• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

laxmi puran patha 3
ଲକ୍ଷ୍ମୀ ପୁରାଣର ପ୍ରଚାର ପାଇଁ ମହିଳାଙ୍କ ମହତ ଉଦ୍ୟମ

ବାଲେଶ୍ୱର (ରଶ୍ମୀରଞ୍ଜନ ଦାସ) : ଆଜି ହେଉଛି ମାର୍ଗଶିର ମାସର ଦ୍ୱିତୀୟ ଗୁରୁବାର। ମାଣବସା ଗୁରୁବାର କେବଳ ଏକ ପୂଜା ନୁହେଁ,ଏହା ଏକ ସାମାଜିକ ବିପ୍ଳବ। ଲକ୍ଷ୍ମୀ ପୁରାଣ ସହ କେବଳ ଆଧ୍ୟାତ୍ମିକ ଭାବଧାରା ଜଡିତ ହୋଇନାହିଁ , ଏହା ସାମାଜିକ ବାର୍ତ୍ତାକୁ ଜାବୁଡି ଧରିଛି। ସମାଜରେ ଥିବା...

RTO
ଆର୍‌ଟିଓ କଟକଣା ଯାଞ୍ଚ ୩ ମାସ କୋହଳ

ଭୁବନେଶ୍ୱର : ଟ୍ରାଫିକ୍ କଟକଣା କଡ଼ାକଡ଼ିକୁ ଆଉ ୩ ମାସ କୋହଳ କରାଯାଇଛି। ଡିସେମ୍ୱର ୧ ତାରିଖରୁ ଟ୍ରାଫିକ୍‌ ନିୟମ ଓ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବାକୁ ନିଷ୍ପତ୍ତି କରାଯାଇଥିଲା। ତେବେ ଏହାକୁ ଆଉ ତିନି ମାସ ଘୁଞ୍ଚାଇ ଦିଆଯାଇଛି। ଆର୍‌ଟିଓ ଅଫିସରେ ପ୍ରବଳ ଭିଡ଼ କାରଣରୁ ସାଧାରଣ...

sudent --2
ସ୍କୁଲ୍‌ରେ ଛାତ୍ରୀଙ୍କର ହେଲା ଝଗଡ଼ା, ପ୍ରତିଶୋଧ ନେଲେ ଅଭିଭାବକ

ଭଦ୍ରକ : ସ୍କୁଲରେ ଦୁଇ ଛାତ୍ରୀଙ୍କ ମଧ୍ୟରେ ସାମାନ୍ୟ ଗଣ୍ଡଗୋଳକୁ ନେଇ ପ୍ରତିଶୋଧ ପରାୟଣ ହେଲେ ଅଭିଭାବକ । ତାଙ୍କ ଝିଅ ସହିତ ଝଗଡ଼ା କରିଥିବା ଅନ୍ୟ ଛାତ୍ରୀଙ୍କୁ ସେହି ଅଭିଭାବକ କିଛି ରାସାୟନିକ ପାଉଡର ଫିଙ୍ଗିବାରୁ ଦୁଇ ଜଣ ଛାତ୍ରୀ ଅଚେତ ହୋଇଛନ୍ତି । ସେମାନେ ହେଲେ...

ck
ଭାରତ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଟି-୨୦ ହାଇଦ୍ରାବାଦରେ

ନୂଆଦିଲ୍ଲୀ: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ସିରିଜର ପ୍ରଥମ ଓ ତୃତୀୟ ମ୍ୟାଚର ଭେନ୍ୟୁ ବଦଳିବା ନେଇ ବିସିସିଆଇ ଘୋଷଣା କରିଛି। ସିରିଜର ପ୍ରଥମ ଟି-୨୦ ମ୍ୟାଚ୍ ଡିସେମ୍ବର ୬ ତାରିଖରେ ହାଇଦ୍ରାବାଦରେ ଖେଳାଯିବ। ସେହିପରି ଡିସେମ୍ବର ୧୧ ତାରିଖରେ ତୃତୀୟ ତଥା ଫାଇନାଲ୍...

