ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାସ୍ତା କଡ଼ରେ ବସିଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କୁ ଅମାନବୀୟ ଭାବେ ବାଡ଼ିରେ ପିଟାଯିବାର ଭିଡ଼ିଓ ଏବେ ସୋଶାଲ ମିଡ଼ିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏପରି ଲଜ୍ଜାଜନକ ଘଟଣା ଘଟିଛି ରାଉରକେଲା ସରକାରୀ ହସ୍ପିଟାଲ ଗେଟ୍ ନିକଟରେ। ଆଉ ଉକ୍ତ ହସ୍ପିଟାଲରେ କାର୍ଯ୍ୟରତ...
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହା ଏକ କୃଷି ଭିତ୍ତିକ ଧାର୍ମିକ ଉତ୍ସବ ଭାବେ ଖୁବ୍ ପ୍ରସିଦ୍ଧ । ଏହାର ମହାନତା , ସାମାଜିକ ଦର୍ଶନ ଓ ବ୍ୟାପକତାରେ ଥାଏ ସ୍ୱତନ୍ତ୍ର ପରିଚୟ ଓ ପ୍ରତିଷ୍ଠା । ପ୍ରତି ବର୍ଷ ଭାଦ୍ରବ ଶୁକ୍ଳ ପକ୍ଷ ପଞ୍ଚମୀ ଅର୍ଥାତ୍ ଗଣେଶ...
ପାଟଣାଗଡ଼ ( ବଂଶୀଧର ଶେଠ୍) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଗାଁରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ସ୍ୱାମୀଙ୍କର ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ସ୍ତ୍ରୀ। ମିଳିଥିବା ସୂଚନା ମୁତାବକ ,ଗତ ରାତିରେ ଗାଁର ଦୁର୍ଯ୍ୟୋଧନ ବଡ଼ିଆ ଓ ସ୍ତ୍ରୀ...
ପୁରୀ : ଦୁଇ ଦିନର ବିରତି ପରେ ଆଜିଠାରୁ ପୁଣି ଶ୍ରୀମନ୍ଦିରର ୭୫ ମିଟର ପରିଧି ଭିତରେ ଉଚ୍ଛେଦ ଅଭିଯାନ ଚାଲିବ। ଆଜି ପୁରାତନ ଐତିହ୍ୟ ବଡ଼ ଆଖଡ଼ା ମଠ ଭଙ୍ଗାଯିବ। ଐତିହାସିକଙ୍କ କହିବାନୁଯାୟୀ, ଜଗନ୍ନାଥ ମନ୍ଦିରକୁ ବର୍ହିଃ ଶତ୍ରୁ ଆକ୍ରମଣରୁ ରକ୍ଷା ଉଦ୍ଦେଶ୍ୟରେ ୧୪୦୨ ମସିହାରେ ବୈଷ୍ଣବ...
ସମ୍ବଲପୁର : ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଏଥିପାଇଁ ଇଷ୍ଟଦେବୀଙ୍କ ମନ୍ଦିର ଓ ଘରେ ଘରେ ପ୍ରସ୍ତୁତି ହୋଇଛି। ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ନିକଟରେ ଆଜି ସକାଳ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ନବାନ୍ନ ଲାଗି ପାଇଁ ଲଗ୍ନ...
କିଙ୍ଗଷ୍ଟନ୍: ଜାମାଇକାର ସବିନା ପାର୍କରେ ଚାଲିଥିବା ଭାରତ ଓ ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟେଷ୍ଟ ଭ୍ରମଣକାରୀ ଭାରତ କବଜାରେ ରହିଛି। ୪୬୮ ରନର ବିଶାଳ ଲକ୍ଷ୍ୟର ପିଛା କରୁଥିବା ୱେଷ୍ଟଇଣ୍ଡିଜ୍ ଚତୁର୍ଥ ଦିବସର ମଧ୍ୟାହ୍ନ ଭୋଜନ ସୁଦ୍ଧା ୪ ୱିକେଟ୍ ହରାଇ ୧୪୫ ରନ୍ କରିଛି। ଫଳରେ ୱେଷ୍ଟଇଣ୍ଡିଜ୍ ଏବେ...
ଭୁବନେଶ୍ୱର : ଗଣେଶ ପୂଜାରେ ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କଲା ବିଜେଡି । ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ପ୍ରଥମ ସଦସ୍ୟ ଭାବେ ନାଁ ପଞ୍ଜିକରଣ କଲେ। ହେଲେ ପ୍ରଥମ ଥର ପାଇଁ ଦଳର ୱେବପୋର୍ଟାଲ ସହ ନୂଆ ସଦସ୍ୟଙ୍କ ଆଧାର ଲିଙ୍କ ଯୋଜନାକୁ ନେଇ ଛିଡ଼ା...
