• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

URI-movie-review
ପୁଣିଥରେ ରିଲିଜ ହେବ 'ଉରୀ- ଦ ସର୍ଜିକାଲ ଷ୍ଟ୍ରାଇକ୍': ଏଥର ମାଗଣାରେ ଦେଖିବେ ଦର୍ଶକ

ମୁମ୍ବାଇ: ପୁଣିଥରେ ରିଲିଜ ହେବ ‘ଉରୀ- ଦ ସର୍ଜିକାଲ ଷ୍ଟ୍ରାଇକ୍’। ଜୁଲାଇ ୨୬ରେ କାର୍ଗିଲ ବିଜୟ ଦିବସ ଅବସରରେ ମହାରାଷ୍ଟ୍ରରେ ଏହି ଫିଲ୍ମକୁ ପୁଣି ଥରେ ରିଲିଜ୍ କରାଯିବ। ମହାରାଷ୍ଟ୍ରର ୫୦୦ଟି ଥିଏଟରରେ ଲୋକେ ମାଗଣାରେ ଏହି ଫିଲ୍ମ ଦେଖି ପାରିବେ। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏହି...

deadbody
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଖଣ୍ଡଗିରି ଥାନା ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଜାତୀୟ ରାଜପଥ କଡ଼ରୁ ଯୁବକଙ୍କ ମୃତଦେହ  ଉଦ୍ଧାର ହୋଇଛି। ଏଯାଏ ମୃତକଙ୍କ ପରିଚୟ ମିଳିପାରିନି । ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଖୋଳତାଡ଼ କରୁଛି । କିପରି ଯୁବକଙ୍କ ମୃତ୍ୟୁ ହେଲା, କିଏ ଏଥିରେ...

farmer suicide
ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ

ବରଗଡ଼ ( ଦୀପକ ଶର୍ମା) : ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ। ଗତ ରାତିରେ ପୋଡ଼ାମୁଡ଼ା ଗାଁର ଚାଷୀ ବୈଷ୍ଣବ ଭୋଇ ବିଷ ପିଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ବରଗଡ଼ ମେଡିକାଲରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି। ମରୁଡ଼ି ଆଶଙ୍କା ଏବଂ ଋଣ ଟଙ୍କା ଶୁଝିବା ଚିନ୍ତାରେ...

triple talaq
ଆଜି ଲୋକସଭାରେ ଉପସ୍ଥାପିତ ହେବ ଟ୍ରିପଲ୍ ତଲାକ ବିଲ୍

ନୂଆଦିଲ୍ଲୀ :  ଆଜି ଲୋକସଭାରେ ବହୁଚର୍ଚ୍ଚିତ ଟ୍ରିପଲ୍ ତଲାକ ବିଲ୍ ଉପରେ ଆଲୋଚନା ହେବା ସଂଭାବନା ରହିଛି। ଟ୍ରିପଲ୍ ତଲାକକୁ ଅପରାଧିକ ମାମଲାରେ ଅର୍ନ୍ତଭୁକ୍ତ କରିବାକୁ ହୋଇଥିବା ସଂଶୋଧନକୁ ଆଜି ଲୋକସଭାରେ ଉପସ୍ଥାପିତ କରାଯିବ । ଟ୍ରିପଲ୍ ତଲାକରେ ଅଭିଯୁକ୍ତଙ୍କୁ କାରାଦଣ୍ଡ ଏବଂ ଜୋରିମାନା ଭଳି ଦଣ୍ଡ ଲଗାଇବା...

fisherman missing
ବୁଡ଼ିଗଲା ମାଛ ଧରା ଡଙ୍ଗା : ମତ୍ସ୍ୟଜୀବୀ ନିଖୋଜ

ବାଲେଶ୍ୱର ( ରଶ୍ମିରଂଜନ ଦାସ) : ବାଲେଶ୍ୱର କଷାଫଳ ମୁହାଣ ନିକଟରେ ଅଘଟଣ। ବୁଡିଗଲା ମାଛ ଧରା ଡଙ୍ଗା । ଏହି ଘଟଣାରେ ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବାବେଳେ ଅନ୍ୟ ୩ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଥିବା ମତ୍ସଜୀବୀ ଜଣକ କଷାଫଳ ମୁହାଣ ଅଞ୍ଚଳର ପଞ୍ଚାନନ ଦଳେଇ ବୋଲି...

mandi
ସମାଧାନ ହେବକି ଧାନ ମଣ୍ଡିରେ ଚାଷୀଙ୍କ ସମସ୍ୟା ?

