ବଡ଼ ପରଦାରେ ଏକାଠି ନଜର ଆସିବେ ବଲିଉଡର ତିନି ଟପ୍ ଅଭିନେତ୍ରୀ । ଫରହାନ ଅଖତରଙ୍କ ଫିଲ୍ମ ‘ଜୀ ଲେ ଜରା’ରେ ଏକାଠି ଅଭିନୟ କରିବେ କ୍ୟାଟ୍ରିନା କୈଫ୍, ପ୍ରିୟଙ୍କା ଚୋପ୍ରା ଓ ଆଲିଆ ଭଟ୍ଟ । ଏନେଇ ମଙ୍ଗଳବାର ସୋସିଆଲ ମିଡିଆରେ ଘୋଷଣା କରାଯାଇଛି । ଏହି...
କିନ୍ନୌରରେ ବଡ଼ ଧରଣର ଭୂସ୍ଖଳନ । ବୁଧବାର ଅପରାହ୍ନରେ ହିମାଚଳ ପ୍ରଦେଶରେ କିନ୍ନୌର ଜିଲ୍ଲାର ଚୌରା ନିକଟସ୍ଥ ଜାତୀୟ ରାଜପଥ ସଂଲଗ୍ନ ଇଗଲ ଜଙ୍ଗଲରେ ପାହାଡ଼ ଧସିବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଛନ୍ତି । ପାହାଡ଼ରୁ...
ଛାଡପତ୍ର ହୋଇଛି ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଟିନା ଦାବି ଓ ଅଥର ଆମୀର ଖାନ୍ଙ୍କ। ୨୦୧୮ରେ ଏମାନଙ୍କ ହୋଇଥିଲା ଚର୍ଚ୍ଚିତ ବିବାହ। ବିବାହ ଭୋଜିରେ ବରିଷ୍ଠ ରାଜନେତାମାନେ ଯୋଗ ଦେଇଥିଲେ। ଜୟପୁରର ଏକ ପରିବାର କୋର୍ଟ ସେମାନଙ୍କ ଛାଡପତ୍ର ଅନୁରୋଧକୁ ମଞ୍ଜୁର କରିଛନ୍ତି।
କୋଭିଡ ହେଲପ୍ ଲାଇନ ନମ୍ବର 104 କୁ ଆସୁଛି ଫେକ୍ କଲ। ଗୋଟେ ଗୋଟେ ନମ୍ବରରୁ ପ୍ରାୟ ୫୦୦ ଥର କଲ ଆସିଥିବା ଜଣାପଡିଛି। ଏପରିକି କଲ ସେଣ୍ଟର ମହିଳା କର୍ମଚାରୀ ଏବଂ ମହିଳା ଡାକ୍ତରଙ୍କ ସହ କଥା ହେବା ବାହାନାରେ କଲ କରି ଅଶ୍ଳୀଳ ଭାଷା ପ୍ରୟୋଗ...
ସାଧାରଣତଃ ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ହୋଇଥାଏ । ଆମିଷରେ ଚିକେନକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ତେବେ ଆମେ ଆପଣ ମାନଙ୍କୁ ଚିକେନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ...
କେବେ କରୋନା ତ କେବେ ଡେଙ୍ଗୁ ଚିନ୍ତା ଘାରୁଛି ଲୋକଙ୍କୁ । ଏଥିପାଇଁ ଲୋକଙ୍କୁ ସୁଷମ ଖାଦ୍ୟ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି । କଖାରୁ ଭିଟାମିନରେ ଭରପୁର ଏକ ସବୁଜ ପରିବା। ଏଥିରେ ଜାଂଥିନ ଓ ଜେକସେନ୍ଥିନ ସମେତ ଭିଟାମିନ୍ ଏ ପ୍ରଚୁର ପରିମାଣରେ...
ଭିଜିଲାନ୍ପସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ଭୂବନ ବ୍ଲକ୍ ଦିଘି ଓ ମଠକରଗୋଳ ପଞ୍ଚାୟତ ପିଇଓଙ୍କ ଘରେ ଚଢାଉ । ପିଇଓ ସନ୍ତୋଷ ସାହୁଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ । ଗୋଟିଏ ତିନି ମହାଲା କୋଠା ଓ ୨ଟି ଏକ ମହଲା କୋଠା ଠାବ...