ଆଠଗଡ଼ (ନୀଳକଣ୍ଠ ଦୋରା) : ବଦଳିବେ କଟକ ଜିଲ୍ଲା ଗୁରୁଡ଼ିଝାଟିଆ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀ। ମେଡିକାଲରେ ତାଲା ପଡ଼ିବା ଯୋଗୁ ପ୍ରସୂତିଙ୍କୁ ଚିକିତ୍ସା ନ ମିଳିବା ଘଟଣାର ତଦନ୍ତ କରି ସମସ୍ତ କର୍ମଚାରୀଙ୍କ ବଦଳି ପାଇଁ ଜିଲ୍ଲାପାଳଙ୍କୁ ସୁପାରିଶ କରିଛନ୍ତି ସିଡିଏମ୍ଓ। କଟକ ସିଡିଏମ୍ଓଙ୍କ ନେତୃତ୍ୱରେ ଆଜି ୪...
ଭୁବନେଶ୍ୱର : ଭିନ୍ନ ଭିନ୍ନ ଆକାର, ଭିନ୍ନ ଭିନ୍ନ ଭଙ୍ଗୀ। କେଉଁଠି ବିନାୟକଙ୍କ କମନୀୟ ରୂପକାନ୍ତି ତ ଆଉ କେଉଁଠି ଆଖି ଝଲସା ଆଭୂଷଣରେ ଝଟକୁଛନ୍ତି ଗଜାନନ। ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଅଗ୍ରପୂଜ୍ୟଙ୍କ ପୂଜା ଆରାଧନା ଲାଗି ଏମିତି କୋଳାହଳମୟ ପରିବେଶ ସୃଷ୍ଟି ହୋଇଛି। ଖୋର୍ଦ୍ଧା ଜଟଣୀ...
ଭୁବନେଶ୍ୱର : ପିଏମ୍ କିଷାନ ଯୋଜନା ପାଇଁ ରାଜ୍ୟକୁ ପୁଣି ଥରେ ଚାଷୀଙ୍କ ତାଲିକା ମାଗିଲେ କେନ୍ଦ୍ର ସରକାର। ଦେଶରେ ସାଢେ ୧୪ କୋଟି ଚାଷୀ ଏହି ଯୋଜନା ସହ ଯୋଡ଼ି ହୋଇଛନ୍ତି। ହେଲେ ରାଜ୍ୟ ସରକାର ଯୋଗ୍ୟ ଚାଷୀଙ୍କ ତାଲିକା ନଦେଲେ ଟଙ୍କା କେମିତି ମିଳିବ ବୋଲି...
ଭୁବନେଶ୍ୱର : ପୁରୀରେ ଉଚ୍ଛେଦ ଅଭିଯାନକୁ ନେଇ ବଢୁଥିବା ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରେ ଆସୁଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଜି ସ୍ୱତନ୍ତ୍ର ଥଇଥାନ ପ୍ୟାକେଜ୍ ଘୋଷଣା କରିଛନ୍ତି। ବାସଗୃହ ପାଇଁ ଏକକାଳୀନ ୩୦ ଲକ୍ଷ ଟଙ୍କା ସହାୟତା ସାଙ୍ଗକୁ...
ଭୁବନେଶ୍ୱର : କୋମଳମତି ଶିଶୁଙ୍କ ଉପରେ ଶାରୀରିକ, ମାନସିକ ଓ ଯୌନ ନିର୍ଯାତନା ବଢୁଛି। ଘରେ ହେଉ ବା ଶିକ୍ଷାନୁଷ୍ଠାନ କେଉଁଠି ସୁରକ୍ଷିତ ନୁହଁନ୍ତି କୁନି କୁନି ପିଲା। ଏହାକୁ ନଜରରେ ରଖି ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ପାଇଁ ଚାଇଲ୍ଡ ସେଫ୍ ଏନ୍ଭାର୍ଣ୍ଣମେଣ୍ଟ ନିର୍ଦ୍ଦେଶାବଳୀ ଜାରି କରିଥିଲେ ରାଜ୍ୟ...
ଭୁବନେଶ୍ୱର : ରାତି ପାହିଲେ ନୂଆଁଖାଇ। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି। ଏଥିପାଇଁ ବଲାଙ୍ଗିରରେ ପୂର୍ବଦିନ ପାଳିତ ହୋଇଥାଏ ପାହୂର ଯାତ୍ରା। ନୂତନ ବସ୍ତ୍ର, ଅଳଙ୍କାର ସହ ଅନ୍ୟାନ୍ୟ ସାମଗ୍ରୀ ଶୋଭାଯାତ୍ରରେ ସବୁ ଇଷ୍ଟଦେବୀଙ୍କ ପୀଠକୁ ନିଆଯାଇଥାଏ। ଆଜି ଅପରାହ୍ଣରେ ଏହି ପର୍ବ...