• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

Odisha Plus 2  Results 2021
ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ରେଜଲ୍ଟ। ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। orissaresults.nic.inରେ ରେଜଲ୍ଟ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଚେକ୍‌ କରିପାରିବେ।

COVID-19
୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ, ୬୦ ମୃତ

ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୯୮ ରହିଛି। ଅଗଷ୍ଟ ୧୧ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।...

Fake Crop Insurance
ଧରା ପଡିଲେ ନକଲି ଚାଷୀ

ବଲାଙ୍ଗିରରେ ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି...

Despite Sec 144, Protests
କେନ୍ଦ୍ରାପଡ଼ା ଭାରିଗଦାରେ ଚାପା ଉତ୍ତେଜନା,୨୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି କେନ୍ଦ୍ରାପଡ଼ା ଭାରିଗଦାରେ ଚାପା ଉତ୍ତେଜନା ଲାଗି ରହିଛି। ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି ଗତକାଲି ପ୍ରକଳ୍ପ ସ୍ଥାନରେ ଲୋକମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଯେଉଁମାନେ ଭଙ୍ଗାରୁଜାରେ ସାମିଲ ଥିଲେ, ସେମାନଙ୍କ ମଧ୍ୟରୁ ଅନେକ ଲୋକଙ୍କୁ ପୋଲିସ ଉଠାଇ ନେଇଥିବା...

PM Modi meet 10-Year-Old Anisha
କୁନି ଝିଅର ଅନୁରୋଧ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କୁନି ଝିଅର ଅନୁରୋଧ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସଂସଦରେ ୧୦ ବର୍ଷର ଝିଅ ଅନିଶାଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତେବେ ଏହି ସାକ୍ଷାତକାର ଯେତିକି ରୋଚକ ତାଠୁ ଅଧିକ ରୋଚକ ଏହା ପଛର କାହାଣୀ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ମେଲ୍‌ କରି...

Rice ball
ପିଲାଙ୍କ ପାଇଁ ସନ୍ଧ୍ୟାରେ ବନାନ୍ତୁ ଟେଷ୍ଟି ରାଇସ୍ ବଲ୍

ସାଧାରଣତଃ ଘରେ ଛୋଟ ପିଲାମାନେ ଭାତ,ରୁଟି ଖାଇବାକୁ ନାକ ଟେକିଥାନ୍ତି । ସ୍ନାକ୍ସ ଖାଇବା ପାଇଁ ବେଶୀପସନ୍ଦ କରନ୍ତି ଛୋଟ ପିଲାମାନେ। ପିଲାମାନଙ୍କ ପାଇଁ କଣ ପ୍ରସ୍ତୁତ କରିବେ ସବୁବେଳେ ସବୁ ଗୃହିଣୀଙ୍କର ଚିନ୍ତା ରହିଥାଏ । ତେବେ ଆଜି ଆମେ ଆପଣ ମାନଙ୍କୁ ଘରର...

elephant day
ଆଜି ବିଶ୍ୱ ହସ୍ତୀ ଦିବସ

ଆଜି ବିଶ୍ୱ ହସ୍ତୀ ଦିବସ। ଏହି ଅବସରରେ ହାତୀମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରାଥମିକତା ଦିଆଯାଉଛି । ୨୦୧୨ ମସିହାଠାରୁ ଅଗଷ୍ଟ ୧୨କୁ ବିଶ୍ୱ ହସ୍ତୀ ଦିବସ ଭାବେ ପାଳନ କରାଯାଉଛି । ହାତୀମାନଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ସହ ହାତୀ ଶିକାର ଉପରେ...

Protestors Clash With Police
ତେଜୁଛି ଖରସ୍ରୋତା ପ୍ରକଳ୍ପ ବିବାଦ,ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ

ତେଜିବାରେ ଲାଗିଛି କେନ୍ଦ୍ରାପଡ଼ା ଖରସ୍ରୋତା ପ୍ରକଳ୍ପ ବିବାଦ। ଏହି ପ୍ରକଳ୍ପକୁ ବିରୋଧ କରୁଥିବା ଲୋକଙ୍କ ସହିତ ପୋଲିସ ମୁହାଁମୁହିଁ ହୋଇଛି। ରାଜକନିକାର ଭାରିଗଦାରେ ଏହି ମେଗା ପାନୀୟ ଜଳ ପ୍ରକଳ୍ପ ହେବାର ପ୍ରସ୍ତାବ ଅଛି। କିନ୍ତୁ ଏହାକୁ କେତେକ ଲୋକ ଜୋରଦାର ବିରୋଧ କରୁଛନ୍ତି। ପ୍ରକଳ୍ପକୁ ବିରୋଧ କରୁତିବା...

