ଅଶ୍ଳୀଳ ଭିଡିଓ ଓ ଫିଲ୍ମ ତିଆରି କରିବା ଅଭିଯୋଗରେ ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଏବେ ଜେଲରେ ଅଛନ୍ତି । ଏହି ମାମଲାରେ ଶିଳ୍ପା ଶେଟ୍ଟୀ ମୁମ୍ବାଇ ପୋଲିସର ଚାର୍ଜସିଟରେ ସାକ୍ଷୀ ଭାବରେ ତାଲିକାଭୁକ୍ତ ହୋଇଛନ୍ତି। ସେ ପୋଲିସକୁ ଦେଇଥିବା ବିବୃତ୍ତି ସାମ୍ନାକୁ ଆସିଛି। ଶିଳ୍ପା ଶେଟ୍ଟୀ...
ମନ୍ଦାର ଫୁଲ କେଶ ସହିତ ଯଡ଼ିତ ଅନେକ ସମସ୍ୟା ଦୂର କରିବାରେ ସାହାଯ୍ୟ କରିଥାଏ । ମନ୍ଦାର ଫୁଲରେ ତିଆରି ପ୍ୟାକ୍ ଲଗାଇବା ଦ୍ୱାରା କେଶ ମୂଳରୁ ମଜବୁତ ହୋଇଥାଏ । ରୁପି, କେଶ ଝଡିବା ଏବଂ କେଶ ସମ୍ବନ୍ଧୀୟ ଅନ୍ୟାନ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ ।
ଆଜି ଆମେ ଆପଣଙ୍କୁ ଅଣ୍ଡାର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଅଣ୍ଡା କୋରମା’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ...
ପୂର୍ବତନ ମିଷ୍ଟର ଇଣ୍ଡିଆ ବଡି ବିଲ୍ଡର ମନୋଜ ପାଟିଲ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି । ମୁମ୍ବାଇରେ ଗତ ରାତିରେ ସେ ନିଦ ବଟିକା ଖାଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଛନ୍ତି । ସୂଚନା ଅନୁସାରେ ଆତ୍ମହତ୍ୟା କରିବା ପୂର୍ବରୁ ସେ ଏକ ସୁଇସାଡାଲ ନୋଟ୍ ଲେଖିଛନ୍ତି...
ଛାଡ଼ପତ୍ର ପରେ ସାଧାରଣତଃ କପଲ୍ ମାନେ ଅଲଗା ଓ ସ୍ୱାଧୀନ ଭାବେ ଜୀବନ ବିତାଇଥାନ୍ତି । କିନ୍ତୁ ଆମୀର ଖାନ୍ ଓ କିରଣ ରାଓ ଛାଡ଼ପତ୍ର ପରେ ବି ଏକ ବନ୍ଧୁତ୍ୱପୂର୍ଣ୍ଣ ସଂପର୍କ ବଜାୟ ରଖିଛନ୍ତି । ଚଳିତ ବର୍ଷ ଜୁଲାଇରେ ଆମୀର ତାଙ୍କ ଦ୍ୱିତୀୟ ପତ୍ନୀଙ୍କୁ ଛାଡ଼ପତ୍ର...
ଦିନକୁ ଦିନ ରାଜ୍ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି । ବୁଧବାର ମୁମ୍ବାଇ କ୍ରାଇମବ୍ରାଞ୍ଚ ଅଶ୍ଳୀଳ ମାମଲାରେ ୧୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି । ଶିଲ୍ପା ସେଟ୍ଟି ,ସର୍ଲିନ ଚୋପ୍ରା ଓ ଅନ୍ୟ ୪୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି...
ଡାଲିରେ ରହିଛି ପୃଷ୍ଟିସାର । ଯାହା ଆମ ହାଡ଼ ଓ ରକ୍ତକୁ ମଜବୁତ କରିଥାଏ । ମୁଗ ଡାଲି ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ । ଏହା ଶରୀରର ରୋଗ ପ୍ରତିରୋଧକ କ୍ଷମତାକୁ ମଜବୁତ କରିଥାଏ । କାରଣ ଏଥିରେ ବିଭିନ୍ନ ପ୍ରକାରର ପୋଷକତତ୍ୱ ରହିଛି...