ଧର୍ମଗଡ଼( ଇଗ୍ନିତ୍‌ ପଣ୍ଡା) : ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ଓ ରାଜ୍ୟ ଯୋଗାଣ ନିଗମ ଦ୍ୱାରା ପ୍ରଣୀତ ନିୟମାବଳୀ ଅନୁଯାୟୀ ଧାନକ୍ରୟ କେନ୍ଦ୍ରରେ କାର୍ଯ୍ୟ ପରିଚାଳନା ହେଉଛି। ଧାନ ମଣ୍ଡିରେ ଚାଷୀମାନେ ମିଲରଙ୍କ ଟ୍ରକ୍ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାର ଆବଶ୍ୟକତା ନାହିଁ। ଗତକାଲି ଗୃହରେ...

rain
ତିନି ଦିନ ଯାଏ ହୋଇପାରେ ବର୍ଷା : ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ ବାୟୁ। ଆନ୍ଧ୍ର-ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨ରୁ ୩ଦିନ ବର୍ଷା ହେବ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ...

theft
ଚୋରି ଅଭିଯୋଗରେ ଯୁବକଙ୍କୁ ନିସ୍ତୁକ ମାଡ଼

ନୟାଗଡ଼  : ଚୋରି ଅଭିଯୋଗରେ ଯୁବକଙ୍କୁ ନିସ୍ତୁକ ମାଡ଼। ନୟାଗଡ଼ ଫତେଗଡ଼ ଥାନା ବାଇଗୁଣିଆ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗାଁର ପଠାଣି ନନ୍ଦଙ୍କ ଘରେ କେହି ନଥିବା ସୁଯୋଗ ନେଇ ୪ଜଣ ଯୁବକ ଘରେ ପଶି ଲୁଟ୍‌ ଉଦ୍ୟମ କରୁଥିଲେ। ଏତିକି ବେଳେ ଗାଁ ଲୋକେ...

india n soldied
କାର୍ଗିଲ ଦିବସ ପାଳନ ପୂର୍ବରୁ ଭାରତୀୟ ସ୍ଥଳ ସେନାର ଡେୟାର ଡେଭିଲ ଶୋ

ଜମ୍ମୁ-କାଶ୍ମୀର : କାର୍ଗିଲ ଦିବସ ପାଳନ ପୂର୍ବରୁ ଡେୟାର ଡେଭିଲ ଶୋ ପ୍ରଦର୍ଶନ। ଭାରତୀୟ ସ୍ଥଳ ସେନା  ପକ୍ଷରୁ ଦ୍ରାସ ସେକ୍ଟରରେ ଡେୟାର ଡେଭିଲ ବାଇକର ଶୋ ପ୍ରଦର୍ଶନ କରାଯାଇଛି। କାର୍ଗିଲ ଯୁଦ୍ଧର ସହିଦ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ ଏଭଳି ଶୋ ପ୍ରଦର୍ଶନ କରିଛି ସେନା। ବାଇକରେ...

encounter
ଲାଠିକଟାରେ ଏନକାଉଣ୍ଟର ; ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝୀ ଗୁରୁତର

ରାଉରକେଲା( ସତ୍ୟାନନ୍ଦ ମହାନ୍ତି) : ସୁନ୍ଦରଗଡ଼ ଲାଠିକଟାରେ ଏନକାଉଣ୍ଟର। ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି ଗୁରୁତର ଆହତ ହୋଇଛି। ସୁନୀଲ ଠାରୁ ଗୋଟିଏ ପିସ୍ତଲ ଜବତ ହୋଇଛି। ତାର ଗୋଡରେ ଗୁଳି ବାଜିଛି। ଚିକିତ୍ସା ପାଇଁ ସୁନୀଲକୁ ପ୍ରଥମେ ରାଉରକେଲା ସରକାରୀ ହସପିଟାଲରେ ଭର୍ତ୍ତି କରାଯାଇଥିଲା।...