ଇଏ କେମିତିକା ବ୍ୟବସ୍ଥା? ଆଖିକୁ ସଠିକ୍ରେ ଦେଖାଯାଉନି ବୋଲି ହୋଇପାରିଲାନି ଆଧାର କାର୍ଡ଼। ବାରମ୍ବାର ଗୁହାରି ପରେ ବି ମୀନତିଙ୍କ ଦୁଃଖ ଶୁଣୁନାହାନ୍ତି କେହି। ଥରଥର ହାତକୁ ଥରଥର ପାଦ...ହେଲେ ମିଳୁନି ସାହାଯ୍ୟ...
ମହଙ୍ଗା ପଡ଼ିଲା ଇନଷ୍ଟାରେ ଭିଡ଼ିଓ ଅପଲୋଡ୍। ଭଲ ଫଟୋକୁ ନେଇ ନ୍ୟୁଡ୍ କରିଦେଲେ ଏମାନେ। ଖାଲି ଏତିକି ନୁହେଁ ବରଂ ଫୋନ୍ କରି ଏତିକି ଟଙ୍କା କଲେ ଲୁଟ୍...ଦେଖନ୍ତୁ କେମିତି ଥିଲା ପୂରା ଘଟଣା
ଇଏ ଏମିତି ଜଣେ ଡାକ୍ତର। ଦୀନରେ ଜୀବନ ବଞ୍ଚାଉଛନ୍ତି, ରାତିରେ ମାରୁଛନ୍ତି। ପେସାରେ ଜଣେ ଡାକ୍ତର ହୋଇଥିଲେ ମଧ୍ୟ ନିଶା ତାଙ୍କର ଅଭିନୟ। ଚର୍ଚ୍ଚାରେ ରୁଦ୍ର ନାରାୟଣ
ନିଜ ଛୁଆକୁ ଟିକିଏ କ୍ଷୀର ଖୁଆଇବାକୁ ଭୋ ଭୋ କାନ୍ଦୁଛି ମାଆ। ଯାହାକୁ ୧୦ ମାସ ଗର୍ଭରେ ରଖି ଦୁନିଆ ଦେଖାଇଥିଲା, ତାକୁ କୋଳରେ ନେବା ପାଇଁ ଏମିତି ଆକୁଳ ନିବେଦନ କରୁଛି ମାଆ। ହାତ ଯୋଡ଼ୁଛି, ସମସ୍ତଙ୍କୁ କହୁଛି...ମୋ ପୁଅକୁ ଦିଅ, ନହେଲେ ମୁଁ ବଞ୍ଚିପାରିବିନି....ଦେଖନ୍ତୁ ଏହି...
ଦିନେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଥିଲେ। ପଶୁ ଡାକ୍ତରଙ୍କ ପରାମର୍ଷ କ୍ରମେ ଏବେ କରୁଛନ୍ତି କୁକୁଡ଼ା ଚାଷ। ଆଉ ମାସକୁ ରୋଜଗାର କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା....
ଆଲୋ ଇଏ କଣ? ଭାଇ କୋଉ ସିରପ୍ ପିଇଛନ୍ତି କି? ଉଦୁଉଦିଆ ଖରାବେଳେ ଇଏ କ’ଣ ଏମିତି ରାସ୍ତାରେ ଗଡ଼ୁଛନ୍ତି। ଭାଇଲୋ...କଣ ଏମିତି ପିଇଛ କି? ଜମାରୁ ନିଦ ଛାଡ଼ୁନି...ନାରଣ ଦେଖୁନୁ ୟାଙ୍କ ଅବସ୍ଥା
ମଦ ଛାଡ଼ିବେ ବୋଲି ପ୍ରତିଶ୍ରୁତି ଦେଲେ ସ୍ୱାମୀ। କିନ୍ତୁ ଚନ୍ଦନଙ୍କ କଥାରେ ବିଶ୍ୱାସ କରିପାରୁନାହାନ୍ତି ସ୍ତ୍ରୀ...କେମିତି ଭରସା ବଢିବ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ? କଣ ହେବ ପିଲାର ଭବିଷ୍ୟତ
ଚୁଡ଼ା ଚିତଉ କେବେ ଖାଇଛନ୍ତି କି? ଯଦି ନାଁ....ତେବେ ଏବେ ହିଁ ଛେନାରେ ଗୁଡ଼, ନଡ଼ିଆ, ଗୁଜୁରାତି ଓ ଗୋଲମରିଚ ଦେଇ ଘରେ ତିଆରି କରନ୍ତୁ ଏଇ ଡିସ୍। ଥରେ ଖାଇଲେ ପାଟିରୁ ଜମା ଛାଡ଼ିବନି
ଶୋଇଲା ଷଣ୍ଢର ଲାଙ୍ଗୁଡ଼ ଟାଣି କାହିଁକି ଉଠାଉଛ? ତଥାଗତ ବାବୁ କ’ଣ ଆଉ ପାୱାରରେ ଅଛନ୍ତି କି? ତୁମ କାମ କରିଦେବେ? ତୁମେ ଛୁଆ ଦେଖି ଭୂଆଁ ବୁଲାଉଛ...