ଆମ ଓଡ଼ିଆ ଖାଦ୍ୟର ଏକ ନିଆରା ସ୍ୱାଦ ଥାଏ । ଆଜି ଆମେ ଆପଣଙ୍କୁ ଓଡ଼ିଶାର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚାଉଳ ଦିଆ ଚୁନା ମାଛ ବରା’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ...
ମାତ୍ର ୫୦ ଟଙ୍କାରେ ହେବ MRI । ଏହା ଶୁଣିବା ପରେ ଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ ଲାଗୁଥିବ । ହଁ ଆଜ୍ଞା ଏହା ସତ୍ୟ ଅଟେ । ଦିଲ୍ଲୀ ଶିଖ୍ ଗୁରୁଦ୍ୱାରା ପ୍ରବନ୍ଧନ ସମିତି DSGPC ପକ୍ଷରୁ ଜନ ସାଧାରଣଙ୍କୁ ଏହି ସେବା ଯୋଗାଇ ଦଇଆଯାଉଛି । DSGPC ଦ୍ୱାରା...
ସୁପରଷ୍ଟାର ରଜନୀକାନ୍ତଙ୍କର କ୍ରେଜ୍ ସବୁବେଳେ ରହି ଆସିଛି । କେବଳ ସାଉଥ ନୁହେଁ ବିଦେଶରେ ମଧ୍ୟ ତାଙ୍କର ଅନେକ ପ୍ରଶଂସକଙ୍କ ରହିଛନ୍ତି। ନିକଟରେ ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଗଳାମୀ ପାଇଁ ସେ ବହୁତ ରାଗି ଯାଇଛନ୍ତି । ରଜନୀକାନ୍ତଙ୍କ ଫିଲ୍ମର ପୋଷ୍ଟରରେ ପ୍ରଶଂସକ ମାନେ ଛେଳିର ରକ୍ତ ଛିଞ୍ଚିଛନ୍ତି ।...
ଶରୀରରରେ ଖାଦ୍ୟର ସନ୍ତୁଳନ ଠିକ୍ ରହିଲେ ଓଜନ ଠିକ୍ ରହିଥାଏ । ଓଜନ କମାଇବା ଯେତିକି କଷ୍ଟ, ଓଜନ ବଢାଇବା ମଧ୍ୟ କିଛି ଲୋକଙ୍କ ପାଇଁ ସମାନ କଷ୍ଟ । ଆଜି ଆମେ ଜାଣିବା କେଉଁ କେଉଁ ଖାଦ୍ୟ ଖାଇବା ଦ୍ୱାରା ଶରୀରରେ ଓଜନ ବୃଦ୍ଧି ପାଇଥାଏ ।
ଆଜି ଆମେ ବଳକା ରୁଟିରେ ପ୍ରସ୍ତୁତ ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ରୁଟି ସମୋସା’। ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।
ରସୁଣ ଯେକୌଣସି ରୋଷେଇର ସ୍ୱାଦକୁ ଦ୍ୱିଗୁଣିତ କରିଥାଏ । ଏହାର ବିଶେଷତା କେବଳ ଏତିକି ନୁହେଁ, ଆମେ ଏହାକୁ ଅନେକ ରୋଗରୁ ରକ୍ଷା ପାଇବା ପାଇଁ ମଧ୍ୟ ଆମେ ବ୍ୟବହାର କରିଥାଉ । ରସୁଣରେ ପ୍ରୋଟିନ୍, କାର୍ବସ୍, ମିନେରାଲ୍ସ, ଚୂନ ଏବଂ ଆଇରନ୍ ଥାଏ ।
ଏଆଇଏମଆଇଏମ୍ର ପୂର୍ବତନ ନେତା ରିୟାଜୁଦ୍ଦିନ ଖାନ୍ ତାଙ୍କ ପୂର୍ବତନ ପତ୍ନୀଙ୍କୁ ବିବାହ କରିବାକୁ ଯାଇ ଅଡ଼ୁଆରେ ଫସି ଯାଇଛନ୍ତି । ଇସଲାମ ଧର୍ମ ଅନୁଯାୟୀ ପୂନର୍ବାର ବିବାହ ବା ନିକାହ କରିବା ପାଇଁ ‘ହଲାଲା’ ଜରୁରୀ ଅଟେ । ଏନେଇ ରିୟାଜୁଦ୍ଦିନ ତାଙ୍କୁ ବନ୍ଧୁଙ୍କ ସହ ପୂର୍ବତନ ପତ୍ନୀଙ୍କ ସହ...