inhaling from an electronic cigarette.
ଇ-ସିଗାରେଟ ନିରୋଧ ବିଲ୍ ପାରିତ

ନୂଆଦିଲ୍ଲୀ: ବୁଧବାର ଇ-ସିଗାରେଟ୍‌ର ଉତ୍ପାଦନ, ଆମଦାନୀ ଏବଂ ବଣ୍ଟନରେ ବ୍ୟାନ୍‌ ଲଗାଇବାକୁ ଏକ ବିଲ୍‌ ପାରିତ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଶ ବର୍ଦ୍ଧନ କହିଛନ୍ତି, ନୂଆ ଫ୍ୟାଶନ୍‌ ନାମରେ କିଛି କମ୍ପାନୀ ଯୁବବର୍ଗଙ୍କୁ ବିମୁଖ କରିବାରୁ ଏହା ରୋକ ଲଗାଇବ। ଏହି ଇ-ସିଗାରେଟ୍‌ (ଉତ୍ପାଦନ, ପ୍ରସ୍ତୁତି, ଆମଦାନୀ, ରପ୍ତାନୀ,...

ms-dhon
କ୍ରିକେଟକୁ ଫେରିବା ନେଇ ଚର୍ଚ୍ଚା ଉପରୁ ପରଦା ଉଠାଇଲେ ଧୋନି

ମୁମ୍ବାଇ : ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ନା ପୁଣିଥରେ ମଇଦାନକୁ ପ୍ରତ୍ୟାବର୍ତ୍ତନ କରିବେ। ଯଦି ପ୍ରତ୍ୟାବର୍ତ୍ତନ କରିବେ, ତାହେଲେ କେବେ ? ଏହି ପ୍ରଶ୍ନ ବର୍ତ୍ତମାନ ଭାରତୀୟ କ୍ରିକେଟରେ ଖୁବ୍ ଚର୍ଚ୍ଚିତ। ଧୋନିଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଟିମର...

lox sex
ଧରା ପଡିଲେ ୬ ପ୍ରେମୀ ଯୁଗଳ , ଗେଷ୍ଟ ହାଉସ୍‌ରେ କରୁଥିଲେ ଏମିତି କାମ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା) : କଲେଜ ଯିବା ପାଇଁ ଘରୁ ବାହାରିଥିଲେ। ହେଲେ ପାଠ ପଢ଼ା ବାହାନାରେ କରୁଥିଲେ ପ୍ରେମ। ବୁଲୁଥିଲେ ପ୍ରେମିକଙ୍କ ସହ। ଆଜି ପ୍ରେମିକଙ୍କ ସହ ଯାଇଥିଲେ ଗେଷ୍ଟ ହାଉସ୍‌। ଜଣେ ନୁହେଁ, ୬ ପ୍ରେମୀ ଯୁଗଳ ଅସଞ୍ଜତ ଅବସ୍ଥାରେ ଧରାପଡ଼ିଥିଲେ। ଆଜି ଜଗତସିଂହପୁର ଟାଉନ୍‌...

hhh
ଓଡ଼ିଶାରେ ଆୟୋଜିତ ହେବ ୨୦୨୩ ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର : ଲଗାତର ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ଆୟୋଜନ ହେବ ହକି ବିଶ୍ୱକପ୍। ୨୦୨୩  ପୁରୁଷ ହକି ବିଶ୍ୱକପ୍ ଓଡ଼ିଶା ଆୟୋଜନ କରିବ ବୋଲି ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୮ ବିଶ୍ୱକପ୍ ହକି ଉଦଘାଟନର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ...

imran khan
ତୃତୀୟ ବିବାହ କରିଥିବା ଅଭିଯୁକ୍ତ ଇମ୍ରାନ ଖାନ ଗିରଫ

ଯାଜପୁର : ଯାଜପୁରରେ ଇମ୍ରାନ ଖାନ ତୃତୀୟ ବିବାହ ଘଟଣା । ଅଭିଯୁକ୍ତ ଇମ୍ରାନକୁ ଯାଜପୁର ଭଦ୍ରକ ସୀମାନ୍ତରୁ ଗିରଫ କଲା ଯାଜପୁର ପୁଲିସ । ଇମ୍ରାନ ପ୍ରଥମ ସ୍ତ୍ରୀକୁ ତଲାକ୍‌ ଦେବା ପରେ ଦ୍ୱିତୀୟ ବିବାହ କରିଥିଲେ ମଙ୍ଗଳପୁର ଅଞ୍ଚଳର ସବିନା ବିବିଙ୍କୁ।  ତେବେ ସବିନାଙ୍କ ସହ...

manjit
ଅନୁଭବଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ପ୍ରସଙ୍ଗ ; ମନ୍‌ଜିତଙ୍କ ବୟାନ ରେକର୍ଡ

