• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

clove oil
ସ୍ୱାସ୍ଥ୍ୟ ପାଇଁ ଲବଙ୍ଗ ତେଲ: ଜାଣନ୍ତୁ ଏହାର ଉପକାରିତା

ଲବଙ୍ଗ ଏକ ଉପକାରୀ ମସଲା । ଆୟୁର୍ବେଦ ଅନୁଯାୟୀ, ଲବଙ୍ଗ ସହିତ ଏହାର ତେଲ ମଧ୍ୟ ଅନେକ ଶାରୀରିକ ସମସ୍ୟା ଦୂର କରିବାରେ ପ୍ରଭାବଶାଳୀ ହୋଇଥାଏ । ଲବଙ୍ଗ ଖାଦ୍ୟର ସ୍ୱାଦ ବଢାଇବା ଏବଂ ସୁସ୍ଥ ରହିବା ପାଇଁ ବ୍ୟବହାର କରାଯାଏ । ତେବେ ଆସନ୍ତୁ ଜାଣିବା...

chilli fish
ଘରେ ବନାନ୍ତୁ ‘ଚିଲି ମାଛ’

ଆପଣ ମାନଙ୍କୁ ଆଜି ମାଛର ଏକ ଚଟପଟା ଓ ସରଳ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି ‘ଚିଲ୍ଲି ମାଛ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ । ...

 Discovers New Fungus
ନୂଆ ଫଙ୍ଗସ୍‌ର ସନ୍ଧାନ କଲେ ଏମ୍ସ ଗବେଷକ

କରୋନାର ଭୟ କମିନଥିବା ବେଳେ ଚିନ୍ତା ବଢ଼ାଇଛି ନୂତନ ଫଙ୍ଗସ "ଅରୁଣାଲୋକେ"‌। ଓଡିଶାରେ ସମୁଦାୟ ୫୦ଟି କେଶ୍ ଦେଖାଯାଇଥିବାବେଳେ କେବଳ ଏମସ୍‌ରେ ୪୬ଟି ଚିହ୍ନଟ ହୋଇଛି।

New Covid-19 Cases
୯୮୬ କରୋନା ପଜିଟିଭ୍‌, ୧୮ ବର୍ଷରୁ କମ୍ ବୟସର ୧୨୮ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୯୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୫୭୪ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୧୨ ରହିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ ଶୂନରୁ ୧୮ ବର୍ଷ ବୟସର ଅଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୪,...

The First Odia Hockey Coach
ଜଣେ ଅବହେଳିତ ଦ୍ରୋଣାଚାର୍ଯ୍ୟ,ଅପରିଚିତ ଭାବେ ଜୀବନ କାଟୁଛନ୍ତି ପୂର୍ବତନ ହକି କୋଚ୍‌

ଅଲିମ୍ପିକ୍ସରେ ଭାରତର ସଫଳତା ପରେ ଏବେ ହକିକୁ ନେଇ ଲୋକଙ୍କ ମନରେ କ୍ରେଜ୍‌ ଦେଖା ଦେଇଥିବା ବେଳେ ସରକାରଙ୍କ ବି ଶୁଭଦୁଷ୍ଟି ଏହା ଉପରେ ପଡ଼ଛି। ହେଲେ ଆଜି ବି ଅନେକ ଖେଳାଳି ଓ କୋଚ୍‌ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହି ଅପରିଚିତ ଭାବେ ଜୀବନ କାଟୁଛନ୍ତି।...

