• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

booth
ସ୍ୱାଭିମାନ ଅଞ୍ଚଳର ୯ଟି ବୁଥ୍‌ରେ ଭୋଟଦାନ ଶୂନ

ମାଲକାନଗିରି(ଜିତେନ୍ଦ୍ର ବେଉରା) : ମାଲକାନଗିରିର ବିଚ୍ଛିନ୍ନାଞ୍ଚଳ କୁହାଯାଉଥିବା ଚିତ୍ରକୋଣ୍ଡା ପାଇଁ ଗୁରୁପ୍ରିୟା ସେତୁ ନିର୍ମାଣ ହେଲା। ଆଉ ଏହି ସେତୁର ଲୋକାର୍ପଣ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ, ଆଜିଠୁ ବିଚ୍ଛିନ୍ନାଞ୍ଚଳର ନାଁ ହେଲା ସ୍ୱାଭିମାନ ଅଞ୍ଚଳ। ନକ୍ସଲଙ୍କ ପ୍ରାଦୁର୍ଭାବ ହ୍ରାସ କରିବାରେ ଏହି ସେତୁ ପ୍ରମୁଖ...

kotia
ଆନ୍ଧ୍ର ଯାଇ ଭୋଟ ଦେଲେ କୋଟିଆ ଗାଁ ଲୋକେ

କୋରାପୁଟ( ସୂର୍ଯ୍ୟ ପଣ୍ଡା) : ଆନ୍ଧ୍ର ପ୍ରଦେଶକୁ ଯାଇ ଭୋଟ ଦେଲେ ଓଡିଶା ଲୋକେ। ଆନ୍ଧ୍ର ଓଡିଶା ସୀମାନ୍ତରେ ଥିବା ବିବାଦୀୟ କୋଟିଆ ଗାଁ ଲୋକେ ଆନ୍ଧ୍ରକୁ ଯାଇ ଦେଇଛନ୍ତି ଭୋଟ୍। ନେରେଡିବାଲାସଠା ଓ ଏହାର ଆଖପାଖର ଅନେକ ଗାଁ ପାଇଁ ଆନ୍ଧ୍ର ସରକାର ତରଫରୁ ୨ଟି ବୁଥ...

malkangiri
ନକ୍ସଲଙ୍କ ଭୟରେ ଭୋଟ୍‌ ଦେଲେନି ଭୋଟର

ମାଲକାନଗିରି (ଜିତେନ୍ଦ୍ର ବେଉରା) : ରାଜ୍ୟରେ ୪ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ମତଦାନ ପ୍ରକ୍ରିୟା ଆରମ୍ଭରୁ ବିଭିନ୍ନ ସମସ୍ୟା ଦେଖାଦେଇଛି। ମାଲକାନଗିରି ଜିଲ୍ଲାରେ ଦୁଇଟି ବୁଥକୁ କେହି...

vote
ବିଶାଖାପାଟଣାରେ ଭୋଟ ଦେଲେ ପ୍ରବାସୀ ଓଡ଼ିଆ

ବିଶାଖାପାଟଣା : ଆନ୍ଧ୍ରପ୍ରଦେଶର ୨୫ଟି ଲୋକସଭା ଓ ୧୭୫ଟି ବିଧାନସଭା ଆସନ ପାଇଁ ଚାଲିଛି ମତଦାନ। ରାଜ୍ୟର ୨୫ ଟି ଲୋକସଭା ଆସନ ପାଇଁ ମୋଟ ୩୧୯ ଜଣ ପ୍ରାଥୀ ମୈଦାନରେ ରହିଥିବା ବେଳେ ୧୭୫ଟି ବିଧାନସଭା ଆସନ ପାଇଁ ମୋଟ ୨ହଜାର ୧୧୮ ଜଣ ପ୍ରାର୍ଥୀ ମୈଦାନରେ...

aparajita
ଭୁବନେଶ୍ୱର ବାର୍‌ ଆସୋସିଏସନ୍‌ରେ ଭୋଟ ଭିକ୍ଷା କଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର : ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଆଜି ଭୁବନେଶ୍ୱର ବାର୍‌ ଆସୋସିଏସନ୍ ଯାଇ ଭୋଟ୍ ଭିକ୍ଷା କରିଛନ୍ତି। ବାର ଭିତରକୁ ଯାଇ ଆଇନ୍‌ଜୀବୀ ଓ କର୍ମକର୍ତ୍ତାଙ୍କୁ ଭେଟି ବିଜେପିକୁ ଭୋଟ୍ ଦେଇ ଜିତାଇବାକୁ ନିବେଦନ କରିଥିଲେ। ତାଙ୍କ ସହ ଭୁବନେଶ୍ୱର ଉତ୍ତର ପ୍ରାର୍ଥୀ ଅପରାଜିତା...

amit sahah
ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର  : ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। କେନ୍ଦୁଝର ମେଡିକାଲ୍ କଲେଜ ପଡ଼ିଆରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଏପ୍ରିଲ୍ ୧୭ ତାରିଖରେ ଅମିତ ଶାହ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ...

