• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

Pramod Behera

Editor

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ...more

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pramod Behera

Rashtriya ekta diwas history and why is it celebrated
'ଭାରତର ଲୌହ ମାନବ'ଙ୍କ ସମ୍ମାନରେ ‘ରାଷ୍ଟ୍ରିୟ ଏକତା ଦିବସ’

ଅକ୍ଟୋବର ୩୧ ହେଉଛି ଭାରତର ପ୍ରଥମ ଉପମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ। ପ୍ରତିବର୍ଷ ଏହି ଦିନକୁ ‘ଜାତୀୟ ଏକତା ଦିବସ’ ବା ‘ରାଷ୍ଟ୍ରିୟ ଏକତା ଦିବସ’ ଭାବେ ପାଳନ କରାଯାଏ। ଏହି ବର୍ଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୮ ତମ ଜନ୍ମ ବାର୍ଷିକୀ...

Southern Railway Recruitment Apply for 67 posts
Railway Recruitment: ଦଶମ ପାଶ୍ କରି ସ୍ପୋର୍ଟ୍ସ କୋଟା ଥିଲେ ରେଳବାଇରେ ଚାକିରି ସୁଯୋଗ

ଦଶମରୁ ନେଇ ସ୍ନାତକ ପାଶ୍ ପର୍ଯ୍ୟନ୍ତ ଯୁବକମାନଙ୍କ ପାଇଁ ନୂତନ କ୍ରୀଡା କୋଟାରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଳବାଇରେ କ୍ରୀଡା କୋଟା ଅଧୀନରେ ଦକ୍ଷିଣ ରେଳବାଇ ଦ୍ୱାରା ଏକ ନିଯୁକ୍ତି ବାହାରିଛି। ରେଳବାଇରେ କ୍ରୀଡା କୋଟା ପାଇବାକୁ ଚାହୁଁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ସୁବର୍ଣ୍ଣ...

kangana ranaut request fans to watch tejas in theatres
ଚାଲୁନି ‘ତେଜସ୍’; ହଲ୍‌କୁ ଯାଇ ଫିଲ୍ମ ଦେଖିବାକୁ ନେହୁରା ହେଲେ କଙ୍ଗନା

କଙ୍ଗନା ରାଣାୱତଙ୍କ ‘ତେଜସ୍’ ପ୍ରେକ୍ଷାଳୟକୁ ଆସିବାର ୨ ଦିନ ହୋଇଗଲା। ଫିଲ୍ମ ଭଲ ଚାଲୁନି। ଏହା ଦେଖି କଙ୍ଗନା ଭାଙ୍ଗିପଡିଛନ୍ତି। ଦର୍ଶକଙ୍କ ପାଖରେ ନେହୁରା ହୋଇ ଫିଲ୍ମ ଦେଖିବାକୁ ଅନୁରୋଧ କରିଛନ୍ତି। ଜାଣନ୍ତୁ ସେ କ’ଣ କହିଛନ୍ତି।

sunny deol will be announce gadar 3 in 2024
ଖୁବ୍ ଶୀଘ୍ର ଦର୍ଶକଙ୍କ ପାଖକୁ ଆସିବ 'ଗଦର ୩'; ଏମିତି କହିଲେ ନିର୍ମାତା

ଖୁବ୍ ଶୀଘ୍ର ଆସିବ 'ଗଦର ୩'। ଏହି ଫିଲ୍ମ କରିବାକୁ ସନ୍ନି ମଧ୍ୟ ବହୁତ ଉତ୍ସାହିତ ଥିବା ପରି ମନେହୁଏ। ଏହି ସମୟରେ ଖବର ଆସିଛି ଯେ ଅନିଲ ଶର୍ମା ଏହାକୁ ଦର୍ଶକଙ୍କ ପାଖରେ ପହଞ୍ଚେଇବା ନେଇ ଅଧିକ ବିଳମ୍ବ କରିବେ ନାହିଁ।

bear attacks security guard inside resort
Viral Video: ଭାଲୁର ପଞ୍ଚ୍‌ରେ ଛିଟିକି ପଡିଲେ ସୁରକ୍ଷାକର୍ମୀ

ଏକ ରିସୋର୍ଟର ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରିଥିବା ଭାଲୁକୁ କିଛି ଦିନ ଧରି ଖୋଜାଖୋଜି ପରେ ହତ୍ୟା କରାଯାଇଛି। ଏହି ଦୁର୍ଘଟଣାଜନିତ ଏନକାଉଣ୍ଟରର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଭାଲୁ କିପରି ଜଣେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଥିଲା ​​ତାହା ଦେଖିବାକୁ ମିଳିଛି।