Taliban fires on Independence Day in Afghanistan
ଆଫଗାନିସ୍ତାନରେ ସ୍ୱାଧୀନତା ଦିବସରେ ପତାକା ରାଲି, ପତାକା ରାଲି ଉପରକୁ ଗୁଳି ଚଳାଇଲେ ତାଲିବାନୀ

ତାଲିବାନ ଆତଙ୍କ ମଧ୍ୟରେ ଆଜି ଆଫଗାନିସ୍ତାନ ପାଳନ କରୁଛି ସ୍ୱାଧୀନତା ଦିବସ । ୧୯୧୯ ମସିହା୧୯ ତାରିଖ ଆଜିର ଦିନରେ ବ୍ରିଟିଶ କବଳରୁ ଆଫଗାନିସ୍ତାନ ସ୍ୱାଧୀନ ହୋଇଥିଲା । ତେବେ ଏହି ଅବସରରେ ତାଲିବାନ ଆଫଗାନିସ୍ତାନର ସ୍ୱାଧୀନତା ଦିବସ ପାଳନ କରି ଆମେରିକାରେ ଏହା "ବିଶ୍ୱ ଶକ୍ତି କହିବାର...

katrina kaif and vicky kaushal
ଏକାଠି ଅଛନ୍ତି ଭିକି କୌଶଲ ଏବଂ କ୍ୟାଟ୍ରିନା ! ଦୁହିଁଙ୍କ ସଂପର୍କକୁ ନେଇ ମିଳିଲା ସୂଚନା

ବି-ଟାଉନରେ ଏବେ ଦୁଇ ନୂଆ ଯୋଡ଼ିଙ୍କୁ ନେଇ ଚର୍ଚ୍ଚା । ଆମେ କହୁଛୁ ଉରି ଫିଲ୍ମ ଷ୍ଟାର୍‌ ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫଙ୍କ କଥା । ଭିକି କୌଶଲ ନିଜର ଦମଦାର ଆକ୍ଟିଂ ଜରିଆରେ ଲୋକଙ୍କ ମନକୁ କିଣିଥିବା ବେଳେ କ୍ୟାଟ୍ରିନା ନିଜ ସୁନ୍ଦରତା ପାଇଁ ସବୁବେଳେ...

cofee
କୋରାପୁଟର କଫି କିଣିବ ଟାଟା କମ୍ପାନୀ, ଉତ୍ସାହିତ ଚାଷୀ

ଦେଶବିଦେଶରେ ମହକିବ କୋରାପୁଟ କଫି । ଟାଟା କମ୍ପାନୀ ଏହାକୁ କିଣିବା ପାଇଁ ଆଗ୍ରହ ଦେଖାଇବାପରେ ବେସ୍ ଉତ୍ସାହିତ ଅଛନ୍ତି କୋରାପୁଟର ଚାଷୀ । ବିଶେଷ କରି ଆଦିବାସୀ କଫି ଚାଷୀମାନଙ୍କ ମଧ୍ୟରେ ଦେଖାଦେଇଛି ଆନନ୍ଦ ଓ ଉତ୍ସାହ । କୋରାପୁଟ କଫିର ଚାହିଦା ବଢିବା ସହ ଆଦିବାସୀ...

Youth Congress Chief Sangram Jena
କରୋନାରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ

ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ। ମାତ୍ର ୪୪ ବର୍ଷ ବୟସରେ ସଂଗ୍ରାମଙ୍କ ପରଲୋକ ହୋଇଛି। କୋଭିଡ୍ ଆକ୍ରାନ୍ତ ହୋଇ ଫୁସଫୁସ ସଂକ୍ରମଣ ଯୋଗୁ ଗତ ୮୪ ଦିନ ହେଲା ସେ ଇକମୋ ଚିକିତ୍ସାରେ ରହିଥିଲେ। ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ। ପରଲୋକ ନେଇ ସାନ...