ots
ଆସନ୍ତାକାଲି ଏହି ନେତାଙ୍କର ହେବ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର : ଯୁଦ୍ଧକ୍ଷେତ୍ର ପ୍ରସ୍ତୁତ। ଯୋଦ୍ଧା ବି ପ୍ରସ୍ତୁତ। ୧୯ ନିର୍ବାଚନ ପାଇଁ ଆସନ୍ତାକାଲି ଆରମ୍ଭ ହେଉଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଉ ଏହି ଲଢ଼େଇ ପାଇଁ ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ମଧ୍ୟରୁ କେତେକ ହେଭିୱେଟ୍‌ ନେତାଙ୍କ ମଧ୍ୟରେ ଲଢ଼େଇ ହେବାକୁ ଯାଉଛି। ନବରଙ୍ଗପୁରରେ ଭାଗ୍ୟ ପରଖିବାକୁ...

baragada-ps-case-photo---(1
୩ ଗ୍ୟାଙ୍ଗର ୧୨ ଅପରାଧୀଙ୍କୁ ଧରିଲା କମିଶନରେଟ ପୁଲିସ

ଭୁବନେଶ୍ୱର : କମିଶନରେଟ ପୁଲିସକୁ ବଡ଼ ସଫଳତା ମିଳିଛି। ଚୋରି ଓ ଛିନତାଇ ଅଭିଯୋଗରେ ୩ଟି ଗ୍ୟାଙ୍ଗର ୧୨ଜଣଙ୍କୁ ପୁଲିସ ଗିରଫ କରିଛି। ସେମାନଙ୍କଠାରୁ ପୁଲିସ ୫ ଲକ୍ଷରୁ ଅଧିକ ଟଙ୍କାର ସୁନା, ରୁପା, ପିସ୍ତଲ ଓ ମାରଣାସ୍ତ୍ର ଜବତ କରିଛି। ଅପରାଧ ରୋକିବା ପାଇଁ ସହିଦନଗର, ବଡଗଡ...

modi biopic
ଆସନ୍ତାକାଲି ରିଲିଜ୍ ହେବନି ମୋଦିଙ୍କ ବାୟୋପିକ୍

ନୂଆଦିଲ୍ଲୀ : ପୁଣି ବଲିଉଡ ମୁଭି ‘ପିଏମ୍ ନରେନ୍ଦ୍ର ମୋଦି’କୁ ଝଟକା। ଫିଲ୍ମର ପ୍ରଦର୍ଶନ ନିର୍ବାଚନ ଶେଷ ପରେ ହିଁ ହୋଇପାରିବ ବୋଲି କହିଛନ୍ତି ନିର୍ବାଚନ କମିଶନର। ଏହା ଫଳରେ ଆସନ୍ତାକାଲି ରିଲିଜ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍ ପିଏମ୍ ନରେନ୍ଦ୍ର ମୋଦି ହଲ୍‌ରେ ପ୍ରଦର୍ଶିତ...

bjp mmet ceo
ବିଜେଡି ଇସ୍ତାହାରକୁ ନେଇ ସିଇଓଙ୍କୁ ଭେଟିଲା ବିଜେପି

ଭୁବନେଶ୍ୱର : ନିର୍ବାଚନୀ ଇସ୍ତାହାରକୁ ନେଇ ଆଜି ଉଭୟ ବିଜେଡି ଓ ବିଜେପି ମୁହାଁମୁହିଁ ହୋଇଛନ୍ତି। ଉଭୟ ଦଳ ପକ୍ଷରୁ ପରସ୍ପର ବିରୋଧରେ ଥାନାରେ ଏତଲା ଦାଏର କରାଯାଇଛି। ଯାହାକି ରାଜ୍ୟ ରାଜନୀତିକୁ ସରଗରମ କରିଛି। ବିଜେଡିର ନିର୍ବାଚନୀ ଇସ୍ତାହାରରେ ସରକାରୀ ଲୋଗୋର ଦୁରୁପଯୋଗ ହୋଇଥିବା ଅଭିଯୋଗ କରି...

bjp-0
ବିଜେପିକୁ ଭୋଟ୍ ଦେବାକୁ ୯ଶହ କଳାକାରଙ୍କ ଅପିଲ୍

ନୂଆଦିଲ୍ଲୀ :  ବିଜେପିକୁ ଭୋଟ୍ ଦେବାକୁ କଳାକାରଙ୍କ ଅପିଲ୍। ଜଣେ କି ଦୁଇଜଣ ନୁହେଁ, ଦେଶର ୯ ଶହ କଳାକାର ବିଜେପି ଏବଂ ଏହାର ସହଯୋଗୀ ଦଳଙ୍କୁ ଭୋଟ୍ ଦେଇ ଜିତାଇବାକୁ ନିବେଦନ କରିଛନ୍ତି। ଦେଶକୁ ମଜବୁର ନୁହେଁ, ମଜଭୁତ ସରକାର ଦରକାର ବୋଲି କହିଛନ୍ତି ଦେଶର ପ୍ରତିଷ୍ଠିତ...