ରାମ ରାବଣ ଭୂମିକାରେ ଅଭିନୟ କରିବେ ବଲିଉଡର ୨ ହ୍ୟାଣ୍ଡସମ୍ ହଙ୍କ୍ ଅଭିନେତା ହ୍ରିତିକ୍ ରୋଶନ ଓ ରଣବୀର କପୁର । ହ୍ରିତିକ୍ ରୋଶନ ଓ ରଣବୀର କପୁର ନିଜ ଅଭିନୟ କ୍ୟାରିୟରରେ ସବୁଠୁ ଗୁରୁତ୍ଵପୂର୍ଣ୍ଣ ଏବଂ ଦମଦାର ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି । ଦୁଇ ଅଭିନେତା...
ଆଜି ଭାରତୀୟ ବଜାରରେ ସୁନା ଓ ରୂପା ଦର ସ୍ଥିର ରହିଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଭୁବନେଶ୍ୱରରେ...
ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ...
ଏବେ ଚାଲିଛି ପ୍ରାର୍ବଣର ଋତୁ । ନବରାତ୍ରୀରେ ଭଳି କି ଭଳି ମିଠାର ରେସିପି ପ୍ରସ୍ତୁତ କରାଯାଏ । ଆଜି ଆମେ ଏକ ମିଠାର ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ବାଦାମ୍ ଫିର୍ନି’ । ଘରକୁ କୁଣିଆ ଆସିଲେ ଏହି ରେସିପିଟି...
ପ୍ରତିଦିନ ଯୋଗାଭ୍ୟାସ କଲେ ଶରରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଭଲ ହୋଇଥାଏ । ତେବେ ଯୋଗ କରିବା ସମୟରେ କିଛି ଦିଗ ପ୍ରତି ଧ୍ୟାନ ଦେବା ଉଚିତ । ଯୋଗ ମଧ୍ୟରେ କପାଳଭାତି ପ୍ରାଣାୟମ ଏକ ଶକ୍ତିସାଳୀ ଉଚ୍ଚ ଉଦର ଶ୍ୱାସକ୍ରିୟା ସଂପନ୍ନ ପ୍ରାଣାୟମ ଅଟେ । କପାଳର...
ମୁମ୍ବାଇରେ ହାଇ ପ୍ରୋଫାଇଲ୍ ଡ୍ରଗ୍ସ ପାର୍ଟିରେ ସାମିଲ ହେବା ଘଟଣାକୁ ନେଇ ଆର୍ୟ୍ୟନ୍ ଖାନ୍ଙ୍କୁ ଗିରଫ କରାଯାଇଛି । ଆର୍ୟ୍ୟନ୍ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ବନ୍ଦୀ ରହିଛନ୍ତି। ପୁଅ ଆର୍ୟ୍ୟନ୍ଙ୍କ ପାଇଁ ଶାହରୁଖ ଖାନ୍ ବହୁତ ବଡ କ୍ଷତିରେ ପଡି ଯାଇଛନ୍ତି । ...
ସ୍ୱାସ୍ଥ୍ୟ ହିଁ ସଂପଦ । ସ୍ୱାସ୍ଥ୍ୟ ପାଇଁ ଫଳ ସେବନ ଅତ୍ୟନ୍ତ ଜରୁରୀ ଅଟେ । ଫଳରୁ ଶରୀରକୁ ବିଭିନ୍ନ ଭିଟାମିନ୍ ମିଳିଥାଏ । ସେହିପରି ଏକ ଫଳ ହେଉଛି ନାସପାତି । ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ନାସପାତି । ନାସପାତିରେ କ୍ୟାଲୋରୀ ପରିମାଣ ବହୁତ କମ୍,...
ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(AIIMS) ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । AIIMSରେ ଖାଲି ପଡ଼ିଛି ୧୬୨ ଫାକଲ୍ଟି ପଦବୀ । ସମସ୍ତ ଫାକଲ୍ଟି ପଦବୀ ପାଇଁ ଗୌହ୍ୱାଟିରେ ନିଯୁକ୍ତି ମିଳିବ। ପଦବୀ ମଧ୍ୟରେ ପ୍ରଫେସର ପଦବୀ ପାଇଁ...
