ଭୁବନେଶ୍ୱର : ଓଡ଼ିଶାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ରାଜ୍ୟ ସରକାର ମହିଳା ଓ ଶିଶୁ ବିକାଶ ପାଇଁ ୩ ହଜାର ୪୫୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ମହିଳାଙ୍କ ବିକାଶ ସହ ମିଶନ...
ଭୁବନେଶ୍ୱର : ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଲାଗୁ ହୋଇପାରେ ପାସ୍ ଫେଲ ବ୍ୟବସ୍ଥା। ଉଭୟ ଶ୍ରେଣୀରେ ପିଲାଙ୍କ ପାଇଁ ପରୀକ୍ଷା ଓ ପାସ୍ଫେଲ ବ୍ୟବସ୍ଥା କରାଇବାକୁ ଯୋଜନା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ବହୁ...
ଭୁବନେଶ୍ୱର : ଘରୋଇ ସ୍କୁଲ ଭଳି କେମିତି ଭଲ ରେଜଲ୍ଟ କରିବେ ସରକାରୀ ସ୍କୁଲ ? ସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ିବ କିପରି ? ପିଲାଙ୍କ ଉପସ୍ଥାନ ବୃଦ୍ଧି ସାଙ୍ଗକୁ ଉତ୍ତମ ଶିକ୍ଷା ଗ୍ରହଣରେ ପିତାମାତାଙ୍କ ଭୂମିକା କଣ ? ଏଭଳି କିଛି ମୌଳିକ ପ୍ରଶ୍ନର...
ଭୁବନେଶ୍ୱର : ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୧ଲକ୍ଷ ୩୯ହଜାର କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ସର୍ବାଧିକ ପାଣ୍ଠି ଅର୍ଥ ବିଭାଗକୁ ଆବଣ୍ଟିତ ହୋଇଥିବାବେଳେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଜଳସମ୍ପଦ...
ରାୟଗଡ଼ା(ମନୋଜ ପାତ୍ର) : ସମଲେଶ୍ୱରୀ ଟ୍ରେନ୍ ଦୁର୍ଘଟଣା ପରେ ଆରମ୍ଭ ହୋଇଛି ତଦନ୍ତ। ଟାୱାର ମେଣ୍ଟେନାସ ଇଞ୍ଜିନ ଧକ୍କା ଓ ଏଥିରେ ତିନି ରେଳ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଖୋଳତାଡ଼ କରାଯାଇଛି। କୋଲକତାରୁ ଆସିଥିବା ସେଫ୍ଟି କମିଶନର ଆର.କେ. ଶର୍ମାଙ୍କ ନେତୃତ୍ୱରେ ଟିମ୍ ରାୟଗଡ଼ା ଯାଇ ଘଟଣାର ତଦନ୍ତ...
ବାଲିଗୁଡ଼ା (ଅଜିତ ନାଏକ): ମୃତଦେହକୁ ଯେପରି କେହି ଅସମ୍ମାନ ନକରିବେ, ସେଥିପାଇଁ ରାଜ୍ୟ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ଏହା ସତ୍ତ୍ୱେ ମଧ୍ୟ ମୃତଦେହକୁ ମିଳୁନି ସମ୍ମାନ। ମହାପ୍ରୟାଣ ଗାଡ଼ି ନମିଳିବାରୁ ପରିବାର ଲୋକେ ମୃତଦେହକୁ ଖଟିଆରେ ବୋହିଲେ। ଆଜି ଏପରି ଘଟଣା କନ୍ଧମାନ ଜିଲ୍ଲାରେ ଘଟିଛି।...
ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି। ସେ ପ୍ରଥମେ କୃଷି ବଜେଟ୍ ଉପସ୍ଥାପନ କରିଥିଲେ। ଏଥର ୨୦ ହଜାର ୭୧୪ କୋଟି ଟଙ୍କା କୃଷି ବଜେଟ୍ ଉପସ୍ଥାପନ କରାଯାଇଥିବା ବେଳେ ପୂର୍ଣ୍ଣାଙ୍ଗ ବଜେଟ୍ର ବ୍ୟୟ...
