• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

Pallipuspa Samal

Editor

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pallipuspa Samal

Unit-4 Fish Market Sealed By BMC
ସିଲ ହେଲା ୪ ନଂ ମାଛ ମାର୍କେଟ,ଅନିର୍ଦ୍ଦିଷ୍ଟ କାଳପାଇଁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ସିଲ୍ କରାଗଲା। ଅନିର୍ଦ୍ଦିଷ୍ଟ କାଳ ଯାଏ ସିଲ୍ ଏହି ମାର୍କେଟକୁ ସିଲ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମରେ ରବିବାର ସଟ୍ ଡାଉନ ଥିବାବେଳେ ଏହି ମାର୍କେଟ ଖୋଲା ଥିଲା। ଏହାକୁ ଦେଖିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ବିଏମ୍‌ସି।

Nuapada CDVO In Vigilance Net; Rs 2.77
ଭିଜିଲାନ୍ସ ଜାଲରେ ନୂଆପଡ଼ା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ

ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ। ତାଙ୍କ ଗାଡ଼ିରୁ ଜବତ ହୋଇଛି ୨ ଲକ୍ଷ ୭୭ ହଜାର ଟଙ୍କା। ତ୍ରିଲୋଚନ ଧଳ ନୂଆପଡ଼ାରୁ ସରକାରୀ ଗାଡ଼ିରେ ନିଜ ଗାଁ କଟକର ନରାଜ ଯାଉଥିବା ବେଳେ ନୂଆପଡ଼ା ତାରିଣୀ ମନ୍ଦିର ପାଖରେ...

soyabin kabab
ବର୍ଷାଦିନରେ ବନାନ୍ତୁ 'ସୋୟାବିନ୍ କବାବ୍'

ବର୍ଷାଦିନରେ ସାଧାରଣତଃ ଘରେ ଘରେ ସକାଳ ଓ ସଂଧ୍ୟା ସମୟରେ ଘରେ ଘରେ ସ୍ନାକ୍ସ ତିଆରି କରାଯାଏ । ସଂଧ୍ୟା ସମୟରେ ଚା’ ସହ କିଛି ସ୍ନାକ୍ସ ହୋଇଗଲେ ଖାଇବାର ମଜା ଦୁଇ ଦୁଣ ବଢିଯାଏ । ଘରେ ଛୋଟପିଲାମାନେ ମଧ୍ୟ ସ୍ନାକ୍ସ ଖାଇବା ପାଇଁ ବେଶୀ ପସନ୍ଦ...

New delhi airport
ଟାର୍ଗେଟରେ ଦିଲ୍ଲୀ ବିମାନ ବନ୍ଦର,ବୋମା ପକେଇ ଉଡେଇଦେବାକୁ ଧମକ

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ପକେଇ ଉଡେଇଦେବାକୁ ଅଲ୍‌କାଏଦା ଧମକ ଦେଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀ ପୋଲିସ ଶନିବାର ସନ୍ଧ୍ୟାରେ ଅଲ୍‌କାଏଦା ନାମରେ ଏକ ଇମେଲ ପାଇଥିଲା, ଯେଉଁଥିରେ ଆସନ୍ତା କିଛି ଦିନ ମଧ୍ୟରେ ଆଇଜି ବିମାନ ବନ୍ଦରକୁ ଉଡ଼ାଇ ଦିଆଯିବ ବୋଲି ଧମକ ଦିଆଯାଇଛି।...

River Embankment In Dilapidated Condition
ଅସୁରକ୍ଷିତ ନଦୀବନ୍ଧକୁ ନେଇ ବଢୁଛି ଚିନ୍ତା

ନଦୀ ବନ୍ଧ ଫାଟି ଆଁ କରିଛି । ନଦୀ ଫୁଲିଲେ ଭୟରେ ଜୀବନ ଅତିବାହିତ କରୁଛନ୍ତି ଲୋକେ । ବନ୍ୟା ରୋକିବାକୁ ତଥା ବନ୍ଧ ମଜଭୁତ କରିବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ନିମ୍ନ ମାନର କାମ...

