• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେ ...more

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by

potato lollipop
ଘରେ ବନାନ୍ତୁ ‘ପଟାଟୋ ଷ୍ଟିକ୍ ଲଲିପପ୍’

ସାଧାରଣତଃ ଛୋଟ ପିଲାମାନେ ସ୍ନାକ୍ସ ଖାଇବାକୁ ବେଶୀ ପସନ୍ଦ କରଥାନ୍ତି । ପିଲାମାନଙ୍କ ପାଇଁ ଆଜି ଆମେ ଆଳୁରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ପଟାଟୋ ଷ୍ଟିକ୍ ଲଲିପପ୍ ’। ଏହି...

 coconut oil
ହାର୍ଟ ପାଇଁ ଭାରି ଉପକାରୀ ନଡ଼ିଆ ତେଲ

ଆମ ଦେଶରେ ନଡ଼ିଆ ତେଲକୁ ବହୁ କ୍ଷେତ୍ରରେ ବ୍ୟବହାର କରାଯାଏ । ସାଧାରଣତଃ ଦକ୍ଷିଣ ଭାରତରେ ନଡ଼ିଆ ତେଲ ଖାଦ୍ୟରେ ମଧ୍ୟ ବ୍ୟବହୃତ ହୋଇଥାଏ । ଆୟୁର୍ବେଦରେ ନଡିଆ ତେଲ ଏକ ଔଷଧୀୟ ତେଲ ଭାବେ ପରିଗଣିତ ହୋଇଥାଏ । ଆସନ୍ତୁ ଜାଣିବା ନଡ଼ିଆ ତେଲର...

Dharmendra Pradhan, Ashwini Vaishnaw
ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା ସହ ବିଭିନ୍ନ ମନ୍ତ୍ରୀ ମଧ୍ୟ...

 Lingaraj Temple Reopen
ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

କୋଭିଡ ଗାଇଡଲାଇନ ଅନୁଯାୟୀ ସେପ୍ଟେମ୍ୱର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ମହାପ୍ରଭୁଙ୍କର ରୂପାର ପ୍ରଭା,ନୂଆ ବିମାନ ଓ ପାଲିଙ୍କି ତିଆରି ଲାଗି ନିଷ୍ପତ୍ତି ନିଆଯାଇଛି । ଚନ୍ଦ୍ରଶେଖର,ଭୁବନେଶ୍ୱରୀ ଓ...

Fakir Mohan Senapati
ବ୍ୟାସକବିଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ରୋକ୍ ଲଗାଇଲେ କୋର୍ଟ

ବ୍ୟାସକବି ଫକିର ମୋହନ ସେନାପତିଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ଅନ୍ତରୀଣ ରୋକ୍ ଲଗାଇଲେ କୋର୍ଟ। ଏହି ପ୍ରକାଶନକୁ ବିରୋଧ କରି ଦାୟର ମାମଲାର ଶୁଣାଣୀ କରି ରୋକ ଲଗାଇଛନ୍ତି କଟକ କର୍ମସିଆଲ କୋର୍ଟ। ପ୍ରକାଶନକୁ ବିରୋଧ କରି କୋର୍ଟର ଦ୍ୱାରସ୍ଥ ହୋଇଥିଲେ ଫକୀର ମୋହନ ସେନାପତିଙ୍କ ଅଣନାତୁଣୀ ପ୍ରଫେସର...

pawandeep rajan
କେବଳ ସଙ୍ଗୀତରେ ଯାଦୁ ଦେଖାନ୍ତିନି, ପାହାଡିଆ ରାସ୍ତାରେ ବସ ବି ଚଳାନ୍ତି ପୱନଦୀପ୍

ଇଣ୍ଡିଆନ୍‌ ଆଇଡଲ ୧୨ ଜିତି ପବନଦୀପ ରାଜନ ବର୍ତ୍ତମାନ ଚର୍ଚ୍ଚାରେ । ଉତ୍ତରାଖଣ୍ଡର ବାସିନ୍ଦା ପବନଦୀପ ଇଣ୍ଡିଆନ୍‌ ଆଇଡଲ ଜିତିବା ପରେ ସଫଳତାର ନୂଆ ଶିଖରକୁ ଛୁଇଁଛନ୍ତି। ପବନଦୀପ ରାଜନ କେବଳ ସଙ୍ଗୀତରେ ନିଜର ଯାଦୁ ଚଳାଇନାହାନ୍ତି ବରଂ ସେ ପାହାଡିଆ ଘାଟି ରାସ୍ତାରେ ଖୁବ ଭଲରେ...

