• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

FSSAI Recruitment 2021
FSSAIରେ ଖାଲି ପଡିଛି ପଦବୀ,ତୁରନ୍ତ କରନ୍ତୁ ଆବେଦନ

ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । FSSAI ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ ବା ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥରିଟି ଅଫ ଇଣ୍ଡିଆ(FSSAI) ପକ୍ଷରୁ ୭୨ଟି ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି ।...

Do not sweep after sunset
ସୂର୍ଯ୍ୟାସ୍ତ ପରେ କରନ୍ତୁ ନାହିଁ ଝାଡ଼ୁ, ହୋଇଥାଏ ଅଶୁଭ

ଘର ସହିତ ଜଡିତ ଅନେକ କାର୍ଯ୍ୟ ଏବଂ ନିୟମିତ ଭାବରେ କରାଯାଉଥିବା କାର୍ଯ୍ୟ ମଧ୍ୟ ବାସ୍ତୁ ଶାସ୍ତ୍ରର ଏକ ଅଂଶ । ବାସ୍ତୁ ଶାସ୍ତ୍ର ଅନୁସାରେ ଏହିସବୁ ଜିନିଷକୁ ଅଣଦେଖା କରିବା ଦ୍ୱାରା ଖରାପ ପ୍ରଭାବ ପକାଇଥାଏ । କୁହାଯାଏ ଯେ ଘର ସଫା ସୁତୁରା ଥିଲେ ମା’...

Kangana and Madhuri
୯୦ ଦଶକର ହିଟ୍ ଗୀତ ସେୟାର କଲେ କଙ୍ଗନା,କହିଲେ ମନର କଥା

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବେ ଇନଷ୍ଟାଗ୍ରାମରେ ଫିଲ୍ମ ସହ ଜଡିତ କାହାଣୀ ବାଣ୍ଟୁଛନ୍ତି । ଏହି ସମୟରେ, କଙ୍ଗନା ୯୦ ଦଶକର ହିଟ୍ ଫିଲ୍ମ 'ହମ୍ ଆପକେ ହେଁ କନ୍ ' ର ଏକ ଭିଡିଓ ସେୟାର କରିଛନ୍ତି । ମାଧୁରୀ ଦୀକ୍ଷିତ ଏବଂ ସଲମାନ...

delicious ‘Balusahi’
ଦୂର୍ଗାଷ୍ଟମୀରେ ଘରେ ବନାନ୍ତୁ ସ୍ୱାଦିଷ୍ଟ ‘ବାଲୁସାହି’

ସବୁଠି ଏବେ ପୂଜାର ମାହୋଲ । ମାଆଙ୍କ ଆଗମନ ପାଇଁ ଘରେ ଘରେ ପ୍ରସ୍ତୁତ ହୁଏ ବିଭିନ୍ନ ପ୍ରକାରର ମିଠା ଭୋଗ । ଏହି ଦୂର୍ଗାଷ୍ଟମୀ ଅବସରରେ ଘରେ ଏହି ମିଠାର ରେସିପି ବନେଇ ମାଆଙ୍କ ନିକଟରେ ଭୋଗ ଲଗାନ୍ତୁ । ଏହି ରେସିପିର ନାଁ ହେଉଛି ‘ବାଲୁସାହି’...

Benefits of brinjal
ସ୍ୱାସ୍ଥ୍ୟ ପାଇଁ ବାଇଗଣ,ଜାଣିବା ଏହାର ଲାଭଦାୟକ ଗୁଣ

ସବୁଜ ପନିପରିବା ଖାଇବା ସ୍ୱାସ୍ଥ୍ୟ ପାଇଁ ହିତକର ଅଟେ । ପରିବା ମଧ୍ୟରରେ ବାଇଗଣ ସ୍ୱାସ୍ଥ୍ୟ ପାଇଁ ବହୁ ଲାଭଦାୟକ ଅଟେ । ବାଇଗଣରେ ଭିଟାମିନ୍, ମିନେରାଲ୍ସ ଏବଂ ଫାଇବରରେ ଭରପୂର ରହିଥାଏ, ଯହା ଫଳରେ କ୍ୟାଲୋରୀ ବହୁତ କମ୍ ଅଟେ । ବାଇଗଣରେ ପଲିଫେନୋଲ ନାମକ ଏକ...

