• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

dd
୫ କିଲୋମିଟର ଯାଏ ରୋଗୀକୁ କାନ୍ଧରେ ବୋହିଲେ ଡାକ୍ତର

ମାଲକାନଗିରି(ଜିତେନ୍ଦ୍ର ବେଉରା): କୁହାଯାଏ ଡାକ୍ତର ହେଉଛନ୍ତି ଦ୍ୱିତୀୟ ଇଶ୍ୱର । ଯିଏ ନିଜର ସେବା ଦ୍ୱାରା ମଣିଷଙ୍କୁ ନୂଆ ଜୀବନ ଦେଇଥା’ନ୍ତି। ଏମିତି ଏକ ଘଟଣା ସାମନାକୁ ଆସିଛି। ମାଲକାନଗିରି ଜିଲ୍ଲା ଖଇରୀପୁଟ ବ୍ଲକ ନୂଆଗୁଡ଼ାରେ ଡାକ୍ତରଙ୍କ ମହନୀୟତା ଦେଖିବାକୁ ମିଳିଛି। ଯାହାକୁ ଜାଣିଲେ ଆପଣ କହିବେ ଡାକ୍ତର...

medical
ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

କେନ୍ଦୁଝର ( ପ୍ରଣୟ ପାଣି) : ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଛି ଏ ଗୁରୁତର ଅଭିଯୋଗ। ସୂଚନା ମୁତାବକ ,ସୋମବାର ରାତିରେ ସହର ଉପକଣ୍ଠ ନରଣପୁରରୁ ଜଣେ ରୋଗୀ ରକ୍ତଚାପ ଜନିତ ରୋଗରେ ପ୍ରଭାବିତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ...

solar
ଡିପ୍ଲୋମା ଛାତ୍ରଙ୍କ ସ୍ୱତନ୍ତ୍ର ପ୍ରୟାସ ; ତିଆରି କଲେ ଅଟୋମେଟେଡ୍ ସୋଲାର ସ୍ପ୍ରେ ମେଶିନ

ଭଦ୍ରକ(ପାର୍ଥସାରଥୀ ନାୟକ) : ପୁଅ ଚାଷୀ ନ ହୋଇ ଇଞ୍ଜିନିୟର ହବ। ତାର ଉଚ୍ଚଶିକ୍ଷା ପାଇଁ ଯେତେ କଷ୍ଟ ପଡୁ ନା କାହିଁକି, ମୁଣ୍ଡ ଝାଳ ତୁଣ୍ଡରେ ମାରି ତାର ସ୍ୱପ୍ନ ସାକାର କରିବ। ନିଜ ପୁଅ ପାଇଁ ଏମିତି ଭାବୁଥିବା ବାପାଟି ଆଜି ଖୁସିରେ ବିଭୋର ।...

smart phone
ଜାଣନ୍ତି , କେତେ ମାରାତ୍ମକ ସ୍ମାର୍ଟଫୋନ ରେଡିଏସନ ? ପଢନ୍ତୁ ଏଥିରୁ ମୁକ୍ତି ପାଇବାର ସହଜ ଉପାୟ

ସ୍ମାର୍ଟଫୋନର ବ୍ୟବହାର ଏବେ ଦୃତ ଗତିରେ ବଢିଚାଲିଛି । ଛୋଟ ଠାରୁ ବଡ ସମସ୍ତଙ୍କ ହାତରେ ଗୋଟିଏ ଗୋଟିଏ ସ୍ମାର୍ଟଫୋନ୍ । ଏକଥା ନିରାଟ ସତ । କିନ୍ତୁ ଏହା ବହୁତ ଖରାପ ପ୍ରଭାବ ପକାଇଥାଏ ଆମର ସ୍ୱାସ୍ଥ୍ୟ ଉପରେ । ଆପଣଙ୍କୁ ସ୍ମାର୍ଟଫୋନ୍ ରେଡିଏସନ କଥା କହୁଛି...

balimela
ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ବାଲିମେଳା ଜଳଭଣ୍ଡାରରେ ଏକ ଡଙ୍ଗା ଓଲଟିବା ଘଟଣାରେ ନିଖୋଜ ୩ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ତୋଟାଗୁଡ଼ା ନିକଟରୁ ସମସ୍ତ ୩ଟି ଯାକ ମୃତଦେହ ଗତକାଲି ଉଦ୍ଧାର ହେବା ପରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ଗତ ଶୁକ୍ରବାର ଏହି...

bagabat1
୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଯାଜପୁର (ଗୁଲାମ ଗସ ) : ଗୋବିନ୍ଦ ଗୋବିନ୍ଦ ଗୋବିନ୍ଦ, ପଦୁ ଗଳୁଛି ମକରନ୍ଦ, ସେ ମକରନ୍ଦ ପାନ କରି, ହେଳେ ତରିଲେ ବ୍ରଜ ନାରୀ, ଏହି ଉକ୍ତିଟି ଅତିବଡି ଜଗନ୍ନାଥ ଦାସଙ୍କ ରଚିତ ଓଡିଆ ଭାଗବତର । ଘରେ ଘରେ ପରିଚିତ ଏହି ଓଡିଆ ଭାଗବତ ।...

