ପ୍ରଥମେ ପ୍ରେମ, ତା’ପରେ ପ୍ରତାରଣା ଏବଂ ଶେଷରେ ଜେଲ୍ରେ ପ୍ରେମିକାକୁ ବିବାହ କଲେ ପ୍ରେମିକ। କଟକ ଚୌଦ୍ୱାର ସର୍କଲ ଜେଲ୍ରେ ଦୁଇ ପରିବାର ଏବଂ ଜେଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପ୍ରେମିକା ମଥାରେ ସିନ୍ଦୂର ଦେଲା ପ୍ରେମିକ। ସୂଚନା ଅନୁସାରେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ପିଠାପଡ଼ା ଗାଁର...
ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ ଭାର ନେବା ପରେ ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚ ଟିମ୍। ପାରଳାଖେମୁଣ୍ଡିରେ ୨ ଘଣ୍ଟାର ତଦନ୍ତ ପରେ ସୌମ୍ୟଙ୍କ ସରକାରୀ କ୍ୱାର୍ଟରରୁ ବାହାରିଛି କ୍ରାଇମବ୍ରାଞ୍ଚ ଟିମ। ପୁଣି DFO ଏବଂ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚ ଟିମ୍...
ସ୍ୱାସ୍ଥ୍ୟ ହିଁ ସଂପଦ । ଆମ ଶରୀର ପାଇଁ ସବୁଜ ପନିପରିବା ଖାଇବା ଅତ୍ୟନ୍ତ ଜରୁରୀ । ପନିପରିବା ମଧ୍ୟରେ ଭେଣ୍ଡିରେ ରହିଛି ଭରପୁର ଭିଟାମିନ୍ । ପୋଷକ ତତ୍ତ୍ୱରେ ଭରପୂର ଭେଣ୍ଡି । ଏଥିରେ ଭିଟାମିନ୍ ଏ, ଭିଟାମିନ୍ ସି, କ୍ୟାଲସିୟମ୍,...
ବହୁ ପ୍ରତିକ୍ଷାର ଅନ୍ତ ହେବାକୁ ଯାଉଛି । ହ୍ରିତିକ ରୋଶନ ଏବଂ ଦୀପିକା ପାଦୁକୋନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର । ବଡ ପରଦାରେ ଏକାଠି ନଜର ଆସିବେ ହ୍ରିତିକ ଓ ଦୀପିକା । ବହୁ ପ୍ରତିକ୍ଷିତ ଫିଲ୍ମ ଫାଇଟର୍'ର ରିଲିଜ୍ ଡେଟ୍ ଘୋଷଣା କରାଯାଇଛି । ଫିଲ୍ମଟି...
ପାପ ପୁଣ୍ୟ, ଭଲ ମନ୍ଦ, ହାନି ଲାଭର ବିଚାର କରେନି ଭୋକ । ତିଳ ତିଳ କରି ଜାଳେ, ଶାନ୍ତିରେ ଶୁଆଇ ଦିଏନି । ପେଟର ଭୋକ ମଣିଷକୁ ସବୁକିଛି କରାଇ ପାରେ । ସୁନ୍ଦରଗଡ ବସଷ୍ଟାଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି । ପେଟର ଭୋକ ଆଗରେ...
ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୭୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୭...
ଆଜି ଦିନ ୧ଟାରେ ପ୍ରକାଶ ପାଇବ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ । CHSE କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । orissaresults.nic.in ୱେବସାଇଟକୁ ଯାଇ ରେଜଲ୍ଟ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ।...
ଭଉଣୀ ସୁଭଦ୍ରାକୁ ପାଇଲା ଜଗା । ବଳିଆକୁ ହରାଇବା ପରେ ଗୁମସୁମ୍ ହୋଇ ବସୁଥିବା ଜଗାର ମୁହଁରେ ହସ । କନ୍ଧମାଳ ଜିଲ୍ଲା ମେଲୁପଡ଼ା ଗାଁର ଯୋଡ଼ା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ । କାରଣ ବଳିଆର ବିୟୋଗ ପରେ ଏକୁଟିଆ...
ସାଧାରଣତଃ ପାରମ୍ପରିକ ଖାଦ୍ୟର ଚାହିଦା ବେଶୀ ଥାଏ । ସେହିପରି ଏକ ପାରମ୍ପରିକ ରେସିପି ହେଉଛି ଦହିବରା। ସାଧାରଣତଃ ଆମ ଘର ମାନଙ୍କରେ ବିରି ବରାରେ ଦହିବରା ପ୍ରସ୍ତୁତ କରାଯାଇଥାଏ । କିନ୍ତୁ ଆପଣ ମାନେ କେବେ ବ୍ରେଡରେ ଦହିବରା ପ୍ରସ୍ତୁତ କରିଛନ୍ତି କି, ତାହେଲେ ଚାଲନ୍ତୁ ଜାଣିବା...
ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। ଉଭୟ...
ଦଳ ଛାଡିବେ କି ଭୁବନେଶ୍ୱରର ବିଜେପି ନେତା ଜଗନ୍ନାଥ ପ୍ରଧାନ ? ଖୋଲାଖୋଲି ଅସନ୍ତୋଷ ଜାହିର କଲେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ। ଆଜି ଓଟିଭିକୁ ଦେଇଥିବା ପ୍ରତିକ୍ରିୟାରେ ସେ ଅସନ୍ତୁଷ୍ଟ ଥିବା ସ୍ୱୀକାର କରିଛନ୍ତି। ଭୁବନେଶ୍ୱର ଜିଲ୍ଲା ବିଜେପିର କାର୍ଯ୍ୟକଳାପକୁ...