ପାରାଦୀପକୁ ରହିଛି ସମୁଦ୍ର ବିପଦ । ତାପମାତ୍ରା ବୃଦ୍ଧିରୁ ବରଫ ତରଳି ସମୁଦ୍ର ଆଁ କୁ ଯିବ ୧୨ ତଟବର୍ତ୍ତି ସହର। ଏହି ଆକାଳନ କରିଛି ନାସା ।ନାସାର ଆକଳନ ଅନୁସାରେ ଏକବିଂଶ ଶତାଦ୍ଧୀ ଶେଷ ଆଡ଼କୁ ସମୁଦ୍ରରେ ଲୀନ ହୋଇପାରେ ପାରାଦୀପ । ଦେଶର ୧୨ଟି ଉପକୂଳ...
ହନୁମାନ ପଇସା ପାଇଁ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା। ୩ ମାସ ପୂର୍ବେ ଦେବଗଡ ଥାନା ଅନ୍ତର୍ଗତ ରାଇତାଲ ଅଞ୍ଚଳରେ ଘଟିଥିବା ଏହି ବର୍ବର ହତ୍ୟାକାଣ୍ଡର ପର୍ଦ୍ଦାଫାସ କରିଛି ପୋଲିସ। ଗତ ମେ’ ମାସ ୫ ତାରିଖ ଦିନ ରାଇତାଲ ଗାଁର କୃଷ୍ଣ କିସାନଙ୍କ ମୃତଦେହ ଗାଁରେ...
ଚାଷ ଅମଳ ସମୟରେ ସୀମାନ୍ତ ଅଞ୍ଚଳରେ ଚାଷୀଙ୍କ ସମସ୍ୟା ବଢ଼ାଉଛନ୍ତି ହାତୀ ପଲ । କେଉଁଠି କ୍ଷେତରେ ପଶି ଫସଲ ନଷ୍ଟ କରୁଛନ୍ତି ତ ପୁଣି କେଉଁଠି ଜନବସତି ମୁହାଁ ହୋଇ ଘର ଦ୍ୱାର ଭାଙ୍ଗି ରୁଜି ଚୁରମାର କରୁଛନ୍ତି । ଗତ ମାସକ ମଧ୍ୟରେ କରଞ୍ଜିଆ ଅଞ୍ଚଳରେ...
ପୂଜା ପାଇଁ ନୂଆ ଗାଇଡ଼୍ଲାଇନ୍ ଆଣିଲେ ସରକାର। ପାର୍ବଣ ଋତୁ ପାଇଁ ରାଜ୍ୟ ସରକାର ଗାଇଡଲାଇନ ଆଣିଛନ୍ତି। ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା ଗାଇଡଲାଇନ କରାଯାଇଛି। କଟକଣା ସହ ପୂଜା ଆୟୋଜନ ପାଇଁ କମିଟିକୁ ଅନୁମତି ମିଳିବ ବୋଲି ସୂଚନା ମିଳିଛି। ମଣ୍ଡପ,...
ପାଣିଘେରରେ ଅଛନ୍ତି ୪୦ଟି ପରିବାର । ଘରୁ ଗୋଡ଼ କାଢ଼ିଲେ ଆଣ୍ଠୁଏ ଆଣ୍ଠୁଏ ପାଣି। ଦୀର୍ଘ ୩ ମାସରୁ ଅଧିକ ସମୟ ହେବ ପାଣିଘେରରେ ଅଛନ୍ତି ଗ୍ରାମବାସୀ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖପରପଦା ଗାଁର ୪୦ ପରିବାର ରାତି ପାହିଲେ ଏପରି ସମସ୍ୟାର ସମ୍ମୁଖୀନ...
କଥାରେ ଅଛି ଓଡିଶାର ବାର ମାସରେ ତେର ପରବ । ବିଶେଷ କରି ଆମ ଓଡ଼ିଶାର ସୁଆଦିଆ ପିଠା ପାଇଁ ସାରା ଦେଶରେ ବହୁତ ପ୍ରସିଦ୍ଧ ଲାଭ କରିଛି । ପର୍ବପର୍ବାଣୀରେ ଆମ ଓଡ଼ିଆ ଘରେ ତିଆରି ହୁଏ ଭଳି କି ଭଳି ପିଠା । ...