Tokyo 2020 Olympics Concludes Today
ଆଜି ଟୋକିଓ ଅଲିମ୍ପିକ୍ସର ଉଦଯାପନୀ ଉତ୍ସବ

ଆଜି ଶେଷ ହେଉଛି ଟୋକିଓ ଅଲିମ୍ପିକ୍ସ । କ୍ରୀଡ଼ା ମହାକୁମ୍ଭର ଶେଷ ଦିନରେ ମଧ୍ୟ ଅନେକ ରୋମାଂଚକର ପ୍ରତିଯୋଗିତା ଦେଖିବାକୁ ମିଳିବ । ମହିଳା ବାସ୍କେଟବଲ୍ ଏବଂ ଇନଡୋର ଭଲିବଲ୍ ବର୍ଗରେ ଶେଷ ହେବ ଟୋକିଓ ଅଲିମ୍ପିକ୍ସ । ଏହାସହ ଓ୍ୱାଟର ପୋଲୋ, ରିଦ୍ମାଟିକ ଜିମନାଷ୍ଟିକ୍ସ, ସାଇକେଲ ଚାଳନା,...

Group Clash At Munda Sahi
ମୁଣ୍ଡାସାହିରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍ ଘଟଣା,୨୧ ଜଣ ଗିରଫ

ଭୁବନେଶ୍ୱର ମଞ୍ଚେଶ୍ୱର ମୁଣ୍ଡାସାହିରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍ ଘଟଣାରେ ୨୧ ଜଣଙ୍କୁ ଗିରଫ କରିଛି ପୋଲିସ। ସିସିଟିଭି ଫୁଟେଜ ଆଧାରରେ ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯାଇଛି । ଘଟଣା ପରେ ବସ୍ତିରେ ଚାପା ଉତ୍ତେଜନା ଲାଗି ରହିଛି । ସାମାନ୍ୟ ବଚସାକୁ ନେଇ ଶୁକ୍ରବାର ଏହି...

Honey Singh lied to his wife's allegations
ପତ୍ନୀଙ୍କ ଅଭିଯୋଗକୁ ମିଛ କହିଲେ ହନି ସିଂ, ଫ୍ୟାନ୍ସଙ୍କୁ ଦେଲେ ସ୍ୱତନ୍ତ୍ର ବାର୍ତ୍ତା

ଗାୟକ ତଥା ରାପର ହନି ସିଂ ଏବେ ଚର୍ଚ୍ଚାରେ । ପାରିବାରିକ ହିଂସା ଅଭିଯୋଗରେ ପତ୍ନୀ ଶାଲିନୀ ସ୍ୱାମୀ ହନି ସିଂଙ୍କ ବିରୋଧରେ ଦିଲ୍ଲୀର ଟିସ ହାଜାରି କୋର୍ଟରେ ଆବେଦନ କରିଥିଲେ । ପ୍ରଥମ ଥର ପାଇଁ ହନି ସିଂ ଏହି ଅଭିଯୋଗ ଉପରେ ନୀରବତା ଭାଙ୍ଗି ସୋସିଆଲ...

Neeraj Chopra Wins The First Gold Medal
ଇତିହାସ ରଚିଲା ଭାରତ,ନୀରଜ ଦେଲେ ସ୍ୱର୍ଣ୍ଣ ଉପହାର

ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ । ଟୋକିଓରେ ଇତିହାସ ରଚିଲା ଭାରତ । ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଉପହାର ଦେଲେ ନୀରଜ ଚୋପ୍ରା । ଭାରତକୁ ଜାଭେଲିନ୍‌ ଥ୍ରୋ ପ୍ରତିଯୋଗିତାରେ ନୀରଜ ଚୋପ୍ରା ଦେଲେ ସ୍ୱର୍ଣ୍ଣ ପଦକ । ସାରା ବିଶ୍ୱରେ ଭାରତ ଗର୍ବ...

