ୟୁକ୍ରେନ ଯୁଦ୍ଧ ଯୋଗୁଁ ବଢ଼ିବ ତେଲ ଦର ! ସୂର୍ଯ୍ୟମୁଖୀ ଦେଲ ଦର ବଢ଼ିବା ଆଶଙ୍କା ପ୍ରକାଶ କରିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପଦକ୍ଷେପ ନେବାକୁ ସରକାରଙ୍କୁ ବ୍ୟବସାୟୀ ସଂଘର ଆହ୍ୱାନ । ଏନେଇ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ୍ କରି...
କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେବେ ମଧୁସ୍ମିତା ଆଚାର୍ଯ୍ୟ । ଧର୍ମଶାଳାର ପୂର୍ବତନ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ ମଧୁସ୍ମିତା । ସାମ୍ବାଦିକ ସମ୍ମିଳନୀରେ ବିଧାୟକ ସୁରେଶ ରାଉତରାୟଙ୍କ ଘୋଷଣା । ଏଆଇସିସିର ଅନୁମୋଦନ କ୍ରମେ ମଧୁସ୍ମିତାଙ୍କ ନାଁରେ ମୋହର ଲାଗିଛି।
ଆଜି ୨୦୨୨ ମସିହା ମାର୍ଚ୍ଚ ୪ ତାରିଖ, ଶୁକ୍ରବାର, କୁମ୍ଭ, ୨୦ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ,ଦ୍ୱିତୀୟା ତିଥି,ଉତ୍ତରଭାଦ୍ର ନକ୍ଷତ୍ର, ମୀନ ଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ ।
ଯୁଦ୍ଧ ଟାଳିବାକୁ ପୁଣି ପ୍ରୟାସ । ବେଲାରୁଷ୍-ପୋଲାଣ୍ଡ ସୀମାରେ ଋଷ-ୟୁକ୍ରେନ୍ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କରାଯାଇଛି । ତେବେ ନାଗରିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଦୁଇ ଦେଶ ସହମତି ପ୍ରଦାନ କରିଛନ୍ତି । ଲୋକଙ୍କୁ ଖାଦ୍ୟ ଓ ମେଡିସିନ୍ ପହଞ୍ଚାଇବାକୁ ଆଲୋଚନାରେ ପ୍ରାଥମିକତା ଦିଆଯାଇଛି ।
ରୁଷ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଖରାପ ହେବାରେ ଲାଗିଛି। ୟୁକ୍ରେନ୍କୁ ସମ୍ପୂର୍ଣ୍ଣ ଭାବେ କବ୍ଜା କରିବାକୁ ରୁଷ ସେନା ପୂରା ଦମ୍ରେ ଲାଗି ପଡ଼ିଛନ୍ତି। କିନ୍ତୁ ଯୁଦ୍ଧ ଭିତରେ ବି ବଞ୍ଚିଛି ମାନବିକତା। ଭାରତୀୟ ଛାତ୍ରୀଙ୍କ ପାଇଁ ଦେବଦୂତ ସାଜିଛନ୍ତି ୟୁକ୍ରେନ୍ ମହିଳା ।
କଲୋମ୍ବିଆରେ ରହିଛି ଏକ ନିଆରା ଆଇଲ୍ୟାଣ୍ଡ । ଯାହାର ନାଁ 'ସାନ୍ତାକ୍ରୁଜ୍ ଡେଲ୍ ଇସଲୋତେ' । ଏହା ଏକ ଦ୍ୱୀପ ସହର । ମାତ୍ର ଦୁଇ ଫୁଟ ଲମ୍ବା ଏହି ଦ୍ୱୀପରେ ୧୨୦୦ ଲୋକ ବସବାସ କରନ୍ତି । ଆଶ୍ଚର୍ଯ୍ୟ ଲାଗିଲେ ବି ସତ ।
ଶରୀରର ଶକ୍ତିର ମୁଖ୍ୟ ସ୍ରୋତ ମହୁ ଅଟେ । ମହୁରେ କାର୍ବୋହାଇଡ୍ରେଟ୍ ପ୍ରଚୁର ପରିମାଣରେ ମିଳିଥାଏ ଯାହା ଶରୀରକୁ ଅଧିକ ଶକ୍ତି ମିଳି ଥାଏ । ଏହା ସହ ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢାଇ ଥାଏ । ଆପଣ ବହୁତ କମ୍ ଖର୍ଚ୍ଚରେ ମହୁ ଚାଷ...