FIR Against BJD MP
ସାଂସଦ ଭର୍ତ୍ତୃହରି ମହତାବଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ

ବିଜେଡି ସାଂସଦ ଭର୍ତ୍ତୃହରି ମହତାବଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ।  ମଧ୍ୟପ୍ରଦେଶର ଭୋପାଳ ସହର ବାସିନ୍ଦା ସାକ୍ଷୀ ତାଙ୍କ ଶ୍ୱଶୁର ତଥା ବିଜୁ ଜନତା ଦଳ ସାଂସଦଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ଭୋପାଳ ମହିଳା ଥାନାରେ ବୋହୂ ସାକ୍ଷୀ, ଭର୍ତ୍ତୃହରି, ତାଙ୍କ ପତ୍ନୀ...

potato lollipop
ଘରେ ବନାନ୍ତୁ ‘ପଟାଟୋ ଷ୍ଟିକ୍ ଲଲିପପ୍’

ସାଧାରଣତଃ ଛୋଟ ପିଲାମାନେ ସ୍ନାକ୍ସ ଖାଇବାକୁ ବେଶୀ ପସନ୍ଦ କରଥାନ୍ତି । ପିଲାମାନଙ୍କ ପାଇଁ ଆଜି ଆମେ ଆଳୁରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ପଟାଟୋ ଷ୍ଟିକ୍ ଲଲିପପ୍ ’। ଏହି...

 coconut oil
ହାର୍ଟ ପାଇଁ ଭାରି ଉପକାରୀ ନଡ଼ିଆ ତେଲ

ଆମ ଦେଶରେ ନଡ଼ିଆ ତେଲକୁ ବହୁ କ୍ଷେତ୍ରରେ ବ୍ୟବହାର କରାଯାଏ । ସାଧାରଣତଃ ଦକ୍ଷିଣ ଭାରତରେ ନଡ଼ିଆ ତେଲ ଖାଦ୍ୟରେ ମଧ୍ୟ ବ୍ୟବହୃତ ହୋଇଥାଏ । ଆୟୁର୍ବେଦରେ ନଡିଆ ତେଲ ଏକ ଔଷଧୀୟ ତେଲ ଭାବେ ପରିଗଣିତ ହୋଇଥାଏ । ଆସନ୍ତୁ ଜାଣିବା ନଡ଼ିଆ ତେଲର...

Dharmendra Pradhan, Ashwini Vaishnaw
ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା ସହ ବିଭିନ୍ନ ମନ୍ତ୍ରୀ ମଧ୍ୟ...

 Lingaraj Temple Reopen
ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

କୋଭିଡ ଗାଇଡଲାଇନ ଅନୁଯାୟୀ ସେପ୍ଟେମ୍ୱର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ମହାପ୍ରଭୁଙ୍କର ରୂପାର ପ୍ରଭା,ନୂଆ ବିମାନ ଓ ପାଲିଙ୍କି ତିଆରି ଲାଗି ନିଷ୍ପତ୍ତି ନିଆଯାଇଛି । ଚନ୍ଦ୍ରଶେଖର,ଭୁବନେଶ୍ୱରୀ ଓ...

Fakir Mohan Senapati
ବ୍ୟାସକବିଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ରୋକ୍ ଲଗାଇଲେ କୋର୍ଟ

ବ୍ୟାସକବି ଫକିର ମୋହନ ସେନାପତିଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ଅନ୍ତରୀଣ ରୋକ୍ ଲଗାଇଲେ କୋର୍ଟ। ଏହି ପ୍ରକାଶନକୁ ବିରୋଧ କରି ଦାୟର ମାମଲାର ଶୁଣାଣୀ କରି ରୋକ ଲଗାଇଛନ୍ତି କଟକ କର୍ମସିଆଲ କୋର୍ଟ। ପ୍ରକାଶନକୁ ବିରୋଧ କରି କୋର୍ଟର ଦ୍ୱାରସ୍ଥ ହୋଇଥିଲେ ଫକୀର ମୋହନ ସେନାପତିଙ୍କ ଅଣନାତୁଣୀ ପ୍ରଫେସର...

pawandeep rajan
କେବଳ ସଙ୍ଗୀତରେ ଯାଦୁ ଦେଖାନ୍ତିନି, ପାହାଡିଆ ରାସ୍ତାରେ ବସ ବି ଚଳାନ୍ତି ପୱନଦୀପ୍