ବର୍ଷାରେ ଭାସିଲା ହାଇଦ୍ରାବାଦ ସହର । ସଂପୂର୍ଣ୍ଣ ସହର ଜଳମଗ୍ନ ହୋଇ ପଡିଛି । ସହରରେ ୧୦ରୁ ୧୨ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି । ସରୁରନଗର ଅଂଚଳରେ ସବୁଠାରୁ ଅଧିକ ୧୩ ସେଣ୍ଟିମିର ବର୍ଷା ରେକର୍ଡ କରାଯାଇଛି । ଗତକାଲି ସଂଧ୍ୟାରୁ ରାତି ପ୍ରାୟ ୧୧ଟା ପର୍ଯ୍ୟନ୍ତ...
ଗ୍ରାମାଞ୍ଚଳର ବିକାଶ ଲାଗି ସରକାରଙ୍କ ପୁଳା ପୁଳା ଯୋଜନା କରୁଛନ୍ତି ହେଲେ ଆଜି ବି ଲୋକେ ଅଭିଶପ୍ତ ଜୀବନ ବିତାଉଛନ୍ତି । ଗାଁର ବିକାଶ ହେଉଛି ବୋଲି କାଗଜ କଲମରେ ରହୁଛି ସତ, କିନ୍ତୁ ବାସ୍ତବ ଚିତ୍ର ସଂପୂର୍ଣ୍ଣ ଭିନ୍ନ । ରାସ୍ତାଘାଟ, ବିଜୁଳି, ପାଣି ଭଳି ମୌଳିକ...
ଏବେ ଚାଲିଛି ପାର୍ବଣର ଋତୁ । ପାର୍ବଣ ସମୟରେ ଠାକୁରଙ୍କ ନିକଟରେ ବିଭିନ୍ନ ପ୍ରକାରର ମିଠା ଭୋଗ ଲଗାଯାଇଥାଏ । ଆପଣ ଘରେ ମଧ୍ୟ ମିଠାର ରେସିପି ବନେଇ ପାରିବେ । ଆଜି ଆମେ ଆପଣଙ୍କୁ ବ୍ରେଡ଼ରେ ତିଆରି ଏକ ମିଠା ରେସିପି ବିଷୟରେ କହିବୁ । ଏହି...
ସାଧାରଣତଃ ଘରେ ବେଳେ ବେଳେ ବିଭିନ୍ନ ସମସ୍ୟା ଉପୁଜିଥାଏ,ଯେପରିକି ଆର୍ଥିକ ସମସ୍ୟା,ସ୍ୱାସ୍ଥ୍ୟ ସମସ୍ୟା,ପାରିବାରିକ କଳହ ସମସ୍ୟା । ବାସ୍ତୁ ଶାସ୍ତ୍ର ବା ଜୈତିଷ ଶାସ୍ତ୍ର ଅନୁସାରେ ଏହାକୁ ଶନି ଦୋଷ ଲାଗିଥାଏ ବୋଲି ବିବେଚନା କରାଯାଏ । ଶନି ଦୋଷରୁ ମୁକ୍ତି ପାଇବା ପାଇଁ ୭ଟି ଶନିବାର ଶନିଦେବଙ୍କୁ...
ବଲିଉଡର ଡ୍ରାମା କୁଇନ୍ ରାକ୍ଷୀ ସାୱନ୍ତ କିଛି ନା କିଛି କାରଣ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ରାକ୍ଷୀ ସାୱନ୍ତ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍ ରହୁଥିବା ବେଳେ ଏଥର ତାଙ୍କ ଫଟୋ ଦେଖି ଫ୍ୟାନ୍ ମାନେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି । ରାକ୍ଷୀ ଏବେ ନିଜର ନୂଆ...
ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (ଆଇଓସିଏଲ୍) ସର୍ବଶେଷ ବିଜ୍ଞପ୍ତିରେ ବିଭିନ୍ନ ରାଜ୍ୟରେ ବମ୍ପର ପଦବୀରେ ନିଯୁକ୍ତି ଦେବା ପାଇଁ ଆବେଦନ ଗ୍ରହଣ କରୁଛି । ଆବେଦନ ମୁତାବକ ଟ୍ରେଡ ଅପରେଣ୍ଟିସ, ଟେକ୍ନିସିଆନ ଏବଂ ଡାଟା ଏଣ୍ଟ୍ରି ଅପରେଟର ସହିତ ୪୬୯ ପଦବୀ ଖାଲିପଡିଛି । ପଦବୀ ପାଇଁ ଆଗ୍ରହୀ...