1891 to 2020 odisha faced more than 100 storms
Super Cyclone: ୧୨୦ ବର୍ଷରେ ଓଡ଼ିଶା ଭୋଗିଲାଣି ୧୦୦ ବାତ୍ୟା; ଏବେ ସାଜିଛି ରୋଲ୍ ମଡେଲ୍

ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ କିଏ ବା ଭୁଲିବ। ଆଜକୁ ୨୪ ବର୍ଷ ତଳେ ଭୟଙ୍କର ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ। ସେଦିନ ଢୁ ଢୁ ବର୍ଷା ସାଙ୍ଗକୁ ପବନର ଧ୍ୱଂସଲୀଳା ଆଉ ତା’ ସହିତ ସମୁଦ୍ରର କରାଳ ରୂପ ଯିଏ...

World Stroke Day 6 Tips how to prevent stroke
World Stroke Day 2023: ଷ୍ଟ୍ରୋକ୍‌ର ବିପଦରେ ଯୁବପିଢି; ଜାଣନ୍ତୁ ରକ୍ଷା ପାଇବାର ୬ଟି ସୂତ୍ର

ପୂର୍ବରୁ କେବଳ ବୃଦ୍ଧମାନଙ୍କଠାରେ ଦେଖାଯାଉଥିବା ଏହି ସମସ୍ୟା ଏବେ ଯୁବପିଢିଙ୍କୁ ମଧ୍ୟ କବଳିତ କରିନେଇଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ, ପ୍ରତିବର୍ଷ ୧.୫ କୋଟିରୁ ଅଧିକ ଲୋକ ଷ୍ଟ୍ରୋକ୍‌ର ଶିକାର ହୁଅନ୍ତି ଏବଂ ପ୍ରାୟ ୫୦ ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି। ଜାଣନ୍ତୁ ଏଥିରୁ ରକ୍ଷା ପାଇବାର...

CISF Head Constable GD Sports Quota Recruitment 2023
ଆପଣଙ୍କ ସ୍ପୋର୍ଟସ କୋଟା ଅଛି କି… CISFରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ

CISF ହେଡ୍‌ କନ୍‌ଷ୍ଟେବଲ୍‌ ଜିଡି ସ୍ପୋର୍ଟସ କୋଟା ନିଯୁକ୍ତିର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ୍‌ ୨୧୫ଟି ପଦବୀ ପୂରଣ ହେବ।

Krushna abhishek govinda fights ends 7 after years
ଶେଷ ହେଲା କି ମାମୁ-ଭଣଜା କଳି; ପୁଣି ମିଶିଲେ କୃଷ୍ଣା-ଗୋବିନ୍ଦା!

ଏବେ ଲାଗୁଛି ମାମୁ-ଭଣଜା କଳି ସମାପ୍ତ ହୋଇଛି। ବର୍ତ୍ତମାନ ଉଭୟଙ୍କ ସଂପର୍କରେ କିଛିଟା ପରିବର୍ତ୍ତନ ହୋଇଛି। ୭ ବର୍ଷ ପରେ କୃଷ୍ଣା ଅଭିଷେକ ଓ ଗୋବିନ୍ଦା ମିଶିଛନ୍ତି। କୃଷ୍ଣାଙ୍କ ଏକ ସୋସିଆଲ୍ ମିଡିଆ ଶେୟାରରୁ ଏହା ଜଣାପଡିଛି।

Netizens doubts annaya pandey aditya roy kapur relationship
ପ୍ରେମରେ ପଡିଛନ୍ତି କି ଆଦିତ୍ୟ ରୟ କପୁର-ଅନନ୍ୟା ପାଣ୍ଡେ; ଦେଖନ୍ତୁ ଏହି ଭାଇରାଲ୍ ଭିଡିଓ

ଆଦିତ୍ୟ ରୟ କପୁର ଏବଂ ଅନନ୍ୟା ପାଣ୍ଡେଙ୍କ ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। ଏହି ଦୁହିଁଙ୍କୁ ଅତି ନିକଟତର ଭାବେ ଦେଖିବାକୁ ମିଳିଛି। ପ୍ରଶଂସକମାନେ ଏହି ଭିଡିଓକୁ ପସନ୍ଦ କରୁଛନ୍ତି ଆଉ ସେମାନେ ପରସ୍ପରଙ୍କୁ ପ୍ରେମ କରୁଥିବା ଆଶଙ୍କା କରୁଛନ୍ତି।