Parlakhemundi ACF Death Case
ମନ୍ତ୍ରୀଙ୍କ ଅଗୋଚରରେ ପିଏସ୍ ଦୀପ୍ତିରଂଜନଙ୍କ ବଦଳି କରାଯାଇଥିବା ଚର୍ଚ୍ଚା

ସଂସଦୀୟ ବ୍ୟାପାର ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ଦୀପ୍ତିରଂଜନ ବେହେରାଙ୍କ ଅଚାନକ୍ ବଦଳିକୁ ନେଇ ପାଓ୍ୱାର କରିଡର୍‌ରେ ଜୋରଦାର୍ ଚର୍ଚ୍ଚା। ପ୍ରଭାବଶାଳୀ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଦୀପ୍ତିରଂଜନଙ୍କୁ କାହିଁକି ଅତର୍କିତ ଭାବେ କୋରାପୁଟ୍‌କୁ ବଦଳି କରାଗଲା ତାକୁ...

Group Clash in Mancheswar
ଭୁବନେଶ୍ୱର ମୁଣ୍ଡାସାହିର ଗୋଷ୍ଠୀ ସଂଘର୍ଷ ଘଟଣା,୨୦ ଜଣଙ୍କୁ ଅଟକ ରଖିଛି ପୋଲିସ

ଭୁବନେଶ୍ୱର ମୁଣ୍ଡାସାହିର ଗୋଷ୍ଠୀ ସଂଘର୍ଷ ଘଟଣା । ଘଟଣାରେ ୨୦ ଜଣଙ୍କୁ ଅଟକ ରଖି ପଚରାଉଚୁରା କରିଛି ପୋଲିସ । ସିସିଟିଭି ଫୁଟେଜ ଆଧାରରେ ଚିହ୍ନଟ କରି ତଦନ୍ତ ଚଳାଇଛି ପୋଲିସ । ଗତକାଲିର ସାମାନ୍ୟ ଏକ ଗଣ୍ଡଗୋଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏଥିରେ...

Johnson Single-Dose Covid Vaccine in India
ଜନସନ ଆଣ୍ଡ୍ ଜନସନର ସିଙ୍ଗିଲ୍ ଡୋଜ ଟିକାକୁ ଅନୁମୋଦନ

ଭାରତରେ ଜନସନ୍ ଟିକାକୁ ମିଳିଲା ଅନୁମତି । ଆମେରିକାର ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ କରାଯାଇଛି । ଜନସନର ସିଙ୍ଗଲ ଡୋଜ୍ ଟିକାକୁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ସୂଚନା ଦେଇଛନ୍ତି ।...

desi ghee
ସ୍ୱାସ୍ଥ୍ୟ ପାଇଁ ଭଲ ଦେଶୀ ଘିଅ, ଜାଣନ୍ତୁ ଘିଅର ୮ଟି ଉପକାର

ନିତିଦିନିଆ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଆମେ ଦେଶୀ ଘିଅର ବ୍ୟବହାର କରିଥାଉ । ଆୟୁର୍ବେଦ ଅନୁସାରେ ଦେଶୀ ଘିଅ ଖାଇବା ଦ୍ୱାରା ଶରୀରର ଅନେକ ଲାଭ ମିଳିଥାଏ l

odia food
ନଡିଆ ରସଦିଆ ପୋଇ ଚିଙ୍ଗୁଡି ଛେଞ୍ଚଡ଼ା

ଓଡିଆ ରୋଷଶାଳାରେ ଚିଙ୍ଗୁଡିକୁ ନେଇ ଅନେକ ରେସିପି ରହିଛି । ଆମେ ଆପଣଙ୍କୁ ଚିଙ୍ଗୁଡିର ଏକ ଦେଶୀ ଓ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ। ଏହି ରେସିପିର ନା ହେଉଛି ‘ନଡିଆ ରସଦିଆ ପୋଇ ଚିଙ୍ଗୁଡି ଛେଞ୍ଚଡ଼ା’।

ecmo machine
୧୫ରୁ SCBରେ ଇକମୋ ସେବା

ଅଗଷ୍ଟ ୧୫ରୁ କଟକ SCBରେ ଉପଲବ୍ଧ ହେବ ଇକମୋ ସେବା । ଏହି ସୂଚନ ଦେଇଛନ୍ତି DMET ସିବିକେ ମହାନ୍ତି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ବୋଲି କହିଛନ୍ତି DMET ସିବିକେ ମହାନ୍ତି । ଏସିବିରେ ୯ଟି ଇକମୋ ମେସିନ ଇନଷ୍ଟଲ ହୋଇଛି ,ଆବଶ୍ୟକୀୟ ମାନବ ସମ୍ବଳ...