PM Modi Interacts palak kohli
୨୪ରୁ ଟୋକିଓରେ ପାରାଅଲିମ୍ପିକ୍ସ,ପଲକ କୋହିଲଙ୍କ ସହ କଥା ହେଲେ ମୋଦି

ଆସନ୍ତା ୨୪ରୁ ଟୋକିଓରେ ପାରାଅଲିମ୍ପିକ୍ସ । ଏଥିରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହୋଇଛନ୍ତି ସାମିଲ । ତେବେ ପରା ଅଲିମ୍ପିକ୍ସ ଆରମ୍ଭ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ପାରାଅଲିମ୍ପିକ୍ସରେ ଯୋଗ ଦେଉଥିବା ଭାରତୀୟ ଖେଳାଳିଙ୍କ ସହ କଥା ହୋଇଛନ୍ତି । ପାରାଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ବ୍ୟାଡମିଣ୍ଟନ ଖେଳାଳି ପଲକ...

Indian Hockey Squad
ଭାରତୀୟ ହକି ଦଳକୁ ଓଡ଼ିଶାରେ ଭବ୍ୟ ସ୍ୱାଗତ

ଖେଳାଳିଙ୍କୁ ସ୍ୱାଗତ କରିବା ପାଇଁ ପୁରା ସହରରେ ବଡ଼ ବଡ଼ ପୋଷ୍ଟର ଛାଇଯାଇଛି । ହୋଟେଲରେ କିଛି ଘଣ୍ଟା ବିଶ୍ରାମ ନେବା ପରେ ସଂଧ୍ୟା ୫ଟାରେ କଳିଙ୍ଗ ଷ୍ଟାଡିୟମରେ ଖେଳାଳିଙ୍କ ଫଟୋସୁଟ୍ କରାଯିବ । ସଂଧ୍ୟା ସାଢ଼େ ୬ଟାରେ ଲୋକସେବା ଭବନରେ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର...

+3 Admissions
ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ପାଇଁ ଆବେଦନ। ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୨୦ରୁ ସେମ୍ବେର ୪ ତାରିଖ ଯାଏଁ ଅନଲାଇନ୍ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୯ରେ ପ୍ରକାଶ ପାଇବ ପ୍ରଥମ...

jamun
ଶରୀର ପାଇଁ ଲାଭଦାୟକ ଜାମୁକୋଳି

ଔଷଧୀୟ ଗୁଣରେ ଭରପୁର ଜାମୁକୋଳି । ଆୟୁର୍ବେଦ ଅନୁସାରେ ଜାମୁ କୋଳିକୁ ଏକ ଗୁରୁତ୍ୱପୂର୍ଣ୍ଣ ଔଷଧ ଭାବେ ବିବେଚନା କରାଯାଏ। ଜାମୁକୋଳି ,ଏହାର ମଞ୍ଜି ,ଗଛର ଛାଲି ଓ ତାହାର ପତ୍ର ଔଷଧୀୟ ଗୁଣରେ ଭରପୁର ଅଟେ । ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍ ଏ,ସି ଓ କେରୋଟିନ୍...

egg cotlet
ଘରେ ବନାନ୍ତୁ 'ଅଣ୍ଡା କଟଲେଟ୍'

ଅଣ୍ଡା ଖାଇବା ପାଇଁ ସମସ୍ତେ ପସନ୍ଦ କରିଥାନ୍ତି । ଘରେ ଘରେ ଅଣ୍ଡାକୁ ନେଇ ବିଭିନ୍ନ ରେସିପି ତିଆରି କରାଯାଇଥାଏ । ତେବେ ଆମେ ଆପଣ ମାନଙ୍କୁ ଅଣ୍ଡାର ଏକ ନୂଆ ଓ ସରଳ ସ୍ନାକ୍ସ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି...

