• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

egg cotlet
ଘରେ ବନାନ୍ତୁ 'ଅଣ୍ଡା କଟଲେଟ୍'

ଅଣ୍ଡା ଖାଇବା ପାଇଁ ସମସ୍ତେ ପସନ୍ଦ କରିଥାନ୍ତି । ଘରେ ଘରେ ଅଣ୍ଡାକୁ ନେଇ ବିଭିନ୍ନ ରେସିପି ତିଆରି କରାଯାଇଥାଏ । ତେବେ ଆମେ ଆପଣ ମାନଙ୍କୁ ଅଣ୍ଡାର ଏକ ନୂଆ ଓ ସରଳ ସ୍ନାକ୍ସ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି...

Taliban Rebels Enjoy Rides
କାବୁଲ କବଜା ପରେ ଆମ୍ୟୁଜମେଣ୍ଟ୍ ପାର୍କରେ ମସ୍ତି କରୁଛନ୍ତି ତାଲିବାନୀ

ଆଫଗାନିସ୍ତାନରେ ପୁଣି ତାଲିବାନୀ ଶାସନ । ୨୦ ବର୍ଷ ପରେ ତାଲିବାନକୁ ପୁଣି କବଜାକୁ ନେଲା ତାଲିବାନୀ ସଂଗଠନ । ରବିବାର ଦିନ ରାଜଧାନୀ କାବୁଲକୁ ଅକ୍ତିଆର କରିଥିଲା କରିବା ପରେ ତା’ ପରଦିନ ତାଲିବାନୀ ମାନେ ଏକ ମନୋରଞ୍ଜନ ପାର୍କରେ ମଜା କରୁଥିବା ଦେଖିବାକୁ ମିଳିଥିଛି ।...

130 Indians Reaches India
କାବୁଲ୍‌ରୁ ଫେରିଲେ ୧୩୦ ଭାରତୀୟ ନାଗରିକ

କାବୁଲରୁ ଆସି ଭାରତରେ ପହଞ୍ଚିଲେ ୧୩୦ ଭାରତୀୟ ନାଗରିକ। ଭାରତରେ ପହଞ୍ଚିବା ପରେ ଭାରତୀୟଙ୍କ ଖୁସି କହିଲେ ନସରେ। ଘରକୁ ଫେରୁଥିବା ସମୟରେ ଭାରତ ମାତାକି ଜୟ ଧ୍ୱନୀରେ କମ୍ପି ଉଠିଥିଲା ପୂରା ପରିବେଶ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ,ଆଫଗାନ୍‌ରେ ଥିବା ଭାରତୀୟମାନଙ୍କୁ ଗତକାଲି ରାତିରେ କାବୁଲର...

ACF Death Case
ସୌମ୍ୟରଂଜନ ମୃତ୍ୟୁ ମାମଲା,ଗେଟ୍ ଜଗୁଆଳି ଏବଂ ରୋଷେୟାଙ୍କୁ ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଆଜି ପୁଣି ମାରାଥନ ଜେରା କରିଛି। ଆଜି ଡିଏଫ୍ଓ କାର୍ଯ୍ୟାଳୟ ଅଫିସ୍ ଗେଟ୍ ଜଗୁଆଳି ଏବଂ ଡିଏଫ୍ଓଙ୍କ ଘରେ ଥିବା ରୋଷେୟାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ। ଏହାସହ ବନବିଭାଗର ଦୁଇ କର୍ମଚାରୀ ସନ୍ତୋଷ କୁମାର ବିଶ୍ୱାଳ...

corona death
୨୪ ଘଣ୍ଟାରେ ୭୨୦ ସଂକ୍ରମିତ ଚିହ୍ନଟ,ପୁଣି ୬୮ କରୋନା ଆକ୍ରାନ୍ତ ମୃତ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଚିନ୍ତା ବଢୁଛି। କୋଭିଡ ତଥ୍ୟକୁ ଦେଖିବା ପରେ ତୃତୀୟ ଲହରର ପଦଧ୍ୱନୀକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଚିନ୍ତାର ବିଷୟ ହେଉଛି, ଚିହ୍ନଟଙ୍କ ମଧ୍ୟରୁ...

