ISRO ବିକ୍ରମ ସାରାଭାଇ ସ୍ପେସ୍ ସେଣ୍ଟର (VSSC) ବାହାର କରିଛି ନିଯୁକ୍ତି ବିଜ୍ଞାପନ। ଏହି ନିଯୁକ୍ତି ପ୍ରକ୍ରିୟାରେ ହାଲୁକା ଯାନ ଏବଂ ଭାରୀ ଯାନ ଡ୍ରାଇଭର ପଦବୀ ପୂରଣ ହେବ। ଦଶମ ପାଶ୍ କରିଥିବା ପ୍ରାର୍ଥୀ ଏହାର ଫାଇଦା ନେଇପାରିବେ।
‘ଜେଲର୍’ର ଦବଦବା ଆଉ ଏଥିରେ ରଜନୀକାନ୍ତଙ୍କ ଷ୍ଟାଇଲ୍ ଲୋକଙ୍କ ମନକୁ ଯାଇନି। ଏହାରି ଭିତରେ ରଜନୀକାନ୍ତ ପୁଣିଥରେ ଦର୍ଶକଙ୍କୁ ମନୋରଂଜନର ଖୋରାକ ଦେବାକୁ ଆସିଲେଣି। ରଜନୀକାନ୍ତଙ୍କ ଅଭିନୀତ ଫିଲ୍ମ ‘ଲାଲ ସଲାମ’ର ବହୁ ପ୍ରତୀକ୍ଷିତ ଟିଜର୍ ରିଲିଜ୍ ହୋଇଛି।
ଦୀପାବଳି ରାତିରେ କାଳୀ ମା’ଙ୍କୁ ପୂଜା କରାଯାଏ। ପ୍ରତିବର୍ଷ କାର୍ତ୍ତିକ ମାସର କୃଷ୍ଣ ପକ୍ଷର ଚତୁର୍ଦଶୀରେ କାଳୀ ମା’ଙ୍କୁ ଧୂମଧାମରେ ପୂଜା ଅର୍ଚ୍ଚନା କରାଯାଏ। ଏହି ଦିନଟି ମା’ କାଳୀଙ୍କ ପାଇଁ ଉତ୍ସର୍ଗୀକୃତ।
ରାକ୍ଷସମାନଙ୍କୁ ହତ୍ୟାକରିବା ପାଇଁ ଜଗତ ଜନନୀ ମା’ ଅମ୍ବା, ମା’ କାଳୀଙ୍କ ବିକରାଳ ରୂପ ଧାରଣ କରିଥିଲେ। ପରେ ସେ ପୁଣି ଶାନ୍ତ ରୂପକୁ ଫେରିଥିଲେ। କିପରି ହେଲେ ଶାନ୍ତ ଆସନ୍ତୁ ଜାଣିବା।
କେହି କେହି ଦୀପାବଳିରେ ଶ୍ରୀଗଣେଶଙ୍କୁ ଆରାଧନା କରନ୍ତି ତ ଆଉ କେହି ଧନର ଦେବୀ ଲକ୍ଷ୍ମୀଙ୍କ ପୂଜାପାଠ ପାଇଁ ଅଧିକ ଫଳପ୍ରଦ ବୋଲି ବିବେଚନା କରନ୍ତି। ସେହିପରି ଅନ୍ୟ ବିଚାରର ଲୋକେ ଏହାକୁ ନିଜ ଆରାଧ୍ୟ କିମ୍ବା ନିର୍ବାଣ ବା ପୁନର୍ଜନ୍ମର ଖୁସିରେ ପାଳନ କରନ୍ତି।
SIDBI ଅଫିସର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଆସିଷ୍ଟାଣ୍ଟ୍ ମ୍ୟାନେଜର ପୋଷ୍ଟ୍ ପୂରଣ ହେବ। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।
'ଟାଇଗର ୩' ରେ ସଲମାନ ଏବଂ କ୍ୟାଟ୍ରିନାଙ୍କ୍ ଜବରଦସ୍ତ କେମେଷ୍ଟ୍ରି ଦେଖି ପ୍ରଶଂସକମାନେ ବହୁତ ଉତ୍ସାହିତ ଅଛନ୍ତି। ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ବହୁତ ଭଲ ହୋଇଛି। ତେବେ ଏହା ‘ଜବାନ’ ଏବଂ ‘ଗଦର ୨’ ରେକର୍ଡ ଭାଙ୍ଗିବ କି ନାଇଁ ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।
ନରେନ୍ଦ୍ର ମୋଦି ଏବଂ ଭାରତୀୟ-ଆମେରିକୀୟ ଗାୟକ ଫାଲୁଙ୍କ ଦ୍ୱାରା ରଚନା କରାଯାଇଥିବା ବାଜରାର ଲାଭକୁ ପରିଚିତ କରେଇବା ନେଇ ସ୍ୱତନ୍ତ୍ର ଗୀତ 'ଆବ୍ୟୁଡେନ୍ସ୍ ଇନ୍ ମିଲେଟ୍ସ୍' ଗ୍ରେମୀ ପୁରସ୍କାର ପାଇଁ ମନୋନୀତ ହୋଇଛି। ଏହି ଗୀତକୁ ସର୍ବଶ୍ରେଷ୍ଠ ଗ୍ଲୋବାଲ୍ ମ୍ୟୁଜିକ୍ ପ୍ରଦର୍ଶନ ବର୍ଗରେ ମନୋନୀତ କରାଯାଇଛି। ଅଧିକାରୀମାନେ...