ଇଣ୍ଡିଆନ୍‌ ଆଇଡଲ ୧୨ ଜିତି ପବନଦୀପ ରାଜନ ବର୍ତ୍ତମାନ ଚର୍ଚ୍ଚାରେ । ଉତ୍ତରାଖଣ୍ଡର ବାସିନ୍ଦା ପବନଦୀପ ଇଣ୍ଡିଆନ୍‌ ଆଇଡଲ ଜିତିବା ପରେ ସଫଳତାର ନୂଆ ଶିଖରକୁ ଛୁଇଁଛନ୍ତି। ପବନଦୀପ ରାଜନ କେବଳ ସଙ୍ଗୀତରେ ନିଜର ଯାଦୁ ଚଳାଇନାହାନ୍ତି ବରଂ ସେ ପାହାଡିଆ ଘାଟି ରାସ୍ତାରେ ଖୁବ ଭଲରେ...

PM Modi Interacts palak kohli
୨୪ରୁ ଟୋକିଓରେ ପାରାଅଲିମ୍ପିକ୍ସ,ପଲକ କୋହିଲଙ୍କ ସହ କଥା ହେଲେ ମୋଦି

ଆସନ୍ତା ୨୪ରୁ ଟୋକିଓରେ ପାରାଅଲିମ୍ପିକ୍ସ । ଏଥିରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହୋଇଛନ୍ତି ସାମିଲ । ତେବେ ପରା ଅଲିମ୍ପିକ୍ସ ଆରମ୍ଭ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ପାରାଅଲିମ୍ପିକ୍ସରେ ଯୋଗ ଦେଉଥିବା ଭାରତୀୟ ଖେଳାଳିଙ୍କ ସହ କଥା ହୋଇଛନ୍ତି । ପାରାଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ବ୍ୟାଡମିଣ୍ଟନ ଖେଳାଳି ପଲକ...

Indian Hockey Squad
ଭାରତୀୟ ହକି ଦଳକୁ ଓଡ଼ିଶାରେ ଭବ୍ୟ ସ୍ୱାଗତ

ଖେଳାଳିଙ୍କୁ ସ୍ୱାଗତ କରିବା ପାଇଁ ପୁରା ସହରରେ ବଡ଼ ବଡ଼ ପୋଷ୍ଟର ଛାଇଯାଇଛି । ହୋଟେଲରେ କିଛି ଘଣ୍ଟା ବିଶ୍ରାମ ନେବା ପରେ ସଂଧ୍ୟା ୫ଟାରେ କଳିଙ୍ଗ ଷ୍ଟାଡିୟମରେ ଖେଳାଳିଙ୍କ ଫଟୋସୁଟ୍ କରାଯିବ । ସଂଧ୍ୟା ସାଢ଼େ ୬ଟାରେ ଲୋକସେବା ଭବନରେ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର...

+3 Admissions
ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ପାଇଁ ଆବେଦନ। ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୨୦ରୁ ସେମ୍ବେର ୪ ତାରିଖ ଯାଏଁ ଅନଲାଇନ୍ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୯ରେ ପ୍ରକାଶ ପାଇବ ପ୍ରଥମ...

jamun
ଶରୀର ପାଇଁ ଲାଭଦାୟକ ଜାମୁକୋଳି

ଔଷଧୀୟ ଗୁଣରେ ଭରପୁର ଜାମୁକୋଳି । ଆୟୁର୍ବେଦ ଅନୁସାରେ ଜାମୁ କୋଳିକୁ ଏକ ଗୁରୁତ୍ୱପୂର୍ଣ୍ଣ ଔଷଧ ଭାବେ ବିବେଚନା କରାଯାଏ। ଜାମୁକୋଳି ,ଏହାର ମଞ୍ଜି ,ଗଛର ଛାଲି ଓ ତାହାର ପତ୍ର ଔଷଧୀୟ ଗୁଣରେ ଭରପୁର ଅଟେ । ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍ ଏ,ସି ଓ କେରୋଟିନ୍...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।