ସ୍ୱାସ୍ଥ୍ୟ ହିଁ ସଂପଦ । ସେ କରେନା ମହାମାରୀ ହେଉ କି ଡେଙ୍ଗୁ ରୋଗର ନିରାକରଣ ପାଇଁ ସଦାବେଳେ ଆମ ସ୍ୱାସ୍ଥ୍ୟ ପାଇଁ ଆମେ ନିଜେ ସତର୍କ ଓ ନିଜର ଯତ୍ନ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି । ଏବେ ବର୍ଷା ଋତୁର ସମୟ, ଯାହାକି ଥଣ୍ଡା...
ସିଲଭର କୁଇନ୍ ମୀରାବାଇ ଚାନୁଙ୍କୁ ଭେଟିଛନ୍ତି ଅଭିନେତା ସଲମାନ୍ ଖାନ୍ । ସଲମାନ ଖାନ୍ ମୀରାଙ୍କୁ ଭେଟିବା ବେଳର ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ମୀରାବାଇ ସଲମାନ୍ଙ୍କର ଜଣେ ବଡ଼ ଫ୍ୟାନ୍ ବୋଲି ସାକ୍ଷାତକାରରେ କହିଥିଲେ। ତେବେ ସଲମାନ୍ ଏହି କଥା ଜାଣିବା ପରେ ମୀରାବାଇଙ୍କୁ...
ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ରେଜଲ୍ଟ। ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। orissaresults.nic.inରେ ରେଜଲ୍ଟ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବ୍ସାଇଟ୍କୁ ଯାଇ ରେଜଲ୍ଟ ଚେକ୍ କରିପାରିବେ।
ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୯୮ ରହିଛି। ଅଗଷ୍ଟ ୧୧ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।...
ବଲାଙ୍ଗିରରେ ଅସଲି ଚାଷୀଙ୍କ ନାଁରେ କୃଷି ବୀମା କରି ମାଲାମାଲ ହେଉଛନ୍ତି ନକଲି ଚାଷୀ। ଚାଷୀଙ୍କ କୃଷି ବୀମାକୁ ନିଜ ନାଁରେ କରି ଚାଲିଛି ଲୁଟ୍। ଏପଟେ ବୀମା ଟଙ୍କାରୁ ବଞ୍ଚିତ ହେଉଛନ୍ତି ଅସଲି ଚାଷୀ। ଏନେଇ ବାରମ୍ବାର କୃଷି ବିଭାଗ ଓ ଜିଲ୍ଲା ପ୍ରଶାସନ ପାଖକୁ ଦୌଡି...
ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି କେନ୍ଦ୍ରାପଡ଼ା ଭାରିଗଦାରେ ଚାପା ଉତ୍ତେଜନା ଲାଗି ରହିଛି। ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି ଗତକାଲି ପ୍ରକଳ୍ପ ସ୍ଥାନରେ ଲୋକମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଯେଉଁମାନେ ଭଙ୍ଗାରୁଜାରେ ସାମିଲ ଥିଲେ, ସେମାନଙ୍କ ମଧ୍ୟରୁ ଅନେକ ଲୋକଙ୍କୁ ପୋଲିସ ଉଠାଇ ନେଇଥିବା...
କୁନି ଝିଅର ଅନୁରୋଧ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସଂସଦରେ ୧୦ ବର୍ଷର ଝିଅ ଅନିଶାଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତେବେ ଏହି ସାକ୍ଷାତକାର ଯେତିକି ରୋଚକ ତାଠୁ ଅଧିକ ରୋଚକ ଏହା ପଛର କାହାଣୀ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ମେଲ୍ କରି...
ସାଧାରଣତଃ ଘରେ ଛୋଟ ପିଲାମାନେ ଭାତ,ରୁଟି ଖାଇବାକୁ ନାକ ଟେକିଥାନ୍ତି । ସ୍ନାକ୍ସ ଖାଇବା ପାଇଁ ବେଶୀପସନ୍ଦ କରନ୍ତି ଛୋଟ ପିଲାମାନେ। ପିଲାମାନଙ୍କ ପାଇଁ କଣ ପ୍ରସ୍ତୁତ କରିବେ ସବୁବେଳେ ସବୁ ଗୃହିଣୀଙ୍କର ଚିନ୍ତା ରହିଥାଏ । ତେବେ ଆଜି ଆମେ ଆପଣ ମାନଙ୍କୁ ଘରର...
ଆଜି ବିଶ୍ୱ ହସ୍ତୀ ଦିବସ। ଏହି ଅବସରରେ ହାତୀମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରାଥମିକତା ଦିଆଯାଉଛି । ୨୦୧୨ ମସିହାଠାରୁ ଅଗଷ୍ଟ ୧୨କୁ ବିଶ୍ୱ ହସ୍ତୀ ଦିବସ ଭାବେ ପାଳନ କରାଯାଉଛି । ହାତୀମାନଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ସହ ହାତୀ ଶିକାର ଉପରେ...