ସୋସିଆଲ୍ ମିଡିରେ ଏବେ ଏମିତି ଏକ ଭିଡିଓ ଭାଇରାଲ୍ ହେବାରେ ଲାଗିଛି ଯାହା ସମସ୍ତଙ୍କୁ ପ୍ରେରଣ ଦେଉଛି। ଜଣେ ବୃଦ୍ଧ ବ୍ୟକ୍ତି ଦୀର୍ଘ ଜୀବନ ବଞ୍ଚିବାର ରହସ୍ୟ କ’ଣ କହୁଛନ୍ତି। ଏହି ଭିଡିଓକୁ ଦେଖିବା ପରେ ବୋଧହୁଏ ଆପଣ ମଧ୍ୟ ତାଙ୍କ ଦ୍ୱାରା ଦିଆଯାଇଥିବା ଟିପ୍ସକୁ ମାନିବାକୁ ବାଧ୍ୟ...
ଆଲୋକର ପର୍ବ ଦୀପାବଳିକୁ ଲୋକେ ଆନନ୍ଦର ସହିତ ପାଳନ କରୁଥିବା ବେଳେ ପରସ୍ପରଙ୍କୁ ଉପହାର ଦେଇ ଶୁଭ ମନାସନ୍ତି। କିନ୍ତୁ ବେଳେବେଳେ ଛୋଟ ଛୋଟ ଅସାବଧାନତା ହେତୁ ଅନେକଙ୍କ ମୁହଁରୁ ଏହି ହସ ଲିଭିଯାଏ। କିଛି ଦିଗ ପ୍ରତି ଧ୍ୟାନ ଦେଲେ ଆପଣ ଦୀପାବଳିରେ ନିଜ ସ୍ୱାସ୍ଥ୍ୟକୁ ସୁରକ୍ଷିତ...
ଭାରତର ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବୁଲ କଲାମ ଆଜାଦ ଅନେକ ବଡ ନିଷ୍ପତ୍ତି ନେଇଥିଲେ ଯେଉଁଥିରେ ତାଙ୍କର ଏକମାତ୍ର ଚିନ୍ତାଧାରା ଥିଲା ଯେ ଶିକ୍ଷାର ତରଙ୍ଗକୁ ଦେଶର ପ୍ରତ୍ୟେକ ବିଭାଗରେ ପହଞ୍ଚେଇବା। ୮ ଦଶନ୍ଧି ପରେ ମଧ୍ୟ ତାଙ୍କ ଚିନ୍ତାଧାର ଦେଶର ଶିକ୍ଷା ବ୍ୟବସ୍ଥାକୁ ସଂଚାଳିତ କରୁଛି।
ଭାରତୀୟ ଡାକ ବିଭାଗରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ଦଶମ ପାଶ୍ କରି ସରକାରୀ ଚାକିରି ଆଶାରେ ଅଛନ୍ତି ସେମାନେ ମଧ୍ୟ ଏହାର ଫାଇଦା ନେଇ ପାରିବେ।
ଗୀତିକାର ଜାଭେଦ ଅଖତର ତାଙ୍କ ବିବୃତ୍ତି ପାଇଁ ଏବେ ଖୁବ୍ ଚର୍ଚ୍ଚାରେ। ଯେତେବେଳେ ବି ସେ କୌଣସି ପ୍ରସଙ୍ଗକୁ ନେଇ ମୁହଁ ଖୋଲନ୍ତି ତେବେ ନିଜର ମତକୁ ଖୋଲାଖୋଲି ଭାବେ ପ୍ରକାଶ କରନ୍ତି। ନିକଟରେ ଗୀତିକାର ପ୍ରଭୁ ରାମ ଏବଂ ମାତା ସୀତାଙ୍କ ବିଷୟରେ ନିଜର ମତ ପ୍ରକାଶ...
