• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

Preparations for the elections in Maoist area
ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ପ୍ରସ୍ତୁତି ଏବଂ ମାଓ ମୁକାବିଲାର ସମୀକ୍ଷା

ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ବେଳେ ଗ୍ରହଣ କରାଯିବ କଡ଼ା ସୁରକ୍ଷା ବ୍ୟବସ୍ଥା ଆବଶ୍ୟକସ୍ଥଳେ ଡ୍ରୋନ୍ କିମ୍ବା ହେଲିକପ୍ଟରର ମଧ୍ୟ ବ୍ୟବହାର କରାଯିବ । ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ଗସ୍ତ ବେଳେ ଏହା କହିଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ ସ୍ୱାଭିମାନ ଅଞ୍ଚଳରେ ନିର୍ବାଚନ ପ୍ରସ୍ତୁତି ଏବଂ ମାଓ...

Achari chicken recipe
କେବେ ଖାଇଛନ୍ତି କି ଚଟ୍‌ପଟା ‘ଆଚାରି ଚିକେନ୍’

ଆପଣ ଲଞ୍ଚ୍‌ରେ କଣ ଖାଇବା ପ୍ରସ୍ତୁତ କରିବେ ସେ ନେଇ ଚିନ୍ତିତ କି ? ତେବେ ବିଲ୍‌କୁଲ୍ ବି ଚିନ୍ତା କରନ୍ତୁ ନାହିଁ । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଚିକେନର ଏକ ସୁଆଦିଆ ରେସିପି । ଆଜି ଶୁକ୍ରବାର ରାନ୍ଧଣାରେ ଘରେ ପ୍ରସ୍ତୁତ କରନ୍ତୁ...

health benefits of soaked chana
ଖାଆନ୍ତୁ ଗଜା ବୁଟ, ମିଳିବ ଅଦ୍ଭୁତ ଲାଭ

ଛୋଟ ବେଳେ ଆମ ପରିବାରର ବୟସ୍କ ମାନେ ସକାଳୁ ବାତୁରା ଚଣା ଖାଇବାକୁ କହୁଥିଲେ । ଚଣା ସକାଳୁ ଖାଇବା ଦ୍ୱାରା ମିଳିଥାଏ ଅଦ୍ଭୁତ ଲାଭ । ଆପଣ ଯଦି ନିଜକୁ ଫିଟ୍ ରଖିବାକୁ ଚାହୁଁଛନ୍ତି , ବଡ଼ି ବନେଇବାକୁ ଚାହୁଁଛନ୍ତି କିମ୍ବା ଶରୀରକୁ ଶକ୍ତି ଦେବାକୁ ଚାହୁଁଛନ୍ତି...

Face to face with the legislator-former legislator
ବିଧାୟକ ଓ ପୂର୍ବତନ ବିଧାୟକ ମୁହାଁମୁହିଁ, ଭିଡିଓ ଭାଇରାଲ

ସୋରରେ ବିଧାୟକ ଓ ପୂର୍ବତନ ବିଧାୟକ ମୁହାଁମୁହିଁ । ପୂର୍ବତନ ବିଧାୟକ ସୁରେନ୍ଦ୍ର ପାରମାଣିକଙ୍କୁ ଦୁର୍ବ୍ୟବହାର ଅଭିଯୋଗ । ବିଧାୟକ ଅଶାଳୀନ ଭାଷା ପ୍ରୟୋଗ ସହ ଠେଲାପେଲା କରିଥିବା ଅଭିଯୋଗ ହୋଇଛି । ପର୍ଶୁରାମ ଧଡ଼ା ଓ ସୁରେନ୍ଦ୍ର ପାରମାଣିକ ମହାଁମୁହିଁ ବେଳର ଭିଡିଓ ଭାଇରାଲ ହୋଇଛି ।

