ଲେମନ ଟି ଅର୍ଥାତ ଲେମ୍ବୁ ଚା ସବୁ ଭାରତୀୟ ମାନଙ୍କର ଗୋଟିଏ ପ୍ରିୟ ପାନୀୟ । ଲେମନ ଟିରେ ଅଣ୍ଟିବ୍ୟାକ୍ଟେରିଆଲ ପ୍ରପର୍ଟିଜ ରହିଛି l ଯାହା ଆମକୁ ସଂକ୍ରମଣ ଠାରୁ ରକ୍ଷା କରିଥାଏ । ଲେମ୍ବୁ ଚା କୁ ସେବନ କରିବା ଦ୍ୱାରା ଗଳାର ଯନ୍ତ୍ରଣା ଦୂର ହୋଇଥାଏ...
ହାଇକୋର୍ଟଙ୍କ ପ୍ରତିଷ୍ଠାନରେ ଜୁନିଅର ଷ୍ଟେନୋଗ୍ରାଫରଙ୍କ ୨୯ଟି ଗ୍ରୁପ୍-ସି ପଦବୀ ନିଯୁକ୍ତି ପାଇଁ ଓଡ଼ିଶା ହାଇକୋର୍ଟ ଯୋଗ୍ୟତା ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ଜୁନିଅର ଷ୍ଟେନୋଗ୍ରାଫର ପଦବୀ ପାଇଁ ଇଂରାଜୀ ବିଷୟ ବସ୍ତୁରେ କେନ୍ଦ୍ର ଭିତ୍ତିକ ଯୋଗ୍ୟତା ପରୀକ୍ଷା ନଭେମ୍ବର ୨୧, ୨୦୨୧ (ରବିବାର) ସକାଳ ୧୦.୩୦ରୁ...
ଦୀପାବଳୀ ଓ ଧନତେରାସ ପୂର୍ବରୁ କମିଲା ସୁନା ଦର। ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ ଅଳ୍ପ ପରିବର୍ତ୍ତନ...
ଚିଚେନ୍ ଇଟ୍ଜା, ମେକ୍ସିକୋର ପର୍ଯ୍ୟଟନ ଦୃଷ୍ଟିରୁ ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ସ୍ଥଳୀ । ଏହାଛଡା ଏହା ନୂଆ ଦୁନିଆର ସପ୍ତାଶ୍ଚର୍ଯ୍ୟ ମଧ୍ୟରୁ ଗୋଟେ। ବାସ୍ତବରେ କେଉଁ କାରଣରୁ ଏହା ସପ୍ତାଶ୍ଚର୍ଯ୍ୟରେ ସାମିଲ ହୋଇପାରିଲା ତାହା ନେଇ ମନରେ ଅନେକ ପ୍ରଶ୍ନ ଉଠିଥାଏ । ବାସ୍ତବରେ କେବଳ ଏହାର ଭବ୍ୟତା...
କାର୍ତ୍ତିକ ମାସର କୃଷ୍ଣ ପକ୍ଷ ତ୍ରୟୋଦଶୀକୁ ଧନତେରସ ପର୍ବ ଭାବରେ ପାଳନ କରାଯାଏ । ଏହି ଦିନ ଧନର ଦେବତା କୁବେର, ମାଆ ଲକ୍ଷ୍ମୀ, ଧନଭନ୍ତରୀ ଏବଂ ଯମରାଜଙ୍କୁ ପୂଜା କରାଯାଏ । ବିଶ୍ୱାସ କରାଯାଏ ଯେ ଏହି ଦିନ କିଛି ଜିନିଷ କ୍ରୟ କଲେ ଶୁଭପ୍ରଦ...
ହାଇ ବ୍ଲଡ଼ ପ୍ରେସର ବା ଉଚ୍ଚ ରକ୍ତଚାପକୁ ସାଇଲେଣ୍ଟ କିଲର କୁହାଯାଏ । ଏହାର ସାଧାରଣତଃ କୌଣସି ଲକ୍ଷଣ ଦେଖିବାକୁ ମିଳି ନଥାଏ । ଅଧିକାଂଶ ସମୟରେ ହୃଦ୍ ରୋଗ ମଧ୍ୟ ରକ୍ତ ଚାପର କାରଣ ହୋଇଥାଏ । ବିଶେଷଜ୍ଞ ମାନଙ୍କ ମତରେ ଆପଣଙ୍କ ହାର୍ଟ କେତେ ବ୍ଲଡ଼...
