• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by

mohan majhi
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ। ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ବାର୍ଷିକ ଉତ୍ସବରେ ଯୋଗ ଦେବେ । ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ ମୁଖ୍ୟମନ୍ତ୍ରୀ ।ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବେ

Ratna Bhandar
ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

'brinjal korma'
ଆଜି ଘରେ ବନାନ୍ତୁ ସୁଆଦିଆ ଦେଶୀ ରେସିପି ‘ବାଇଗଣ କୋର୍ମା’

ଘରେ ନିରାମିଷରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ ବାଇଗଣରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘ବାଇଗଣ କୋର୍ମା’ ।

Gold Price Today
Gold Price Today 19th September 2024: ଆଜି କମିଛି ସୁନା ଦର,ଜଲ୍‌ଦି କିଣନ୍ତୁ ସୁନା ଅଳଙ୍କାର

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଜାଣନ୍ତୁ କେତେ...

Walkie-Talkie Explosion
ଲେବାନନ୍‌ରେ ନରସଂହାର; ପେଜର୍ ପରେ ୱାକିଟକି ବ୍ଲାଷ୍ଟ୍, ୨୦ମୃତ

ପେଜର୍‌ ବିସ୍ଫୋରଣରୁ ୨୪ଘଣ୍ଟା ନପୂରୁଣୁ ଏବେ ୱାକିଟକି ବିସ୍ଫୋରଣ ହୋଇଛି। ଗତକାଲି ପେଜର୍‌ ବିସ୍ଫୋରଣରେ ୧୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ୱାକିଟକି ବିସ୍ଫୋରଣରେ ୨୦ଜଣ ଆଖିବୁଜିଛନ୍ତି।

Series of Explosion Strikes in Bhubaneswar
ପୁଣି ରାଜଧାନୀରେ ଫୁଟିଲା ବୋମା, ନାବାଳକ ଆହତ

ଭୁବନେଶ୍ବର କେଦାରପଲ୍ଲୀ ବସ୍ତିରେ ସିରିଜ୍ ବୋମାମାଡ଼ ହୋଇଛି । କେଦାରପଲ୍ଲୀ ବସ୍ତିର ଲେନ୍-୧ ଓ ବରହମପୁର ଗଳିରେ ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି । ଏଥିରେ ଜଣେ ନାବାଳକ ଆହତ ହୋଇଥିବା ବେଳେ ଘଟଣାର ଖୋଳତାଡ଼ କରୁଛି ପୋଲିସ୍।

Flood-Affected
ବାଲେଶ୍ୱରରେ ବନ୍ୟା ବିତ୍ପାତ,ନଦୀ ବନ୍ଧ ଉପରେ ରାତି କାଟିଲେ ବିପନ୍ନ

ଗାଁ ଦାଣ୍ଡରେ ସୁଅ କାଟି ଚାଲିଛି ବେକେ ଉଚ୍ଚର ପାଣି। ବାଲେଶ୍ବର ବନ୍ୟା ପ୍ରଭାବିତ ଅଞ୍ଚଳରେ ସାଂଘାତିକ ସ୍ଥିତି । କୁମ୍ଭୀରଗଡ଼ି ପଞ୍ଚାୟତର ୫ ଗାଁର ୩ ଶହ ପରିବାର ନଦୀ ବନ୍ଧରେ ଆଶ୍ରୟ ନେଇଛନ୍ତି ।

mohan majhi
ମୋହନ ସରକାର @୧୦୦, ବିଜେପି ପକ୍ଷରୁ ଭବ୍ୟ କାର୍ଯ୍ୟକ୍ରମ

ମୋହନ ସରକାରକୁ ପୂରିଲା ୧୦୦ ଦିନ । ଏଥିପାଇଁ ପୁରୀରେ ବିଜେପି ପକ୍ଷରୁ ଭବ୍ୟ କାର୍ଯ୍ୟକ୍ରମ କରାଯାଇଛି । ଲୋକଙ୍କ ପାଖରେ ଉପଲବ୍ଧି ପହଞ୍ଚାଇବାକୁ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଜିଲ୍ଲା, ନିର୍ବାଚନ ମଣ୍ଡଳୀରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

Gold Price Today
Gold Price Today 18th September 2024: କାଲି ଅପେକ୍ଷା ଆଜି ସାମାନ୍ୟ ବଢିଛି ସୁନା ଦର, ଜାଣନ୍ତୁ କେତେ?

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଜାଣନ୍ତୁ କେତେ...