When did Gajalakshmi Puja start in Dhenkanal
Laxmi Puja 2023: ଢେଙ୍କାନାଳରେ କେବେଠାରୁ ଆରମ୍ଭ ହେଲା ଗଜଲକ୍ଷ୍ମୀ ପୂଜା

କୁମାରୀମାନଙ୍କ ପର୍ବ କୁମାର ପୂର୍ଣ୍ଣିମା। ଏହି ଦିନ ଧନର ଦେବୀ ଲକ୍ଷ୍ମୀଙ୍କୁ ଗଜବାହନ ସ‌ହ ପୂଜା କରାଯାଇଥାଏ। ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ। ତେବେ ଆସନ୍ତୁ ଜାଣିବା ଏଠି କେବେଠାରୁ ପାଳନ ହେଉଛି ଏହି ପୂଜା।

How kumara purnima is celebrated in Odisha
Kumara Purnima 2023: କୁମାର ପୂର୍ଣ୍ଣିମାରେ ବାଡୁଅ ଝିଅମାନେ କାହିଁକି କରନ୍ତି ଚନ୍ଦ୍ର ପୂଜା

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନ‌ଙ୍କର ପର୍ବ ବୋଲି କୁହାଯାଏ। ଏହିଦିନ କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି। ଏହିଦିନ କାହିଁକି ହୁଏ ଚନ୍ଦ୍ରପୂଜା ଆସନ୍ତୁ ଜାଣିବା।

aims bilaspur junior resident recruitment 2023
AIIMS Recruitment: AIIMS ରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ, ପଢନ୍ତୁ ପୂରା ସୂଚନା

AIIMS ବିଳାସପୁର ଜୁନିଅର ରେସିଡେଣ୍ଟ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଗ୍ରହଣ କରୁଛି। AIIMSର ବିଜ୍ଞପ୍ତି ଅନୁସାରେ ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ୍ ୧୪୧ ପୋଷ୍ଟ୍ ପୂରଣ ହେବ। ୱାକ୍‌-ଇନ୍-ଇଣ୍ଟରଭ୍ୟୁ ମାଧ୍ୟମରେ ପ୍ରାର୍ଥୀ ଚୟନ ହେବ।

kangana ranaut took a dig at bollywood stars who do gym
କଳାକାରମାନେ ଫିଟ୍‌ନେସ୍‌ରେ ବ୍ୟସ୍ତ, ସେମାନେ ଆଇନା ଦେଖିବାରେ ଦିନ କାଟନ୍ତି: କଙ୍ଗନା ରାଣାୱତ

ଜିମ୍ ଯାଉଥିବା କଳାକାରଙ୍କୁ କଟାକ୍ଷ କରିଛନ୍ତି କଙ୍ଗନା ରାଣାୱତ। କଙ୍ଗନା ଜିମ୍ ଯାଉଥିବା ଅଭିନେତାମାନଙ୍କୁ ପ୍ରଶ୍ନ କରି କହିଛନ୍ତି, “ଭୂମିକା କିମ୍ବା ପ୍ରସ୍ତୁତିର ଆବଶ୍ୟକତା ନ ଥାଇ ବି ସେମାନେ କାହିଁକି ସର୍ବଦା ପ୍ରଥମେ ଜିମ୍ ଯାଆନ୍ତି?

manoj bajpayee did several unnoticed role and film only for money
ଯଦି ଜଣେ ଅଭିନେତା ଘର ଚଳାଇବା ପାଇଁ କିଛି କରନ୍ତି, ତେବେ ଅନୁତାପ କରିବା ଉଚିତ ନୁହେଁ; ମନୋଜ ବାଜପେୟୀ

ନିଜ ଅଭିନୟ ହେତୁ ମନୋଜ ବାଜପେୟୀ ବଲିଉଡରେ ଏକ ଅବିସ୍ମରଣୀୟ ଚିହ୍ନ ଛାଡିଦେଇଛନ୍ତି ଯାହାକୁ ଦେଖି ଲୋକମାନେ ଆଜି ଅବାକ ହୋଇଯାଆନ୍ତି। ଅବଶ୍ୟ, ଖୁବ୍ କମ୍ ଲୋକ ଜାଣିଥିବେ ଯେ ବଲିଉଡରେ ପ୍ରସିଦ୍ଧ ହେବା ପୂର୍ବରୁ ମନୋଜ ତାଙ୍କ ପ୍ରାରମ୍ଭିକ କ୍ୟାରିୟରରେ ଏପରି କିଛି ଭୂମିକାରେ ଅଂଶ ଗ୍ରହଣ...

