ମୁମ୍ୱାଇ : ଆଜି ପରଦାକୁ ଆସିଛି ‘ବାହୁବଳି’ ପ୍ରଭାସଙ୍କ ପ୍ରଥମ ବଲିଉଡ୍ ମୁଭି ‘ସାହୋ’। ବଡ଼ ବଜେଟ ଓ ବଡ଼ ଷ୍ଟାରକାଷ୍ଟକୁ ନେଇ ନିର୍ମିତ ଏହି ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ସିନେପ୍ରେମୀ ଓ ପ୍ରଯୋଜନା ସଂସ୍ଥା। ସାଉଥ୍ ଷ୍ଟାର ପ୍ରଭାସଙ୍କ ଏହା ପ୍ରଥମ ବଲିଉଡ୍ ମୁଭି। ଏହାକୁ...
ବାରିପଦା ( ମାଣିକ ଲାଲ୍ ପାଣି) : ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ମୁହାଁମୁହିଁ ହୋଇଛନ୍ତି ୨ଟି ଟ୍ରକ୍ । ଘଟଣାସ୍ଥଳରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଏକ ଟ୍ରକର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।...
ଭଦ୍ରକ : ସରପଞ୍ଚଙ୍କ ଘରେ ଭିଜିଲାନ୍ସ୍। ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ। ଭଦ୍ରକ ଭଣ୍ଡାରିପୋଖରୀ ବ୍ଳକ ତେସିଙ୍ଗା ସେବା ସମବାୟ ସମିତି ସଂପାଦକ ରାଜେନ୍ଦ୍ର ଖଣ୍ଡେଇଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ରାଜେନ୍ଦ୍ରଙ୍କ ସ୍ତ୍ରୀ ସଂଗୀତା ଖଣ୍ଡେଇ ତେସିଙ୍ଗା ସରପଂଚ ଅଟନ୍ତି। ଆୟବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ...
ଆଳି ( ବନମାଳୀ ସାହୁ) : ଗୋଟିଏ ରାତିରେ ଦୁଇ ଜଣଙ୍କ ଘରୁ ଗ୍ରୀଲ କାଟି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟ୍। ଆକ୍ରମଣରେ ୪ ଗୁରୁତର। ଏହି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଭରତପୁର ଗାଁରେ। ଆହତଙ୍କୁ ଆଳି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।...
ନୂଆଦିଲ୍ଲୀ : ଆଜି ଶ୍ରୀନଗର ଯିବେ ସେନା ମୁଖ୍ୟ ଜେନେରାଲ ବିପିନ ରାୱତ। ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀରରେ କଣ ରହିଛି ସୁରକ୍ଷା ବ୍ୟବସ୍ଥା ଏବଂ ଏଥିପାଇଁ ମୁତୟନ ସୁରକ୍ଷାକର୍ମୀ କିପରି ପ୍ରସ୍ତୁତ ଅଛନ୍ତି, ତାର ସମୀକ୍ଷା କରିବେ। ୩୭୦ ଉଚ୍ଛେଦ ପରେ ଏହା ହେଉଛି ସେନା...
କିଙ୍ଗଷ୍ଟନ : ଆଜିଠୁ ଜାମାଇକାର କିଙ୍ଗଷ୍ଟନ ଠାରେ ଆରମ୍ଭ ହେଉଛି ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ। ପ୍ରଥମ ଟେଷ୍ଟକୁ ଜିତିନେଇ ୧-୦ରେ ଆଗୁଆ ଥିବା ଭାରତ ସିରିଜକୁ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ। ଅନ୍ୟପକ୍ଷରେ ଏହି ମ୍ୟାଚ୍ ଘରୋଇ ୱେଷ୍ଟଇଣ୍ଡିଜ ପାଇଁ ଶେଷ ସୁଯୋଗ...
ପୁରୀ : ଗତକାଲି ଅଧାରେ ଅଟକିଥିବା ଏମାର ମଠର ଉଚ୍ଛେଦ କାର୍ଯ୍ୟ ଆଜି ମଧ୍ୟ ଚାଲିବ। ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି ଦଣ୍ଡାୟମାନ ଏହି ମଠକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ ନଜରକୁ ଆସିଛି କିଛି ଗୁପ୍ତ କୋଠରୀ। ଉପର ତଳ ହୋଇ ରହିଛି...
ଭୁବନେଶ୍ୱର : କଂଗ୍ରେସ ଛାଡ଼ି ଗତବର୍ଷ ବିଜେଡିରେ ସାମିଲ ହୋଇଥିବା ଯୁବନେତା ମାନସ ମଙ୍ଗରାଜଙ୍କୁ ରାଜ୍ୟ ସରକାରଙ୍କ ମିଡିଆ ଓ ଲୋକସମ୍ପର୍କ ପରାମର୍ଶଦାତା ଭାବେ ଥଇଥାନ କରାଯାଇଛି। ଶ୍ରୀ ମଙ୍ଗରାଜ ଏବେ ବିଜେଡିର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ଭାବେ କାର୍ଯ୍ୟ କରୁଛନ୍ତି। ସାଧାରଣ ନିର୍ବାଚନରେ ସେ ଚିଲିକା...
ବାରିପଦା(ମାଣିକ ଲାଲ୍ ପାଣି): ଲାଞ୍ଚୁଆ ରେଲୱେ ପ୍ରୋଟେକ୍ସନ୍ ଫୋର୍ସ(ଆର୍ପିଏଫ୍)ର ଦୁଇ ଜଣଙ୍କୁ ଆଜି ସିବିଆଇ ଗିରଫ କରିଛି। ସେମାନଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି ସିବିଆଇ। ତେବେ ଅନ୍ୟ ଜଣେ ଫେରାର ହୋଇଯାଇଛି। ସିବିଆଇର ୨୦ ଜଣିଆ ଦଳ ଏହି ଚଢ଼ଉ କରିଥିଲେ। ପୂରା ଘଟଣା ଏମିତି।...