Banana peel
କଦଳୀ ଚୋପାରେ ଅଛି ଅନେକ ଗୁଣକାରୀ ତତ୍ତ୍ୱ,ଜାଣନ୍ତୁ ଏହାର ଉପକାରିତା

ସ୍ୱାସ୍ଥ୍ୟ ହିଁ ସଂପଦ । ସ୍ୱାସ୍ଥ୍ୟ ପାଇଁ ସୁଷମ ଖାଦ୍ୟ ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ । ବିଭିନ୍ନ ଫଳରୁ ଶରୀରକୁ ଅନେକ ଭିଟାମିନ ମିଳିଥାଏ । କଦଳୀ ଆମ ସ୍ୱାସ୍ଥ୍ୟ ପାଇଁ ବହୁତ ହିତକାରୀ ଅଟେ । ଆପଣ ଜାଣିଛନ୍ତି କି ଆପଣ ଫୋପାଡି ଦେଉଥିବା...

World Elephant Day 2021
ଆଜି ବିଶ୍ୱ ହସ୍ତୀ ଦିବସ, ହାତୀ ମାନଙ୍କ ସୁରକ୍ଷା ଓ ସଂରକ୍ଷଣ ଉପରେ ଗୁରୁତ୍ୱ

ଆଜି ହେଉଛି ବିଶ୍ୱ ହସ୍ତୀ ଦିବସ । ଏହି ଅବସରରେ ହାତୀମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରାଥମିକତା ଦିଆଯାଉଛି । ୨୦୧୨ ମସିହାଠାରୁ ଅଗଷ୍ଟ ୧୨କୁ ବିଶ୍ୱ ହସ୍ତୀ ଦିବସ ଭାବେ ପାଳନ କରାଯାଉଛି । ହାତୀମାନଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟିକରିବା ସହ ହାତୀ ଶିକାର...

corona death
ରାଜ୍ୟରେ ୧୧୦୭ ନୂଆ ପଜିଟିଭ୍‌ ଚିହ୍ନଟ,୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନା ସଂକ୍ରମଣ ମାତ୍ର କିଛିଦିନ କମିବା ପରେ ପୁଣିଥରେ ସଂକ୍ରମଣ ବୃଦ୍ଧି ପାଇଛି। ଅଗଷ୍ଟ ୧୦ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୦୭୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୨ ଥିଲା।...

Man Throws Acid
ଯୁବତୀଙ୍କୁ ଏସିଡ୍‌ ମାଡ଼

ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ଏସିଡ୍‌ ମାଡ଼ କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଧଉଳି ବାଲିଆପଡ଼ାରେ ଜଣେ ଯୁବତୀଙ୍କ ଉପରକୁୁ ଜଣେ ଯୁବକ ଏସିଡ୍‌ ମାଡ଼ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସମ୍ପୃକ୍ତ ଯୁବତୀଙ୍କୁ କଟକ...

aralakhemundi ACF’s death case
ରହସ୍ୟ ଘେରରେ ACFଙ୍କ ମୃତ୍ୟୁ,ନ୍ୟାୟ ଅପେକ୍ଷାରେ ଅଛନ୍ତି ସୌମ୍ୟଙ୍କ ପରିବାର

କେମିତି ହେଲା ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ? ହତ୍ୟା ନା ଆତ୍ମହତ୍ୟା ? ଯଦି ହତ୍ୟା କରାଯାଇଛି ତା’ହେଲେ ଅଭିଯୁକ୍ତ କିଏ ? ଆଉ ଯଦି ସୌମ୍ୟ ଆତ୍ମହତ୍ୟା କରିଛନ୍ତି ତା’ହେଲେ ଏହା ପଛର କାରଣ କ’ଣ ? ସୌମ୍ୟଙ୍କ ମୃତ୍ୟୁକୁ ମାସେ ପୁରି...

Jagannath Temple Reopens
ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ। ଆଜି ଏବଂ ଆସନ୍ତାକାଲି ୨ ଦିନ ଧରି ସେବକ ପରିବାରକୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଇଛି।ସେମାନେ ଯେକୌଣସି ଦ୍ୱାର ଦେଇ ପରିଚୟପତ୍ର କିମ୍ବା ବୀମା କାର୍ଡ ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ। ପୁରୀ ବାସିନ୍ଦାଙ୍କ ପାଇଁ ଆସନ୍ତା ୧୬ରୁ ୨୦...