ଭୁବନେଶ୍ୱର : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି। ସେ ପ୍ରଥମେ କୃଷି ବଜେଟ୍ ଉପସ୍ଥାପନ କରୁଛନ୍ତି। କୃଷି ବଜେଟ୍ରେ କଣ କଣ ଉପସ୍ଥାପିତ ହେଉଛି ଜାଣନ୍ତୁ – ଫୋନି ବାତ୍ୟା ପାଇଁ ଓଡ଼ିଶା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି ଆଗାମୀ ଦିନରେ ବିପର୍ଯ୍ୟୟ ମୁକାବିଲା...
ବାଲେଶ୍ୱର (ରଣଜିତ ପ।କଳ): ୨୮ ବର୍ଷର ଜୀବନକାଳ ମଧ୍ୟରେ କହ୍ନେଇଲାଲ ଦାସଙ୍କ ଅନବଦ୍ୟ ସାହିତ୍ୟ ସୃଷ୍ଟି ଆଗାମୀ ଦିନରେ ଓଡ଼ିଶା ସାହିତ୍ୟକୁ ରୁଦ୍ଧିମନ୍ତ କରିବ। ସ୍ୱଳ୍ପ ସମୟ ଜୀବନରେ ସେ ଯେଉଁ କଳାକୃତି ଛାଡ଼ି ଯାଇଛନ୍ତି, ତାହା ସର୍ବକାଳ ପାଇଁ ଆଦୃତ ହୋଇ ରହିବ। ଓଡ଼ିଆ ଭାଷା ସାହିତ୍ୟର...
ଭୁବନେଶ୍ୱର : ଓଡ଼ିଶାରେ ହୋଇଥିବା ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ବିଧାନସଭାରେ ରିଟର୍ଣ୍ଣି ଅଫିସର ଦାୟିତ୍ୱରେ ଥିବା ଅଧିକାରୀ ସମସ୍ତ ପ୍ରାର୍ଥୀଙ୍କୁ ସେମାନଙ୍କ ସାର୍ଟିଫିକେଟ ପ୍ରଦାନ କରିଛନ୍ତି। ଏଥିରେ ସୌମ୍ୟରଂଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱୀନ ବୈଷ୍ଣବ ୫ ବର୍ଷ ଲାଗି ନିର୍ବାଚିତ...
ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା କଳୁଙ୍ଗା ଲ୍ୟାମ୍ପସ୍ (ଲାର୍ଜ ଏରିଆ ମଲ୍ଟି ପର୍ପସ୍ ସୋସାଇଟିଜ୍)ରେ ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ଲ୍ୟାମ୍ପସ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩ ଲକ୍ଷ ୯୭ ହଜାର ଆଠଶହ ଟଙ୍କା ଲୁଟି ନେଇଛନ୍ତି। ଆଜି ଦିନ ପ୍ରାୟ ୧୧ଟା ବେଳେ...
ଦୁବାଇ: ଚଳିତ ବିଶ୍ୱକପରେ ଭାରତୀୟ କ୍ରିକେଟ୍ ଟିମ୍ ଭଲ ଆରମ୍ଭ କରିଛି ଏବଂ ଏପର୍ଯ୍ୟନ୍ତ ଅପରାଜେୟ ରହିଛି। ଏହାର ଫାଇଦା ଭାରତକୁ ଆଇସିସି ଦିନିକିଆ ରାଙ୍କିଙ୍ଗରେ ମଧ୍ୟ ମିଳିଛି। ଭାରତ ଏବେ ବିଶ୍ୱର ଏକ ନମ୍ବର ଦିନିକିଆ ଟିମ୍ ହୋଇଛି। ଏହି ମାମଲାରେ ଭାରତ ଇଂଲଣ୍ଡକୁ ହଟାଇ ଶୀର୍ଷ...
ଭୁବନେଶ୍ୱର : ରାଜଧାନୀରେ ଛାତ୍ର ଗୋଷ୍ଠୀ ସଂଘର୍ଷ। ଏକ ପ୍ରତିଷ୍ଠିତ ଇଂଜିନିୟରିଂ କଲେଜରେ ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ଘଟିଛି ଗଣ୍ଡଗୋଳ। ଏହି ଘଟଣାରେ ୨ ଛାତ୍ରଙ୍କ ଠାରୁ ୩ ରାଉଣ୍ଡ ଅଫୁଟା ଗୁଳି ଜବତ ହୋଇଛି। ଗଣ୍ଡଗୋଳ ଖବର ପାଇ କଲେଜରେ ପହଞ୍ଚିଛି ପୁଲିସ। ଗୋଟିଏ ଗୋଷ୍ଠୀର...