ଘରକୁ କୁଣିଆ ଆସିଲେ କଣ ପ୍ରସ୍ତୁତ କରିବେ ସେ ନେଇ ଗୃହିଣୀ ମାନେ ଚିନ୍ତ୍ରାରେ ପଡି ଯାଆନ୍ତି । ଆଜି ଆମେ ଭାତ ବା ରାଇସର ଏକ ନୂଆ ରେସିପି ବିଷୟରେ କହିବୁ,ଯାହା ଅତି ଶୀଘ୍ର ଓ କମ୍ ସମୟ ମଧ୍ୟରେ ଆପଣ ବନେଇ ପାରିବେ । ଏହି...
ଖାଲି ପେଟରେ ରହିବା ସ୍ୱାସ୍ଥ୍ୟ ପକ୍ଷେ ହିତକର ନୁହେଁ । ଭୋକ ସମୟରେ ଆମକୁ ଧ୍ୟାନ ରଖିବା ଆବଶ୍ୟକ ଯେ ଆମେ ସକାଳ ଜଳଖିଆ କିମ୍ବା ମାଧ୍ୟାହ୍ନ ଭୋଜନ ଦୁଇଟି ମଧ୍ୟରୁ କୌଣସିଟି ଛାଡିବା ଉଚିତ ନୁହେଁ । ତେଣୁକରି ଅଦିକ ଭୋକ ହେବା ସମୟରେ ଆମେ କିଛି ଖାଦ୍ୟ...
କେଉଁଠି ସରକାରଙ୍କ ଯୋଜନା ପାଖରେ ସାଧାରଣ ଲୋକଟିଏ ପହଁଚି ପାରୁନି ତ କେଉଁଠି ସରକାରଙ୍କ ଯୋଜନା ଗରିବ ଅସହାୟଙ୍କ ପାଇଁ ବାଟ ଭୁଲି ଯାଇଛି। ଏହାର ଅବିକଳ ଚିତ୍ର ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ ଓରାଓରୀ ଗ୍ରାମର ରାଜେନ୍ଦ୍ର ସିଂ ଙ୍କ କ୍ଷେତ୍ରରେ । ଦୁଇ...
ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଦୀପ ପ୍ରସ୍ତୁତରେ ଲାଗି ପଡିଛନ୍ତି ଗୋଟେ ପରିବାର । ପ୍ରଦୁଷଣ ମୁକ୍ତ ଦୀପାବଳୀ ପାଇଁ ନୂଆ ପ୍ରୟାସ କରିଛନ୍ତି କଟକର ରବିନ୍ଦ୍ରନାଥ ଓଝା । ମାଟି ବଦଳରେ ବୈଦ୍ୟଶାସ୍ତ୍ରରେ ଥିବା ପଞ୍ଚଗବ୍ୟ ଆଧାରରେ ପ୍ରସ୍ତୁତ ହେଉଛି...
ଦୀପାବଳୀରେ ଆଜିକାଲି ପ୍ଲାଷ୍ଟିକ ଦୀପ ଓ ଲିଚୁ ଲାଇଟ୍ ବହୁଳ ବ୍ୟବହାର ବୃଦ୍ଧି ପାଉଛି । ଧୀରେ ଧରେ କମୁଛି ମାଟି ଦୀପର ଚାହିଦା । ଏଥିପାଇଁ ଆସ୍ତେ ଆସ୍ତେ କୁମ୍ଭକାର ପରିବାରର କୌଳିକ ବ୍ୟବସାୟ ବୁଡିବାକୁ ବସିଲାଣି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହୁଥିବା ହାତ...
ଆଜି ଜେଲରୁ ମୁକୁଳି ପାରନ୍ତି ଶାହରୁଖ୍ ଖାନଙ୍କ ପୁଅ ଆର୍ୟ୍ୟନ ଖାନ୍ । ଆର୍ଥର ରୋଡ୍ ଜେଲ୍ ରେ ଗତ ୨୨ ଦିନ ଧରି ଥିବା ଆର୍ୟନଙ୍କୁ ମିଳିଛି ଜାମିନ୍ । ଜେଲ୍ କର୍ତ୍ତୃପକ୍ଷଙ୍କ ପାଖରେ ସମସ୍ତ ଆବଶ୍ୟକୀୟ ଡକ୍ୟୁମେଣ୍ଟ ପହଞ୍ଚିବା ପରେ ଆଜି ସେ ମୁକୁଳି ପାରନ୍ତି ।...
କମିଲା ସୁନା ଦର,ଦୀପାବଳା ଓ ଧନତେରାସ ପୂର୍ବରୁ କମିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୧୪୦ ଟଙ୍କା କମି ୪୭,୧୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା କମି ୪୮,୧୩୦...
