କଟକ : ମହାବାତ୍ୟା ମୁହଁରୁ ଆସି ‘ଯଶୋଦା’ କୋଳରେ ବଢ଼ିଲା। ନୂଆ ଜୀବନ ପାଇଲା। ଆଉ ଆଜି ତାର ଜୀବନର ମହାନ ଖୁସିକୁ ପାଇଛି ଅନ୍ନପୂର୍ଣ୍ଣା। ପୂର୍ଣ୍ଣ ହୋଇଛି ତା’ର କୁଆଁରୀ ମନର ସ୍ୱପ୍ନ। ପାଇଛି ତା’ର ସାତ ଜନମର ସାଥୀ। ଆଉ ତାକୁ ପୂରା କରିଛି କଟକ...
କୋଲକାତା: ଭାରତୀୟ କ୍ରିକେଟ୍ ପାଇଁ ଆଜି ଐତିହାସିକ ଦିନ। କୋଲକାତାର ଇଡେନ୍ ଗାର୍ଡେନ୍ସରେ ଭାରତ ତା’ର ପ୍ରଥମ ଦିବାରାତ୍ର ତଥା ପିଙ୍କ୍ ବଲ୍ ଟେଷ୍ଟ ମ୍ୟାଚ୍ ତଥା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଖେଳିବାକୁ ମଇଦାନକୁ ଓହ୍ଲାଇଛି। ଏହି ମୁକାବିଲା ଯେ କେବଳ ଭାରତ ପାଇଁ ନୁହେଁ ବରଂ...
କଟକ : ଦୀର୍ଘ ଦିନରେ ନୀରବତା ପରେ କଟକରେ ଫୁଟିଛି ବୋମା। ମାତ୍ର ଏଥିରେ କିଛି କ୍ଷୟକ୍ଷତି ହୋଇନାହିଁ। ଜମିବାଡ଼ି ବିବାଦରୁ ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଓଡ଼ିଆ ବଜାରରେ ରହୁଥିବା ସେକ୍ ବାବୁଙ୍କ ଘର ଉପରକୁ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ୨ଟି...
ଭୁବନେଶ୍ୱର : ରାଜ୍ୟରେ ମହିଳା ଓ ନାବାଳିକାଙ୍କ ପ୍ରତି ବୃଦ୍ଧି ପାଉଥିବା ହିଂସା ପ୍ରସଙ୍ଗକୁ ନେଇ ବିରୋଧୀ ଦଳର ସଦସ୍ୟମାନେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆଜି ସିଧାସଳଖ କଡ଼ାଭାଷାରେ ବିରୋଧୀଙ୍କୁ ରୋକଠୋକ୍ ଜବାବ ଦେଇଛନ୍ତି। ମହିଳାଙ୍କ ପ୍ରତି ହେଉଥିବା ହିଂସା...
ମୁମ୍ବାଇ: ମହାରାଷ୍ଟ୍ର ମହାନାଟକରେ ଆଜି ଯବନିକା ପଡ଼ିବ ବୋଲି ଆଶା କରାଯାଉଥିଲେ ମଧ୍ୟ ଏହାର ଶେଷ ଦୃଶ୍ୟ ଆସନ୍ତାକାଲିକୁ ଘୁଞ୍ଚିଯାଇଛି। ଶୁକ୍ରବାର କମନ୍ ମିନିମମ୍ ପ୍ରୋଗ୍ରାମ୍ (ସିଏମ୍ପି) ନେଇ ଆଲୋଚନା ହୋଇଥିଲେ ହେଁ କଂଗ୍ରେସ, ଏନ୍ସିପି ଏବଂ ଶିବସେନା ମଧ୍ୟରେ କ୍ଷମତା ଭାଗବଣ୍ଟା ଏଯାଏ ଚୂଡ଼ାନ୍ତ ହୋଇପାରିନାହିଁ। ମୁମ୍ବାଇଠାରେ...