Ananda mahindra
ଦୁଃଖ ବୁଝିପାରିଲେ ଆନନ୍ଦ ମହିନ୍ଦ୍ରା

ବାପାଙ୍କୁ ହରାଇ ରେସ୍ତୋରାଁ ଚଳାଉଥିଲେ ଦୁଇ ଭାଇ। ଦୁଃଖ ବୁଝିପାରିଲେ ଆନନ୍ଦ ମହିନ୍ଦ୍ରା । କହିଲେ, ତୁମେ ମାନେ ବହୁତ ସାହାସୀ। ଜମା ବି ବ୍ୟସ୍ତ ହୁଅ ନାହିଁ। ଏମିତିକି ଯେବେ ବି ଅମୃତ ସହର ଯିବି ତୁମ ମାନଙ୍କ ରେସ୍ତୋରାଁକୁ ଖାଇବାକୁ ନିଶ୍ଚୟ ଯିବି ବୋଲି ଆନନ୍ଦ...

eating too much almonds
ଅଧିକ ମାତ୍ରାରେ ବାଦାମ ଖାଉଛନ୍ତି କି ? ସାବଧାନ ହୋଇପାରେ ଏହି ସବୁ କ୍ଷତି

କେହି କେହି କୁହନ୍ତି କି ଦରକାର ଠାରୁ ଅଧିକ ଖାଇଲେ ଖରାପ ହୋଇଥାଏ । ଏଥିରୁ ପୁଷ୍ଟିକର ଖାଦ୍ୟ ପାଇବା ପରିବର୍ତ୍ତେ ଏହା ଶରୀର ଉପରେ ବିପରୀତ ପ୍ରଭାବ ପକାଇଥାଏ । ଯଦି ଆପଣ ଅଧିକ ମାତ୍ରାରେ ବାଦାମ ଖାଉଛନ୍ତି, ତେବେ ଏହା ଆପଣଙ୍କ ଶରୀରକୁ ଅନେକ ଉପାୟରେ...

gold rate today
ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ଅଛି ଦାମ୍

ପୁଣି ବଢିଲା ସୁନା ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୫୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୬୬୦ ଟଙ୍କା ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୫୬୦...

ict-ioc recruitment
ଭୁବନେଶ୍ୱର ICT-IOCରେ ଖାଲିପଡିଛି ଫାକଲ୍ଟି ପଦବୀ, ତୁରନ୍ତ କରନ୍ତୁ ଆବେଦନ

ଭୁବନେଶ୍ୱର ICT-IOCରେ ଖାଲିପଡିଛି ଫାକଲ୍ଟି ପଦବୀ। ଓଡ଼ିଶାରେରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଭୁବନେଶ୍ୱରICT-IOCରେ ଖାଲିପଡିଛି ଫାକଲ୍ଟି ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ତୁରନ୍ତ କରନ୍ତୁ ଆବେଦନ।

Rice water reduces hair loss
କେଶ ଝଡ଼ିବା କମ୍‌ କରେ ପେଜ, ଜାଣନ୍ତି କି?

ଭାତ ଗାଳି ସାରିବା ପରେ ଏହାର ପେଜକୁ ଅଦରକାରୀ ଭାବି ଆମେ ଫିଙ୍ଗି ଦେଇଥାଉ। ଏହାକୁ ନଫିଙ୍ଗି ଘରୋଇ ଉପଚାର ଭାବରେ ଆପଣ ବ୍ୟବହାର କରିପାରିବେ। ତ୍ୱଚା ଓ କେଶକୁ ସୁନ୍ଦର କରିବା ପାଇଁ ପେଜକୁ ବ୍ୟବହାର କରାଯାଇଥାଏ ।

vitamin d for health
ପିଲାମାନଙ୍କ ସ୍ୱାସ୍ଥ୍ୟ ପାଇଁ ଭିଟାମିନ୍-ଡି, ଜାଣି ରଖନ୍ତୁ କିଛି ଘରୋଇ ଉପଚାର