iic
ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଭଦ୍ରକ  : ଭଦ୍ରକ ପୁରୁଣା ବଜାର ଅଞ୍ଚଳରେ ଦେଖାଦେଇଥିବା ଉତ୍ତେଜନା ହ୍ରାସ ପାଇଛି। ଆଜି ସକାଳୁ ପୁରୁଣା ବଜାରରେ ସ୍ୱାଭାବିକ ସ୍ଥିତି ଦେଖିବାକୁ ମିଳିଛି। ବୁଢ଼ା ଗଣେଶ ଓ ଟୋକା ଗଣେଶ ଭସାଣ ଥିବାରୁ ପୁଲିସ ମୁତୟନ ଅଛନ୍ତି। ଦାୟିତ୍ୱରେ ଅବହେଳା ପାଇଁ ପୁରୁଣା ବଜାର ଥାନା IIC...

modi3
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

ନୂଆଦିଲ୍ଲୀ :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ। ସାରା ଦେଶରେ ମୋଦିଙ୍କ ଜନ୍ମଦିନ ପାଳନ କରାଯାଉଛି। ବିଜେପି ପକ୍ଷରୁ ଏହି ସପ୍ତାହରୁ ସେବା ସପ୍ତାହ ଭାବେ ପାଳନ କରାଯାଉଛି। ଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀ ନିଜ ଘର ଗୁଜରାଟ ଅହମ୍ମଦାବାଦ ଯିବା କାର୍ଯ୍ୟକ୍ରମ ରହିଛି। ଏହି...

biswakarama
ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

 ଅନୁଗୋଳ/ ପାରାଦୀପ : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏଥିପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ। କଳସ ବୁଡ଼ା ଶୋଭାଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ପୂଜାକୁ ସୁରୁଖୁରରେ ସଂପନ୍ନ ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।  ଶ୍ରଦ୍ଧାଳୁଙ୍କୁ ଆକୃଷ୍ଟ କରିବା ପାଇଁ...

vechile
ନୂଆ ଟ୍ରାଫିକ୍‌ ନିୟମ ଓ ଜୋରିମାନାକୁ କେରଳର ନା

ଥିରୁଭନନ୍ତପୁରମ: ସେପ୍ଟେମ୍ବର ୧ରୁ କେନ୍ଦ୍ର ସରକାର ସାରା ଦେଶରେ ନୂଆ ମୋଟର ଭେଇକିଲ ଆକ୍ଟ ଲାଗୁ କରିଛନ୍ତି। ହେଲେ ନୂଆ ଆଇନ୍‌ରେ ଟ୍ରାଫିକ୍‌ ଉଲ୍ଲଙ୍ଘନକାରୀଙ୍କ ଠାରୁ ମୋଟା ଅଙ୍କର ଫାଇନ ଆଦାୟ ବ୍ୟବସ୍ଥାକୁ ଏକାଧିକ ରାଜ୍ୟ ବିରୋଧ କରିଛନ୍ତି। ବିରୋଧ ସତ୍ତ୍ୱେ ପ୍ରାୟ ଅଧିକାଂଶ ରାଜ୍ୟରେ ପରିବହନ ଅଧିକାରୀମାନେ...

ocac
ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଭୁବନେଶ୍ୱର : ଆସନ୍ତାମାସ ୨ତାରିଖ ବା ଗାନ୍ଧି ଜୟନ୍ତୀରୁ ରାଜ୍ୟରେ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଦିନ ଫାଇଭ୍-ଟି ଅନ୍ତର୍ଗତ ‘ମୋ ସରକାର’ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ‘ମୋ ସରକାର’ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଫିସ୍ ଓକାକ୍...

india-pak
ସବୁ ରେକର୍ଡ ଭାଙ୍ଗିଲା ଭାରତ-ପାକିସ୍ତାନ ମ୍ୟାଚ୍

ନୂଆଦିଲ୍ଲୀ: ପୁରୁଷ କ୍ରିକେଟ୍ ବିଶ୍ୱକପ୍ ୨୦୧୯ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି)ର ସବୁଠାରୁ ଅଧିକ ଦେଖାଯାଇଥିବା ଟୁର୍ଣ୍ଣାମେଣ୍ଟ ବିବେଚିତ ହୋଇଛି। ସାରା ଦୁନିଆରେ ୧.୬ ବିଲିୟନ ଲୋକେ ଏହାର ସିଧା ପ୍ରସାରଣ ଦେଖିଛନ୍ତି। ସେହିପରି ଡିଜିଟାଲ୍ ପ୍ଲାଟଫର୍ମରେ ମ୍ୟାଚର ସିଧା ପ୍ରସାରଣ ଦେଖିବା ମାମଲାରେ ଭାରତ ଶୀର୍ଷରେ ରହିଛି,...