Taliban Rebels Enjoy Rides
କାବୁଲ କବଜା ପରେ ଆମ୍ୟୁଜମେଣ୍ଟ୍ ପାର୍କରେ ମସ୍ତି କରୁଛନ୍ତି ତାଲିବାନୀ

ଆଫଗାନିସ୍ତାନରେ ପୁଣି ତାଲିବାନୀ ଶାସନ । ୨୦ ବର୍ଷ ପରେ ତାଲିବାନକୁ ପୁଣି କବଜାକୁ ନେଲା ତାଲିବାନୀ ସଂଗଠନ । ରବିବାର ଦିନ ରାଜଧାନୀ କାବୁଲକୁ ଅକ୍ତିଆର କରିଥିଲା କରିବା ପରେ ତା’ ପରଦିନ ତାଲିବାନୀ ମାନେ ଏକ ମନୋରଞ୍ଜନ ପାର୍କରେ ମଜା କରୁଥିବା ଦେଖିବାକୁ ମିଳିଥିଛି ।...

130 Indians Reaches India
କାବୁଲ୍‌ରୁ ଫେରିଲେ ୧୩୦ ଭାରତୀୟ ନାଗରିକ

କାବୁଲରୁ ଆସି ଭାରତରେ ପହଞ୍ଚିଲେ ୧୩୦ ଭାରତୀୟ ନାଗରିକ। ଭାରତରେ ପହଞ୍ଚିବା ପରେ ଭାରତୀୟଙ୍କ ଖୁସି କହିଲେ ନସରେ। ଘରକୁ ଫେରୁଥିବା ସମୟରେ ଭାରତ ମାତାକି ଜୟ ଧ୍ୱନୀରେ କମ୍ପି ଉଠିଥିଲା ପୂରା ପରିବେଶ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ,ଆଫଗାନ୍‌ରେ ଥିବା ଭାରତୀୟମାନଙ୍କୁ ଗତକାଲି ରାତିରେ କାବୁଲର...

ACF Death Case
ସୌମ୍ୟରଂଜନ ମୃତ୍ୟୁ ମାମଲା,ଗେଟ୍ ଜଗୁଆଳି ଏବଂ ରୋଷେୟାଙ୍କୁ ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଆଜି ପୁଣି ମାରାଥନ ଜେରା କରିଛି। ଆଜି ଡିଏଫ୍ଓ କାର୍ଯ୍ୟାଳୟ ଅଫିସ୍ ଗେଟ୍ ଜଗୁଆଳି ଏବଂ ଡିଏଫ୍ଓଙ୍କ ଘରେ ଥିବା ରୋଷେୟାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ। ଏହାସହ ବନବିଭାଗର ଦୁଇ କର୍ମଚାରୀ ସନ୍ତୋଷ କୁମାର ବିଶ୍ୱାଳ...

corona death
୨୪ ଘଣ୍ଟାରେ ୭୨୦ ସଂକ୍ରମିତ ଚିହ୍ନଟ,ପୁଣି ୬୮ କରୋନା ଆକ୍ରାନ୍ତ ମୃତ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଚିନ୍ତା ବଢୁଛି। କୋଭିଡ ତଥ୍ୟକୁ ଦେଖିବା ପରେ ତୃତୀୟ ଲହରର ପଦଧ୍ୱନୀକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଚିନ୍ତାର ବିଷୟ ହେଉଛି, ଚିହ୍ନଟଙ୍କ ମଧ୍ୟରୁ...