ଅଡ଼ୁଆରେ ଏଲଜେପି ସାଂସଦ ତଥା ଚିରାଗ ପାସୱାନଙ୍କ ଭାଇ । ଚିରାଗ ପାସୱାନଙ୍କ ସଂପର୍କୀୟ ଭାଇ ପ୍ରିନ୍ସ ରାଜ୍ଙ୍କ ନାଁରେ ଦିଲ୍ଲୀ କନଟ ପ୍ଲେସ୍ ଥାନାରେ ଗୁରୁତର ଅଭିଯୋଗ ଆଣିଛନ୍ତି ଜଣେ ମହିଳା । ଦୁଷ୍କର୍ମ ଅଭିଯୋଗରେ ତାଙ୍କ ନାଁ ରେ ଏତଲା ଦିଆଯାଇଛି
ଘରେ ଆପଣ ଚିଙ୍ଗୁଡ଼ିର ଅନେକ ପ୍ରକାରର ରେସିପି ଖାଇଥିବେ । ଆଜି ଆମେ ଏକ ନୂଆ ଓ ଦେଶୀ ଶୈଳୀରେ ଚିଙ୍ଗୁଡ଼ିର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିଙ୍ଗୁଡ଼ି ରସୁଣ ଚମଚମ୍’ ।
ବାପା ମାଆଙ୍କର ସ୍ୱପ୍ନ ପୂରଣ କଲେ ନୀରଜ । ଟୋକିଓ ଅଲିମ୍ପିକ୍ସରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ହରିୟାଣାର ନୀରଜ ଚୋପ୍ରାଙ୍କ ଏକ ଛୋଟ ସ୍ୱପ୍ନ ଆଜି ପୂରଣ ହୋଇଛି । ସେ ତାଙ୍କ ଟ୍ୱିଟର ଆକାଉଣ୍ଟରୁ ଏକ ଫଟୋ ସେୟାର କରି ଖୁସି ବ୍ୟକ୍ତ କରିଛନ୍ତି...
ଜଳାର୍ଣ୍ଣବ ହେଲା ଦିଲ୍ଲୀ ଆଇଜିଆଇ ଏୟାରପୋର୍ଟ । ପ୍ରବଳ ବର୍ଷା କାରଣରୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ପାଣି ଜମି ରହିଛି । ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୦୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗତ ୪୬ ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା ପରିମାଣ ।...
ଟିଭି ଇଣ୍ଡଷ୍ଟ୍ରୀର ଜଣାଶୁଣା କଳାକାର ଶାହିର ଶେଖ୍ ଓ ରୁଚିକା କପୁରଙ୍କ ଘରେ ଏବେ ଖୁସିର ମାହୋଲ । କାହିଁକି ନା ଦୁହେଁ ବାପା ମାଆ ହୋଇ ଯାଇଛନ୍ତି । ରୁଚିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ତେବେ ଏ ନେଇ ଶାହିର ଆନୁଷ୍ଠାନିକ ଭାବେ...
ପ୍ରତ୍ୟେକ ମଣିଷର ବ୍ଲଡ୍ ଗ୍ରୁପ୍ ଅଲଗା । ମଣିଷ ମଧ୍ୟରେ ୪ ପ୍ରକାରର ବ୍ଲଡ୍ ଗ୍ରୁପ୍ ମିଳିଥାଏ A, B, O ଏବଂ AB, ଯାହା ଆଧାରରେ କିନ୍ତୁ ଆପଣ ଜାଣନ୍ତି କି ବ୍ଲଡ୍ ଗ୍ରୁପ୍ ଦ୍ୱାରା ମଣିଷର ସ୍ୱଭାବ ବିଷୟରେ ଜଣା ପଡିଥାଏ ।