Priyanka, Katrina and Alia
ଏକାଠି ନଜର ଆସିବେ ୩ ଟପ୍ ଷ୍ଟାର; ପରଦାରେ ଧୁମ୍ ମଚେଇବେ କ୍ୟାଟ୍ରିନା, ପ୍ରିୟଙ୍କା ଓ ଆଲିଆ

ବଡ଼ ପରଦାରେ ଏକାଠି ନଜର ଆସିବେ ବଲିଉଡର ତିନି ଟପ୍ ଅଭିନେତ୍ରୀ । ଫରହାନ ଅଖତରଙ୍କ ଫିଲ୍ମ ‘ଜୀ ଲେ ଜରା’ରେ ଏକାଠି ଅଭିନୟ କରିବେ କ୍ୟାଟ୍ରିନା କୈଫ୍, ପ୍ରିୟଙ୍କା ଚୋପ୍ରା ଓ ଆଲିଆ ଭଟ୍ଟ । ଏନେଇ ମଙ୍ଗଳବାର ସୋସିଆଲ ମିଡିଆରେ ଘୋଷଣା କରାଯାଇଛି । ଏହି...

Massive Landslide
କିନ୍ନୌରରେ ବଡ଼ ଧରଣର ଭୂସ୍ଖଳନ,୪୦ ଜଣ ମାଟି ତଳେ ଫସିଥିବା ଆଶଙ୍କା

କିନ୍ନୌରରେ ବଡ଼ ଧରଣର ଭୂସ୍ଖଳନ । ବୁଧବାର ଅପରାହ୍ନରେ ହିମାଚଳ ପ୍ରଦେଶରେ କିନ୍ନୌର ଜିଲ୍ଲାର ଚୌରା ନିକଟସ୍ଥ ଜାତୀୟ ରାଜପଥ ସଂଲଗ୍ନ ଇଗଲ ଜଙ୍ଗଲରେ ପାହାଡ଼ ଧସିବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଛନ୍ତି । ପାହାଡ଼ରୁ...

IAS toppers Granted Divorce
ବିଚ୍ଛେଦ ହେଲେ ଚର୍ଚ୍ଚିତ ଆଇଏଏସ୍ ଯୋଡି

ଛାଡପତ୍ର ହୋଇଛି ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଟିନା ଦାବି ଓ ଅଥର ଆମୀର ଖାନ୍‌ଙ୍କ। ୨୦୧୮ରେ ଏମାନଙ୍କ ହୋଇଥିଲା ଚର୍ଚ୍ଚିତ ବିବାହ। ବିବାହ ଭୋଜିରେ ବରିଷ୍ଠ ରାଜନେତାମାନେ ଯୋଗ ଦେଇଥିଲେ। ଜୟପୁରର ଏକ ପରିବାର କୋର୍ଟ ସେମାନଙ୍କ ଛାଡପତ୍ର ଅନୁରୋଧକୁ ମଞ୍ଜୁର କରିଛନ୍ତି।

Fraud Calls
104 ଏମରଜେନ୍ସି ନମ୍ବରକୁ ଆସୁଛି ଫେକ୍ କଲ,ଥାନାରେ ଦାୟର ହେଲା ମାମଲା

କୋଭିଡ ହେଲପ୍‌ ଲାଇନ ନମ୍ବର 104 କୁ ଆସୁଛି ଫେକ୍ କଲ। ଗୋଟେ ଗୋଟେ ନମ୍ବରରୁ ପ୍ରାୟ ୫୦୦ ଥର କଲ ଆସିଥିବା ଜଣାପଡିଛି। ଏପରିକି କଲ ସେଣ୍ଟର ମହିଳା କର୍ମଚାରୀ ଏବଂ ମହିଳା ଡାକ୍ତରଙ୍କ ସହ କଥା ହେବା ବାହାନାରେ କଲ କରି ଅଶ୍ଳୀଳ ଭାଷା ପ୍ରୟୋଗ...

chiken sweet and spice
ଚିକେନ ସୁଇଟ୍ ଏଣ୍ଡ ସ୍ପାଇସ୍

ସାଧାରଣତଃ ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ହୋଇଥାଏ । ଆମିଷରେ ଚିକେନକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ତେବେ ଆମେ ଆପଣ ମାନଙ୍କୁ ଚିକେନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ...

Pumpkin
ଇମ୍ୟୁନିଟି ବଢାଇବାରେ ସାହାଯ୍ୟ କରେ କଖାରୁ ମଞ୍ଜି

କେବେ କରୋନା ତ କେବେ ଡେଙ୍ଗୁ ଚିନ୍ତା ଘାରୁଛି ଲୋକଙ୍କୁ । ଏଥିପାଇଁ ଲୋକଙ୍କୁ ସୁଷମ ଖାଦ୍ୟ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି । କଖାରୁ ଭିଟାମିନରେ ଭରପୁର ଏକ ସବୁଜ ପରିବା। ଏଥିରେ ଜାଂଥିନ ଓ ଜେକସେନ୍ଥିନ ସମେତ ଭିଟାମିନ୍‌ ଏ ପ୍ରଚୁର ପରିମାଣରେ...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।