  Nusrat Jahan and Yash Dasgupta'
ନୁସରତ ଜାହାଁ-ୟଶ୍ ଦାସଗୁପ୍ତାଙ୍କ ଫଟୋ ହେଲା ଭାଇରାଲ

ଅଭିନେତ୍ରୀ ତଥା ଟିଏମସି ସାଂସଦ ନୁସରତ ଜାହାଁ  ଏବେ ଚର୍ଚ୍ଚାର ବିଷୟ ପାଲୋଟିଛନ୍ତି । ପ୍ରାୟ ସମୟରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ପ୍ରଶ୍ନ ଉଠିଛି । ଏବେ କିନ୍ତୁ ନୁସରତ ଯାହାଁଙ୍କ ଏକ ଫଟୋ ଏବେ ଖବ୍ ଭାଇରାଲ ହେବାରେ ଲାଗିଛି । ଫଟୋରେ ଥିବା...

Maa Durga
କିପରି କରିବେ ମାଆ ଦୂର୍ଗାଙ୍କ ପୂଜା,ବାସ୍ତୁ ଅନୁଯାୟୀ ଜାଣିବା ପୂଜାର ବିଦ୍ଧି

ଦେବୀ ଦୁର୍ଗାଙ୍କୁ ବିଭିନ୍ନ ଉପାୟରେ ପୂଜା କରାଯାଏ । ନବରାତ୍ରୀ ସମୟରେ ନଅ ପ୍ରକାରର ଦେବୀଙ୍କୁ ପୂଜା କରାଯାଏ । ଶୈଲପୁତ୍ର, ବ୍ରହ୍ମଚରିଣୀ, ଚନ୍ଦ୍ରଗାନ୍ତ, କୁଶମଣ୍ଡା,ସ୍କନ୍ଦମାତା, କାଟାନି, କାଲତ୍ରୀ, ମହାଗୌରୀ, ଏବଂ ଶିଦ୍ଧିଦତ୍ରୀ ମାଆଙ୍କୁ ପୂଜାର୍ଚ୍ଚନା କରାଯାଏ । ବାସ୍ତୁ ଶାସ୍ତ୍ର ଅନୁଯାୟୀ ଆମେ ଘରେ ପୂଜା କରିବା ବେଳେ ଅନେକ...

Clove oil for health
ସ୍ୱାସ୍ଥ୍ୟ ପାଇଁ ଲବଙ୍ଗ ତେଲ,ଯନ୍ତ୍ରଣାରୁ ମିଳେ ଉପସମ

ଶରୀରର ବିଭିନ୍ନ ଯନ୍ତ୍ରଣା ପାଇଁ ଲବଙ୍ଗ ତେଲ ବହୁତ ଲାଭଦାୟକ ଅଟେ । ଆୟର୍ବେଦରେ ଲବଙ୍ଗ ଏକ ଔଷଧୀୟ ଦ୍ରବ୍ୟ ଅଟେ । ଲବଙ୍ଗର ତେଲ ଅନେକ ଯନ୍ତ୍ରଣା ଓ ଶରୀର ପିଡ଼ାରୁ ମୁକ୍ତି ଦେଇଥାଏ । ଲବଙ୍ଗ ତେଲରେ ଆଣ୍ଟି ଭାଇରାଲ୍ , ଆଣ୍ଟି ଫଙ୍ଗଲ ଓ...

'Rice Rasmalai' Recipe
ଦୂର୍ଗାପୂଜାରେ ଘରେ ବନାନ୍ତୁ 'ଚାଉଳ ରସମଲାଇ'

ଦୂର୍ଗାପୂଜାରେ ମାଆଙ୍କ ନିକଟରେ ଲାଗିଥାଏ ଭଳି ଭଳିକି ଭୋଗ । ଆପଣ ଘରେ ବିଭିନ୍ନ ମିଠାର ରେସିପି ତିଆରି କରି ମାଆଙ୍କ ନିକଟରେ ଭୋଗ ଲଗାଇ ପାରିବେ । ଆଗରୁ ଆପଣ ଛେନାରେ ପ୍ରସ୍ତୁତ ରସମଲାଇ ଖାଇଥିବେ । କେବେ ଚାଉଳରେ ପ୍ରସ୍ତୁତ ରସମଲାଇ ଖାଇଛନ୍ତି କି ? ଆଜି...