Odisha To Host Olympian Hockey Playe
ହକି ଟିମକୁ ସ୍ୱାଗତ କରିବ ଓଡ଼ିଶା

ଟୋକିଓ ଅଲମ୍ପିକ୍ସରେ ଚମତ୍କାର ଖେଳ ପ୍ରଦର୍ଶନ ସହିତ ବ୍ରୋଞ୍ଚ୍ ଜିତିଥିବା ପୁରୁଷ ହକି ଟିମ୍ଏବଂ ସେମି ଫାଇନାଲକୁ ଯାଇଥିବା ମହିଳା ହକି ଟିମ୍ କୁ ସ୍ୱାଗତ କରିବ ଓଡ଼ିଶା।ଆଜି ଉଭୟ ଟିମର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ସେମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ଏଥିଲାଗି ରାଜ୍ୟ ସରକାରଙ୍କ...

saif and kareena
ସୈଫ୍‌ଙ୍କ ଜନ୍ମଦିନ ପାଳିଲେ କରୀନା କପୁର, ମାଲଦ୍ୱୀପ ଭ୍ୟାକେସନର ଫଟୋ କଲେ ସେୟାର

ଏବେ କରୀନାଙ୍କୁ ନେଇ ବେଶୀ ଚର୍ଚ୍ଚା । ସବୁବେଳେ କରୀନା ବି ଟାଉନରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ମାଲଦ୍ୱୀପରେ ସ୍ୱାମୀ ସୈଫ୍‌ ଅଲ୍ଲୀ ଖାନଙ୍କ ଜନ୍ମଦିନ ପାଳିଛନ୍ତି କରୀନା କପୁର। ଏନେଇ କରୀନା ସୋସିଆଲ ମିଡିଆରେ ଫଟୋ ସେୟାର କରିଛନ୍ତି ।...

brown sugar sized
ରାଜ୍ୟରେ ବଢୁଛି ଧଳା ଜହର କାରବାର,ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ୍

ରାଜ୍ୟରେ ବଢୁଛି ନିଶା କାରବାର। ବିଶେଷକରି ଧଳା ଜହର ଯେମିତି ମଣିଷ ସମାଜକୁ ଗ୍ରାସ କରିବାକୁ ବସିଛି। ଭୁବନଶ୍ୱରରୁ ବାଲେଶ୍ୱର ପର୍ଯ୍ୟନ୍ତ ନିୟମିତ ଚାଲିଛି ଏଇ ଧଳା ଜହର କାରବାର। ତେବେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମାର୍କେଟରୁ ପ୍ରାୟ...

Killing Infants
ପ୍ରେମିକାଙ୍କ ସହ ମିଶି ୨ ନବଜାତକଙ୍କୁ ହତ୍ୟା

ପ୍ରଥମେ ପ୍ରେମ, ପରେ ଶାରୀରିକ ସମ୍ପର୍କ। ଶେଷରେ ୨ ନବଜାତ ଶିଶୁକୁ ହତ୍ୟା। ଗୋଆରେ ୨ ଶିଶୁଙ୍କ ହତ୍ୟା ଘଟଣାର ଚାଞ୍ଚଲ୍ୟକର ଖୁଲାସା କରିଛି ପୋଲିସ୍‌। ଗତ ବର୍ଷ ଲକ୍‌ଡାଉନ୍‌ ସମୟରେ ଗୋଟିଏ ଘରେ ଏକ ସଙ୍ଗେ ୨ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଲେ ଜଣେ...

Former Sportspersons In Odisha
ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳିଙ୍କୁ ଅବହେଳା

ଅଲିମ୍ପିକ୍ସରେ ଭାରତର ସର୍ବକାଳୀନ ପ୍ରଦର୍ଶନ ପରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର। ତେବେ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଥିବା ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳି ଆଜି ବି ଅବହେଳିତ ଅବସ୍ଥାରେ କିଏ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ଦାଦାନ...