ବାସ୍ତୁଶାସ୍ତ୍ର ଅନୁସାରେ ଏମିତି ମଧ୍ୟ କିଛି ଜିନିଷ ଅଛି ଯାହାକୁ ଧନତେରାସରେ କିଣିବା ଅନୁଚିତ। କୁହାଯାଏ ଯେ ଏହି ଦିନ ଯଦି ଏହିସବୁ ଜିନିଷ କିଣାଯାଏ ତେବେ ଦେବୀ ଲକ୍ଷ୍ମୀ କ୍ରୋଧ କରନ୍ତି, ଯାହା ଫଳରେ ଆର୍ଥିକ ସଙ୍କଟ ସୃଷ୍ଟିହୁଏ। ତେବେ ଆସନ୍ତୁ ବାସ୍ତୁଶାସ୍ତ୍ର ଅନୁସାରେ ଏହି ଦିନ...
ଧନତେରାସ ସହିତ ଜଡିତ ଅନେକ କାହାଣୀ ଅଛି ଯାହା ଦର୍ଶାଏ ଯେ ଦୀପାବଳି ପୂର୍ବରୁ କାହିଁକି ଧନତେରାସ ପାଳନ କରାଯାଏ ଏବଂ ଆମ ଜୀବନରେ ଧନତେରାସ ମହତ୍ତ୍ୱ କ’ଣ? ଆସନ୍ତୁ ଜାଣିନେବା କ’ଣ କୁହେ କାହାଣୀ।
ଫିଲ୍ମ 'ସାମ୍ ବାହାଦୂର'ର ଟ୍ରେଲର ଦେଖିବା ପରେ ଲୋକମାନେ ଭିକି କୌଶଲ ଏବଂ ତାଙ୍କ ଅଭିନୟରେ ପାଗଳ ହୋଇଯାଇଛନ୍ତି। ଟ୍ରେଲର ଲୋକଙ୍କ ଆଶାକୁ ବଢାଇଦେଉଥିବା ବେଳେ ନିର୍ଦ୍ଦେଶକ ମେଘନା ଗୁଲଜାର ଏକ ମହାନ ଫିଲ୍ମ ନିର୍ମାଣ କରିଥିବା ଉଦାହରଣ ହୋଇଛନ୍ତି।
ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଛି। ମଙ୍ଗଳବାର ଦିନ ଅବ୍ବାସଙ୍କ କ୍ନଭେନ୍ରେ ହଠାତ୍ ଆକ୍ରମଣ କରାଯାଇଥିଲା ଯେଉଁଥିରେ ତାଙ୍କର ଜଣେ ସୁରକ୍ଷାକର୍ମୀଙ୍କର ମୃତ୍ୟୁ ଘଟିଥିଲା। ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସ କିଛି ଦିନ ପୂର୍ବରୁ ହମାସ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଥିଲେ।...
ହାତୀ ଲାଙ୍ଗୁଡ଼ ଟାଣି ଯୁବକ ଗିରଫ। ବନ୍ୟଜନ୍ତୁଙ୍କୁ ଉତ୍ତେଜିତ କରିବା ଅଭିଯୋଗରେ ବନବିଭାଗ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ପ୍ରଥମ ଥର ପାଇଁ ସୌର ଝଡ଼ର ସାମ୍ନା କଲା ଆଦିତ୍ୟ L1। ୧୦ ଘଣ୍ଟା ଧରି ତୀବ୍ରତା ମାପିଲା ହିଲିୟସ ପେ-ଲୋଡ୍। ସୂର୍ଯ୍ୟ ରହସ୍ୟ ଭେଦିବାକୁ ସେପ୍ଟେମ୍ବର ୨ରେ ହୋଇଛି ଲଞ୍ଚ୍।
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ। BSFର ଯବାନ ପ୍ରକାଶ ଚନ୍ଦ୍ର ସିଅଳ ସହିଦ। ପ୍ରକାଶଙ୍କ ଘର ବାଲେଶ୍ୱର ବାହାନଗା ବ୍ଳକ୍ ଗୋପାଳପୁରରେ। ଗତକାଲି ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସେ ଆହତ ହୋଇଥିଲେ।