Golfer Praises Aditi Ashok
ପଦକରୁ ବଞ୍ଚିତ ହେଲେ ଯୁବ ଗଲଫର ଅଦିତି

ଟୋକିଓ ଅଲିମ୍ପିକ୍ସରେ ପଦକରୁ ବଞ୍ଚିତ ହେଲେ ଯୁବ ଗଲଫର ଅଦିତି। ମହିଳା ବ୍ୟକ୍ତିଗତ ଷ୍ଟ୍ରୋକ୍ ପ୍ଲେରେ ଚତୁର୍ଥ ସ୍ଥାନରେ ରହିଲେ ଅଦିତି। ଅଲମ୍ପିକ୍ସରେ ଭାରତୀୟ ଗଲଫରଙ୍କ ଏହା ହେଉଛି ସର୍ବଶ୍ରେଷ୍ଠ ପ୍ରଦର୍ଶନ । ଟୋକିଓରେ ଆରମ୍ଭରୁ ପ୍ରଭାବଶାଳୀ ପ୍ରଦର୍ଶନ କରିଥିଲେ ଅଦିତି । ରିଓ ଅଲିମ୍ପିକ୍ସରେ ୪୧ତମ...

 New Covid-19 Cases
୧୦୯୬ ନୂଆ କରୋନା ସଂକ୍ରମିତ,ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଅଗଷ୍ଟ ୫ର ରିପୋର୍ଟ ଅନୁସାରେ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୯ ରହିଛି। କଟକରେ...

Child Suffering From Neuroblastoma Cancer
ଅଟକିଛି କୁନି ଝିଅର ଚିକିତ୍ସା,ସରକାରୀ ସହାୟତାକୁ ଅପେକ୍ଷା

ଝିଅର କଷ୍ଟ ବୁଝି ପାରୁଛି ମାଆ । ହେଲେ, ସେ ଅସହାୟ, ଯନ୍ତ୍ରଣାରେ ଛଯପଟ ହେଉଥିବା ଝିଅ ପାଇଁ କିଛି କରିପାରୁନି । କାରଣ, ପାଖରେ ନାହିଁ ଟଙ୍କା। ଯାଜପୁର ଜିଲ୍ଲା ଦଶରଥପୁର ଆଖୁଆ ସାହିର ପ୍ରଲିପ୍ତା ରାଉତଙ୍କ ୩ ବର୍ଷର ଝିଅକୁ ହୋଇଛି ନ୍ୟୁରୋବ୍ଲାସ୍ମା କ୍ୟାନସର...

12 Hour Sundargarh Bandh
କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା:ଦ୍ୱିତୀୟ ଏମସ ପ୍ରତିଷ୍ଠା  ପାଇଁ ଦାବି

ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମସ ପ୍ରତିଷ୍ଠା ପାଇଁ ଦାବି। ଏନେଇ ସୁନ୍ଦରଗଡ଼ ସହରରେ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ବନ୍ଦ ନେଇ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଗାଡି ମୋଟର ଚାଲୁନି। ଏହି ବନ୍ଦ ପାଳନ ଯୋଗୁ ଏମସିଏଲରୁ କୋଇଲା...

ବଦଳିବ ରାଜୀବ ଗାନ୍ଧୀ ଖେଳ ରତ୍ନ ନାମ:PM ମୋଦିଙ୍କ ବଡ଼ ଘୋଷଣା

ଭାରତରେ ଦିଆଯାଇଥିବା ଖେଳ ରତ୍ନ ପୁରସ୍କାର ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାର ଘୋଷଣା କରିଛନ୍ତି । ଏହି ନୂଆ ଘୋଷଣା ପରେ ପୁରସ୍କାରକୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର କୁହାଯିବ। ଏନେଇ ପ୍ରଧାନମନ୍ତ୍ରୀ...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।