ପିଲାମାନଙ୍କ ସ୍ୱାସ୍ଥ୍ୟ ପାଇଁ ଭିଟାମିନ୍-ଡି ଶିଶୁମାନଙ୍କ ଶରୀରକୁ ସୁସ୍ଥ ଏବଂ ଶକ୍ତିଶାଳୀ କରିବା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପିଲାମାନେ ଜନ୍ମରୁ ଏକ ନିର୍ଦ୍ଦିଷ୍ଟ ପରିମାଣର ଭିଟାମିନ୍-ଡି ଆବଶ୍ୟକ ହୋଇଥାଏ । ଏହି କାରଣରୁ ଡାକ୍ତରମାନେ ପିଲାମାନଙ୍କୁ ୧୫ ମିନିଟ୍ ପାଇଁ ହାଲୁକା ସୂର୍ଯ୍ୟ କିରଣ ଦେଖାଇବାକୁ କୁହନ୍ତି।...

tawa paneer recipe
କେବେ ଖାଇନଥିବେ ପନୀରର ଏହି ସୁଆଦିଆ ରେସିପି

ଘରେ ଆମେ ପନୀରର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ପନୀରର ଏକ ନୂଆ ରେସିପି ବିଷୟରେ କହିବୁ । ଏହି ରେସିପିର ନାଁ ହେଉଛି ‘ତାୱା ପନୀର’। ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ ।

Gajapati's daughter marrige
ବିବାହ ବନ୍ଧନରେ ଆବଦ୍ଧ ହେବେ ପୁରୀ ଗଜିପତିଙ୍କ ଝିଅ

ଆଜି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଝିଅଙ୍କ ବାହାଘର। ଗଜପତି ମହାରାଜାଙ୍କ ତୃତୀୟ କନ୍ୟା ରାଜକୁମାରୀ ଦେବେଶୀ ଦେବୀ ଆଜି ବିବାହ ବନ୍ଧନରେ ଆବଦ୍ଧ ହେବେ। ଭୁବନେଶ୍ୱର ସ୍ଥିତ ହୋଟେଲ ମେ’ ଫେୟାରରେ ଏହି ହାଇପ୍ରୋଫାଇଲ୍‌ ବିବାହ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।

Union Minister Bisweshwar Tudu
କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଆଶ୍ୱସ୍ତି, ହାଇକୋର୍ଟରୁ ଟୁଡ଼ୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଆଶ୍ୱସ୍ତି । ହାଇକୋର୍ଟରୁ ଟୁଡ଼ୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ଆଜି ଅନ୍ତରୀଣ ଜାମିନ୍ ଆବେଦନର ଶୁଣାଣି କରି ହାଇକୋର୍ଟ ତାଙ୍କୁ ସୁରକ୍ଷା ପ୍ରଦାନ କରିଛନ୍ତି । ମାମଲାରେ ମାର୍ଚ୍ଚ ୪ରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ ।...

Women's riots
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହଙ୍ଗାମା

ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହଙ୍ଗାମା । ଆତ୍ମାହୁତି ଦେବା ବେଳେ କାବୁ କଲା ପୋଲିସ । ମହିଳା ଜଣକ ଭାପୁର ଫାଣ୍ଡି ଅନ୍ତର୍ଗତ କୋଇଲିପଙ୍ଗି ଗାଁର ବୋଲି ଜଣାପଡ଼ିଛି । ତାଙ୍କ ୧୦ ବର୍ଷର ନାବାଳିକା ଝିଅକୁ ପଡୋଶୀ ଘର ଲୋକେ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା...

