ଜଗତସିଂହପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ମାରାଥନ ପ୍ରଚାର। ଜଗତସିଂହପୁର ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗୋଡ଼ା କଲେଜ ଗ୍ରାଉଣ୍ଡରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...
ଭୁବନେଶ୍ୱର : ଶେଷରେ ଝାରପଡ଼ା ଜେଲକୁ ଗଲେ ପିପିଲି ବିଧାୟକ ପ୍ରଦୀପ ମହାରଥୀ। ତାଙ୍କ ଜାମିନ ଆବେଦନର ଶୁଣାଣି ୨୪ ତାରିଖକୁ ଘୁଞ୍ଚିଥିବାରୁ ସେପର୍ଯ୍ୟନ୍ତ ଜେଲରେ ରହିବେ ମହାରଥୀ। ଜେଲ୍ ୱାର୍ଡରେ ରହି ଚିକିତ୍ସିତ ହେବେ। ଗତକାଲି ନିର୍ବାଚନ ଫ୍ଳାଇଂ ସ୍କ୍ୱାର୍ଡରେ ଥିବା ମାଜିଷ୍ଟ୍ରେଟଙ୍କୁ ମାଡ଼ ମାରିବା ଅଭିଯୋଗରେ...
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି କେନ୍ଦ୍ରାପଡ଼ାରେ ଏକ ବିଶାଳ ସାଧାରଣ ସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଅନ୍ତିମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ଜୋରଦାର ହୋଇଥିବା ବେଳେ କେନ୍ଦ୍ରାପଡ଼ାରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୋଦି। ଏଥିପାଇଁ ବାରୁଅ ପଡ଼ିଆରେ ବ୍ୟାପକ ଆୟୋଜନ...
ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ପାଟକୁରାରେ କେବେ ହେବ ନିର୍ବାଚନ? ଏଠାରୁ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ୱାଲଙ୍କ ଦେହାନ୍ତ ପରେ ଏବେ ଏମିତି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଚତୁର୍ଥ ପର୍ଯ୍ୟାୟ ଅର୍ଥାତ ଆସନ୍ତା ୨୯ ତାରିଖରେ ପାଟକୁରାରେ ଭୋଟଗ୍ରହଣ ହେବାର ଥିଲା।...
ଭୁବନେଶ୍ୱର : ମହଙ୍ଗା ପ଼ଡିଲା ମାଜିଷ୍ଟ୍ରେଟଙ୍କୁ ମାଡ଼। ଗିରଫ ହେଲେ ପ୍ରଦୀପ ମହାରଥୀ। ପିପିଲି ବିଧାୟକ ତଥା ଏଥର ବିଜେଡି ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କୁ ଗିରଫ ପରେ କରାଯାଇଥିଲା କୋର୍ଟ ଚାଲାଣ। ମହାରଥୀଙ୍କ ବିରୋଧରେ ଲାଗିଛି ହତ୍ୟା ଉଦ୍ୟମ ଭଳି ସଂଗୀନ ଦଫା। ପୁରା ଘଟଣା ଥିଲା ଏମିତି।...
ଭୁବନେଶ୍ୱର : ଆସନ୍ତାକାଲି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ଭୋଟ୍ ଗ୍ରହଣ ହେବ। ଓଡ଼ିଶାର ୬ ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।...
ଭୁବନେଶ୍ୱର : ରାତି ପାହିଲେ ତୃତୀୟ ସଂଗ୍ରାମର ମହାଫାଇଟ୍। ତାପୂର୍ବରୁ କିନ୍ତୁ ରକ୍ତରଂଜିତ ହେଲାଣି ରାଜନୀତି। ଗତକାଲି ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ଏବଂ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଭାଙ୍ଗିଯାଇଛି ଭୁବନେଶ୍ୱର ମଧ୍ୟର ବିଜେପି ପ୍ରାର୍ଥୀ...
ବାଲେଶ୍ୱର( ରଶ୍ମୀରଂଜନ ଦାସ) : ପିସିସି ସଭାପତି ନିରଂଜନ ପଟ୍ଟନାୟକ ଓ କଂଗ୍ରେସ କର୍ମୀଙ୍କୁ ଗିରଫ ଦାବିରେ ବିଏସ୍ପି ନେତା କୃଷ୍ଣ ସଗରିଆଙ୍କ ଆନ୍ଦୋଳନ। କୃଷ୍ଣ ସଗରିଆଙ୍କ ନେତୃତ୍ୱରେ ଶତାଧିକ ବିଏସ୍ପି କର୍ମୀ ଭଣ୍ଡାରୀପୋଖରୀ ଥାନା ଘେରାଉ କରିଥିଲେ। ଗତ ୧୯ ତାରିଖରେ କୃଷ୍ଣ ସଗରିଆ ନିଜ ଦଳର...
କୋରାପୁଟ( ସୂର୍ଯ୍ୟ ପଣ୍ଡା) : କୋରାପୁଟରେ ବିଶ୍ୱ ପୃଥିବୀ ଦିବସ ପାଳିତ। ଏହି ଅବସରରେ ବିଭିନ୍ନ ଗ୍ରାମରେ କାର୍ଯ୍ୟରତ ବନବିଭାଗ କର୍ମଚାରୀ ଓ ବନ ସୁରକ୍ଷା ସମିତିର କର୍ମକର୍ତ୍ତାଙ୍କୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲକୁ ସୁରକ୍ଷା ସହ, ବୃକ୍ଷରୋପଣ, ପଶୁପକ୍ଷୀଙ୍କ ସୁରକ୍ଷା ଦିଗରେ କାର୍ଯ୍ୟ କରିବା...
ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍। ଗତକାଲି ହେବାକୁ ଥିବା ଭୋଟ୍ ଗ୍ରହଣ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର। ମଙ୍ଗଳବାର ହେବାକୁ ଥିବା ଭୋଟ୍ରେ ମୋଟ୍ ୩୧୮୬ଟି କ୍ରିଟିକାଲ ବୁଥ୍ ରହିଛି। ୬...