Gold price today
ଆଜି କେତେ ରହିଛି ସୁନା ଓ ରୂପା ଦର,ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

Vastu tips
ସୂର୍ଯ୍ୟାସ୍ତ ପରେ କରନ୍ତୁ ନାହିଁ ‌ଏହି ସବୁ କାର୍ଯ୍ୟ, ପ୍ରବେଶ କରିଥାଏ ନାକରାତ୍ମକ ଶକ୍ତି

ପୌରାଣିକ ଶାସ୍ତ୍ର ଓ ବାସ୍ତୁ ଶାସ୍ତ୍ରର ମାନ୍ୟତା ଅନୁଯାୟୀ, ଏପରି କେତେକ କଥା ବର୍ଣ୍ଣନା କରାଯାଇଛି, ଯାହାକୁ ମାନି ଚଳିଲେ ଘରେ ନାକାରାତ୍ମକ ପରିବେଶ ସୃଷ୍ଟି ହୋଇନଥାଏ । ସନ୍ଧ୍ୟା ପରେ ବିଭିନ୍ନ କାର୍ଯ୍ୟ କରିବା ବର୍ଜନୀୟ ଅଟେ । ଏହି ବର୍ଜନୀୟ କାର୍ଯ୍ୟ କରିବା ଦ୍ୱାରା ମା’ଲକ୍ଷ୍ମୀ କ୍ରୋଧ...

 beautiful and radiant skin tips
ସୁନ୍ଦର ଓ ଉଜ୍ଜଳ ତ୍ୱଚା ପାଇଁ ଚିନ୍ତିତ କି ? ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଜିନିଷ

ସୁନ୍ଦର ତ୍ୱଚା ପାଇଁ ଲୋକେ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରିଥାନ୍ତି । ବିଭିନ୍ନ ପ୍ରକାର କ୍ରିମ୍‍ ଲଗାଇବା ଠାରୁ ଆରମ୍ଭ କରି ଡାକ୍ତରଙ୍କ ପରାମର୍ଶ କରି ବିଭିନ୍ନ ଔଷଧ ମଧ୍ୟ ଖାଇଥାନ୍ତି। ଆମେ ଘରୋଇ ଉପାୟରେ ନିଜ ଦୈନଦିନ ଜୀବନ କିଛି ଖାଦ୍ୟକୁ ଗୁରୁତ୍ୱ ଦେଇ ସୁନ୍ଦର...

Weekly Horoscope, 11 to 14 October 2021
ସାପ୍ତାହିକ ରାଶିଫଳ,୧୧ରୁ ୧୭ ଅକ୍ଟୋବର ୨୦୨୧,ଜାଣନ୍ତୁ କିପରି କଟିବ ଏହି ସପ୍ତାହ

ଏହି ସପ୍ତାହରେ ଆପଣ ଖର୍ଚ୍ଚ ସମୟରେ ଅଧିକ ଯତ୍ନବାନ ହେବେ। ବ୍ୟବସାୟୀମାନେ ସତର୍କ ରହନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଭଲ ଫଳାଫଳ ପାଇବେ।

Paneer Kulcha
ଘରେ ବନାନ୍ତୁ ସ୍ୱାଦିଷ୍ଟ ‘ପନିର କୁଲ୍‌ଚା’

ସାଧାରଣତଃ ନିରାମିଷରେ ପନିରରେ ତିଆରି ରେସିପି ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି । ଘରେ ଆମେ ପନିରରେ ବିଭିନ୍ନ ପ୍ରକାରର ରେସିପି ତିଆରି କରିଥାଉ । ଆଜି ଆମେ ପନିରରେ ଏକ ନୂଆ ରେସିପି ବିଷୟରେ ଜଣେଇବୁ । ଏହି ରେସିପିର ନାଁ ହେଉଛି ‘ପନିର କୁଲ୍‌ଚା’। ଏହି...