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ପାଇଁ ଆପଣ ଚିନ୍ତିତ କି? ଜମାରୁ ବ୍ୟସ୍ତ ହୁଅନ୍ତୁ ନାହିଁ....ଏଇ ତାରିଖରେ ଏଇ ସବୁ ଗାଡ଼ିର ଚେଞ୍ଜ ହେବ ନମ୍ବର ପ୍ଲେଟ୍। ପରିବହନ ବିଭାଗ ଦେଲା ପୂରା ସୂଚନା। ଏଇ ଆପ୍ରେ ରେଜିଷ୍ଟ୍ରେସନ କରି ଏତିକି ଦିନ ଭିତରେ ଲଗାଇ ଦିଅନ୍ତୁ ନମ୍ବର...
ଭତ୍ତା ପାଇଁ ୧୦ କିଲୋମିଟର ଚାଲୁଛନ୍ତି ୮୨ ବର୍ଷର ବୃଦ୍ଧା। ବୟସର ଅପରାହ୍ନରେ ଚାଲିବାକୁ ବଳ ନଥିବା ବେଳେ ପେଟ ଚାଖଣ୍ଡକ ପାଇଁ ଯିବାକୁ ହେଉଛି ଏତେ ବାଟ। ବେଳେ ବେଳେ ଟଙ୍କା ଆସିନଥିବା ଶୁଣି ନିକାଶ ହେବାକୁ ପଡୁଛି...
ଯେଉଁ ସ୍ୱାମୀର ମଙ୍ଗଳ ମନାସି ସାବିତ୍ରୀ ବ୍ରତ କରିଥାଆନ୍ତା ପତ୍ନୀ....ସେଇ ସ୍ତ୍ରୀକୁ ସାବିତ୍ରୀ ବ୍ରତ ପୂର୍ବଦିନ ମାରିଦେଲା ସ୍ୱାମୀ। ୭ ଜନ୍ମର ସାଥୀ ହେବା ପାଇଁ କଥା ଦେଇଥିଲା....କିନ୍ତୁ ଗୋଟିଏ ଜନ୍ମ ପାଇଁ ଭଲ ସାଥୀଟିଏ ହେଲାନି। ବିଶ୍ୱାସରେ ଧୋକା ଦେଲା....ଯୌତୁକ ପାଇଁ ନିଜ ସ୍ତ୍ରୀକୁ ହତ୍ୟା କରିଦେଲା।...
ଆପଣ ଭୁତପ୍ରେତରେ ବିଶ୍ୱାସ କରନ୍ତି କି? କରନ୍ତୁ ବା ନକରନ୍ତୁ, ଏଇ ଭିଡିଓଟି ଦେଖିଲେ ଆପଣଙ୍କ ଛାତିରେ ନିଶ୍ଚୟ ଛନକା ପଶିଯିବ। ଭିଡିଓଟିରେ କିଟ୍ କିଟ୍ ଅନ୍ଧାର ରାତିରେ ଗଛମୂଳେ ଥିବା ଏକ ଟ୍ୟୁବୱେଲ୍ ଆପେ ଆପେ ଚାଲୁଥିବା ଦେଖିବାକୁ ମିଳୁଛି। କଥାଟି ସତ କିମ୍ବା ମିଛ ଏବଂ...
