ଆମ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୪ଟି ପ୍ଲାନେଟୋରିୟମ୍। ଗୋପାଳପୁର, ରାୟଗଡ଼ା, କେନ୍ଦୁଝର ଓ ବାରିପଦା ଠାରେ ଏହି ପ୍ଲାନେଟୋରିୟମ ପ୍ରତିଷ୍ଠା ହେବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା। ମୋଟ ୪ଟି ପ୍ଲାନେଟୋରିୟମ୍ ପାଇଁ ଖର୍ଚ୍ଚ ହେବ ୩୦...
ଫ୍ଲୋରିଡା : ଫ୍ଲୋରିଡାରେ ଆଜିଠାରୁ ଟ୍ୱେଣ୍ଟି-୨୦ ମ୍ୟାଚ୍ ସହ ଭାରତର ୱେଷ୍ଟ ଇଣ୍ଡିଜ ଅଭିଯାନ ଆରମ୍ଭ ହେଉଛି। ଲାଉଡରହିଲରେ ଆଜି ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳ ହେବ। ବିଶ୍ୱକପ୍ ସେମିଫାଇନାଲରୁ ବିଦା ହୋଇଥିବା ଭାରତୀୟ ଦଳ ୱେଷ୍ଟଇଣ୍ଡିଜରେ ଟି-ୱେଣ୍ଟି ସିରିଜ ଖେଳିବା ପୂର୍ବରୁ ଆଜି ଫ୍ଲୋରିଡାରେ ମ୍ୟାଚ୍...
ଅନୁଗୁଳ ( ବିରଜା ଦାସ) : ତାଳଚେର ଏନଟିପିସିରେ ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। କୋଇଲା ନଥିବାରୁ ତାପଜ ବିଦ୍ୟୁତ କେନ୍ଦ୍ରର ୬ଟିରୁ ୪ଟି ୟୁନିଟ ବନ୍ଦ ହେବା ସହ ବିଦ୍ୟୁତ ଉତ୍ପାଦନ ହ୍ରାସ ପାଇଛି। ପ୍ଲାଣ୍ଟର ସମସ୍ତ ୟୁନିଟ କାର୍ଯ୍ୟକ୍ଷମ କରିବାକୁ ଦୈନିକ ୫୦ ହଜାର ଟନ୍...
କଟକ : କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ସ୍ନାତକ ଶିକ୍ଷାରେ ୨୫ ପ୍ରତିଶତ ଆସନ ଓଡ଼ିଶା ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ରଖିବାକୁ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖାଯାଇଛି। ସ୍ନାତକ ଶିକ୍ଷା ଲାଗି...
ଭୁବନେଶ୍ୱର : ଆସନ୍ତା ୮ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହି ସମୟରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଭାରତୀୟ ପାଣିପାଗ ବିଭାଗର ଆକଳନ ମୁତାବକ, ମୌସୁମୀ ଟ୍ରପ୍ଲାଇନ ସହ ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ...
ମାଲକାନଗିରି( ଜିତେନ୍ଦ୍ର ବେଉରା) : ମାଲକାନଗିରି ଜିଲ୍ଲାରେ ବନ୍ୟାସ୍ଥିତିରେ ସାମାନ୍ୟ ସୁଧାର। ଜଳସ୍ତର କମିବା ପରେ ଜୟପୁର, କାଲିମେଳା ଓ ବାଲିମେଳାକୁ ଯୋଗାଯୋଗ ସ୍ୱାଭାବିକ ହୋଇଛି। ତଳିଆ ଅଞ୍ଚଳରେ ଥିବା ୬୩୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ଏହାସହ ଲୋକଙ୍କ ପାଇଁ ୧୪ଟି ଜାଗାରେ ମାଗଣା ରନ୍ଧା ଖାଦ୍ୟ ବ୍ୟବସ୍ଥା...
ଝାରସୁଗୁଡ଼ା ( ଭାଗିରଥୀ ସାହୁ) : ଝାରସୁଗୁଡ଼ାରେ ୧୨ ଘଣ୍ଟିଆ ବନ୍ଦ। ମଙ୍ଗଳବଜାରରେ ଥିବା ପୁରୁଣା ଡାକ୍ତରଖାନାକୁ ସିଟି ହସ୍ପିଟାଲରେ ମାନ୍ୟତା ଦାବିରେ ଘାସି ସମାଜ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି। ଏହି ବନ୍ଦ ଡାକରାରେ ଜିଲ୍ଲାର ଅନ୍ୟାନ୍ୟ ସଂଗଠନ ସାମିଲ ହୋଇଛନ୍ତି। ଗତ ୨ତାରିଖରେ ଝାରସୁଗୁଡ଼ା ଜିଲ୍ଲା...
ରାଇରଙ୍ଗପୁର( ରାଜେଶ ଶର୍ମା) : ଗର୍ଭବତୀ ମହିଳାଙ୍କୁ ଚିକିତ୍ସା ପାଇଁ ଲାଞ୍ଚ ମଗାଯାଇଥିବା ନେଇ ଅଭିଯୋଗ । ଏଭଳି ଅଭିଯୋଗ ଆସିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରୁ। ଅଭିଯୋଗ ଅନୁଯାୟୀ, ତିରିଂ ଥାନା ଅନ୍ତର୍ଗତ ତିରିଂ ଗାଁର ଦୀନବନ୍ଧୁ ମାଝୀଙ୍କ ଗର୍ଭବତୀ ପତ୍ନୀ ଖୁଦୀ ମୁର୍ମୁଙ୍କର ପେଟରେ...
ଭୁବନେଶ୍ୱର : ରାଜଧାନୀରେ ଅପରାଧୀଙ୍କ ଲଗାତାର ଅପରାଧ ଘଟଣାକୁ ଚେକ୍ ଦେବାକୁ ଆକ୍ସନ ମୋଡରେ କମିଶନରେଟ୍ ପୁଲିସ। ଆଜି ଭୋରରୁ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାର ଭଇଁଚୁଆରେ ଡବଲ ଏନକାଉଣ୍ଟର କରିଛି କମିଶନରରେଟ୍ ପୁଲିସର ମିଳିତ ଟିମ୍। ଏହି ଏନ୍କାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଦୁହେଁ...
ପଟ୍ଟାମୁଣ୍ଡାଇ (ପ୍ରବିର ନାୟକ) : କୁନି ବୟସରେ ସାହସିକତାର ପ୍ରମାଣ ଦେଖାଇ ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ହୋଇଥିବା କେନ୍ଦ୍ରାପଡ଼ା ଜିଲ୍ଲାର ସିତୁ ମଲ୍ଲିକ ଆଉ ନାହାନ୍ତି। ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆଜି ସେ ଆଖି ବୁଜିଦେଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଜଳି ଛକରେ ଏକ ହାଇୱା ଧକ୍କାରେ...