କୋରାପୁଟ : କୋରାପୁଟରେ ଭୁଶୁଡ଼ିଲା ଅବ୍ୟବହୃତ କୋଠା। କୋରାପୁଟ ସଦର ଥାନା ବାରିଣୀପୁଟରେ ଥିବା ଅପର କୋଲାବର ଅବ୍ୟବହୃତ କୋଠା ଭୁଶୁଡ଼ି ପଡିଛି। ଗୋଟିଏ ପରିବାରର ୫ ଜଣଙ୍କ ଉପରେ କୋଠା ଭୁଶୁଡ଼ି ପଡ଼ିବା ପରେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।...
ଭୁବନେଶ୍ୱର : ବିନା ନୋଟିସ୍ରେ ଉଚ୍ଛେଦ ପ୍ରତିବାଦରେ ରାଜଧାନୀରେ ବସ୍ତିବାସିନ୍ଦାଙ୍କ ବିଶାଳ ରାଲି। ସାଲିଆସାହି ଆଞ୍ଚଳିକ କମିଟି ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ ବିଶାଳ ରାଲି ସହିତ ଗଣଧାରଣା ଦିଆଯାଇଛି। ରାଲିରେ ହଜାର ହଜାର ବସ୍ତି ବାସିନ୍ଦା ଯୋଗ ଦେଇ ସରକାରଙ୍କ ସାଲିଆ ସାହି ଉଚ୍ଛେଦ ଯୋଜନାର ପ୍ରତିବାଦ...
କୋଲକାତା: ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ଟେଷ୍ଟ କ୍ରିକେଟରେ ନୂଆ ରେକର୍ଡ କରିଛନ୍ତି। କ୍ୟାପଟେନ୍ ଭାବେ କୋହଲି ଟେଷ୍ଟରେ ୫ହଜାର ରନ୍ ପୂରଣ କରିଛନ୍ତି। ଏହି ମାମଲାରେ ସେ ଦୁନିଆର ଷଷ୍ଠ କ୍ୟାପଟେନ୍ ଭାବେ ଏହି ମାଇଲଖୁଣ୍ଟ ଛୁଇଁଛନ୍ତି। ତେବେ କୋହଲି ବିଶ୍ୱର ପ୍ରଥମ କ୍ୟାପଟେନ୍ ଭାବେ...
ଭୁବନେଶ୍ୱର : “ଧାନ ବିକ୍ରି କରିବା ପାଇଁ ଟୋକନ୍ ବ୍ୟବସ୍ଥା ରହିବ। କିନ୍ତୁ ଟୋକନ୍ ନଥିବା ଚାଷୀ ମଧ୍ୟ ମଣ୍ଡିକୁ ଆସି ଫେରିବେ ନାହିଁ।” ଟୋକନ୍ ବ୍ୟବସ୍ଥାକୁ ନେଇ ଗତକାଲି ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଚାଷୀଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏଠି ପ୍ରଶ୍ନ ଉଠୁଛି, ଶ୍ରମମନ୍ତ୍ରୀଙ୍କ ଏହି...
ନୂଆଦିଲ୍ଲୀ: ଦେଶରେ ଟ୍ରାଫିକ ନିୟମ କଡ଼ାକଡ଼ି ହେବା ପରେ ଅନେକ ସ୍ଥାନରେ ଏହାର ସକାରାତ୍ମକ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହେଲେ ପୁଣି ଟ୍ରାଫିକ୍ ପୋଲିସ ତରଫରୁ ଟିକେ ଢିଲା ହେବା ପରେ ପୁଣିଥରେ ଲୋକମାନେ ନିୟମ ମାନୁନଥିବା ଦେଖିବାକୁ ମିଳିଛି। ଏହାରି ଭିତରେ ଦେଖିବାକୁ ମିଳିଛି କେତେକ ଉଦ୍ଭଟ...
