ଭୁବନେଶ୍ୱର : ରାଜ୍ୟରେ ବର୍ଷା ଓ ବନ୍ୟାଜନିତ ଅଘଟଣରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି କର୍ଲାମୁଣ୍ଡାରେ ସର୍ବାଧିକ ୬୦୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବିଭିନ୍ନ ଜିଲ୍ଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ କେବଳ କଳାହାଣ୍ଡି କାଳୀଗଙ୍ଗା ନଦୀର ଜଳସ୍ତର...
ମାଲକାନଗିରି ( ଜିତେନ୍ଦ୍ର ବେଉରା) : ବିଜ୍ଞାନର ଅଗ୍ରଗତି ଫଳରେ ମଣିଷ ଚନ୍ଦ୍ର ପୃଷ୍ଠରେ ପାଦ ଥାପିଲାଣି। ଦିନକୁ ଦିନ ଚିକିତ୍ସା ବିଜ୍ଞାନରେ ମଧ୍ୟ ପରିବର୍ତ୍ତନ ଆସିଲାଣି । ବିଭିନ୍ନ ରୋଗର ନିରାକରଣ ପାଇଁ ଡାକ୍ତରୀବିଦ୍ୟାରେ ଅନେକ ଉନ୍ନତି ହେଲାଣି । ହେଲେ ଏବେବି ଅନ୍ଧବିଶ୍ୱାସରୁ ମୁକୁଳିପାରିନାହାଁନ୍ତି ଲୋକେ।...
ଭୁବନେଶ୍ୱର : ଯୁକ୍ତ ୨ରେ ଖାଲି ପଡିଥିବା ସିଟ୍ ପୂରଣ ଲାଗି ଆଜିଠୁ ସାମସ୍ ୱେବସାଇଟରେ ଅନଲାଇନ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅନ୍ଲାଇନ୍ ଆବେଦନର ଶେଷ ତାରିଖ ରହିଛି ଅଗଷ୍ଟ ୨୪। ଅଗଷ୍ଟ ୨୯ରେ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ । ଅଗଷ୍ଟ ୩୦ ଓ ୩୧ରେ ମନୋନୀତ...
ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ୍ ହୋଇପଡ଼ିଛି ବୌଦ୍ଧ ଜିଲ୍ଲା। ଜିଲ୍ଲାର କଣ୍ଟାମାଳ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ତେଲନଦୀ ଓ ଖଡ଼ଙ୍ଗ ନଦୀରେ ବନ୍ୟାଜଳ ପ୍ରବାହିତ ଯୋଗୁଁ ଅନେକ ଗାଁ ଏବେ ପାଣି ଘେରରେ ରହିଛି। କଣ୍ଟାମାଳ-ମନମୁଣ୍ଡା ୪୧ ନମ୍ବର ରାଜ୍ୟ ସଡ଼କ...
ଭୁବନେଶ୍ୱର : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ଅନେକ ଅଞ୍ଚଳକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଏହା ସହିତ ରେଳ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। ଟ୍ରାକ୍ ଉପରେ ବର୍ଷା ପାଣି ଚାଲୁଥିବା ଯୋଗୁ ଟ୍ରେନ୍ ଚଳାଚଳକୁ...
ମୁମ୍ବାଇ : ରିଲିଜ ହୋଇଛି ଅପ୍କମିଂ କମେଡି ଫିଲ୍ମ ‘ଡ୍ରିମ୍ ଗର୍ଲ’ର ଟ୍ରେଲର। ଏଥିରେ ଅଭିନେତା ଆୟୁଷ୍ମାନ୍ ଖୁରାନାଙ୍କୁ ନିଆରା ଅନ୍ଦାଜରେ ଦେଖିବାକୁ ମିଳିବ। ସେ ସୀତା ଭୂମିକାରେ ନଜର ଆସିବେ। ଆୟୁଷ୍ମାନଙ୍କ ଧମାକାଦାର ଅଭିନୟକୁ ଦର୍ଶକମାନେ ବେଶ ପସନ୍ଦ କରିଥିବା ବେଳେ ଏହା ମନୋରଞ୍ଜନର ବେଶ ଖୋରାକ...
ସମ୍ବଲପୁର( ସଂଜୟ ଜେନା) : ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ ରିସର୍ଚ୍ଚ ( ଭିମ୍ସାର୍)ର ସ୍ଥାୟୀ ନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ କୌଣସି ଡାକ୍ତର ଏହି ପଦବୀ ପାଇଁ ଆଗ୍ରହ ପ୍ରକାଶ କରିନାହାନ୍ତି। କାରଣ...
ସମ୍ବଲପୁର( ସଂଜୟ ଜେନା) : ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢ଼ିବାରେ ଲାଗିଛି ମହାନଦୀର ଜଳସ୍ତର। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବି ବଢିବାରେ ଲାଗିଛି। ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୫୪ ଫୁଟ ରହିଥିବାବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ପଶୁଛି ୮୦, ୪୯୧ ଘନଫୁଟ ଜଳ। ସେହିପରି ଜଳଭଣ୍ଡାରରୁ...
ବଲାଙ୍ଗିର : ବଲାଙ୍ଗିର ସହର ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ପ୍ରବଳ ବର୍ଷା। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସ୍କୁଲ୍ ଓ କଲେଜ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଲଗାଣ ବର୍ଷା ଯୋଗୁ ବଲାଙ୍ଗିର ସହରର ବିଭିନ୍ନ ସ୍ଥାନରେ ଅଣ୍ଟାଏ...
ଚୌଦ୍ୱାର : ଚଳନ୍ତା ଟ୍ରେନ୍ରେ ପିଟି ହୋଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। କଟକ ଟାଙ୍ଗୀର କପିଳାସ ରୋଡ୍ର ୧୭୩ ନମ୍ବର ଫାଟକ ଆଗରେ ଗତକାଲି ସନ୍ଧ୍ୟାରେ ଘଟିଛି ଏହି ଅଘଟଣ। ମୃତ ବ୍ୟକ୍ତିଙ୍କ ନାଁ ଗଙ୍ଗୁଆ ତିର୍କି। ତାଙ୍କ ଘର ବିହାରରେ ବୋଲି ଜଣାପଡ଼ିଛି। ଟ୍ରେନ୍ ଆସିବା ପାଇଁ...
ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଏହାକୁ ନଜରରେ ରଖି ସମସ୍ତ ଜିଲ୍ଲାପାଳ ମାନଙ୍କୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶ। ସ୍ୱତନ୍ତ୍ର ରିଲିଫ୍...
ଭବାନୀପାଟଣା (ରାଜକୁମାର ସିଂହଦେଓ): ଲଗାଣ ବର୍ଷାରେ ଘରର କାନ୍ଥ ଭୁଶୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ବୋହୂ ଗୁରୁତର ଭାବେ ଆହତ ହୋଇଛନ୍ତି। ଏ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଗୋଶାଲାପଡ଼ାରେ। ମୃତ ବୃଦ୍ଧାଙ୍କ ନା ରାଣୀମତି ସିଂ (୭୦)। ତାଙ୍କ ବୋହୂଙ୍କ ନାଁ...