ଅଗଷ୍ଟ ୯ ତାରିଖ ଭାରତବାସୀଙ୍କ ଲାଗି ଏକ ଅବିସ୍ମରଣୀୟ ଦିବସ। ୧୯୪୨ରୁ ଆଜିର ଦିନକୁ କ୍ରାନ୍ତି ଦିବସ ଭାବରେ ପାଳନ କରାଯାଉଛି। ଆଜିର ଦିନରୁ ହିଁ ଭାରତ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଥିଲା। ତେଣୁ ଆଜିର ଦିନ ପ୍ରତ୍ୟେକ ଭାରତୀୟଙ୍କ ଲାଗି ବେଶ୍ ଗୁରୁତ୍ୱ ବହନ...
ରାଜ ରାସ୍ତାରେ ହାଣ୍ଡି, ଡିସ୍ ରଖି ଧାରଣାରେ ବସିଛନ୍ତି ଟେଣ୍ଟ୍ ହାଉସ୍ କର୍ମକର୍ତ୍ତାମାନେ । ୨୫ ଯାଗାରେ ୩୦୦ ଲୋକଙ୍କୁ ବାହାଘରରେ ଆସିବାକୁ ଅନୁମତି ଦିଅନ୍ତୁ ବୋଲି ସରକାରଙ୍କୁ ଦାବି କରିଛନ୍ତି । ରାଜଧାନୀର ଲୋୟର ପିଏମଜିରେ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଦଶମ ଶ୍ରେଣୀର ଛାତ୍ର ଏବେ ସାଇବର ଏକ୍ସପର୍ଟ । ଚର୍ଚ୍ଚାରେ ଫୁଲବାଣୀର ସୌମ୍ୟରଞ୍ଜନ ସାହୁ । ଫୁଲବାଣୀର ଜଗନ୍ନାଥ ସାହିରେ ରହୁଛନ୍ତି ସୌମ୍ୟ । ତେବେ କମ୍ପ୍ୟୁଟର ଓ ଓ୍ୱେବ ଦୁନିଆରେ ହ୍ୟାକରଙ୍କୁ ଧରିବା ଏବଂ ଚୋରି ରୋକିବା ଦିଗରେ ବେଶ୍ ସଫଳତାର ସହ କାମ...
ଜାତିସଂଘ ସୁରକ୍ଷା ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ମୋଦି। ସାମୁଦ୍ରିକ ନିରାପତ୍ତା ଏବଂ ଅନ୍ତରାଷ୍ଟ୍ରୀୟ ସହଯୋଗ ଉପରେ ଆଜି ହେବାକୁ ଥିବା ଜାତିସଂଘ ସୁରକ୍ଷା ପରିଷଦର ଏହି ଉଚ୍ଚସ୍ତରୀୟ ବିତର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତା କରିବେ। ପିଏମଓ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,...
ସ୍କୁଲ୍ ଓ କଲେଜ ପରେ ଆଜିଠୁ ଖୋଲିଲା ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ। ଏଥିପାଇଁ କ୍ୟାମ୍ପସ୍କୁ ସାନିଟାଇଜ୍ କରାଯିବା ସହ ଛାତ୍ରଛାତ୍ରୀ ଯେଭଳି କରୋନାରେ ସଂକ୍ରମିତ ନହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲୁଥିଲେ ବି ଅଗ୍ରାଧିକାର...
ମିଡିଆ ରିପୋର୍ଟକୁ ନେଇ ଅର୍ଜୁନ କପୁର ଆପତ୍ତି କରିଛନ୍ତି । ଯେଉଁଥିରେ ମଲାଇକା ଆରୋରାଙ୍କ ରୋଜଗାରକୁ ନେଇ ପ୍ରଶ୍ନ ଉଠିଛି। ଏନେଇ ସୋସିଆଲ ମିଡିଆରେ ଏ ବିଷୟରେ ଏକ ପୋଷ୍ଟ ସେୟାର କରିଛନ୍ତି ଅର୍ଜୁନ।
ଘରେ ନିତିଦିନିଆ ଜୀବନରେ ଆମେ ଖାଦ୍ୟ ଖାଇବା ପାଇଁ ବିଭିନ୍ନ ଧାତୁର ବାସନକୁସନ ବ୍ୟବହାର କରିଥାଉ । ସାଧାରଣତଃ ଘରେ ଘରେ ଷ୍ଟିଲ୍ ବାସନର ବ୍ୟବହାର ବେଶୀ ହୋଇଥାଏ । କିନ୍ତୁ ତମ୍ବା ପାତ୍ରରେ ବହୁ ଔଷଧୀୟ ଗୁଣ ରହିଥାଏ ବୋଲି ବହୁତ କମ୍ ଲୋକ ଜାଣିଥିବେ...