ଭୁବନେଶ୍ୱର : ଜୀବନକୁ ପାଣି ଛଡ଼ାଇ ଅଗ୍ନିଶମ ବାହିନୀର ଦମ୍ଦାର ଅପରେସନ୍ । ଶହେ ଫୁଟରୁ ଅଧିକ ଉଚ୍ଚତାରୁ ଉଦ୍ଧାର ହେଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଥାନା ପ୍ରହରାଜପୁର ଗାଁର ସୁବୋଧ ବାରିକ। ପରିବାର ଲୋକଙ୍କ କହିବା ଅନୁଯାୟୀ, ଆଳି ବ୍ଲକ୍ ମହୁରେ ପୋଷ୍ଟାଲ କର୍ମଚାରୀ ଥିଲେ ସୁବୋଧ ।...
ରାଉରକେଲା (ସତ୍ୟାନନ୍ଦ ମହାନ୍ତି) : ରାଉରକେଲାରେ ପୁଣି ମାତିଲେ ପାଗଳା କୁକୁର। ବନ୍ଧମୁଣ୍ଡା ଅଞ୍ଚଳରେ ୨ଟି ପାଗଳା କୁକୁର ଆତଙ୍କ ଦେଖାଦେଇଛି । ଦୁଇ ଦିନ ହେଲା ଏହି କୁକୁରମାନେ ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡିବାରୁ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ବୃଦ୍ଧ...
କୋଲକାତା: ଇଡେନ୍ ଗାର୍ଡେନ୍ସରେ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହୋଇଛି ଐତିହାସିକ ଦିବାରାତ୍ର ଟେଷ୍ଟ। ପିଙ୍କ୍ ବଲରେ ଖେଳାଯାଉଥିବା ଏହି ମ୍ୟାଚରେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍ ଭାରତୀୟ ବୋଲରଙ୍କ ଆଗରେ ଆତ୍ମସମର୍ପଣ କରିଛନ୍ତି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବାଂଲାଦେଶ ଟିମ୍ ପ୍ରଥମ ଇନିଂସରେ...
ବାଲେଶ୍ୱର : ବାଲେଶ୍ୱର ରୁପ୍ସା ଷ୍ଟେସନରେ ଅଟକି ରହିଛି ହାୱଡ଼ା-ଯଶୋବନ୍ତପୁର ଦୂରନ୍ତ ଏକ୍ସପ୍ରେସ। ଗୋଟିଏ ବଗିରୁ ଗ୍ୟାସ୍ ଟାଙ୍କି ଖସି ପଡ଼ିବାରୁ ଦୀର୍ଘ ୩ ଘଣ୍ଟା ଧରି ଏକ୍ସପ୍ରେସଟି ଅଟକି ରହିଛି। ସୂଚନା ମୁତାବକ, ରୁପସା ନିକଟରେ ରେଳଧାରଣା କାମ ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା। ଟ୍ରାକ୍...
ନୂଆପଡ଼ା : ମଦ ପାଉଚରେ ଗାନ୍ଧି ଚଷମା। ନୂଆପଡ଼ା ଜିଲ୍ଲା ବୋଡ଼େନ୍ ଦେଶୀ ମଦଭାଟିରେ ପ୍ରସ୍ତୁତ ମଦ ପାଉଚ୍ରେ ଗାନ୍ଧି ଚଷମା ଚିହ୍ନ ଥିବାରୁ ସାଧାରଣରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି । ଗାନ୍ଧି ଚଷମା ଥିବା ସ୍ୱଚ୍ଛ ଭାରତ ଅଭିଯାନର ଲୋଗୋକୁ ଏହି ପାଉଚରେ ଛପା ଯାଇଥିବା...
ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଆତ୍ମହତ୍ୟାର ଧମକ ଦେଉଥିବା ଯୁବକ ସୁବୋଧ କୁମାର ବାରିକଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ୍ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଚାକିରି ଗଲା ପରେ ସେ ମାନସିକ ଭାରସାମ୍ୟ ହରାଇ ଏପରି କାଣ୍ଡ କରିଥିବା...