• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

sbi
ବ୍ୟାଙ୍କରେ ତାଲା ପକାଇଦେଲେ ଘର ମାଲିକ

ମୁନିଗୁଡ଼ା ( ନନ୍ଦକିଶୋର ପଟ୍ଟନାୟକ) : ରାୟଗଡ଼ା ଜିଲ୍ଲା ବିଷମକଟକରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ତାଲା ଠୁଙ୍କିଲେ ଘର ମାଲିକ। ସୂଚନା ଅନୁଯାୟୀ, ଗତ ୬ ମାସ ପୂର୍ବେ ଘର ମାଲିକଙ୍କ ସହିତ ହୋଇଥିବା ୧୦ ବର୍ଷିଆ ଏଗ୍ରିମେଣ୍ଟ ତାରିଖ ଶେଷ ହେଇଯାଇଥିଲା । ହେଲେ ଘର...

ranendra swain
ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିଛି : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଗଲା କିଛି ବର୍ଷରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିଛି । ଦର ବୃଦ୍ଧି ନେଇ ଆଜି ଗୃହରେ ସ୍ୱୀକାର କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଡାଲି, ଖାଇବା ତେଲ, ଆଳୁ ଓ ପିଆଜ ଦର ବଢ଼ିଛି।...

couple4
ନିଆରା ସଂଘର୍ଷ ; ସ୍ତ୍ରୀଙ୍କୁ କ୍ୟାନସରରୁ ବଞ୍ଚାଇବା ପାଇଁ ସ୍ୱାମୀଙ୍କ ଦୃଢ଼ ପ୍ରୟାସ

କେରଳ : କୁହାଯାଏ ସବୁ ସଂପର୍କଠୁ ନିଆରା ପତି-ପତ୍ନୀଙ୍କ ସଂପର୍କ। ଯେଉଁଠି ବିଶ୍ୱାସର ନୀଡ଼ରେ ବସା ବାନ୍ଧିଥାନ୍ତି ଦୁଇ ମନ ଓ ପ୍ରାଣ। ପ୍ରୀତି ଓ ପ୍ରତିଶ୍ରୁତିର ରଙ୍ଗରେ ରଙ୍ଗାୟିତ ହୋଇଥାଏ ସାତଜନମର ସଂପର୍କ । ଜଣେ ଅନୁଭବ କରିପାରେ ଆଉ ଏକ ଦେହ ଓ ହୃଦୟର କଷ୍ଟ...

gold -2
ହୃଦୟ ଜିତିଲେ ଦୁଇ ଯୁବକ ; ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ପାଇ ଫେରେଇଲେ

କୋଣାର୍କ ( ସଂଜୟ ପତି) : ମାନବିକତା ଆଗରେ ହାର ମାନିଛି ଟଙ୍କା ଓ ସୁନା ଅଳଙ୍କାରର ଲୋଭ। ମାନବିକତା ଦେଖାଇ ଲୋକଙ୍କ ହୃଦୟ ଜିତିଛନ୍ତି ଦୁଇ ଯୁବକ । ଅଚାନକ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ପାଇବା ପରେ ବି ସେସବୁକୁ ଜଣେ ମହିଳାଙ୍କୁ ଫେରାଇ...

train
ଟ୍ରେନ୍‌ ଲାଇନ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଦା ନିକଟସ୍ଥ ଟ୍ରେନ୍‌ ଲାଇନରୁ ଗତ ରାତିରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀଙ୍କ ଘର ଇଟାମାଟି ଥାନା ପୁରୁଷୋତ୍ତମପୁର ଗାଁରେ । ପୁଲିସ୍‌ ସୂଚନା ଅନୁଯାୟୀ, ଯୁବତୀଜଣକ ଗତକାଲି ସନ୍ଧ୍ୟାରେ ଘରୁ କିଛି ନ...

rto5
ଛାନିଆ ଗାଡ଼ି ଚାଳକ ; ଡିସେମ୍ବର ୧ ତାରିଖରୁ ପୁଣି ଆରଟିଓ ନିୟମ କଡ଼ାକଡ଼ି

ଭୁବନେଶ୍ୱର : ଡିସେମ୍ବର ୧ ତାରିଖରୁ ପୁଣି ଆରଟିଓ ନିୟମ କଡ଼ାକଡ଼ି କରାଯିବ । ଏବେ ଠୁ ଚାଳକ ଛାନିଆ ହୋଇପଡିଲେଣି। କିଛି ଦିନର ବ୍ୟବଧାନ ପରେ ପୁଣି ଭୁବନେଶ୍ୱରର ୨ଟି ଯାକ ଆରଟିଓ ଅଫିସ ଚଳଚଞ୍ଚଳ ହୋଇପଡିଲାଣି । ଡ୍ରାଇଭିଂ ଲାଇସେନ୍ସ, ଗାଡି ଫିଟନେସ, ଗାଡ଼ିର କାଗଜ...