Odisha To Host Olympian Hockey Playe
ହକି ଟିମକୁ ସ୍ୱାଗତ କରିବ ଓଡ଼ିଶା

ଟୋକିଓ ଅଲମ୍ପିକ୍ସରେ ଚମତ୍କାର ଖେଳ ପ୍ରଦର୍ଶନ ସହିତ ବ୍ରୋଞ୍ଚ୍ ଜିତିଥିବା ପୁରୁଷ ହକି ଟିମ୍ଏବଂ ସେମି ଫାଇନାଲକୁ ଯାଇଥିବା ମହିଳା ହକି ଟିମ୍ କୁ ସ୍ୱାଗତ କରିବ ଓଡ଼ିଶା।ଆଜି ଉଭୟ ଟିମର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ସେମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ଏଥିଲାଗି ରାଜ୍ୟ ସରକାରଙ୍କ...

saif and kareena
ସୈଫ୍‌ଙ୍କ ଜନ୍ମଦିନ ପାଳିଲେ କରୀନା କପୁର, ମାଲଦ୍ୱୀପ ଭ୍ୟାକେସନର ଫଟୋ କଲେ ସେୟାର

ଏବେ କରୀନାଙ୍କୁ ନେଇ ବେଶୀ ଚର୍ଚ୍ଚା । ସବୁବେଳେ କରୀନା ବି ଟାଉନରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ମାଲଦ୍ୱୀପରେ ସ୍ୱାମୀ ସୈଫ୍‌ ଅଲ୍ଲୀ ଖାନଙ୍କ ଜନ୍ମଦିନ ପାଳିଛନ୍ତି କରୀନା କପୁର। ଏନେଇ କରୀନା ସୋସିଆଲ ମିଡିଆରେ ଫଟୋ ସେୟାର କରିଛନ୍ତି ।...

brown sugar sized
ରାଜ୍ୟରେ ବଢୁଛି ଧଳା ଜହର କାରବାର,ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ୍

ରାଜ୍ୟରେ ବଢୁଛି ନିଶା କାରବାର। ବିଶେଷକରି ଧଳା ଜହର ଯେମିତି ମଣିଷ ସମାଜକୁ ଗ୍ରାସ କରିବାକୁ ବସିଛି। ଭୁବନଶ୍ୱରରୁ ବାଲେଶ୍ୱର ପର୍ଯ୍ୟନ୍ତ ନିୟମିତ ଚାଲିଛି ଏଇ ଧଳା ଜହର କାରବାର। ତେବେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମାର୍କେଟରୁ ପ୍ରାୟ...

Killing Infants
ପ୍ରେମିକାଙ୍କ ସହ ମିଶି ୨ ନବଜାତକଙ୍କୁ ହତ୍ୟା

ପ୍ରଥମେ ପ୍ରେମ, ପରେ ଶାରୀରିକ ସମ୍ପର୍କ। ଶେଷରେ ୨ ନବଜାତ ଶିଶୁକୁ ହତ୍ୟା। ଗୋଆରେ ୨ ଶିଶୁଙ୍କ ହତ୍ୟା ଘଟଣାର ଚାଞ୍ଚଲ୍ୟକର ଖୁଲାସା କରିଛି ପୋଲିସ୍‌। ଗତ ବର୍ଷ ଲକ୍‌ଡାଉନ୍‌ ସମୟରେ ଗୋଟିଏ ଘରେ ଏକ ସଙ୍ଗେ ୨ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଲେ ଜଣେ...

Former Sportspersons In Odisha
ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳିଙ୍କୁ ଅବହେଳା

ଅଲିମ୍ପିକ୍ସରେ ଭାରତର ସର୍ବକାଳୀନ ପ୍ରଦର୍ଶନ ପରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର। ତେବେ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଥିବା ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳି ଆଜି ବି ଅବହେଳିତ ଅବସ୍ଥାରେ କିଏ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ଦାଦାନ...

ସାମ୍ବାଦିକତାରେ ସ୍ନାତୋତ୍ତର କରିଥିବା ବେଳେ ଓଡ଼ିଆ ଓ ଇଂରାଜୀରେ ସାମ୍ୱାଦିକତା କ୍ଷେତ୍ରରେ ୭ ବର୍ଷର ଅଭିଜ୍ଞତା ରହିଛି। ବିଭିନ୍ନ ଇଲେକ୍ଟରୋନିକ୍ସ ମିଡିଆ ରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି। ଜାତୀୟ ଓ ମନୋରଞ୍ଜନ ଖବର,ଫିଚର୍,ଆଞ୍ଚଳିକ ଖବର ଆଦି ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।