ACF Death Case
ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟୁ ମାମଲା,ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ମାରାଥନ ଜେରା। ଏହି ମାମଲାରେ ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଲଗାତର ୪ ଘଣ୍ଟା ଧରି କ୍ରାଇମବ୍ରାଞ୍ଚର ଟିମ୍‌ ସେମାନଙ୍କୁ ପଚରାଉଚରା କରିଛି। ଏବେ ମାମଲାରେ ଅନ୍ୟ ୪ ଜଣଙ୍କୁ...

 Kabul Airport
ଏୟାରପୋର୍ଟ ପାଲଟିଲା ଟାଉନ୍‌ ବସଷ୍ଟାଣ୍ଡ

ଆଫଗାନିସ୍ତାନ ଏୟାରପୋର୍ଟରେ ଦେଖିବାକୁ ମିଳିଛି ଉଦ୍‌ବେଗ କଲା ଭଳି ଚିତ୍ର। ଗୋଟିଏ ବିମାନରେ ଯେତିକି ଯାତ୍ରୀ ଯିବାର କଥା ତାହାଠାରୁ ଢେର୍‌ ଅଧିକ ଲୋକ ବସୁଥିବା ଦେଖାଯାଇଛି। ସ୍ଥିତି ଏପରି ହୋଇଛି ଯେ, ବିମାନରେ ଲୋକମାନେ ଟାଉନ୍‌ବସ୍‌ରେ ଚଢିବା ପରି ଯାତ୍ରା କରୁଛନ୍ତି। ମୋଟ୍‌ ଉପରେ ବିମାନ ବନ୍ଦରରେ...

Ashraf Ghani
ଘନିଙ୍କ ବିମାନକୁ ମିଳିଲା ନାହିଁ ଅବତରଣର ସୁଯୋଗ

ଆଫଗାନିସ୍ତାନରେ ବ୍ୟାପକ ହେଉଛି ହିଂସା। ତାଲିବାନ ପକ୍ଷରୁ ଗୋଟିଏ ପରେ ଗୋଟିଏ ଅଂଚଳକୁ କବ୍‌ଜା କରିବା ପରେ ରାଷ୍ଟ୍ରପତି ପଦରୁ ଗତକାଲି ଇସ୍ତଫା ଦେଇଥିଲେ ଅସରଫ୍‌ ଘନି। ତେବେ ନିଜ ପଦରୁ ଇସ୍ତଫା ଦେବା ପରେ କାବୁଲ୍‌ ଛାଡ଼ି ଛାଲିଯିବା ନେଇ ସୂଚନା ମିଳିଛି। କିନ୍ତୁ ଦୁଃଖର କଥା...

benefits of mustard oil
ମାଂସପେଶୀ ଏବଂ ହାଡ ମଜବୁତ କରେ ସୋରିଷ ତେଲ, ଜାଣନ୍ତୁ ଏହାର ଅନେକ ଲାଭଦାୟକ ଗୁଣ

କର୍ମମୟ ଜୀବନ ଭିତରେ ଆମେମାନେ ନିଜକୁ ସମୟ ଦେଇପାରୁନା । ବିଶେଷକରି ମହିଳାମାନେ ନିଜର ବିଶେଷ ଯତ୍ନ ନେଇପାରନ୍ତି ନାହିଁ । ଏହି କାରଣରୁ, ଅନେକ ମହିଳା ପ୍ରାୟତଃ କ୍ଲାନ୍ତ ଏବଂ ଅସ୍ଥିର ଅନୁଭବ କରିଥାନ୍ତି । ଏକ ସହଜ ଉପାୟ ଦ୍ୱାରା ଆପଣ ଏଥିରୁ ମୁକ୍ତି...

odia recipe
ଘରେ ବନାନ୍ତୁ ଚଟପଟା ‘ଛଚିନ୍ଦ୍ରା ମସଲା’

ସାଧାରଣତଃ ଚଟପଟା ରେସିପି ଖାଇବାକୁ ସମସ୍ତଙ୍କୁ ଭଲ ଲାଗିଥାଏ । ଯେ କୈଣସି ପରିବାରେ ତରକାରୀ ହେଉ କି ଭଜା ତିଆରି କଲେ ତାହାକୁ ଆଉ ଟିକେ ଚଟପଟା କରିଲେ ଖାଇବାର ସୁଆଦ ଆହୁରି ବଢି ଯାଇଥାଏ । ତେବେ ଆମେ ଆପଣମାନଙ୍କୁ ଛଚିନ୍ଦ୍ରାର ଏକ ନୂଆ...