sea-level-rise-1024x576
ମାଡ଼ି ଆସୁଛି ସମୁଦ୍ର ! ଚଳିତ ଶତାବ୍ଦୀ ଶେଷରେ ଜଳ ପ୍ରଳୟର ଆଶଙ୍କା

ନୂଆଦିଲ୍ଲୀ : ମାଡ଼ି ଆସୁଛି ସମୁଦ୍ର । ପ୍ରତି ବର୍ଷ ୧ ଦଶମିକ ୭୭ ମିଲିମିଟର୍ ସମୁଦ୍ର ଜଳ ପତ୍ତନ ବଢୁଛି।  ଭାରତର ଉପକୂଳରେ ଗତ ୫୦ ବର୍ଷରେ ସମୁଦ୍ରର ଜଳସ୍ତର ୮ ଦଶମିକ ୫ ସେଣ୍ଟିମିଟର ବଢ଼ିଛି। ରାଜ୍ୟସଭାରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପରିବେଶ ରାଷ୍ଟ୍ରମନ୍ତ୍ରୀ...

father
ନିଷ୍ଠୁର ହେଲା ରକ୍ତ ! ପରିଣତ ବୟସରେ ବାପାଙ୍କୁ ପର କରିଦେଲେ ପୁଅବୋହୂ

ବାଲେଶ୍ୱର (ରଶ୍ମୀରଞ୍ଜ ଦାସ) : ଆଜିକାଲି ଦୁନିଆରେ ବୁଢା ବାପାମାଆ ନିଜ ପିଲାଙ୍କ ପାଇଁ ସତେ ଯେମିତି ଅଲୋଡା ହୋଇପଡିଛନ୍ତି। ନିଜ ସ୍ତ୍ରୀ ଓ ପିଲାଛୁଆଙ୍କ କଥା ବୁଝୁଥିବା ବେଳେ ବାପାମାଆ ବୁଢ଼ା ହେବା ପରେ ସତେ ଯେମିତି ପିଲାଙ୍କ ପାଇଁ ଅଲୋଡ଼ା ହୋଇପଡୁଛନ୍ତି। ଏଭଳି ଏକ ଘଟଣା...

bolangiri
ଆଜିଠାରୁ ଦୁଇ ଦିନିଆ ବଲାଙ୍ଗିର ବନ୍ଦ ଡାକରା

ବଲାଙ୍ଗୀର(ଘଟେଶ୍ୱର ମିଶ୍ର ): ବିଭିନ୍ନ ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ବଲାଙ୍ଗିର ବନ୍ଦ ଡାକରା ଦେଇଛି ବଲାଙ୍ଗିର ଆକ୍ସନ କମିଟି । ବଲାଙ୍ଗିର ଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା, ଲୋୟର ସୁକତେଲ ବିସ୍ଥାପିତଙ୍କୁ ଉଚିତ କ୍ଷତିପୂରଣ ସହ ଥଇଥାନ କରି ପ୍ରକଳ୍ପ କାମ ଆରମ୍ଭ କରିବା...

ashtami
ଆଜି ପ୍ରଥମାଷ୍ଟମୀ ; ଜ୍ୟେଷ୍ଠ ସନ୍ତାନର ଶୁଭ ମନାସି ଚାଲିଛି ପୂଜାର୍ଚ୍ଚନା

ଭୁବନେଶ୍ୱର : ଆଜି ପ୍ରଥମାଷ୍ଟମୀ । ପ୍ରତିଟି ଓଡ଼ିଆ ଘରର ଜ୍ୟେଷ୍ଠ ସନ୍ତାନର ଶୁଭ ମନାସି ଆଜି ଚାଲିଛି ପୂଜାର୍ଚ୍ଚନା। ଘରର ବଡ଼ ପୁଅ ଝିଅମାନେ ନୂଆ ବସ୍ତ୍ର ପିନ୍ଧି ଠାକୁର ଦର୍ଶନ କରିବାର ପରମ୍ପରା ରହିଛି। ତାସହ ହଳଦୀ ପତ୍ରରେ ସିଝା ଯାଇଥିବା ଏଣ୍ଡୁରି ପିଠା ଖାଇବାର...

odia
ଏଣିକି ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ବାଧ୍ୟତାମୂଳକ

ଭୁବନେଶ୍ୱର : ଏଣିକି ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ବାଧ୍ୟତାମୂଳକ। ଓଡିଶା ଦୋକାନ ଓ ବଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ ସଂଶୋଧନ ଅନୁସାରେ ଏହି ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ କରାଯାଇଛି। ଏହି ଆଇନକୁ ପ୍ରଥମଥର ଉଲ୍ଲଂଘନ କଲେ ୧ହଜାର ଟଙ୍କା ରୁ ୫ହଜାର...