ପଦ୍ମପୁର (ସୌମେଶ ମହାନ୍ତି): ବରଗଡ଼ ଜିଲ୍ଲା ପଦ୍ମପୁରରେ ଘଟିଥିଲା ଏକ ରହସ୍ୟଜନକ ହତ୍ୟାକାଣ୍ଡ। ୩ ମାସ ତଳର ଏହି ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ପରିବର୍ତ୍ତିତ ହୋଇଛି। ଏହି ଅପରାଧର ରାଜନୀତିକ ପୃଷ୍ଠଭୂମି ଥିବାର ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମଦରେ ବିଷ ଦେଇ ଗୋଟିଏ...
ବ୍ରହ୍ମପୁର : ସାହାରା ଇଣ୍ଡିଆ କମ୍ପାନୀର ବ୍ରହ୍ମପୁର ଅଫିସରେ ତାଲା। ଟଙ୍କା ଫେରସ୍ତ ଦାବି ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ଜମାକାରୀ ଓ ଏଜେଣ୍ଟ। ଉଭୟ କମ୍ପାନୀ କର୍ତ୍ତୃପକ୍ଷ ଓ ଏଜେଣ୍ଟଙ୍କୁ ଡାକି ଆଲୋଚନା କରିଛନ୍ତି ଉପଜିଲ୍ଲାପାଳ। ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ କଥା ଶୁଣିଥିଲେ କମ୍ପାନୀ।...
ଖୋର୍ଦ୍ଧା /ଭୁବନେଶ୍ୱର : ରିମାଣ୍ଡରେ କିଙ୍ଗପିନ୍ ଶୁଭ୍ରାଂଶୁ ପରିଡା ଓରଫ୍ ଛୋଟା। ଖୋଲିବ ଛୋଟାର କଳା ସାମ୍ରାଜ୍ୟର ଗୁମର। ବେଆଇନ କାରବାର ଏବଂ କେଉଁ ପ୍ରଭାବଶାଳୀ ବ୍ୟକ୍ତି ଓ ଖାକି ବର୍ଦ୍ଦି ସହ ଛୋଟାର ରହିଛି ଲିଙ୍କ୍, ତାର ଖୋଲିବ ଗୁମର। ସୁରକ୍ଷା ପ୍ରଦାନ ପାଇଁ ଛୋଟା କାହାକୁ...
ବିନିକା( ଦିଲ୍ଲୀପ ସାହୁ) : ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଛୁଆ ବିକ୍ରୀ ଅଭିଯୋଗ। ବିଶାଲପାଲି ଗାଁରେ ବର୍ଷକର କୋମଳମତି ଶିଶୁପୁତ୍ରକୁ ଆଈ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଏନେଇ ବିନିକା ଥାନାରେ ଅଭିଯୋଗ କରିଛନ୍ତି ଶିଶୁର ଜନ୍ମ କଲା ମାଆ। ସସ୍ମିତା ଅସୁସ୍ଥ ଥିବାରୁ ଘରେ ଶୋଇଥିବା ବେଳେ...
ଭଦ୍ରକ : ବିଦ୍ୟାର୍ଥୀଙ୍କୁ ସ୍କୁଲ୍ ସ୍ତରରୁ କମ୍ପ୍ୟୁଟର୍ ଶିକ୍ଷାଦାନ ପାଇଁ ସରକାର ଯୋଜନା କରିଛନ୍ତି। ବିଦ୍ୟାଳୟକୁ କମ୍ପ୍ୟୁଟର ବି ପ୍ରଦାନ କରାଯାଇଛି। ହେଲେ ସେ ସବୁ ଛାତ୍ରଛାତ୍ରୀଙ୍କ କାମରେ ଆସୁନି। ବର୍ଷ ବର୍ଷ ଧରି ପଡ଼ି ରହି ଖତ ଖାଉଛି କମ୍ପ୍ୟୁଟର ଓ ଉପକରଣ। କେଉଁଠି ସିଲ୍ ଖୋଲିନି...
କେନ୍ଦୁଝର ( ପ୍ରଣୟ ପାଣି) : ଦିନକୁ ଦିନ ନାବାଳିକାଙ୍କ ପ୍ରତି ଅସଦାଚରଣ ବଢ଼ିବାରେ ଲାଗିଛି। ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ନାବାଳିକାଟିଏ ଦୁଷ୍କର୍ମ ଓ ଅସଦାଚରଣର ଶିକାର ଦେଉଛି। ବିଦ୍ୟାର୍ଜନ କରିବାକୁ ଯାଉଥିବା ସ୍କୁଲ୍ରେ ବି ସେ ସୁରକ୍ଷିତ ନୁହେଁ। ଏମିତି ଏକ ଖବର ଆସିଛି...
ଉଦଳା : ମୟୂରଭଞ୍ଜ ଉଦଳା ଥାନା ମସ୍ଜିଦ୍ ଛକସ୍ଥିତ ମାରୁତି ସୁଜୁକି ଶୋ’ରୁମ୍ରୁ ଲୁଟ୍। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଶୋ’ରୁମ୍ରେ ଥିବା ବାଥ୍ରୁମ୍ର ସ୍କାଏଲାଇଟ୍ ଭାଙ୍ଗି ଶୋ’ରୁମ୍କୁ ପ୍ରବେଶ କରିଥିଲେ। ଟେବୁଲ ଡ୍ର ଭାଙ୍ଗି ୧ ଲକ୍ଷ ୯୫ ହଜାର ଟଙ୍କା ସମେତ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର...
