କଟକ : କଟକ ଏସ୍ସିବିରେ ଜଗା ଓ କାଳିଆଙ୍କ ଚିକିତ୍ସା ପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ଡାକ୍ତରୀ ଟିମ୍। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟିମ୍ରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଜେ.ଏନ. ବେହେରା, ନ୍ୟୁରୋଲୋଜି ବିଭାଗ, ସର୍ଜରୀ ବିଭାଗ ଭଳି...
ଉଦଳା( ମାନସ ପାଣି) : ରାସ୍ତା ଉପରେ ପଢ଼ିଲେ ଛାତ୍ରଛାତ୍ରୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଖୁଂଟା ଥାନା ଜଡାବଣୀ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମନୋରମା ବେହେରା ସ୍କୁଲ ପରିସରରେ ଥିବା ଗଛକୁ ବିନା କାହାରି ଅନୁମତିରେ କାଟିବା ସହିତ ଉକ୍ତ କାଠକୁ ବିକ୍ରି...
ଜଳେଶ୍ୱର(ଅଜିତ ଦାସ):ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଶିଶୁକନ୍ୟାର ଜେଜେବାପା ଥାନାଲେ ଲିଖିତ ଅଭିଯୋଗ କରିଛନ୍ତି। ଗତ ୧୭ ତାରିଖ ଦିନ ଶିଶୁଟିକୁ ଗାଁର ଜଣେ ସଂପର୍କୀୟ ଭାଇ ଘରକୁ ଡାକିଥିଲା। ପରେ ଶିଶୁଟିକୁ ଦୁଷ୍କର୍ମ କରିଥିଲା।...
ଭୁବନେଶ୍ୱର : ବିଜୁଳି ଚୋରି ରୋକିବାକୁ ଲାଗିବ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ଏହି ପ୍ରିପେଡ୍ ମିଟର ପ୍ରଥମେ ସମ୍ବଲପୁରରେ ପାଇଲଟ ପ୍ରକଳ୍ପ ଭାବେ ଲାଗୁ ହେବ। ସମ୍ବଲପୁରରେ ପ୍ରଥମେ ୪୫୦୦ ପ୍ରିପେଡ୍ ମିଟର ଲଗାଯିବ। ମିଟରରେ ଡିଜିଟାଲ କାର୍ଡ ରହିବ। ଉପଭୋକ୍ତା ଏହାକୁ ରିଚାର୍ଜ କରିବେ। ଆଗୁଆ...
ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି) : ଜାତୀୟ ପତାକାକୁ ଅସମ୍ମାନ କଲେ ପ୍ରିନ୍ସପାଲ୍। ଏହି ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ସ୍ଥିତ ପ୍ରଭାବତି ପବ୍ଲିକ୍ ସ୍କୁଲରୁ। ଏହାର ଏକ ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ଏହାର ଭିଡିଓ ଭାଇରାଲ ହେବାପରେ ଟିଟିଲାଗଡ଼ ଅଞ୍ଚଳରେ ତୀବ୍ର...
ଭୁବନେଶ୍ୱର : ମହଙ୍ଗା ପଡିଲା ମାଟ୍ରିମନୀରେ ମିଛ ପରିଚୟ ଦେଇ ଯୁବତୀଙ୍କୁ ବିବାହ ଉଦ୍ୟମ। ଭୁବନେଶ୍ୱର ନୟାପଲ୍ଲୀ ପୁଲିସ ଦ୍ୱାରା ଯୁବକ ଗିରଫ। ତାଙ୍କ ନାଁ ବିରଞ୍ଚି ନାରାୟଣ ନାଥ। ଘର ଭୁବନେଶ୍ୱର ନୟାପଲ୍ଲୀ ସାଲିଆ ସାହିରେ। ସେ ଏକ ମାଟ୍ରୋମୋନୀ ସାଇଟ୍ରେ ନିଜକୁ ଦିଲ୍ଲୀ AIIMSର ଡାକ୍ତର...
ବଲାଙ୍ଗିର (ଘଟେଶ୍ୱର ମିଶ୍ର) : ବଲାଙ୍ଗିର ପୁଇଁତଳାର ଶ୍ରୀକାନ୍ତ ନନ୍ଦ ହତ୍ୟା ମାମଲାରୁ ଉଠିଲା ପରଦା। ହନୁମାନ ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଛି। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଇଁତଳା SDPO ଶ୍ରୀମନ୍ତ ବାରିକ। ଗତ ୮ ତାରିଖରେ ପୁଇତଁଳାର ଶ୍ରୀକାନ୍ତଙ୍କୁ ଅପହରଣ...
ଭୁବନେଶ୍ୱର : ନିଜ ଅପ୍କମିଂ ଫିଲ୍ମର ସୋଶାଲ୍ ମିଡିଆରେ ବିବାଦୀୟ ପୋଷ୍ଟରକୁ ନେଇ ମୁହଁ ଖୋଲିଛନ୍ତି ଅଭିନେତା ପପୁ ପମ୍ପମ୍। ପୋଷ୍ଟରଟି ତାଙ୍କ ଫିଲ୍ମର ଅଫିସିଆଲ୍ ପୋଷ୍ଟର ନୁହେଁ, ସେ ସେହି ଫଟୋକୁ ସେୟାର କରିନାହାନ୍ତି । ଏଭଳି ପୋଷ୍ଟରକୁ ଯିଏ ପୋଷ୍ଟ କରିଛି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...
ସମ୍ୱଲପୁର : ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍ ଖୋଲିଲା; ଏବେ ୭ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ। ବାମ ପାର୍ଶ୍ୱରେ ୫ ଓ ଦକ୍ଷିଣ ପାର୍ଶ୍ୱରେ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ପୂର୍ବରୁ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା।...
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଆର୍ଦ୍ରଭୂମି ପରିଚାଳନା ଚିନ୍ତା। ଆଗାମୀ ୫ ବର୍ଷ ମଧ୍ୟରେ ଚିଲିକା ଅଞ୍ଚଳରେ ଖର୍ଚ୍ଚ ହେବ ୧୫୮ କୋଟି ଟଙ୍କା । ଏଥିରେ ସ୍ଥାନୀୟ ୧୫୧ଟି ଗ୍ରାମର ପ୍ରାୟ ୨ ଲକ୍ଷ ମତ୍ସ୍ୟଜୀବୀ ଉପକୃତ ହେବେ। ଏଥିନେଇ ଏକ ସମନ୍ୱିତ ମାଷ୍ଟର ପ୍ଲାନ୍କୁ ରାଜ୍ୟ...
ବଲାଙ୍ଗିର ( ମନୋରଂଜନ ଯୋଶୀ) : ମଧ୍ୟାହ୍ନ ଭୋଜନରେ ମିଳିଲାନି ମିଲ୍। ଆଉ ତା ବଦଳରେ ଛାତ୍ରଛାତ୍ରୀ ଖାଇଲେ ମୁଢ଼ି । ବଲାଙ୍ଗିର ଜିଲ୍ଲା ଆଗଲପୁର ସଂସା ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ। ସ୍କୁଲ ବାରଣ୍ଡାରେ ବସି ମୁଢ଼ି ମିକ୍ସଚର୍ ଖାଇଲେ ଛାତ୍ରଛାତ୍ରୀ। କିଏ ଥାଳି...