ଏମାନେ ମତେ ଜମାରୁ ଦୋକାନ ଖୋଲିବାକୁ ଦେଉନାହାନ୍ତି। ଧୂପ ଧୂପ ଦେଉ ରାସ୍ତା ପଚାରି ପଚାରି ମତେ ବିରକ୍ତ କରୁଛନ୍ତି। ସେପଟେ ମଉସା କହୁଛନ୍ତି ଯଦି ଲୋକ ରାସ୍ତା ପଚାରିଦେଲେ ତୁମର କଣ ମାରା ହୋଇଗଲା?
ହାଜତ ଭିତରେ ଅପରାଧୀ ପସିଛି। ବାହାରେ ତାକୁ ଜଗିଛନ୍ତି ଅବକାରୀ ଥାନା ବାବୁ। ଦେଖୁନୁରେ ନାରଣ, ପେଟେ ପଖାଳ ଖାଇ ଏମିତି ଅଚିନ୍ତାରେ କେମିତି ଘୁଙ୍ଗୁଡ଼ି ମାରୁଛନ୍ତି ବାବୁ? ପୁଣି ଲକ୍ଅପ୍ ଚାବି ଟେବୁଲ ଉପରେ। ହଇରେ ନାରଣ...ପଚାରିବାରୁ ଇଏ କଣ ଆମ ଉପରେ ଗରମ ଦେଖାଉଛନ୍ତି?
ଆପଣ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି କି । UPSC ଅଧୀନରେ ଖାଲିପଡିଛି ଡ୍ରଗ୍ ଇନ୍ସପେକ୍ଟର ଏବଂ ମିନେରଲ ଅଫିସର ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରିପାରିବେ ।
ପୋଷ୍ଟ ମ୍ୟାନ ହେବ ତ ଏମିତି। କରୋନା କାଳରେ ଗାଁକୁ ଗାଁ ବୁଲି ୪ ହଜାର ୫ ଶହ ଘରେ ୧୫୦ କୋଟିରୁ ଅଧିକ ସରକାରୀ ସହାୟତା ଟଙ୍କା ବାଣ୍ଟିଛନ୍ତି ସୋହନ। ମହାମାରୀକୁ ଡର ନଥିଲା ବରଂ ଲୋକଙ୍କୁ ସାହାଯ୍ୟ କରିବାର ମନୋବୃତ୍ତି ଥିଲା...
ଫେସବୁକ୍ରେ ପ୍ରେମ ହେଲା, ବାହାଘର ପାଇଁ ନିଷ୍ପତ୍ତି ହେଲା.. ଆଉ ବାହାଘର ବେଳେ ଜଣାପଡ଼ିଲା ପ୍ରେମିକା ଝିଅ ନୁହେଁ ବରଂ ପୁଅ.. ହାତରେ ମେହେନ୍ଦୀ ଲଗାଇ ଯୁବକଙ୍କୁ ଏମିତି ପାଗଳ କରିଥିଲେ ଏହି ଯୁବକ...ଏବେ ସବୁ ଜଣାପଡ଼ିବା ପରେ ଦେଖନ୍ତୁ ହେଲା କଣ?
ଏବେ ଖରିଫ ଧାନ ସଂଗ୍ରହ ଚାଲିଥିବା ବେଳେ ମନ୍ଥର ଗତିରେ ଚାଲିଛି ଧାନକିଣା। ବିକ୍ରୀ ପାଇଁ ମଣ୍ଡିକୁ ଧାନ ଆଣିଥିଲେ ହେଁ ମଣ୍ଡିରୁ ଧାନ ଉଠୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ଧାନ ପଡି ରହିଛି। ଶୀଘ୍ର ଧାନ ନ ଉଠିଲେ...
ବାଉଁଶ ବେତ ବଞ୍ଚିବାର ଏମାନଙ୍କୁ ଦେଖାଇଛି ବାଟ। ପରିବେଶର ସାମଗ୍ରୀରେ ସ୍ୱାବଲମ୍ବୀ ହେବାର ନିଶା ୟାଙ୍କୁ ଘାରିଛି। ପରିବାର ଚଳାଉଛନ୍ତି, ପିଲାଙ୍କ କଥା ବୁଝୁଛନ୍ତି। ଆଉ ଏହାରି ମଧ୍ୟରେ ଭଲ ଦୁଇ ପଇସା ରୋଜଗାର ବି କରିପାରୁଛନ୍ତି...ଦେଖନ୍ତୁ କେମିତି ତିଆରି ଚାଲିଛି ଏଇ ସୁନ୍ଦର ସୁନ୍ଦର ସାମଗ୍ରୀ