clean your liver naturally using these 5 things
Health Tips: ଲିଭରକୁ ସଫାକରିବା ନେଇ ବ୍ୟବହାର କରନ୍ତୁ ଏହି ୫ଟି ଜିନିଷ

ଲିଭରକୁ ଆମ ଶରୀରର କାରଖାନା ବୋଲି କୁହାଯାଏ। ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଲିଭରକୁ ଶକ୍ତିଶାଳୀ କରିବା ପାଇଁ ପ୍ରାକୃତିକ ଜିନିଷର ବ୍ୟବହାର ଅଧିକ ଲାଭଦାୟକ ହୋଇଥାଏ। ଆସନ୍ତୁ ଏ ବିଷୟରେ ଜାଣିନେବା।

beautiful virgin girls in kim jong un train they get huge salaries
କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସ୍ୱତନ୍ତ୍ର ଟ୍ରେନ୍‌ରେ ରୁହନ୍ତି କୁମାରୀ ଝିଅ: କରନ୍ତି ଏହି କାମ, ପାଆନ୍ତି ମୋଟା ଦରମା

କିମ୍ ଜୋଙ୍ଗଙ୍କ ବିଚିତ୍ରତା ସହିତ ତାଙ୍କ ଟ୍ରେନ୍‌କୁ ନେଇ ମଧ୍ୟ ଆଲୋଚନା ହୋଇଥାଏ। ତାଙ୍କର ସ୍ୱତନ୍ତ୍ର ଟ୍ରେନ୍‌କୁ ଏହାର କଡା ସୁରକ୍ଷା ହେତୁ ଚଳପ୍ରଚଳ ଦୁର୍ଗ ମଧ୍ୟ କୁହାଯାଏ। ଏଥିରେ ସମସ୍ତ ବିଳାସପୂର୍ଣ୍ଣ ସୁବିଧା ମଧ୍ୟ ରହିଛି। ଏଥିରେ ନିଯୁକ୍ତି ପାଆନ୍ତି କମ ବୟସର କୁମାରୀ ଝିଅ।

rcil recruitment 2023 vacancy salary upto Rs 1.40 lakh
RCIL Recruitment 2023: RCIL ରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି; ଦରମା ୧.୪୦ଲକ୍ଷ

RCIL ଏକ ନିଯୁକ୍ତି ଘୋଷଣା କରିଛି। ଏନେଇ ବିଜ୍ଞପ୍ତି ମଧ୍ୟ ଜାରି ହୋଇଛି। ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ବାହାରିଛି। BA ଆଉ MA ପିଲା ଆବେଦନ କରିପାରିବେ।

Maxwell hits fastest World Cup hundred
ମାକ୍ସୱେଲ ମାରିଲେ ଦ୍ରୁତତମ ବିଶ୍ୱକପ ଶତକ

ଦିନିକିଆ ବିଶ୍ୱକପରେ ଦ୍ରୁତତମ ଶତକୀୟ ଇଂନିସର ସାକ୍ଷୀ ପାଲଟିଛନ୍ତି ଦିଲ୍ଲୀ ଦର୍ଶକ । ମାତ୍ର ୧୮ ଦିନରେ ଭାଙ୍ଗିଛି ବିଶ୍ୱକପରେ ଦ୍ରୁତତମ ଶତକ ରେକର୍ଡ । ୪୯ ବଲରେ ଶତକ ହାସଲ କରି ଦକ୍ଷିଣ ଆଫ୍ରିକାର ଆଡମ ମାକ୍ରମ ବନିଥିଲେ ଦିନିକିଆ ବିଶ୍ୱକପ ଇତିହାସର ଦ୍ରୁତତମ ଶତକ ହାସଲକାରୀ...

kangana ranau said  her battles were never personal against khans
ତିନି ଖାନ୍‌ଙ୍କୁ ଟାର୍ଗେଟ୍ କରି ଏମିତି କହିଲେ କଙ୍ଗନା ରାଣାୱତ

ନିଜର ଖୋଲାଖୋଲି କଥା ପାଇଁ କଙ୍ଗନା ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଏକ ବାର୍ତ୍ତାଳାପରେ ସେ ସ୍ପଷ୍ଟ କରିଛନ୍ତି ଯେ ତାଙ୍କର ସଂଗ୍ରାମ କେବେ ବ୍ୟକ୍ତିଗତ ନୁହେଁ। ସେ ତିନି ଖାନ୍‌ଙ୍କୁ ଟାର୍ଗେଟ୍ କରି କ’ଣ କହିଛନ୍ତି ଜାଣନ୍ତୁ।

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।