କହୁଛନ୍ତି.....