• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

scb
ଏସ୍‌ସିବିର ହେବ ନବକଳେବର ; ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡିଶା ରିପୋର୍ଟର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜଦେବ (ଏସ୍‌ସିବି) ମେଡିକାଲ୍‌ର ହେବ ନବକଳେବର। ଏସ୍‌ସିବି ହେବ ବିଶ୍ୱସ୍ତରୀୟ ମେଡିକାଲ୍‌। ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ପୁନର୍ବିନ୍ୟାସ, ଥଇଥାନ ଓ ସହାୟତା ପ୍ୟାକେଜ ଘୋଷଣା ହୋଇଛି। ସେହି ପ୍ୟାକେଜ୍‌କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର ଦେଇଛନ୍ତି। ସ୍ଥାୟୀ ଘର, ଦୋକାନ, ଅନଧିକୃତ...

rain
୨୮ ଓ ୨୯ ତାରିଖରେ ବର୍ଷା

ଭୁବନେଶ୍ୱର : ଆଜି ରାଜ୍ୟରେ ଶୀତ ଲହରି ଅନୁଭୂତ ନେଇ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ସୋନପୁର, ଝାରସୁଗୁଡ଼ା, ଦେବଗଡ଼, ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଅନୁଗୁଳ, ସୋନପୁର, ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।...

ପୋଈସାଲେଈଓ
ୟଶ‌୍‍ ମିଶ୍ରଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ଚଳିତ ବର୍ଷର ସମ୍ମାନଜନକ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ‌୍‍ ପୁରସ୍କାର’ ଗ୍ରହଣ କରିଥିବା ଓଡିଶାର ଛାତ୍ର ୟଶ‌୍‍ ମିଶ୍ରଙ୍କୁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟି ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ୟଶ‌୍‍ ଓଡିଶା ପାଇଁ ଗୌରବ ଆଣିଛନ୍ତି...

arrest
ପୁଲିସ ହାତରେ ହାତକଡ଼ି

ଯାଜପୁର : ଯାଜପୁର ଜିଲ୍ଲା ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା । ଧର୍ମଶାଳା ଥାନାରେ କାର୍ଯ୍ୟରତ କନ୍‌ଷ୍ଟେବଲ ସନ୍ତୋଷ ବାରିକଙ୍କୁ ଗିରଫ କରିଛି ପୁଲିସ। ଏହି ମାମଲାର ଅଭିଯୁକ୍ତ ପିଣ୍ଟୁର ଭିଣୋଇ ହେଉଛନ୍ତି କନ୍‌ଷ୍ଟେବଲ ସନ୍ତୋଷ ବାରିକ। ଭିଣୋଇ ସନ୍ତୋଷଙ୍କ ମୋବାଇଲ ଫୋନ୍‌ରୁ ଧମକପୂର୍ଣ୍ଣ କଲ୍ ଯାଇଥିବା...

snake
ଖାଦ୍ୟରୁ ବାହାରିଲା ମଲା ବିଷଧର ସାପ , ଚିକିତ୍ସା ପାଇଁ ଲୋକେ ଡାକ୍ତରଖାନାରେ ଭର୍ତ୍ତି

ପଟ୍ଟାମୁଣ୍ଡାଇ : ଖାଦ୍ୟରୁ ବାହାରିଲା ମଲା ବିଷଧର ସାପ । ଯାହାକୁ ନେଇ ଚର୍ଚ୍ଚା ଜୋର । ଏହି ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ଦେଉଳି ଗ୍ରାମରେ । ମିଳିଥିବା ସୂଚନା ମୁତାବକ , ଏସ.ଏଚ.ଜି ଗ୍ରୁପର ମହିଳାମାନେ ନିକଟସ୍ଥ ଠାକୁରାଣୀ ପୀଠରେ ଭୋଜି କରୁଥିଲେ। ଖାଇବା...

pnion
ଓଲଟି ପଡ଼ିଲା ଟ୍ରକ୍‌ ; ଲୋକେ ବୋହିନେଲେ ପିଆଜ

ସମ୍ବଲପୁର : ସମ୍ବଲପୁର ନିକଟରେ ଆଜି ସକାଳେ ଏକ ପିଆଜ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକ୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।  ସ୍ଥାନୀୟ ଲୋକେ ଏହା ଦେଖି ଟ୍ରକ୍‌ରୁ ପିଆଜ ଲୁଟି ନେବାକୁ ଉଦ୍ୟମ କରିଥିଲେ। ନାସିକ୍‌ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି...

india
ଟସ୍‌ ଜିତି ଟିମ୍‌ ଇଣ୍ଡିଆର ବୋଲିଂ ନିଷ୍ପତ୍ତି

ଅକଲ୍ୟାଣ୍ଡ: ଆଜିଠାରୁ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ ଆରମ୍ଭ ହେଉଛି। ଅକଲ୍ୟାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଟି-୨୦ରେ ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଘରୋଇ ନ୍ୟୁଜିଲ୍ୟାଣ୍ଡ ପ୍ରଥମେ...