ଭାରତରେ ୭୦% ଲୋକ ମାଛ ଖାଆନ୍ତି l ମାଛ ପ୍ରୋଟିନ ଓ ଭିଟାମିନଯୁକ୍ତ ଭୋଜନ ଅଟେ l ଏହି ସବୁ କାରଣ ଯୋଗୁଁ ବଜାରରେ ମାଛର ଚାହିଦା ଅଧିକ ଥାଏ । ତେବେ ଆପଣ ବଜାରରେ ମାଛ ବିକ୍ରି କରି ଭଲ ରୋଜଗାର କରିପାରିବେ l ମାଛ ଚାଷ...
ଆମେ ଘରେ ବିଭିନ୍ନ ପ୍ରକାରର ମିଠାର ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ବହୁତ କମ୍ ଖର୍ଚ୍ଚ ଓ କମ୍ ସମୟ ମଧ୍ୟରେ ମିଠାର ଏକ ରେସିପି ପ୍ରସ୍ତୁତ କରିବୁ । ଆଜି ଆମେ ଆପଣଙ୍କ ପାଇଁ ବନେଇବୁ ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଲବଙ୍ଗଲତା’...
ପୁଣି ବଢ଼ିଲା ସୁନା ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୪୦୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦...
ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । ଇଣ୍ଡିଆନ ବ୍ୟାଙ୍କ ଆଣିଦେଇଛି ସୁବର୍ଣ୍ଣ ସୁଯୋଗ। ଇଣ୍ଡିଆନ ବ୍ୟାଙ୍କରେ ଖାଲିପଡିଛି ସିକ୍ୟୁରିଟି ଗାର୍ଡ ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରନ୍ତୁ ।
ଆମ ହିନ୍ଦୁ ଧର୍ମରେ ଆମେ ବାସ୍ତୁ ଶାସ୍ତ୍ରକୁ ଖୁବ୍ ଗୁରୁତ୍ଵ ଦେଇଥାଉ । ଏହିସବୁ ବାସ୍ତୁ ଶାସ୍ତ୍ର ଜୀବନରେ ନକାରାତ୍ମକ ଓ ସକାରାତ୍ମକ ଉର୍ଜା ଆଣିଥାଏ । ମାନ୍ୟତା ରହିଛି ଯେ ବାସ୍ତୁ ଶାସ୍ତ୍ର ନିୟମ ଆପଣଙ୍କ ଭାଗ୍ୟ ବଦଳାଇ ଦେବ । ବାସ୍ତୁ ଶାସ୍ତ୍ର ଅନୁସାରେ ସକାଳୁ...
ସୌନ୍ଦର୍ଯ୍ୟ ଓ ସୁଗନ୍ଧ ବିତରଣ କରୁଥିବା ଏହିପରି ଏକ ଫୁଲ ହେଉଛି 'ଗେଣ୍ଡୁ' ଯାହାର ଅନେକଗୁଡିଏ ଭଲ ଗୁଣ ଅଛି । ଏହା ଶୀଘ୍ର ନଷ୍ଟ ହୁଏ ନାହିଁ, ଅପେକ୍ଷାକୃତ ଭାବେ ଟାଣ, ଶସ୍ତା, ସୁନ୍ଦର ଓ ସହଜରେ ମିଳିଥାଏ । ଆଜିକାଲି ଏହି ଫୁଲର ଚାହିଦା ଯଥେଷ୍ଟ...
ଘରର ସୌନ୍ଦର୍ଯ୍ୟ ବଢାଇବା ପାଇଁ ପ୍ରାୟତଃ ସମସ୍ତେ ଚାହାନ୍ତି । ସେଥିପାଇଁ ଆମ ଘର ମାନଙ୍କରେ ଆମେ ବିଭିନ୍ନ ଗଛ ଲଗାଇଥାଉ । କିନ୍ତୁ ଯଦି ଘରର କମ୍ ସ୍ଥାନ ଯୋଗୁଁ ଆମେ ଘର ଭିତରେ ଗଛ ଲଗେଇ ପାରିନଥାଉ । କିନ୍ତୁ ଆପଣ ଚାହିଁଲେ ଅଳ୍ପ ସ୍ଥାନ...