ପ୍ରାୟତଃ ସମସ୍ତେ ଛୋଟ ୱାଲେଟ୍ ବା ପର୍ସ ନିଜ ପାଖରେ ରଖିଥାନ୍ତି । ବିଶେଷକରି ଏଥିରେ ଟଙ୍କା ରଖାଯାଏ । କିନ୍ତୁ ପ୍ରାୟତଃ ଲୋକମାନେ ଏଥିରେ ଅନ୍ୟ ବର୍ଜ୍ୟବସ୍ତୁ ମଧ୍ୟ ରଖିଦେଇଥାନ୍ତି । ବାସ୍ତୁ ଶାସ୍ତ୍ର ଅନୁଯାୟୀ ଏହା ଦ୍ୱାରା ଆପଣଙ୍କ ଉପରେ ନକାରାତ୍ମକ ଶକ୍ତିର ପ୍ରଭାବ ପଡିଥାଏ...
ଘରେ ରୋଷେଇ ପାଇଁ ବିଭିନ୍ନ ମସଲା ଓ ପତ୍ର ବ୍ୟବହାର କରାଯାଇଥାଏ ଓ ଏହା ଦ୍ୱାରା ଖାଦ୍ୟର ସ୍ୱାଦ ଦୁଇ ଗୁଣିତ ହୋଇଥାଏ । କିନ୍ତୁ ଖାଦ୍ୟର ସ୍ୱାଦ ବଢେଇବା ସହ ଏହା ସ୍ୱାସ୍ଥ୍ୟ ପାଇଁ ଏହା ହିତକର ଅଟେ । ସେହିଭଳି ଗୋଟିଏ ମସଲା ହେଉଛି...
ସାଧାରଣତଃ ଚିଙ୍ଗୁଡିରେ ପ୍ରସ୍ତୁତ ରେସିପି ଖାଇବାକୁ ବେଶୀ ସୁଆଦିଆ ଲାଗିଥାଏ । ଘରେ ଆମେ ଚିଙ୍ଗୁଡ଼ିର ଅନେକ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆପଣଙ୍କୁ ଚିଙ୍ଗୁଡ଼ିର ଏକ ଦେଶୀ ରେସିପି ବିଷୟରେ କହିବୁ । ଏହି ରେସିପିର ନାଁ ହେଉଛି ‘ଚିଙ୍ଗୁଡ଼ି ଲାଉ ରାଇ’। ଏହି ରେସିପିଟିକୁ ଆପଣ...
ଏଣିକି ଅଫଲାଇନ୍ରେ ମିଳିବନି ସିମ୍ କାର୍ଡ । ଜାଲ ସିମ୍ କାର୍ଡ ଘଟଣାକୁ ନେଇ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହି ନୂଆ ନିୟମ ଅନୁଯାୟୀ ସିମ୍ ବ୍ୟବହାରକାରୀଙ୍କୁ ନୂଆ ନିୟମକୁ ମାନିବାକୁ ପଡିବ । ଗ୍ରାହକ ମାନଙ୍କ ସୁବିଧା ପାଇଁ ଏହି ନିଷ୍ପତି ନିଆ...
ସାମନ୍ଥା ଏବଂ ନାଗା ଚୈତନ୍ୟ ଶନିବାର ଛାଡପତ୍ର ଘୋଷଣା କରିଛନ୍ତି । ବିବାହର ୪ ବର୍ଷ ପରେ ସାଉଥ୍ ଷ୍ଟାର ନାଗା ଚୈତନ୍ୟ ପତ୍ନୀ ସାମନ୍ଥା ଅକ୍କିନେନୀଙ୍କ ଠାରୁ ଛାଡ଼ପତ୍ର ନେଇଛନ୍ତି। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହାକୁ ନେଇ ନାଗାଙ୍କ...
ଘରେ ଆପଣ କଙ୍କଡ଼ାରେ ତିଆରି ବହୁ ରେସିପି ଖାଇଥିବେ । ଆଜି ଆମେ ଆପଣଙ୍କୁ କଙ୍କଡ଼ାର ଦେଶୀ ଶୈଳୀରେ ଏକ ରେପିପି ବିଷୟରେ କହିବୁ । ଏହି ରେସିପି ର ନାଁ ହେଉଛି ‘ନଡ଼ିଆ ଦିଆ କଙ୍କଡ଼ା ରସା’ । ଏହି ରେସିପିଟିକୁ ଆପଣ ଘରେ ଅତି...