Panchang
Panchang Today 17th September 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଭୂମି ପୂଜା କରନ୍ତୁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Husband Abandons Wife
ବିପଦ ସମୟରେ ହାତ ଛାଡିଦେଲା ଅମାନୁଷିକ ସ୍ୱାମୀ

ବିପଦ ସମୟରେ ହାତ ଛାଡିଦେଲା ଅମାନୁଷିକ ସ୍ୱାମୀ। ଯାହା ହାତ ଧରି ସାତଜନ୍ମ ପାଇଁ ଚାଲିବାର ଶପଥ ନେଇଥିଲା, ତାକୁ ଆଜି ରୋଗଗ୍ରସ୍ତ ଅବସ୍ଥାରେ ଏକୁଟିଆ ଛାଡିଗଲା। ଟଙ୍କା ଆଣିବ ବୋଲି କହି ଯାଇଛି ଯେ ଯାଇଛି, ମାସେ ହୋଇଗଲାଣି ।

9-Year-Old Girl
ମୋ ମାଙ୍କୁ ଭଲ କରିଦିଅ

ଦଇବ ଦାଉ ସାଧିଛି। ୯ବର୍ଷର କୁନିଝିଅର ଗୋଟିଏ ମାତ୍ର ସାହା ଭରସା, ତା ମାଆ ଆଜି ମୃତ୍ୟୁ ସହ ସଂଗ୍ରାମ କରୁଛି। ଆଉ ମାଆକୁ ବଞ୍ଚାଇ ରଖିବା ପାଇଁ ପାଠ ପଢା ଛାଡ଼ିଦେଇଛି ଏହି କୁନିଝିଅ।

 White Pig Farming
କୋଟିପତି କଲା ଘୁଷୁରୀ ଚାଷ

କୋଟିପତି କରାଇଛି ଧଳା ଘୁଷୁରୀ ଚାଷ। ନିଜେ ସ୍ୱାବଲମ୍ୱୀ ହେବା ସହ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି ମହିଳା ଚାଷୀ। ଦେଖନ୍ତୁ ଏହି ରିପୋର୍ଟ ।

panchang
Panchang Today 16th September 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଗୃହ ଶାନ୍ତି ପୂଜା କରନ୍ତୁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Woman begs for money
ଯୋଉ ଭାଇ ହାତରେ ଦିନେ ରାକ୍ଷୀ ବାନ୍ଧିଥିଲା, ଆଜି ତା’ରି ଶୁଦ୍ଧିକ୍ରିୟା ପାଇଁ ଭିକ୍ଷା ମାଗୁଛି

ଭାଇର ଶୁଦ୍ଧି ପାଇଁ ଭିକ ମାଗୁଛି ଭଉଣୀ । ୟା ଦୁଆରେ ତା’ ଦୁଆରେ ଛିଡ଼ା ହୋଇ ଲୁହ ଗଡ଼ାଉଛି । କ’ଣ କହିବ... କେମିତି କହି ଭିକ ମାଗିବ... ପାଟିରେ ଭାଷା ନାହିଁ ତା’ର ।

Nabanna Ceremony at Maa Manikeswari Temple
ମାଆ ମାଣିକେଶ୍ୱରୀଙ୍କ ନିକଟରେ ଲାଗିହେଲା ନବାନ୍ନ, ନୂଆଖାଇ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମାଆ ମାଣିକେଶ୍ବରୀଙ୍କ ନିକଟରେ ଲାଗିହେଲା ନବାନ୍ନ । ଉତ୍ସବମୁଖର ଗଡଜାତ ଅଞ୍ଚଳ । ନୁଆ ଖାଇଲେ କଳାହାଣ୍ଡିର ଗଡଜାତ ଅଞ୍ଚଳବାସୀ ।

ilish fish recipe
ଶୁକ୍ରବାର ରାନ୍ଧଣାରେ ଘରେ ବନାନ୍ତୁ ‘କଞ୍ଚା ଇଲିସି ମାଛ ବେସର’

କେବେ ‘କଞ୍ଚା ଇଲିସି ମାଛ ବେସର ବନାଇ ଖାଇଛନ୍ତି? ଆସନ୍ତୁ ଜାଣିବା ଏହାକୁ କିପରି ପ୍ରସ୍ତୁତ କରାଯାଏ

return 6 odia
ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲେ ୬ ଓଡ଼ିଆ

ସାଉଦି ଆରବରୁ ଫେରିଲେ ଫସିଥିବା ୬ ଓଡ଼ିଆ । କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲେ । କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଖୋର୍ଦ୍ଧାରୁ ୬ ଜଣ ଓଡ଼ିଆ ଫେରିଛନ୍ତି ।

Protest
ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ,ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ । କଟକ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ । ଫାୟାର ମ୍ୟାନ ଓ ଫାୟାର ମ୍ୟାନ ଡ୍ରାଇଭର ଆଶାୟୀଙ୍କ ଆନ୍ଦୋଳନ । ନିଯୁକ୍ତି ପତ୍ର ମିଳିଥିଲେ ବି ପୋଷ୍ଟିଂ ମିଳୁନଥିବା ଅଭିଯୋଗ ।

 Actions Against Cooking in Iron Wok in Puri
ଲୁହା କଡ଼େଇରେ ରୋଷେଇ: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗ । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ' । ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।