ସମ୍ବଲପୁରରେ ଜାଲ୍ ନୋଟ କାରବାର ପର୍ଦ୍ଦାଫାଶ ହୋଇଛି। ୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କରିଛି ପୋଲିସ। ଏଥିରେ ରହିଛି ୬୦୦ଟି ଦୁଇ ହଜାର ଟଙ୍କିଆ ନୋଟ, ୩୬୨ଟି ୫ ଶହ ଟଙ୍କିଆ ନୋଟ ଓ ୪୪ଟି ଶହେ ଟଙ୍କିଆ ନୋଟ। ଏହି ଘଟଣାରେ...
ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ସିଲ୍ କରାଗଲା। ଅନିର୍ଦ୍ଦିଷ୍ଟ କାଳ ଯାଏ ସିଲ୍ ଏହି ମାର୍କେଟକୁ ସିଲ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମରେ ରବିବାର ସଟ୍ ଡାଉନ ଥିବାବେଳେ ଏହି ମାର୍କେଟ ଖୋଲା ଥିଲା। ଏହାକୁ ଦେଖିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ବିଏମ୍ସି।
ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ। ତାଙ୍କ ଗାଡ଼ିରୁ ଜବତ ହୋଇଛି ୨ ଲକ୍ଷ ୭୭ ହଜାର ଟଙ୍କା। ତ୍ରିଲୋଚନ ଧଳ ନୂଆପଡ଼ାରୁ ସରକାରୀ ଗାଡ଼ିରେ ନିଜ ଗାଁ କଟକର ନରାଜ ଯାଉଥିବା ବେଳେ ନୂଆପଡ଼ା ତାରିଣୀ ମନ୍ଦିର ପାଖରେ...
ବର୍ଷାଦିନରେ ସାଧାରଣତଃ ଘରେ ଘରେ ସକାଳ ଓ ସଂଧ୍ୟା ସମୟରେ ଘରେ ଘରେ ସ୍ନାକ୍ସ ତିଆରି କରାଯାଏ । ସଂଧ୍ୟା ସମୟରେ ଚା’ ସହ କିଛି ସ୍ନାକ୍ସ ହୋଇଗଲେ ଖାଇବାର ମଜା ଦୁଇ ଦୁଣ ବଢିଯାଏ । ଘରେ ଛୋଟପିଲାମାନେ ମଧ୍ୟ ସ୍ନାକ୍ସ ଖାଇବା ପାଇଁ ବେଶୀ ପସନ୍ଦ...
ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ପକେଇ ଉଡେଇଦେବାକୁ ଅଲ୍କାଏଦା ଧମକ ଦେଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀ ପୋଲିସ ଶନିବାର ସନ୍ଧ୍ୟାରେ ଅଲ୍କାଏଦା ନାମରେ ଏକ ଇମେଲ ପାଇଥିଲା, ଯେଉଁଥିରେ ଆସନ୍ତା କିଛି ଦିନ ମଧ୍ୟରେ ଆଇଜି ବିମାନ ବନ୍ଦରକୁ ଉଡ଼ାଇ ଦିଆଯିବ ବୋଲି ଧମକ ଦିଆଯାଇଛି।...
ନଦୀ ବନ୍ଧ ଫାଟି ଆଁ କରିଛି । ନଦୀ ଫୁଲିଲେ ଭୟରେ ଜୀବନ ଅତିବାହିତ କରୁଛନ୍ତି ଲୋକେ । ବନ୍ୟା ରୋକିବାକୁ ତଥା ବନ୍ଧ ମଜଭୁତ କରିବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ନିମ୍ନ ମାନର କାମ...