ବର୍ତ୍ତମାନ ସମୟରେ ପନିପରିବାର ଦର ଦାମ୍ ବୃଦ୍ଧି ହେଉଥିବା ବେଳେ ବହୁତ କମ୍ ଯାଗାରେ ଲୋକମାନେ କିଚେନ୍ ଗାର୍ଡେନ ପାଇଁ ମନବଳେଇଲେଣି । ଆଜି ଆମେ ଜାଣିବା ଛାତ ଉପରେ କିଭଳି କରିବା ‘କିଚେନ୍ ଗାର୍ଡେନ୍‘ ।
BSNL ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତ ସଂଚାର ନିଗମ ଲିମିଟେଡ୍ ହରିୟାଣା ସର୍କଲରେ ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରିପାରିବେ ।
ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟ ପଛରେ କାରଣ କଣ ? କାହିଁକି ଫେଲ୍ ହେଲା ବିଜେପି ? ନେତା ଓ କର୍ମୀଙ୍କ ମଧ୍ୟରେ କଣ ଅସୁବିଧା ରହିଲା ? ଏସବୁ ନେଇ ଏବେ ଅନେକଙ୍କ ମନରେ ପ୍ରଶ୍ନ ଉଠିଛି । ଏସମ୍ପର୍କରେ ଚାରି ଦଶନ୍ଧିର ଅନୁଭବ...
ୟୁକ୍ରେନ ଉପରେ ଆକ୍ରମଣକୁ ନେଇ ରୁଷ ବିରୋଧରେ ଆମେରିକାର ବଡ଼ କାର୍ଯ୍ୟାନୁଷ୍ଠାନ । ମିଳିତ ଜାତିସଂଘରେ ଅବସ୍ଥାପିତ ରୁଷ ଡିପ୍ଲୋମେଟିକ ମିଶନର ୧୨ ଅଧିକାରୀଙ୍କୁ ବହିଷ୍କାର କରିଛି ଆମେରିକା । ମାର୍ଚ୍ଚ ୭ ସୁଦ୍ଧା ନ୍ୟୁୟର୍କ ଛାଡ଼ି ପଳାଇବାକୁ ଆମେରିକା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜାତିସଂଘରେ ରୁଷର...
ମାର୍ଚ୍ଚ ମାସ ପାଇଁ ଆସିଲା ଗାଇଡ୍ ଲାଇନ୍ । ମହାଶିବରାତ୍ରୀ, ଦୋଳ ପୂର୍ଣ୍ଣମୀ, ହୋଲି ପାଳନ ନେଇ ଗାଇଡ୍ଲାଇନ୍ରେ ମିଳିଲା ଅନୁମତି । ମହାଶିବରାତ୍ରୀ ଏବଂ ଦୋଳ ପୂର୍ଣ୍ଣମୀ କୋଭିଡ୍ ଗାଇଡ୍ଲାଇନ୍ ଭିତରେ ପାଳନ କରାଯିବ । ଘର ଭିତରେ କେବଳ ପରିବାର ସଦସ୍ୟଙ୍କ ସହ ହୋଲି ପାଳନ...
ଦିନ ମଜୁରିଆ ହେଲେ ସରପଞ୍ଚ । ଦେବା ପାଇଁ ତାଙ୍କ ପାଖରେ କିଛି ନଥିଲା । ବିନା ଅର୍ଥବଳରେ ସେ ନିର୍ବାଚନୀ ବୈତରଣୀ ପାର କରିଛନ୍ତି । ଦିନେ ଗାଁରେ କାମ ଖୋଜୁଥିଲେ, ଅନ୍ୟର ଘରେ କାମ କରୁଥିଲେ ଏବେ ସେ ଗାଁର ପ୍ରତିନିଧି । ଜାତୀୟ ଗ୍ରାମିଣ...