Hrithik and Ranbir
ରାମ ରାବଣ ଭୂମିକାରେ ହ୍ରିତିକ୍ ଓ ରଣବୀର, ଫିଲ୍ମର ବଜେଟ୍ ୭୫୦ କୋଟି

ରାମ ରାବଣ ଭୂମିକାରେ ଅଭିନୟ କରିବେ ବଲିଉଡର ୨ ହ୍ୟାଣ୍ଡସମ୍ ହଙ୍କ୍ ଅଭିନେତା ହ୍ରିତିକ୍ ରୋଶନ ଓ ରଣବୀର କପୁର । ହ୍ରିତିକ୍ ରୋଶନ ଓ ରଣବୀର କପୁର ନିଜ ଅଭିନୟ କ୍ୟାରିୟରରେ ସବୁଠୁ ଗୁରୁତ୍ଵପୂର୍ଣ୍ଣ ଏବଂ ଦମଦାର ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି । ଦୁଇ ଅଭିନେତା...

Gold Rate Today
ଆଜି ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ସୁନା ଓ ରୂପା ଦର ସ୍ଥିର ରହିଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଭୁବନେଶ୍ୱରରେ...

Vastu
ବାସ୍ତୁ ଅନୁଯାୟୀ କେଉଁ ଦିନ କରିବେ କେଉଁ କାର୍ଯ୍ୟ

ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ...

‘badam Firni’ recipe
ନବରାତ୍ରରେ ଘରେ ବନାନ୍ତୁ ସ୍ୱାଦିଷ୍ଟ ‘ବାଦାମ୍ ଫିର୍‌ନି’

ଏବେ ଚାଲିଛି ପ୍ରାର୍ବଣର ଋତୁ । ନବରାତ୍ରୀରେ ଭଳି କି ଭଳି ମିଠାର ରେସିପି ପ୍ରସ୍ତୁତ କରାଯାଏ । ଆଜି ଆମେ ଏକ ମିଠାର ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ବାଦାମ୍ ଫିର୍‌ନି’ । ଘରକୁ କୁଣିଆ ଆସିଲେ ଏହି ରେସିପିଟି...

kapalbhati pranayam benefits
ଶରୀର ପାଇଁ ଯୋଗ,ମସ୍ତିଷ୍କକୁ ସୁସ୍ଥ ରଖିବା ପାଇଁ କରନ୍ତୁ କପାଳଭାତି

ପ୍ରତିଦିନ ଯୋଗାଭ୍ୟାସ କଲେ ଶରରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଭଲ ହୋଇଥାଏ । ତେବେ ଯୋଗ କରିବା ସମୟରେ କିଛି ଦିଗ ପ୍ରତି ଧ୍ୟାନ ଦେବା ଉଚିତ । ଯୋଗ ମଧ୍ୟରେ କପାଳଭାତି ପ୍ରାଣାୟମ ଏକ ଶକ୍ତିସାଳୀ ଉଚ୍ଚ ଉଦର ଶ୍ୱାସକ୍ରିୟା ସଂପନ୍ନ ପ୍ରାଣାୟମ ଅଟେ । କପାଳର...

Byju's temporarily halts ads featuring SRK
ପୁଅ ପାଇଁ ହଟହଟା ଶାହରୁଖ ଖାନ୍, ବିଜ୍ଞାପନକୁ ରଦ୍ଧ କଲା Byju’s

ମୁମ୍ବାଇରେ ହାଇ ପ୍ରୋଫାଇଲ୍‌ ଡ୍ରଗ୍ସ ପାର୍ଟିରେ ସାମିଲ ହେବା ଘଟଣାକୁ ନେଇ ଆର୍ୟ୍ୟନ୍‌ ଖାନ୍‌ଙ୍କୁ ଗିରଫ କରାଯାଇଛି । ଆର୍ୟ୍ୟନ୍ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ବନ୍ଦୀ ରହିଛନ୍ତି। ପୁଅ ଆର୍ୟ୍ୟନ୍‌ଙ୍କ ପାଇଁ ଶାହରୁଖ ଖାନ୍ ବହୁତ ବଡ କ୍ଷତିରେ ପଡି ଯାଇଛନ୍ତି । ...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।