ନୂଆଦିଲ୍ଲୀ : ବିଶ୍ୱକପ୍ କ୍ରିକେଟ୍ରେ ଆଜି ଶେଷ ଲିଗ୍ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ। ହେଡିଲେର ଲିଡ୍ସ ଗ୍ରାଉଣ୍ଡରେ ଶ୍ରୀଲଙ୍କାକୁ ଭେଟିବ ଭାରତୀୟ ଦଳ। ବିରାଟ ବ୍ରିଗେଡ୍ ଏଯାଏଁ ୮ଟି ମ୍ୟାଚ୍ ଖେଳି ୬ ବିଜୟ ସହ ୧୩ ପଏଣ୍ଟ ପାଇ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେପଟେ...
ବିନିକା ( ଦିଲ୍ଲୀପ ସାହୁ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହଦା-ବାବୁପାଲି ଆରଡି ରାସ୍ତାର ପୋଲ ଉପରେ ଆଣ୍ଠୁଏ ଲେଖାଏଁ ପାଣି ଚାଲୁଛି। ଫଳରେ ଏହି ରାସ୍ତା ଦେଇ ଯାତାୟାତ ବନ୍ଦ ରହିଛି। ଉଲ୍ଲେଖନୀୟ ଯେ ,ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ପୋଲ...
ଭୁବନେଶ୍ୱର : ଏମ୍ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ଆଜିଠୁ ନାମଲେଖା ଆରମ୍ଭ ହେବ। ୧୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ କୋଟାରେ ଥିବା ୧୨ ଶହ ୧୯ ସିଟ୍ରୁ ୧୧ ଶହ ୬୪ ଜଣଙ୍କୁ ସିଟ୍ ଆଲଟମେଣ୍ଟ କରାଯାଇଛି। ଓଜେଇଇ ପକ୍ଷରୁ ଏହି...
ନୂଆଦିଲ୍ଲୀ/ ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି-BJP ପକ୍ଷରୁ ଆଜିଠୁ ପୁଣି ଆରମ୍ଭ ହେଉଛି ମେଗା ସଦସ୍ୟତା ଅଭିଯାନ। ଦେଶର ସବୁଠୁ ବଡ଼ ରାଜନୈତିକ ଦଳ ବିଜେପି ଏଥର ନିଜ ସଦସ୍ୟଙ୍କ ସଂଖ୍ୟାଙ୍କୁ ୧୧ କୋଟିରୁ ୨୦ କୋଟିକୁ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ପୁରୀ : ଆଡ଼ପ ମଣ୍ଡପରେ ଶ୍ରୀଜିଉ। ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏନେଇ ଗୁଣ୍ଡିଚା ମନ୍ଦିରରେ ପ୍ରବଳ ଜନସମାଗମ । ରଥଯାତ୍ରା ଦିନ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଥିଲେ ଚତୁର୍ଦ୍ଧା ମୂର୍ତ୍ତି। ଶୁକ୍ରବାର ସଂଧ୍ୟାରେ ଠାକୁର ଆଡ଼ପ ମଣ୍ଡପକୁ ବିଜେ କରିଥିଲେ।...
ନୂଆଦିଲ୍ଲୀ : ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟ ଆସୁ ଆସୁ ବଢ଼ିଲା ପେଟ୍ରୋଲ ଦାମ। ଲୋକେ ଆଶା କରିଥିଲେ ମହଙ୍ଗା ମାଡ଼ରୁ ତ୍ରାହି ମିଳିବ। ହେଲେ ତାର ଓଲଟା ହୋଇଛି। ତେଲ ପାଇଁ ଏବେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ପେଟ୍ରୋଲ ଦାମ ଲିଟର ପିଛା...
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ ବର୍ଷା। ବିଶେଷ କରି କଳାହାଣ୍ଡି, ଗଂଜାମ, ପୁରୀ, ବରଗଡ଼, ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ନବରଙ୍ଗପୁର, କୋରାପୁଟ, ଗଜପତି, କନ୍ଧମାଳ, ଯାଜପୁର, କଟକ, ଢେଙ୍କାନାଳ,...
ନୂଆଦିଲ୍ଲୀ : ବିଶ୍ୱକପ୍ ସହ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି ପାକିସ୍ତାନ କ୍ରିକେଟର ଟପ୍ ଅଲରାଉଣ୍ଡର ସୋଏବ ମଲ୍ଲିକ୍। ଏଥିନେଇ ସେ ଶୁକ୍ରବାର ଘୋଷଣା କରିଛନ୍ତି। ତେବେ ଟି-ଟ୍ୱିଣ୍ଟି ଫର୍ମାଟରେ ନିଜ ଖେଳ ଜାରି ରଖିବେ ବୋଲି କହିଛନ୍ତି। ଚଳିତ ବିଶ୍ୱକପ୍ରେ ସୋଏବ ମଲ୍ଲିକ ତିନିଟି ମ୍ୟାଚ ଖେଳିଥିଲେ।...
ଭୁବନେଶ୍ୱର : ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି। ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଆହୁରି ଦୁଇ ଦିନ ବୃଦ୍ଧି କରାଯାଇଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଂଜନ ଦାଶ। ପୂର୍ବରୁ ଜୁଲାଇ ୩ରୁ ୬ ତାରିଖ ଯାଏ ନାମଲେଖା ଧାର୍ଯ୍ୟ ହୋଇଥିଲା। ତେବେ ସର୍ଭରଜନିତ ତ୍ରୁଟି...