ଏସିଏଫ୍ ସୌମ୍ୟରଂଜନ ମହାପାତ୍ର ରହସ୍ୟଜନକ ମୃତ୍ୟୁ ମାମଲାରେ ରହିଛି ଆହୁରି ଅନେକ ଅସମାହିତ ପ୍ରଶ୍ନ। ଯାହା ଆଜି ଯାଏଁ ଉନ୍ମୋଚନ ହୋଇପାରିନି। ଯାହାର ରହସ୍ୟଭେଦ କରିବା ପାଇଁ ପୂର୍ଣ୍ଣାଙ୍ଗ ତଦନ୍ତଭାର ନିଜ ହାତକୁ ନେଇଛି କ୍ରାଇମବ୍ରାଞ୍ଚ। ତାହେଲେ କଣ ଏହି ମାମଲାର ତଦନ୍ତରେ ରହିଥିଲା କି ପୋଲିସର ଢିଲାପଣ...
ଗତ କିଛିଦିନ ଧରି ରାଜ୍ୟରେ ୧୧ ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହେଉ ଥିବାବେଳେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୧୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୪୨ ରହିଛି।...
ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।...
ସ୍ଵାସ୍ଥ୍ୟ ହିଁ ସଂପଦ । ସ୍ଵାସ୍ଥ୍ୟର ସୁରକ୍ଷା ସହ ସୌନ୍ଦର୍ଯ୍ୟ ରକ୍ଷା ଉପରେ ବେଶୀ ଧ୍ୟାନ ଦେଇଥାଉ । ସେହିପରି ଏକ ଔଷଧୀୟ ପତ୍ର ହେଉଛି ପୋଦିନା । ପୋଦିନାରେ ଅଛି ଅନେକ ଔଷଧୀୟ ଗୁଣ । ଏହା ସ୍ୱାସ୍ଥ୍ୟ ଓ ସୁନ୍ଦରତା ପାଇଁ...
ସୁଆଦିଆ ଖାଦ୍ୟ ଖାଇବା ପାଇଁ ସମସ୍ତଙ୍କର ମନ ଥାଏ,କିନ୍ତୁ ଏହି ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମକୁ ସୁଆଦିଆ ଖାଦ୍ୟ ବନେଇବା ପାଇଁ ସମୟ ହୋଇନଥାଏ । ଘରକୁ ଗେଷ୍ଟ ଆସିଲେ ଅଳ୍ପ ସମୟ ମଧ୍ୟରେ କେଉଁ ରେସିପି ପ୍ରସ୍ତୁତ କରିବେ ତାହାକୁ ନେଇ ବେଳେ ବେଳେ ଆମେ...
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ ହୋଇଛି । ତେବେ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ମହାପୁରୁଷଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇବା...
ଓଡ଼ିଶାର ୨ ଯବାନଙ୍କୁ ମିଳିବ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନ। ସହିଦ ୨ ଏସ୍ଓଜି କମାଣ୍ଡୋ ସୁଧୀର ଟୁଡୁ ଓ ଦେବାଶିଷ ସେଠୀଙ୍କୁ ମରଣୋତ୍ତର ଶୌଯର୍ୟ ଚକ୍ର ସମ୍ମାନ ମିଳିବ। ମାଓବାଦୀଙ୍କ ସହ ଗୁଳି ବିନିମୟରେ ଏହି ଦୁଇ କମାଣ୍ଡୋ ଅସୀମ ବୀରତ୍ୱ ପ୍ରଦର୍ଶନ କରିବା ସହ ସହିଦ...
ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଉତ୍ତୋଳନ କରି ଦେଶବାସୀକୁ ସମ୍ବୋଧିତ କରିଛନ୍ତି । ଆଜି ଭାରତ ୭୫ ତମ ସ୍ୱାଧୀନତା ଦିବସ ପାଳନ କରୁଛି ଏବଂ ଏହା ସହିତ ଦେଶରେ ସ୍ୱାଧୀନତାର ଅମୃତ ମହୋତ୍ସବଙ୍କ ଉତ୍ସବ ଆରମ୍ଭ ହୋଇଛି । ୭୫ତମ ସ୍ୱାଧୀନତା ଦିବସ...
ଅଧିକାଂଶ ଲୋକ ମିଠା ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । ଆମ ଖାଦ୍ୟରେ ମିଠା ନଥିଲେ ଖାଇବା ଅଧୁରା ଲାଗେ । ସାଧାରଣତଃ ଆପଣ ମାନେ ଜାଣିଥିବେ ଛେନାରୁ ବିଭିନ୍ନ ପ୍ରକାରର ମିଠାର ରେସିପି ତିଆରି ହୋଇଥାଏ । କିନ୍ତୁ ଆଗରୁ କେବେ ଡାଲିରେ...
ନୂଆ ରୂପ ନେବ ମୟୂରଭଞ୍ଜ ଜିଲ୍ଲାର ରେଳ ଐତିହ୍ୟ। ଭଙ୍ଗାଦଦରା ଭାବେ ଥିବା ମୟୂରଭଞ୍ଜ ରାଜତନ୍ତ୍ର ଅମଳର ରେଳ ଇଞ୍ଜିନ ଓ ଡବା ନୂଆ ରୂପ ନେବାକୁ ଯାଉଛି। ଦୀର୍ଘ ଏକ ଦଶନ୍ଧିରୁ ଅଧିକ ସମୟର ଏହି ରେଳ ଇଞ୍ଜିନ ଓ ରେଳ ଡବାର ପୁନରୁଦ୍ଧାର କରି ଏକ...