ଆଜି ଶେଷ ହେଉଛି ଟୋକିଓ ଅଲିମ୍ପିକ୍ସ । କ୍ରୀଡ଼ା ମହାକୁମ୍ଭର ଶେଷ ଦିନରେ ମଧ୍ୟ ଅନେକ ରୋମାଂଚକର ପ୍ରତିଯୋଗିତା ଦେଖିବାକୁ ମିଳିବ । ମହିଳା ବାସ୍କେଟବଲ୍ ଏବଂ ଇନଡୋର ଭଲିବଲ୍ ବର୍ଗରେ ଶେଷ ହେବ ଟୋକିଓ ଅଲିମ୍ପିକ୍ସ । ଏହାସହ ଓ୍ୱାଟର ପୋଲୋ, ରିଦ୍ମାଟିକ ଜିମନାଷ୍ଟିକ୍ସ, ସାଇକେଲ ଚାଳନା,...
ଭୁବନେଶ୍ୱର ମଞ୍ଚେଶ୍ୱର ମୁଣ୍ଡାସାହିରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍ ଘଟଣାରେ ୨୧ ଜଣଙ୍କୁ ଗିରଫ କରିଛି ପୋଲିସ। ସିସିଟିଭି ଫୁଟେଜ ଆଧାରରେ ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯାଇଛି । ଘଟଣା ପରେ ବସ୍ତିରେ ଚାପା ଉତ୍ତେଜନା ଲାଗି ରହିଛି । ସାମାନ୍ୟ ବଚସାକୁ ନେଇ ଶୁକ୍ରବାର ଏହି...
ଗାୟକ ତଥା ରାପର ହନି ସିଂ ଏବେ ଚର୍ଚ୍ଚାରେ । ପାରିବାରିକ ହିଂସା ଅଭିଯୋଗରେ ପତ୍ନୀ ଶାଲିନୀ ସ୍ୱାମୀ ହନି ସିଂଙ୍କ ବିରୋଧରେ ଦିଲ୍ଲୀର ଟିସ ହାଜାରି କୋର୍ଟରେ ଆବେଦନ କରିଥିଲେ । ପ୍ରଥମ ଥର ପାଇଁ ହନି ସିଂ ଏହି ଅଭିଯୋଗ ଉପରେ ନୀରବତା ଭାଙ୍ଗି ସୋସିଆଲ...
ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ । ଟୋକିଓରେ ଇତିହାସ ରଚିଲା ଭାରତ । ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଉପହାର ଦେଲେ ନୀରଜ ଚୋପ୍ରା । ଭାରତକୁ ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ନୀରଜ ଚୋପ୍ରା ଦେଲେ ସ୍ୱର୍ଣ୍ଣ ପଦକ । ସାରା ବିଶ୍ୱରେ ଭାରତ ଗର୍ବ...
ସଂସଦୀୟ ବ୍ୟାପାର ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ଦୀପ୍ତିରଂଜନ ବେହେରାଙ୍କ ଅଚାନକ୍ ବଦଳିକୁ ନେଇ ପାଓ୍ୱାର କରିଡର୍ରେ ଜୋରଦାର୍ ଚର୍ଚ୍ଚା। ପ୍ରଭାବଶାଳୀ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଦୀପ୍ତିରଂଜନଙ୍କୁ କାହିଁକି ଅତର୍କିତ ଭାବେ କୋରାପୁଟ୍କୁ ବଦଳି କରାଗଲା ତାକୁ...
ଭୁବନେଶ୍ୱର ମୁଣ୍ଡାସାହିର ଗୋଷ୍ଠୀ ସଂଘର୍ଷ ଘଟଣା । ଘଟଣାରେ ୨୦ ଜଣଙ୍କୁ ଅଟକ ରଖି ପଚରାଉଚୁରା କରିଛି ପୋଲିସ । ସିସିଟିଭି ଫୁଟେଜ ଆଧାରରେ ଚିହ୍ନଟ କରି ତଦନ୍ତ ଚଳାଇଛି ପୋଲିସ । ଗତକାଲିର ସାମାନ୍ୟ ଏକ ଗଣ୍ଡଗୋଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏଥିରେ...
ଭାରତରେ ଜନସନ୍ ଟିକାକୁ ମିଳିଲା ଅନୁମତି । ଆମେରିକାର ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ କରାଯାଇଛି । ଜନସନର ସିଙ୍ଗଲ ଡୋଜ୍ ଟିକାକୁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ସୂଚନା ଦେଇଛନ୍ତି ।...