Puri Swargadwar Reopens
ଆଜିଠୁ ବାହାର ଜିଲ୍ଲା ଲୋକଙ୍କ ପାଇଁ ଖୋଲିଲା ସ୍ୱର୍ଗଦ୍ୱାର

ଆଜିଠୁ ପୁରୀ ଜିଲ୍ଲା ବାହାରର ଲୋକେ ସ୍ୱର୍ଗଦ୍ୱାରରେ ଶବସତ୍କାର କରିପାରିବେ। କୋଭିଡ୍ ହୋଇନଥିବା ଶବର ସତ୍କାର ଏଣିକି ସ୍ୱର୍ଗଦ୍ୱାରରେ କରାଯାଇପାରିବ । ଏପ୍ରିଲ ମାସ ୨୫ତାରିଖରୁ ଯେଉଁ କଟକଣା ସ୍ୱର୍ଗଦ୍ୱାରରେ ଲାଗଥିଲା ସେହି କଟକଣା ଆଜିଠୁ କୋହଳ ହୋଇଛି। ଏପ୍ରିଲ ୨୫ ତାରିଖରୁ କେବଳ ପୁରୀ ଜିଲ୍ଲା ଭିତରର...

  school reopen
ଆଜିଠୁ ଆରମ୍ଭ ହେଲା ନବମ ଶ୍ରେଣୀ କ୍ଲାସ୍‌

ଆଜିଠାରୁ ବିଦ୍ୟାଳୟରେ ନବମ ଶ୍ରେଣୀ କ୍ଲାସ୍‌ ଆରମ୍ଭ ହୋଇଛି। ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ କ୍ଲାସ୍‌ରୁମ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀମାନେ ଅଭିଭାବକଙ୍କର ଅନୁମତି ପତ୍ର ନେଇ ସ୍କୁଲ ଆସିଥିବା ବେଳେ ପ୍ରବେଶ ସମୟରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନଙ୍କୁ କ୍ଲାସ୍‌ ରୁମ୍‌...

868 New Covid Cases
ଘାରିଲାଣି ତୃତୀୟ ଲହରର ଭୟ,୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪...

Srimandir Reopening
ପୁରୀ ବାସିନ୍ଦାଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର,ଭକ୍ତଙ୍କୁ ମିଳିଲା ମହାବାହୁଙ୍କ ଦର୍ଶନ

ଅପେକ୍ଷାର ହେଲା ଅନ୍ତ । ଖୋଲିଲା ଶ୍ରୀମନ୍ଦିର। ମହାବାହୁଙ୍କ ଶ୍ରୀମୁଖ ଦର୍ଶନର ସୁଯୋଗ ମିଳିଲା ଭକ୍ତଙ୍କୁ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀ ବାସିନ୍ଦା। ସକାଳୁ ସକାଳୁ ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି । କୋଭିଡ୍ ଗାଇଡ୍ ଲାଇନ୍ ଭିତରେ...

film bhuj
ଅଜୟଙ୍କୁ ବଡ଼ ଝଟକା, ଲିକ୍ ହେଲା ଫିଲ୍ମ ‘ଭୁଜ୍‌ : ଦ ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ ’

ବଡ଼ ବଜେଟ୍ର‌ ମଲ୍ଟି ଷ୍ଟାର ଫିଲ୍ମ ‘ଭୁଜ୍‌ : ଦ ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ ’ ଅନ୍‌ଲାଇନ୍‌ ଲିକ୍‌ ହୋଇଛି । ଅଜୟ ଦେବଗନ, ସଂଜୟ ଦତ୍ତ, ସୋନାକ୍ଷୀ ସିହ୍ନା, ନୋରା ଫତେହ, ଶରଦ କେଲକଙ୍କୁ ନେଇ ହୋଇଥିବା ଫିଲ୍ମ ‘ ଭୁଜ୍‌ : ଦ ପ୍ରାଇଡ ଅଫ୍‌...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।