ପ୍ରଥମେ ପ୍ରେମ, ତା’ପରେ ପ୍ରତାରଣା ଏବଂ ଶେଷରେ ଜେଲ୍ରେ ପ୍ରେମିକାକୁ ବିବାହ କଲେ ପ୍ରେମିକ। କଟକ ଚୌଦ୍ୱାର ସର୍କଲ ଜେଲ୍ରେ ଦୁଇ ପରିବାର ଏବଂ ଜେଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପ୍ରେମିକା ମଥାରେ ସିନ୍ଦୂର ଦେଲା ପ୍ରେମିକ। ସୂଚନା ଅନୁସାରେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ପିଠାପଡ଼ା ଗାଁର...
ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ ଭାର ନେବା ପରେ ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚ ଟିମ୍। ପାରଳାଖେମୁଣ୍ଡିରେ ୨ ଘଣ୍ଟାର ତଦନ୍ତ ପରେ ସୌମ୍ୟଙ୍କ ସରକାରୀ କ୍ୱାର୍ଟରରୁ ବାହାରିଛି କ୍ରାଇମବ୍ରାଞ୍ଚ ଟିମ। ପୁଣି DFO ଏବଂ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚ ଟିମ୍...
ସ୍ୱାସ୍ଥ୍ୟ ହିଁ ସଂପଦ । ଆମ ଶରୀର ପାଇଁ ସବୁଜ ପନିପରିବା ଖାଇବା ଅତ୍ୟନ୍ତ ଜରୁରୀ । ପନିପରିବା ମଧ୍ୟରେ ଭେଣ୍ଡିରେ ରହିଛି ଭରପୁର ଭିଟାମିନ୍ । ପୋଷକ ତତ୍ତ୍ୱରେ ଭରପୂର ଭେଣ୍ଡି । ଏଥିରେ ଭିଟାମିନ୍ ଏ, ଭିଟାମିନ୍ ସି, କ୍ୟାଲସିୟମ୍,...
ବହୁ ପ୍ରତିକ୍ଷାର ଅନ୍ତ ହେବାକୁ ଯାଉଛି । ହ୍ରିତିକ ରୋଶନ ଏବଂ ଦୀପିକା ପାଦୁକୋନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର । ବଡ ପରଦାରେ ଏକାଠି ନଜର ଆସିବେ ହ୍ରିତିକ ଓ ଦୀପିକା । ବହୁ ପ୍ରତିକ୍ଷିତ ଫିଲ୍ମ ଫାଇଟର୍'ର ରିଲିଜ୍ ଡେଟ୍ ଘୋଷଣା କରାଯାଇଛି । ଫିଲ୍ମଟି...
ପାପ ପୁଣ୍ୟ, ଭଲ ମନ୍ଦ, ହାନି ଲାଭର ବିଚାର କରେନି ଭୋକ । ତିଳ ତିଳ କରି ଜାଳେ, ଶାନ୍ତିରେ ଶୁଆଇ ଦିଏନି । ପେଟର ଭୋକ ମଣିଷକୁ ସବୁକିଛି କରାଇ ପାରେ । ସୁନ୍ଦରଗଡ ବସଷ୍ଟାଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି । ପେଟର ଭୋକ ଆଗରେ...
ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୭୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୭...
ଆଜି ଦିନ ୧ଟାରେ ପ୍ରକାଶ ପାଇବ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ । CHSE କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । orissaresults.nic.in ୱେବସାଇଟକୁ ଯାଇ ରେଜଲ୍ଟ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ।...
ଭଉଣୀ ସୁଭଦ୍ରାକୁ ପାଇଲା ଜଗା । ବଳିଆକୁ ହରାଇବା ପରେ ଗୁମସୁମ୍ ହୋଇ ବସୁଥିବା ଜଗାର ମୁହଁରେ ହସ । କନ୍ଧମାଳ ଜିଲ୍ଲା ମେଲୁପଡ଼ା ଗାଁର ଯୋଡ଼ା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ । କାରଣ ବଳିଆର ବିୟୋଗ ପରେ ଏକୁଟିଆ...
ସାଧାରଣତଃ ପାରମ୍ପରିକ ଖାଦ୍ୟର ଚାହିଦା ବେଶୀ ଥାଏ । ସେହିପରି ଏକ ପାରମ୍ପରିକ ରେସିପି ହେଉଛି ଦହିବରା। ସାଧାରଣତଃ ଆମ ଘର ମାନଙ୍କରେ ବିରି ବରାରେ ଦହିବରା ପ୍ରସ୍ତୁତ କରାଯାଇଥାଏ । କିନ୍ତୁ ଆପଣ ମାନେ କେବେ ବ୍ରେଡରେ ଦହିବରା ପ୍ରସ୍ତୁତ କରିଛନ୍ତି କି, ତାହେଲେ ଚାଲନ୍ତୁ ଜାଣିବା...
ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। ଉଭୟ...