କଟକ : ପଡ଼ୋଶୀଙ୍କୁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ । ଆଜି କୋର୍ଟରେ ଅଭିଯୋଗକାରୀ ମନ୍‌ଜିତ ଦାସଙ୍କ ବୟାନ ରେକର୍ଡ ହୋଇଛି । କଟକ ଏସ୍‌ଡିଜେଏମ୍ କୋର୍ଟରେ ମନ୍‌ଜିତଙ୍କ ବୟାନ ରେକର୍ଡ ହୋଇଛି । ସାଂସଦଙ୍କ ଦୁର୍ବ୍ୟବହାର ନେଇ ଥାନାରେ ଏତଲା କରିଥିଲେ ମନ୍‌ଜିତ। ପୁଲିସ...

petrol_price_4_0_0
ବଢ଼ୁଛି ତୈଳ ଦର ; ଭୁବନେଶ୍ୱରରେ ୭୪ ଟଙ୍କା ଟପିଲା ପେଟ୍ରୋଲ୍‌

ଭୁବନେଶ୍ୱର :  ଗତ ୬ ଦିନ ହେଲା ତୈଳଦର ବୃଦ୍ଧି ପାଇବାରେ ଲାଗିଛି । ଇଣ୍ଡିଆନ ଅଏଲର ସୂଚନା ଅନୁସାରେ ଆଜି ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ୭୪ଟଙ୍କା ୭୬ ପାଇସା ହୋଇଥିବାବେଳେ ,ଡିଜେଲ୍ ଦର ୬୫ ଟଙ୍କା ୭୩ ପଇସା ହୋଇଛି। ତେବେ ମୁମ୍ବାଇରେ ପେଟ୍ରୋଲ ଦର ସର୍ବାଧିକ...

1
କେୟାର ହସ୍ପିଟାଲ୍‌ରେ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ଭୁବନେଶ୍ୱର କେୟାର ହସ୍ପିଟାଲର ପାକିସ୍ତାନ ଲିଙ୍କ ରହିଥିବା ନେଇ ଅଭିଯୋଗ ହୋଇଛି। ଆଜି ଏହି ପ୍ରସଙ୍ଗ ବିଧାନସଭାରେ ଉଠିଥିଲା। ବିରୋଧୀ ଦଳ ନେତା ପ୍ରଦୀପ ନାୟକ ଓ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଏହି ପ୍ରସଙ୍ଗ ଉଠାଇ ଘଟଣାର ତଦନ୍ତ ପାଇଁ ଦାବି କରିଥିଲେ। ବିରୋଧୀଙ୍କ...

bhuban majhi
ଜେଲ୍‌ରୁ ଫେରିବା ପରେ ବେସାହାରା ବାପା , ପର କରିଦେଲେ ପୁଅଝିଅ

ନୂଆପଡ଼ା (ମାୟାଧର ସରାଫ): ଗୋଟିଏ ଭୁଲ ବଦଳାଇ ଦିଏ ମଣିଷର ସ୍ଥିତି ଓ ବଦଳାଇ ଦିଏ ଜୀବନର ପଥ । ହସଖୁସିର ସଂସାରରେ ଘୋଟିଯାଏ କଳା ବାଦଲ।  ଠିକ୍ ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ନୂଆପଡ଼ା ଜିଲ୍ଲା ଗୋଲାବନ୍ଧର ଭୁବନ ମାଝୀ । ସ୍ତ୍ରୀ ହତ୍ୟା ମାମଲାରେ ଦୋଷୀ...

japan woman
ଏହି ଦେଶର କଂପାନୀରେ ମହିଳାଙ୍କୁ ଚଷମା ପିନ୍ଧିବା ମନା

ଜାପାନ : ଆଖିରେ କିଛି ସମସ୍ୟା ଦେଖାଦେଲେ ବା କୌଣସି ସମସ୍ୟା ନଆସିବା ପାଇଁ  ଲୋକେ ଚଷମା ବ୍ୟବହାର କରିଥାନ୍ତି। ଆଜିକାଲି ମୋବାଇଲ୍‌ ଓ କଂପ୍ୟୁଟରର ବହୁଳ ବ୍ୟବହାର ଯୋଗୁଁ ଆଖି ଉପରେ ଏହାର ପ୍ରଭାବ ପଡ଼ିଥାଏ। ଏଥିରୁ ମୁକ୍ତି ପାଇଁ ଲୋକେ ଚଷମା ମଧ୍ୟ ପିନ୍ଧିଥାନ୍ତି ।...