ପ୍ରକୃତିର ପୁଟୁଳିରେ ଆଜି ବି ଏଭଳି ଅନେକ ଆଶ୍ଚର୍ଯ୍ୟ ଭରପୁର ହୋଇ ରହିଛି ଯାହା ବିଷୟରେ ମଣିଷ ଜାଣିବାରେ ସକ୍ଷମ ହୋଇପାରିନାହିଁ । ଆଜି ବି ଦୁନିଆରେ ପ୍ରକୃତିର ଏଭଳି କାରାନାମା ସାମ୍ନାକୁ ଆସୁଥାଏ, ଯେ ଆଶ୍ଚର୍ଯ୍ୟ ହେବାକୁ ଆମେ ବାଧ୍ୟ ହେଉ । ସେହିଭଳି ଏକ ସ୍ଥାନ...
ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ଏବେ ବି ଏଭଳି ଗାଁ ଅଛି ଯେଉଁଠି ବିଦ୍ୟୁତ୍ ଓ ରାସ୍ତା ସଂଯୋଗୀକରଣ ସେବା ସାତସପନ ପରି । ଗାଁରେ ସରକାରୀ ସୁବିଧା ନ ପହଁଚିଥିବା ଯୋଗୁଁ ଅନେକ ଗ୍ରାମବାସୀ ପରିବାର ସହ ଗାଁ ଛାଡିଦେଲେଣି । ତଥାପି ଏଠି ପ୍ରଶାସନ ନିରବଦ୍ରଷ୍ଟା...
ବେକାର ଯୁବକ ଓ ଯୁବତୀଙ୍କ ପାଇଁ ଖୁସି ଖବର । ଭାରତୀୟ ଡାକ ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତୀୟ ଡାକରେ ବିନା ପରୀକ୍ଷାରେ ମିଳିବ ଅଧିକ ଦରମାଯୁକ୍ତ ଚାକିରି। ଭାରତୀୟ ଡାକ ବିଭାଗ ପକ୍ଷରୁ ମୋଟ ୨୨୧ ପଦ ପାଇଁ ନିଯୁକ୍ତି ଆବେଦନ ଗ୍ରହଣ କରିଛି।...
ସାଧାରଣତଃ ପିଜା ସମସ୍ତଙ୍କୁ ଭଲ ଲାଗିଥାଏ । ପିଜା ଆମେ ସାଧାରଣଧଃ ବାହାରୁ ଅର୍ଡର କରିଥାଉ । କିନ୍ତୁ ଏହାକୁ ଆମେ ଘରେ ବନେଇ ଏହାର ସ୍ୱାଦ ନେଇ ପାରିବା । ଆଜି ଆମେ ଘରେ ବିନା ଓଭେନରେ ପିଜା ରେସିପି ପ୍ରସ୍ତୁତ କରିବା । ଏହି ରେସିପିଟି ଆପଣ...
ଭାରତୀୟ ନୌସେନା(Indian Navy) ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ନୌସେନାରେ ଖାଲି ପଡ଼ିଛି ପଦବୀ । ଭାରତୀୟ ନୌସେନା ୩୦୦ ସେଲର ପଦବୀ ଭର୍ତ୍ତି ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଏହି ପଦବୀ ପାଇଁ ଯୋଗ୍ୟ ଓ ଇଛୁକ ପ୍ରାର୍ଥୀ ମାନେ ୨୯ ଅକ୍ଟୋବର ୨୦୨୧ରୁ...
ଏବେ ଚାଲିଛି ପାର୍ବଣର ଋତୁ ଓ କାର୍ତ୍ତିକ ମାସ । ଏହି ମାସରେ ବିଭିନ୍ନ ଖାଦ୍ୟ ଓ ପାନୀୟ ଉପରେ ବେଶୀ ଧ୍ୟାନ ଦିଆଯାଇଥାଏ । ସେଥିପାଇଁ ଆଜି ଆମେ ଏକ ସ୍ୱାଦିଷ୍ଟ ଲସିର ରେସିପି ପ୍ରସ୍ତୁତ କରିବୁ । ଯାହାର ନାଁ ହେଉଛି ‘ମଖନିଆ ଲସି’ ।...
ଦୀପାବଳୀରେ ସମଗ୍ର ଭାରତରେ ଦିବ୍ୟ ଜନନୀଙ୍କର ନାନା ରୂପରେ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ଦେବୀଙ୍କର ପୂଜା ହୁଏ । ଆମ ଦେଶରେ ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳୀ ମାଆ କାଳୀଙ୍କ ପୂଜା କରାଯାଏ । ବିଶେଷ କରି,...