କର୍ଣ୍ଣାଟକ : କର୍ଣ୍ଣାଟକରେ ଏଚ୍. ଡି. କୁମାରସ୍ୱାମୀଙ୍କ ନେତୃତ୍ୱାଧୀନ ଜେଡିଏସ୍-କଂଗ୍ରେସ ମେଣ୍ଟ ସରକାର ଆଜି ଆସ୍ଥା ଭୋଟ୍ର ସାମନା କରୁଛନ୍ତି। ଏନେଇ ଗୃହରେ ଆଲୋଚନା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଏଚ୍. ଡି. କୁମାରସ୍ୱାମୀ ପ୍ରସ୍ତାବ ଉପରେ ବିବୃତି ରଖି କହିଛନ୍ତି, ମେଣ୍ଟ ଭାଙ୍ଗିବ କି ସରକାର ରହିବ, ତାହା...
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ କୋହଲି ୱେଷ୍ଟଇଣ୍ଡିଜ୍ ଗସ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ପୂର୍ବରୁ ତାଙ୍କୁ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ବିଶ୍ରାମ ଦିଆଯିବ ବୋଲି କୁହାଯାଉଥିଲା। କିନ୍ତୁ ଏବେ ବିରାଟ୍ ପୂରା ଟୁର୍ ପାଇଁ ଭାରତୀୟ ଟିମ୍ ସହ ୱେଷ୍ଟଇଣ୍ଡିଜ୍ ଯିବେ। ୱେଷ୍ଟଇଣ୍ଡିଜ୍...
ଭୁବନେଶ୍ୱର : କେନ୍ଦ୍ରାପଡ଼ା ଏସ୍ପିଙ୍କ ଦବଙ୍ଗଗିରିର ଝଲକ ଆଜି ଦେଖିବାକୁ ମିଳିଛି। ତା’ ସହିତ ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ ସାମ୍ବାଦିକଙ୍କୁ ପୁଲିସ ବଡ଼ବାବୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ଅଜେଶ ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା ବାରିମୂଳରେ ଦୁର୍ବ୍ୟବହାର ସହ ଆକ୍ରମଣ...
କଟକ : ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଜାମିନ ଆବେଦନର ଶୁଣାଣି ହାଇକୋର୍ଟରେ ଶେଷ ହୋଇଛି। ଉଭୟ ପକ୍ଷଙ୍କୁ ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। କେନ୍ଦ୍ରପଡ଼ା ବାରିମୂଳ ଆଶ୍ରମର ଅନ୍ତେବାସିନୀ ମାଆ ଓ ଝିଅଙ୍କ ପକ୍ଷରୁ ଦାୟର ମାମଲାରେ ଶୁଣାଣି ଶେଷ ହୋଇଛି। ସି ଆର...
ଭୁବନେଶ୍ୱର : ଆସନ୍ତା ୨୦ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ସରକାର ସବୈତନିକ ଛୁଟି ଘୋଷଣା କରିଛନ୍ତି। ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର କର୍ମଚାରୀମାନେ ଯଦି ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବେ ସେମାନେ ନିଜର ମତାଧିକାର ସାବ୍ୟସ୍ତ ପାଇଁ...
ପାଟକୁରା/ଭୁବନେଶ୍ୱର : ପାଟକୁରାରେ ବିଜେଡି ସୁପ୍ରିମୋଙ୍କ ମାରାଥନ ପ୍ରଚାର। ଗତ ସାଧାରଣ ନିର୍ବାଚନ ଭଳି ହାଇଟେକ୍ ବସ୍ରେ ବସି ପଞ୍ଚାୟତରୁ ପଞ୍ଚାୟତ ବୁଲିବା ସହ ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ପାଇଁ ଭୋଟ୍ ମାଗିଥିଲେ ନବୀନ। ସେପଟେ ନବୀନଙ୍କ ପ୍ରଚାର କାର୍ଯ୍ୟକ୍ରମ ଥିବାରୁ ଆଜି ଦଳର ଅଧିକାଂଶ ବିଧାୟକ...
ଯାଜପୁର / ଭୁବନେଶ୍ୱର : ଅବାଟରେ ଖର୍ଚ୍ଚ ହେଉଛି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ। ଗରିବ ଲୋକଙ୍କ ଚିକିତ୍ସା ପାଇଁ ଟଙ୍କା ନାହିଁ, ହେଲେ ସହରାଞ୍ଚଳରେ ଚାଲିଥିବା ୫ ଟଙ୍କିଆ ଆହାର ଯୋଜନା ପାଇଁ କିନ୍ତୁ ଏହି ଫଣ୍ଡରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ଆହୁରି ଆଶ୍ଚର୍ଯ୍ୟର କଥା...
କଟକ : କୁହାଯାଏ ପିଲା ପାଇଁ ସବୁଠୁ ସୁରକ୍ଷିତ ସ୍ଥାନ ହେଉଛି ମାଆର କୋଳ। ଛୁଆର ରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାଏ ମାଆ। ଯେତେ ଝଡ଼ଝଞ୍ଜା ଓ ବିପଦ ଆସିଲେ ମଧ୍ୟ ପିଲାଟିକୁ ସେ ତା’ପଣତକାନିରେ ସାହାରା ଦେଇଥାଏ। ହେଲେ ସବୁ ସୁରକ୍ଷାର ପ୍ରାଚୀରକୁ ଭେଦ...