ଅଗଷ୍ଟ ୯ ତାରିଖ ଭାରତବାସୀଙ୍କ ଲାଗି ଏକ ଅବିସ୍ମରଣୀୟ ଦିବସ। ୧୯୪୨ରୁ ଆଜିର ଦିନକୁ କ୍ରାନ୍ତି ଦିବସ ଭାବରେ ପାଳନ କରାଯାଉଛି। ଆଜିର ଦିନରୁ ହିଁ ଭାରତ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଥିଲା। ତେଣୁ ଆଜିର ଦିନ ପ୍ରତ୍ୟେକ ଭାରତୀୟଙ୍କ ଲାଗି ବେଶ୍ ଗୁରୁତ୍ୱ ବହନ...
ରାଜ ରାସ୍ତାରେ ହାଣ୍ଡି, ଡିସ୍ ରଖି ଧାରଣାରେ ବସିଛନ୍ତି ଟେଣ୍ଟ୍ ହାଉସ୍ କର୍ମକର୍ତ୍ତାମାନେ । ୨୫ ଯାଗାରେ ୩୦୦ ଲୋକଙ୍କୁ ବାହାଘରରେ ଆସିବାକୁ ଅନୁମତି ଦିଅନ୍ତୁ ବୋଲି ସରକାରଙ୍କୁ ଦାବି କରିଛନ୍ତି । ରାଜଧାନୀର ଲୋୟର ପିଏମଜିରେ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଦଶମ ଶ୍ରେଣୀର ଛାତ୍ର ଏବେ ସାଇବର ଏକ୍ସପର୍ଟ । ଚର୍ଚ୍ଚାରେ ଫୁଲବାଣୀର ସୌମ୍ୟରଞ୍ଜନ ସାହୁ । ଫୁଲବାଣୀର ଜଗନ୍ନାଥ ସାହିରେ ରହୁଛନ୍ତି ସୌମ୍ୟ । ତେବେ କମ୍ପ୍ୟୁଟର ଓ ଓ୍ୱେବ ଦୁନିଆରେ ହ୍ୟାକରଙ୍କୁ ଧରିବା ଏବଂ ଚୋରି ରୋକିବା ଦିଗରେ ବେଶ୍ ସଫଳତାର ସହ କାମ...
ଜାତିସଂଘ ସୁରକ୍ଷା ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ମୋଦି। ସାମୁଦ୍ରିକ ନିରାପତ୍ତା ଏବଂ ଅନ୍ତରାଷ୍ଟ୍ରୀୟ ସହଯୋଗ ଉପରେ ଆଜି ହେବାକୁ ଥିବା ଜାତିସଂଘ ସୁରକ୍ଷା ପରିଷଦର ଏହି ଉଚ୍ଚସ୍ତରୀୟ ବିତର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତା କରିବେ। ପିଏମଓ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,...
ସ୍କୁଲ୍ ଓ କଲେଜ ପରେ ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ। ଏଥିପାଇଁ କ୍ୟାମ୍ପସ୍କୁ ସାନିଟାଇଜ୍ କରାଯିବା ସହ ଛାତ୍ରଛାତ୍ରୀ ଯେଭଳି କରୋନାରେ ସଂକ୍ରମିତ ନହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲୁଥିଲେ ବି ଅଗ୍ରାଧିକାର...
ମିଡିଆ ରିପୋର୍ଟକୁ ନେଇ ଅର୍ଜୁନ କପୁର ଆପତ୍ତି କରିଛନ୍ତି । ଯେଉଁଥିରେ ମଲାଇକା ଆରୋରାଙ୍କ ରୋଜଗାରକୁ ନେଇ ପ୍ରଶ୍ନ ଉଠିଛି। ଏନେଇ ସୋସିଆଲ ମିଡିଆରେ ଏ ବିଷୟରେ ଏକ ପୋଷ୍ଟ ସେୟାର କରିଛନ୍ତି ଅର୍ଜୁନ।
ଘରେ ନିତିଦିନିଆ ଜୀବନରେ ଆମେ ଖାଦ୍ୟ ଖାଇବା ପାଇଁ ବିଭିନ୍ନ ଧାତୁର ବାସନକୁସନ ବ୍ୟବହାର କରିଥାଉ । ସାଧାରଣତଃ ଘରେ ଘରେ ଷ୍ଟିଲ୍ ବାସନର ବ୍ୟବହାର ବେଶୀ ହୋଇଥାଏ । କିନ୍ତୁ ତମ୍ବା ପାତ୍ରରେ ବହୁ ଔଷଧୀୟ ଗୁଣ ରହିଥାଏ ବୋଲି ବହୁତ କମ୍ ଲୋକ ଜାଣିଥିବେ...