Mao poster, young man dead
ମାଓ ପୋଷ୍ଟର ନିକଟରେ ବିସ୍ପୋରଣ, ଯୁବକ ମୃତ

ପୁଣି ମାଓବାଦୀଙ୍କ ବର୍ବରତା । ମାଓ ପୋଷ୍ଟର ଲାଗିଥିବା ସ୍ଥଳରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । କନ୍ଧମାଳ ଫିରିଙ୍ଗିଆ ଥାନାର ସାଡ଼ିଙ୍ଗିଆ କିଆମୁଣ୍ଡା ନିକଟରେ ବିସ୍ଫୋରଣ ହୋଇଛି । ମାଓବାଦୀ ମାନେ ଲଗାଇଥିବା ପୋଷ୍ଟର ନିକଟରେ ଏହି ଅଘଟଣ ଘଟିଛି ।

People surrounded two BJD ministers
ପଞ୍ଚାୟତ ନିର୍ବାଚନ ପ୍ରଚାରରେ ଯାଇ ହଟହଟା ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ

ବିଜେଡିର ୨ ମନ୍ତ୍ରୀଙ୍କୁ ଘେରିଗଲେ, ପ୍ରଶ୍ନବାଣରେ କଲେ ଘାଇଲା । ପଞ୍ଚାୟତ ନିର୍ବାଚନ ପ୍ରଚାରରେ ଯାଇ କୋଣାର୍କ ଅଞ୍ଚଳରେ ହଟହଟା ହୋଇଛନ୍ତି ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଲୋକଙ୍କ ଦ୍ୱାରା ହଟହଟା ହୋଇଛନ୍ତି।

When will Mamita get justice
ନିର୍ବାଚନୀ ମାହୋଲ ଭିତରେ ପୁଣି ସତେଜ ମମିତା ତାତି

ନିର୍ବାଚନୀ ମାହୋଲ ଭିତରେ ପୁଣି ସତେଜ ମମିତା ତାତି । ପୋଲିସ ହାତରେ ଆଉ ସପ୍ତାହେ ଥିବା ବେଳେ ଏ ପର୍ଯ୍ୟନ୍ତ ଚାର୍ଜସିଟ ଦାଖଲ ହୋଇନାହିଁ, ଯାହାକୁ ନେଇ ବିରୋଧୀ ତୁମ୍ବି ତୋଫାନ କରୁଛନ୍ତି । ଏପରିକି ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଉଥିବାର ଅଭିଯୋଗ ମଧ୍ୟ କରୁଛନ୍ତି ।

Young man threatens to commit suicide by climbing a mobile tower
ମୋବାଇଲ୍‌ ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଧମକ

ମୋବାଇଲ୍‌ ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଧମକ। କଟକ ଜିଲ୍ଲା ବାଙ୍କୀ ଡମପଡ଼ା ମଦନମୋହନ ଛକରେ ଥିବା ମୋବାଇଲ ଟାୱାରରେ ଯୁବକ ଜଣକ ଚଢ଼ି ଯାଇଥିବା ଦେଖିବାକୁ ମିଳିଛି।

Lingaraj owns more than 1 acre of land
ହଡ଼ପ୍ ହେଉଛି ମହାପ୍ରଭୁ ଲିଙ୍ଗରାଜଙ୍କ କୋଟି କୋଟି ଟଙ୍କାର ଜମି !

ଲିଙ୍ଗରାଜଙ୍କ ୧ ଏକରରୁ ଅଧିକ ଜମି ଉପରେ ଘରୋଇ ମାଲିକାନା, ପଟ୍ଟା କରିଥିବାରୁ ଜମି ଛାଡିବାକୁ ନାରାଜ ସ୍ଥାନୀୟ ଲୋକେ ସରକାରଙ୍କ ଜାଣନ୍ତରେ ହଡ଼ପ୍ ହେଉଛି ମହାପ୍ରଭୁ ଲିଙ୍ଗରାଜଙ୍କ କୋଟି କୋଟି ଟଙ୍କାର ଜମି । ଜମି ଉପରେ ଅନେକ ଲୋକଙ୍କ କବଜା । ଆପତ୍ତି ଅଭିଯୋଗ ଏପରିକି କୋର୍ଟର...

 Banaklagi Niti
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।