womans
ବଦଳୁଛି ମାନସିକତା ; ସବୁଠି ପ୍ରତିଷ୍ଠିତ ଏବେ ମହିଳାମାନେ

ଭୁବନେଶ୍ୱର : ବଦଳୁଛି ସମାଜ । ଆଉ ତା ସହ ତାଳ ଦେଇ ବଦଳୁଛି ଆମ ମାନସିକତା। ଝିଅ ମାନେ ଏବେ ପୁଅଙ୍କଠୁ ଗୋଟିଏ ପାଦ ଆଗରେ । ଶିକ୍ଷା, କ୍ରୀଡ଼ା, କଳା ସବୁଠି ଏବେ ଝିଅଙ୍କ ଦବଦବା। କନ୍ୟାଟିଏ, ସେ କେତେବେଳେ ମାଆ ତ କେତେବେଳେ ଭଉଣୀ।...

tribal guest
ଦିଲ୍ଲୀ ପରେଡ ଦେଖିବେ ଦୁଇ ଓଡ଼ିଆ ଆଦିବାସୀ ଅତିଥି

ଭୁବନେଶ୍ୱର : ଏଥର ଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ପରେଡ ଦେଖିବେ ଦୁଇ ଓଡ଼ିଆ ଆଦିବାସୀ ଅତିଥି। ସେମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ ଧାନଘେରା ଗ୍ରାମପଂଚାୟତର  ହାତୀସହି ଗାଁର ଗଙ୍ଗାଧର ହେମ୍ବ୍ରମ ଓ ବେତନଟୀ ବ୍ଲକ ସନ୍ତରା ପଂଚାୟତ ହୁତାପୁର ଗାଁର ଜାପାନୀ ମାଝୀ । କେନ୍ଦ୍ର...

punjilal
ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ) : ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ ମେହେର। ମା’ଙ୍କ ଶ୍ରାଦ୍ଧକ୍ରିୟା ପାଇଁ ହାଇକୋର୍ଟଙ୍କ ୪ ଦିନିଆ ଜାମିନ ବଳରେ ଜେଲରୁ ମୁକୁଳିଛନ୍ତି ପୁଂଜିଲାଲ। ଉଲ୍ଲେଖନୀୟ ଯେ, ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଅଛନ୍ତି ପୁଞ୍ଜିଲାଲ୍ ମେହେର। ଆସନ୍ତା ୨୮ ତାରିଖ ଦିନ ୧୧ଟା ସୁଦ୍ଧା...

parad
ଦିଲ୍ଲୀ ଢାଞ୍ଚାରେ ହେବ ରାଜ୍ୟସ୍ତରୀୟ ପରେଡ୍

ଭୁବନେଶ୍ୱର : ରାଜ୍ୟରେ ସାଧାରଣତନ୍ତ୍ର ଦିବସର ବଦଳିଲା ରୂପରେଖ।  ଭୁବନେଶ୍ୱରରେ ଏଥର ଦିଲ୍ଲୀ ଢାଞ୍ଚାରେ ପରେଡ୍ ଅନଷ୍ଠିତ ହେବ। ଏଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଅଭିବାଦନ ଗ୍ରହଣ କରିବେ ରାଜ୍ୟପାଳ । ଦିଲ୍ଲୀରେ ରାଷ୍ଟ୍ରପତି ଅଭିବାଦନ ଗ୍ରହଣ କରିବା ଭଳି ରାଜ୍ୟରେ ରାଜ୍ୟପାଳ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ...

school
ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଯାଜପୁର( ଅଭୟ ପତି ) : ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ। କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଗତ ୪...

child day
ଆଜି ସାରା ଦେଶରେ ପାଳନ ହେଉଛି କନ୍ୟାରତ୍ନ ଦିବସ

ଭୁବନେଶ୍ୱର : ଆଜି ସାରା ଦେଶରେ କନ୍ୟାରତ୍ନ ଦିବସ ପାଳନ ହେଉଛି । ଝିଅକୁ ସବୁ କ୍ଷେତ୍ରରେ ଅଧିକରୁ ଅଧିକ ସହଯୋଗ ଯୋଗାଇ ଦେବା ଓ ସୁବିଧା ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ କନ୍ୟାରତ୍ନ ଦିବସ ପାଳନ ହେଉଛି । ୨୦୦୮ ମସିହାରୁ ମହିଳା ଓ ଶିଶୁ ବିକାଶ ବିଭାଗ...

CP-Mohanty
ଓଡ଼ିଆ ସେନାଧିକାରୀଙ୍କୁ ବଡ଼ ପଦବୀ

ଭୁବନେଶ୍ୱର : ଓଡ଼ିଆ ସେନାଧିକାରୀଙ୍କୁ ବଡ଼ ପଦବୀ । ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତି ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି । ଲେଫ୍ଟନାଣ୍ଟ ଜେନେରାଲ୍ ଏସ୍.କେ ସାଇନିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ । ପାକିସ୍ତାନ ଓ ଚୀନ୍‌ ସୀମାରେ ଅପରେସନ୍ ସହିତ ଆସାମରେ...

fire-3
ଜଳିଗଲା ଫଳ ବଜାର !

ଭୁବନେଶ୍ୱର  : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ...